ଭାରତର ସି ଡ଼ବ୍ଲୁ ଜି ଚାମ୍ପିଅନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

August 10th, 10:00 am

ବାସଭବନରେ ଜାତୀୟ କ୍ରୀଡ଼ାବିତ୍‌ମାନଙ୍କୁ ସ୍ୱାଗତ କରିବା ତାଙ୍କର ୧୨ ରୁ ୧୩ ବର୍ଷର କାର୍ଯ୍ୟକାଳ ମଧ୍ୟରେ ଏକ ନିୟମିତ ଏବଂ ପ୍ରିୟ ପରମ୍ପରା ହୋଇରହିଛି। ସେ ଦୃଢ଼ତାର ସହ ପ୍ରକାଶ କରିଛନ୍ତି ଯେ, ଦେଶ ପାଇଁ କ୍ରମାଗତ ବିଜୟ ହାସଲ କରିବାରେ ଭାରତୀୟ କ୍ରୀଡ଼ାବିତ୍‌ମାନଙ୍କର ନିଷ୍ଠାପର ପ୍ରଚେଷ୍ଟା ଏବଂ ନିରନ୍ତର ସଫଳତା ସ୍କୁଲର କୋମଳମତି ଛାତ୍ରଛାତ୍ରୀଙ୍କୁ କୌଣସି ସାଧାରଣ ପ୍ରଚାରମୂଳକ ଉପଦେଶ ତୁଳନାରେ ଅଧିକ ପ୍ରେରଣା ଯୋଗାଏ। ଶ୍ରୀ ମୋଦୀ କହିଛନ୍ତି, ଆମେ ସ୍କୁଲକୁ ଯାଇ ଯେତେ କହିଲେ ବି ତାହା ଅପେକ୍ଷା ଆପଣଙ୍କ ପଦକ ସେମାନଙ୍କୁ ଅଧିକ ପ୍ରେରିତ କରିଥାଏ।”

ରାଜ୍ୟଗୋଷ୍ଠୀ କ୍ରୀଡା ବିଜେତାଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 10th, 09:30 am

ବାସଭବନରେ ଜାତୀୟ କ୍ରୀଡ଼ାବିତ୍‌ମାନଙ୍କୁ ସ୍ୱାଗତ କରିବା ତାଙ୍କର ୧୨ ରୁ ୧୩ ବର୍ଷର କାର୍ଯ୍ୟକାଳ ମଧ୍ୟରେ ଏକ ନିୟମିତ ଏବଂ ପ୍ରିୟ ପରମ୍ପରା ହୋଇରହିଛି। ସେ ଦୃଢ଼ତାର ସହ ପ୍ରକାଶ କରିଛନ୍ତି ଯେ, ଦେଶ ପାଇଁ କ୍ରମାଗତ ବିଜୟ ହାସଲ କରିବାରେ ଭାରତୀୟ କ୍ରୀଡ଼ାବିତ୍‌ମାନଙ୍କର ନିଷ୍ଠାପର ପ୍ରଚେଷ୍ଟା ଏବଂ ନିରନ୍ତର ସଫଳତା ସ୍କୁଲର କୋମଳମତି ଛାତ୍ରଛାତ୍ରୀଙ୍କୁ କୌଣସି ସାଧାରଣ ପ୍ରଚାରମୂଳକ ଉପଦେଶ ତୁଳନାରେ ଅଧିକ ପ୍ରେରଣା ଯୋଗାଏ। ଶ୍ରୀ ମୋଦୀ କହିଛନ୍ତି, ଆମେ ସ୍କୁଲକୁ ଯାଇ ଯେତେ କହିଲେ ବି ତାହା ଅପେକ୍ଷା ଆପଣଙ୍କ ପଦକ ସେମାନଙ୍କୁ ଅଧିକ ପ୍ରେରିତ କରିଥାଏ।”

ମହିଳା ୭୫ କେଜି ବକ୍ସିଂରେ ରୌପ୍ୟ ପଦକ ଜିତିଥିବାରୁ ଲଭଲିନା ବୋର୍ଗୋହେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

August 02nd, 12:59 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୬ ରେ ମହିଳା ୭୫ କେଜି ବକ୍ସିଂ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ଲଭଲିନା ବୋର୍ଗୋହେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ମହିଳା ବକ୍ସରଙ୍କ 75 କିଲୋଗ୍ରାମ ଭାର ବର୍ଗ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବା ହେତୁ ଲଭଲିନା ବୋରଗୋହେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

October 04th, 08:09 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସିଆନ ଗେମରେ ମହିଳା ବକ୍ସରଙ୍କର 75 କିଲୋଗ୍ରାମ ଭାର ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବା ହେତୁ ଲଭଲିନା ବୋରଗୋହେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ବିଶ୍ୱ ବକ୍ସିଂ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ବକ୍ସର ଲୋଭଲିନା ବୋର୍ଗୋହେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

March 26th, 09:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବକ୍ସିଂ ବିଶ୍ୱ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ବକ୍ସର ଲୋଭଲିନା ବୋର୍ଗୋହେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଟୋକିଓ ଅଲମ୍ପିକ୍ସ ୨୦୨୦ରେ ବକ୍ସିଂରେ କାଂସ୍ୟ ପଦକ ଜିତିଥିବା ଲଭଲିନା ବୋରଗୋହାଇଁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

August 04th, 12:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ଅଲମ୍ପିକ୍ସ ୨୦୨୦ରେ ବକ୍ସିଂରେ କାଂସ୍ୟ ପଦକ ଜିତିଥିବା ଲଭଲିନା ବୋରଗୋହାଇଁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ତାଙ୍କ ଦୃଢତା ଓ ସଂକଳ୍ପ ପ୍ରଶଂସନୀୟ ।