Prime Minister shares Sanskrit Subhashitam, prays to Lord Hanuman
April 02nd, 10:48 am
PM Modi lauded Lord Hanuman Ji as an unparalleled symbol of devotion, strength, and unwavering dedication. He prayed that the grace of the mighty one may infuse courage and positivity into all his devotees.Prime Minister extends greetings on Hanuman Jayanti
April 02nd, 10:47 am
Prime Minister, Shri Narendra Modi extended greetings on the occasion of Hanuman Jayanti, today. Shri Modi, prayed that this sacred occasion may bring new energy and vigor into everyone's life. “My wish is that Pavanputra Hanuman ji shower his abundant blessings of strength, wisdom, and knowledge upon all, so that the might of our nation may further increase”, Shri Modi said.ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଜର୍ମାନ ଚାନ୍ସେଲର ଫ୍ରେଡରିକ୍ ମର୍ଜ ଅହମ୍ମଦାବାଦରେ ଆନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ ପରିଦର୍ଶନ କରିଛନ୍ତି
January 12th, 02:42 pm
ଅହମ୍ମଦାବାଦର ସାବରମତୀ ରିଭରଫ୍ରଣ୍ଟରେ ଆୟୋଜିତ ରଙ୍ଗୀନ ଏବଂ ଜୀବନ୍ତ ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଜର୍ମାନ ଚାନ୍ସେଲର ଫ୍ରେଡରିକ୍ ମର୍ଜ ଅଂଶଗ୍ରହଣ କରିଥିଲେ। ପ୍ରଦର୍ଶିତ ଗୁଡ଼ିରେ ଅପରେସନ୍ ସିନ୍ଦୂର, ଭଗବାନ ହନୁମାନ, ତ୍ରିରଙ୍ଗା ଏବଂ ଆହୁରି ଅନେକ କିଛି ଚିତ୍ରିତ ହୋଇଥିଲା । ଚାନ୍ସେଲର ମର୍ଜ ଗୁଡ଼ି ଉଡ଼ାଇବାକୁ ଚେଷ୍ଟା କରିଥିବାରୁ ପ୍ରଧାନମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି।The whole country is proud of you and watching you with admiration: PM Modi says to Women’s World Cup Champions
November 06th, 10:15 am
During his interaction with Women’s World Cup 2025 champions, PM Modi said they had truly accomplished something remarkable. The PM acknowledged the recurring challenges they faced and praised their courage and ability to instill confidence in others despite adversity. He encouraged them to advocate for Fit India and expressed his joy at having had the opportunity to interact with them.ଆଇସିସି ମହିଳା ବିଶ୍ୱକପ ୨୦୨୫ ଚାମ୍ପିଅନ୍ ଦଳ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
November 06th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀର ୭, ଲୋକ କଲ୍ୟାଣ ମାର୍ଗରେ ଆଇସିସି ମହିଳା ବିଶ୍ୱକପ ୨୦୨୫ ଚାମ୍ପିଅନ୍ ଦଳ ସହିତ ଆଲୋଚନା କରିଥିଲେ। ଭାରତୀୟ ଦଳ ଗତ ୨ ନଭେମ୍ବର, ୨୦୨୫ ରବିବାର ଦିନ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଫାଇନାଲରେ ବିଜୟୀ ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଏହି ଦିନଟି ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ, କାରଣ ଏହି ଗୋଟିଏ ଦିନରେ ଉଭୟ ଦେବ ଦୀପାବଳି ଏବଂ ଗୁରୁ ପରବ ଉଭୟ ପାଳନ କରାଯାଉଛି। ସେ ଉପସ୍ଥିତ ସମସ୍ତଙ୍କୁ ତାଙ୍କର ଶୁଭେଚ୍ଛା ମଧ୍ୟ ଜଣାଇଥିଲେ।