Tiruchirappalli turns out in huge numbers for PM Modi’s public meeting
March 11th, 06:00 pm
At a massive public meeting in Tamil Nadu’s Tiruchirappalli, Prime Minister Narendra Modi hailed Tiruchirappalli as a land of courage and faith, recalling the bravery of the Marudu Brothers and paying tribute to Major M. Saravanan for his sacrifice during the Kargil War. “Trichy is a land of courage and faith,” he said, adding that the Centre proudly honours Tamil Nadu’s culture and heritage. He also highlighted that C. P. Radhakrishnan, a son of the state, serves as the Vice President of India.Today's projects will boost energy access, connectivity and create jobs for the youth of Tamil Nadu: PM Modi in Tiruchirappalli
March 11th, 05:45 pm
PM Modi launched several developmental projects worth around ₹5,650 crore in Tiruchirappalli, aimed at bolstering the infrastructure and economy of Tamil Nadu. These initiatives span clean energy, petroleum-related manufacturing and enhanced multi-modal connectivity through highways, railways and rural roads. He dedicated the Indian Oil Corporation’s Lube Blending Plant in Chennai, strengthening the ‘Make in India’ initiative.ତାମିଲନାଡୁର ତିରୁଚିରାପଲ୍ଲିରେ ପତାକା ଦେଖାଇ ପ୍ରାୟ ୫,୬୫୦ କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସିକ ନଗରୀ ତ୍ରିଚି (ତିରୁଚିରାପଲ୍ଲି) ଗସ୍ତ କରି ତାମିଲନାଡୁର ଭିତ୍ତିଭୂମି ଓ ଅର୍ଥନୀତିକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଶୃଙ୍ଖଳାବଦ୍ଧ ପରିବର୍ତ୍ତନଶୀଳ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ମୋଟ ପାଞ୍ଚ ହଜାର ଛଅ ଶହ କୋଟି ଟଙ୍କାର ଏହି ପ୍ରକଳ୍ପଗୁଡ଼ିକ ସ୍ୱଚ୍ଛ ଶକ୍ତି, ପେଟ୍ରୋଲିୟମ ସମ୍ପର୍କିତ ଉତ୍ପାଦନ ଓ ରାଜପଥ, ରେଳପଥ ଏବଂ ଗ୍ରାମୀଣ ସଡକ ମାଧ୍ୟମରେ ଉନ୍ନତ ବହୁମୁଖୀ ସଂଯୋଗ ସୃଷ୍ଟି ଉପରେ କେନ୍ଦ୍ରିତ। ସମାବେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ପ୍ରକଳ୍ପଗୁଡ଼ିକ ଶକ୍ତି ଉପଲବ୍ଧତା, ସଂଯୋଗୀକରଣକୁ ସୁଦୃଢ଼ ଏବଂ ତାମିଲନାଡୁର ଯୁବକମାନଙ୍କ ପାଇଁ ହଜାର ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।PM Modi offers prayers at Arulmigu Subramaniyaswamy Temple, Thirupparankundram in Madurai
March 01st, 07:36 pm
PM Modi visited and offered prayers at the Arulmigu Subramaniyaswamy Temple in Thirupparankundram, Madurai. He sought blessings for the peace, prosperity, and well-being of all citizens.PM Modi addresses an enthusiastic public rally in Madurai, Tamil Nadu
March 01st, 04:30 pm
PM Modi addressed a massive public rally in Madurai, beginning his speech with deep reverence for Tamil Nadu’s spiritual heritage. He said he had just visited Tirupparankundram and received the darshan of Bhagwan Murugan, describing it as a truly pine experience. He said he prayed for the prosperity of Tamil Nadu and the entire nation.Our collective goal is a developed Tamil Nadu for developed India: PM Modi in Madurai
