ନବରାତ୍ରୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
March 19th, 09:48 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରାତ୍ରିର ପବିତ୍ର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ସମୃଦ୍ଧି, ସ୍ୱାସ୍ଥ୍ୟ ଏବଂ ଏକ ବିକଶିତ ଭାରତ ସଂକଳ୍ପ ପୂରଣ ପାଇଁ ପ୍ରାର୍ଥନା କରିଛନ୍ତି।ନବରାତ୍ରୀର ପ୍ରଥମ ଦିନରେ ଦେବୀ ଶୈଳପୁତ୍ରୀଙ୍କ ପୂଜା କଲେ ପ୍ରଧାନମନ୍ତ୍ରୀ
October 03rd, 09:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରାତ୍ରୀର ପ୍ରଥମ ଦିନରେ ଦେବୀ ଶୈଳପୁତ୍ରୀଙ୍କ ପୂଜା କରିଛନ୍ତି ।ନବରାତ୍ରୀର ପବିତ୍ର ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
September 26th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରାତ୍ରୀର ପବିତ୍ର ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ନବରାତ୍ରୀ ପ୍ରାରମ୍ଭରେ ଶ୍ରୀ ମୋଦୀ ଦେବୀ ଶୈଳପୁତ୍ରୀଙ୍କୁ ପ୍ରାର୍ଥନା କରିବା ସହ ସୁଖ, ସୌଭାଗ୍ୟ ଓ ସୁସ୍ଥତା କାମନା କରିଛନ୍ତି ।