ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ (ଆଇ. ଭି. ଏଫ୍. ଆର୍. ଟି.) ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି
March 25th, 04:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ (ଆଇ. ଭି. ଏଫ୍. ଆର୍. ଟି.) ଯୋଜନାକୁ ୨୦୨୬ ମସିହା ମାର୍ଚ୍ଚ ମାସ ୩୧ ତାରିଖ ପରେ ୨୦୨୬ ମସିହା ଏପ୍ରିଲ ମାସ ୧ ତାରିଖ ଠାରୁ ୨୦୩୧ ମସିହା ମାର୍ଚ୍ଚ ମାସ ୩୧ ତାରିଖ ପର୍ଯ୍ୟନ୍ତ ପାଞ୍ଚ ବର୍ଷ ପାଇଁ ଜାରି ରଖିବାକୁ ମଞ୍ଜୁରି ଦେଇଛନ୍ତି।