March 01st, 03:30 pm
PM Modi launched multiple development projects in Madurai, Tamil Nadu, aimed at transforming connectivity, boosting the economy and creating significant job opportunities for youth. In his speech, he highlighted 9 Vande Bharat trains, 9 Amrit Bharat trains, and the renovation of railway stations serving the people of Tamil Nadu. The PM also inaugurated Akashvani’s new FM relay transmitters.ମଦୁରାଇରେ ୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 01st, 03:00 pm
୦୧.୦୩.୨୦୨୬ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ମଦୁରାଇରେ ୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପବିତ୍ର ନଗରୀ ମଦୁରାଇରେ ଏକ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ତାମିଲନାଡୁର ବିକାଶ ଯାତ୍ରାରେ ଏକ ଗର୍ବର ଅଧ୍ୟାୟ। ଏହି ପ୍ରକଳ୍ପଗୁଡ଼ିକ ସଂଯୋଗୀକରଣକୁ ପରିବର୍ତ୍ତନ କରିବା, ଅର୍ଥନୀତିକୁ ପ୍ରୋତ୍ସାହିତ କରିବା ଏବଂ ଯୁବକମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏବଂ ରାଜ୍ୟର ଲକ୍ଷ ଲକ୍ଷ ଲୋକଙ୍କ ଜୀବନକୁ ପରିବର୍ତ୍ତନ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଉଚ୍ଚମାନର ଭିତ୍ତିଭୂମି ନିର୍ମାଣ ମୌଳିକ ଭାବରେ ଲୋକଙ୍କୁ ସଶକ୍ତ କରିବ। ଏହି ବିକାଶର ଅର୍ଥ ହେଉଛି କୃଷକମାନଙ୍କ ପାଇଁ ବଜାରରେ ପହଞ୍ଚିବା ପାଇଁ ଉତ୍ତମ ରାସ୍ତା, ତୀର୍ଥଯାତ୍ରୀ ଏବଂ ପର୍ଯ୍ୟଟକଙ୍କ ପାଇଁ ସହଜ ଯାତ୍ରା ଏବଂ ବ୍ୟବସାୟ ପାଇଁ ଦ୍ରୁତ ପରିବହନ, ଶ୍ରୀ ମୋଦୀ ଆଲୋକପାତ କରିଥିଲେ।୧ ମାର୍ଚ୍ଚରେ ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
February 27th, 04:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧ ମାର୍ଚ୍ଚ ୨୦୨୬ରେ ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ କରିବେ। ରାଜସ୍ଥାନ ଏବଂ ଗୁଜରାଟ ଗସ୍ତ ପରେ, ପ୍ରଧାନମନ୍ତ୍ରୀ ୨୮ ଫେବୃଆରୀ ରାତି ପ୍ରାୟ ୯ଟାରେ ଚେନ୍ନାଇ ପହଞ୍ଚିବେ ।Today, the benefits of every scheme related to the poor, farmers, women and youth are reaching the southern corner of India: PM Modi
February 28th, 12:15 pm
Prime Minister Narendra Modi addressed an enthusiastic crowd in Tirunelveli, Tamil Nadu. The PM thanked each and every one for their presence, love, respect and affection. The PM also expressed his happiness from the core to be surrounded by so many people.PM Modi's address at a public gathering in Tirunelveli, Tamil Nadu
February 28th, 12:03 pm
Prime Minister Narendra Modi addressed an enthusiastic crowd in Tirunelveli, Tamil Nadu. The PM thanked each and every one for their presence, love, respect and affection. The PM also expressed his happiness from the core to be surrounded by so many people.ତାମିଲନାଡୁର ମଦୁରାଇ ଠାରେ ଅଟୋମୋଟିଭ୍ ଏମ୍ଏସ୍ଏମ୍ଇ ଗୁଡିକ ପାଇଁ ଡିଜିଟାଲ ମୋବିଲିଟି ଇନିସିଏଟିଭ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 27th, 06:30 pm
