ମନ୍ କୀ ବାତ୍ ସେପ୍ଟେମ୍ବର 2025
September 28th, 11:00 am
ମୋର ପ୍ରିୟ ଦେଶବାସୀଗଣ, ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କ ସହିତ ଯୋଡିହେବା, ଆପଣ ସମସ୍ତଙ୍କଠାରୁ ଶିଖିବା, ଦେଶର ଲୋକଙ୍କ ଉପଲବ୍ଧି ବିଷୟରେ ଜାଣିବା, ପ୍ରକୃତରେ ମୋତେ ବହୁତ ସୁଖଦ ଅନୁଭୂତି ପ୍ରଦାନ କରିଥାଏ । ପରସ୍ପର ସହିତ ନିଜ କଥା ବାଣ୍ଟି, ନିଜ ମନର କଥା କହିବା ଭିତରେ ଜଣାପଡ଼ିଲାନି ଯେ, ଏହି କାର୍ଯ୍ୟକ୍ରମ ୧୨୫ ଅଧ୍ୟାୟ ପୂରଣ କରିସାରିଲାଣି । ଆଜି ହେଉଛି ଏହି କାର୍ଯ୍ୟକ୍ରମର ୧୨୬ତମ ଅଧ୍ୟାୟ ଏବଂ ଆଜିର ଦିନ ସହିତ କିଛି ବିଶେଷ କଥା ମଧ୍ୟ ଯୋଡ଼ି ହୋଇ ରହିଛି । ଆଜି ହେଉଛି ଭାରତର ଦୁଇ ମହାନ ବ୍ୟକ୍ତିଙ୍କ ଜୟନ୍ତୀ । ମୁଁ କହୁଛି ଶହୀଦ ଭଗତ ସିଂ ଏବଂ ଲତା ଦିଦିଙ୍କ କଥା ।ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଏବଂ ବିହାରର ମଧୁବନିରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ
April 24th, 12:00 pm
ମୁଁ ମୋର ଭାଷଣ ଆରମ୍ଭ କରିବା ପୂର୍ବରୁ ଆପଣ ସମସ୍ତଙ୍କୁ ଅନୁରୋଧ କରିବାକୁ ଚାହେଁ, ଆପଣମାନେ ଯେଉଁଠି ବି ଅଛନ୍ତି, ସେହିଠାରେ ଆପଣଙ୍କ ସ୍ଥାନରେ ବସନ୍ତୁ, ଠିଆ ହେବାର ଆବଶ୍ୟକତା ନାହିଁ, ଆମେ ୨୨ ତାରିଖରେ ଯେଉଁ ପରିବାରବର୍ଗଙ୍କୁ ହରାଇଛୁ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ କିଛି ସମୟ ନିଜ ସ୍ଥାନରେ ବସିରହି ନିରବତା ଅବଲମ୍ବନ କରି, ନିଜ ନିଜ ଦେବତାଙ୍କୁ ସ୍ମରଣ କରି ସେ ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା। ଏହା ପରେ ମୁଁ ଆଜି ମୋର ଭାଷଣ ଆରମ୍ଭ କରିବି।ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ବିହାରର ମଧୁବନିଠାରେ ୧୩,୪୮୦ କୋଟିରୁ ଅଧିକ ଟଙ୍କାର ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 24th, 11:50 am
ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ମଧୁବନିଠାରେ ୧୩,୪୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି । ୨୨ ଏପ୍ରିଲ ୨୦୨୫ରେ ପହଲଗାମ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକମାନଙ୍କ ପାଇଁ ଏକ ମିନିଟ୍ ନୀରବତା ଅବଲମ୍ବନ କରିବା ସହ ଦିବଂଗତ ଆତ୍ମାମାନଙ୍କ ପାଇଁ ପ୍ରାର୍ଥନା କରିବାକୁ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କୁ ନିବେଦନ କରିଥିଲେ । ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ସେ କହିଥିଲେ ଯେ ପଞ୍ଚାୟତିରାଜ ଦିବସ ଅବସରରେ ସମଗ୍ର ଦେଶ ମିଥିଲା ଓ ବିହାର ସହ ସଂଯୁକ୍ତ ହୋଇଛି। ବିହାରର ବିକାଶ ଉଦ୍ଦେଶ୍ୟରେ ହଜାର ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ବୋଲି ସେ କହିଥିଲେ ଏବଂ ବିଦ୍ୟୁତ, ରେଳପଥ ଏବଂ ଭିତ୍ତିଭୂମି କ୍ଷେତ୍ରରେ ଏହି ପଦକ୍ଷେପ ବିହାରରେ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଗୁରୁତ୍ୱାରୋପ କରିଥିଲେ। ସେ ମହାନ କବି ତଥା ଜାତୀୟ ପ୍ରତୀକ ରାମଧାରୀ ସିଂ ଦିନକରଜୀଙ୍କୁ ତାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।୨୪ ଅପ୍ରେଲରେ ବିହାର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
April 23rd, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୪ ଅପ୍ରେଲରେ ବିହାର ଗସ୍ତ କରିବେ । ସେ ମଧୁବଣୀ ଯାତ୍ରା କରିବେ ଏବଂ ପ୍ରାୟ ୧୧:୪୫ ସମୟରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ସେ ୧୩,୪୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରିବେ ।ଭାରତର ଯୁବପିଢ଼ି କିଛି ନୂଆ ଏବଂ ବଡ଼ ଆକାରରେ କରିବାକୁ ଚାହୁଁଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
August 29th, 11:30 am
ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଆମ ଅଲିମ୍ପିଆନଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି, ଯେଉଁମାନେ ଦେଶକୁ ବିଶ୍ୱ ମଞ୍ଚରେ ଗର୍ବିତ କରିଛନ୍ତି। ଦେଶର ଯୁବପିଢ଼ିଙ୍କ ରିସ୍କ ନେବା ଏବଂ ଆଗକୁ ବଢ଼ିବାର ଦକ୍ଷତାକୁ ପାଇଁ ସେ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ଆମର କୁଶଳୀ ମାନବ ଶକ୍ତିର ପ୍ରୟାସକୁ ଆଲୋକପାତ କରି ଭଗବାନ୍ ବିଶ୍ୱକର୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି |ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ଘୋଷଣା
September 23rd, 06:12 pm
PM Narendra Modi sanctioned an ex-gratia of Rs. 2 lakh each to the next of kin of the persons deceased, and Rs. 50,000 each to the seriously injured in bus accident in Bihar's Madhubani district and Punjab's Attari, from the Prime Minister's National Relief Fund.ବିହାର ବସ ଦୁର୍ଘଟଣାରେ ଜୀବନହାନୀ ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ
September 19th, 11:56 pm
PM Narendra Modi expressed grief over the loss of lives in the bus accident in Madhubani district of Bihar. “Deeply saddened by the bus accident in Bihar’s Madhubani district. My thoughts are with the bereaved families in this hour of grief,” the Prime Minister said.Bihar stands for - Brilliant, Innovative, Hardworking, Action oriented, Resourceful: PM in Bihar
November 01st, 08:06 pm
Bihar will touch skies of development because of its hardworking people: PM Modi in Madhubani
November 01st, 02:00 pm