Tamil Nadu Chief Minister meets Prime Minister
May 24th, 08:35 pm
The Chief Minister of Tamil Nadu, Shri M K Stalin met the Prime Minister, Shri Narendra Modi in New Delhi today.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତାମିଲନାଡୁର ମୁଖ୍ୟମନ୍ତ୍ରୀ
September 27th, 01:13 pm
ତାମିଲନାଡୁର ମୁଖ୍ୟମନ୍ତ୍ରୀ ଶ୍ରୀ ଏମ୍.କେ. ଷ୍ଟାଲିନ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ
August 17th, 06:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଭେଟିଛନ୍ତି ।ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାଜନିତ ସ୍ଥିତି ସମ୍ପର୍କରେ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
November 07th, 09:24 pm
ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାଜନିତ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥିରୁ ଏମ.କେ ଷ୍ଟାଲିନଙ୍କ ସହ ଆଲୋଚନା କରିଛନ୍ତି । ଉଦ୍ଧାର ଓ ରିଲିଫ କାର୍ଯ୍ୟରେ କେନ୍ଦ୍ର ତରଫରୁ ସମସ୍ତ ସହାୟତା ପ୍ରଦାନ କରାଯିବ ବୋଲି ଏହି ଅବସରରେ ଶ୍ରୀ ମୋଦୀ ଆଶ୍ୱାସନା ଦେଇଛନ୍ତି ।ତାମିଲନାଡୁ ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଏମ କେ ଷ୍ଟାଲିନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
May 07th, 01:20 pm
ଶ୍ରୀ ଏମ କେ ଷ୍ଟାଲିନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।