ଅର୍ଥନୀତିଜ୍ଞ ନିକୋଲାସ ଷ୍ଟର୍ନଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ
July 09th, 09:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲଣ୍ଡନ ସ୍କୁଲ ଅଫ୍ ଇକୋନୋମିକ୍ସର ଅର୍ଥନୀତି ପ୍ରଫେସର ଲର୍ଡ ନିକୋଲାସ ଷ୍ଟର୍ନଙ୍କୁ ଭେଟିଛନ୍ତି । ଉଭୟ ମାନ୍ୟଗଣ୍ୟ ବ୍ୟକ୍ତି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।July 09th, 09:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲଣ୍ଡନ ସ୍କୁଲ ଅଫ୍ ଇକୋନୋମିକ୍ସର ଅର୍ଥନୀତି ପ୍ରଫେସର ଲର୍ଡ ନିକୋଲାସ ଷ୍ଟର୍ନଙ୍କୁ ଭେଟିଛନ୍ତି । ଉଭୟ ମାନ୍ୟଗଣ୍ୟ ବ୍ୟକ୍ତି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।