The HPV vaccination campaign, launched from Ajmer, marks a significant step towards empowering the nation’s Nari Shakti: PM Modi in Rajasthan
February 28th, 12:00 pm
At a public gathering in Ajmer, PM Modi expressed satisfaction that the “double-engine government” in Rajasthan has completed two years of rapid progress. He launched projects worth approximately ₹17,000 crore and handed over appointment letters to youth. The PM also launched the nationwide HPV vaccination campaign, describing it as a pivotal step toward empowering India’s ‘Nari Shakti’ (women power) and ensuring the health of mothers and daughters.ରାଜସ୍ଥାନରେ ଏଚପିଭି ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ
February 28th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଜମେରଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ । ଏହା ରାଜସ୍ଥାନର ବିକାଶ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଥିଲା। ପ୍ରଧାନମନ୍ତ୍ରୀ ଏହି ଅଞ୍ଚଳର ସାଂସ୍କୃତିକ ଏବଂ ବୀରତ୍ୱପୂର୍ଣ୍ଣ ଐତିହ୍ୟ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ ସୁରସୁରାର ତେଜାଜୀ ଧାମ ଏବଂ ହାଇଫାକୁ ମୁକ୍ତ କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରି ଏବେ ବି ଇସ୍ରାଏଲରେ ସମ୍ମାନିତ ମେଜର ଦଲପତ ସିଂହଙ୍କ ସାହସିକତା ପ୍ରତି ସମ୍ମାନ ପ୍ରଦର୍ଶନ କରିଥିଲେ।ଚେତି ଚାନ୍ଦ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
March 22nd, 10:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚେତି ଚାନ୍ଦ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।PM greets people across the country, celebrating various festivals on the advent of New Year
April 08th, 10:02 am