ସର୍ବପ୍ରଥମେ ମୁଁ ଆପଣ ସମସ୍ତଙ୍କୁ କ୍ଷମା ମାଗୁଛି, କାରଣ ମତେ ଆସିବାରେ ବିଳମ୍ବ ହେଲା ଏବଂ ଆପଣମାନଙ୍କୁ ବହୁତ ସମୟ ଧରି ଅପେକ୍ଷା କରିବାକୁ ପଡିଲା । ମୁଁ ସକାଳେ ଦିଲ୍ଲୀରୁ ତ ଠିକ୍ ସମୟରେ ବାହାରିଥିଲି, କିନ୍ତୁ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେଉ ଦେଉ ସମସ୍ତେ ୫ ଦଶ ମିନିଟ୍ ଅଧିକ ସମୟ ନେଇଯାଆନ୍ତି । ତେଣୁ ଫଳସ୍ୱରୂପ ଯିଏ ଶେଷ ବ୍ୟକ୍ତି ତାକୁ ଶାସ୍ତି ମିଳିଯାଏ । ତେଣୁ ମୁଁ ବିଳମ୍ବରେ ଆସିଥିବାରୁ ପୁଣି ଥରେ ଆପଣମାନଙ୍କୁ କ୍ଷମା ମାଗିନେଉଛି ।PM participates in ‘Creating the Future – Digital Mobility for Automotive MSME Entrepreneurs’ program in Madurai, Tamil Nadu
February 27th, 06:13 pm
Prime Minister Narendra Modi participated in the program ‘Creating the Future – Digital Mobility for Automotive MSME Entrepreneurs’ in Madurai, Tamil Nadu today and addressed thousands of MSMEs entrepreneurs working in the motive sector. Addressing the event, the Prime Minister mentioned that 7 percent of the country’s GDP comes from the mobile industry which makes it a major part of the nation’s nomy. The Prime Minister also acknowledged the role of the mobile industry in promoting manufacturing and innovation.ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 19th, 06:33 pm
ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର.ଏନ. ରବି ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏମ.କେ. ଷ୍ଟାଲିନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ଅନୁରାଗ ଠାକୁର, ଏଲ.ମୁରୁଗାନ ଏବଂ ନିଶିଥ ପ୍ରାମାଣିକ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଏବଂ ଭାରତର କୋଣ ଅନୁକୋଣରୁ ଆସିଥିବା ମୋର ଯୁବ ସାଥିମାନେ।ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
January 19th, 06:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଚେନ୍ନାଇଠାରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି । ଶ୍ରୀ ମୋଦୀ ବ୍ରଡକାଷ୍ଟିଂ କ୍ଷେତ୍ର ସହ ଜଡ଼ିତ ପ୍ରାୟ ୨୫୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି । ସେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ। ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦଘାଟନ ଅବସରରେ ସେ ଦୁଇ ଜଣ ଆଥଲେଟଙ୍କ ଦ୍ୱାରା ହସ୍ତାନ୍ତର କରାଯାଇଥିବା କ୍ରୀଡ଼ାର ମଶାଲ ମଧ୍ୟ ରଖିଥିଲେ।ତାମିଲନାଡୁର ତିରୁଚିରାପଲ୍ଲୀରେ ଶିଳାନ୍ୟାସ ଏବଂ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 02nd, 12:30 pm
ତାମିଲନାଡୁ ର ରାଜ୍ୟପାଳ ଶ୍ରୀ ଆରଏନ ରବି ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଜ୍ୟୋତିରାଦିତ୍ୟ ସିନ୍ଧିୟା ଜୀ ଏବଂ ଏହି ମାଟିର ସନ୍ତାନ ମୋର ସହଯୋଗୀ ଏଲ ମୁରୁଗନ ଜୀ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ତାମିଲନାଡୁର ମୋ ପରିବାର ସଦସ୍ୟ!ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ତାମିଲନାଡୁର ତିରୁଚିରାପଲ୍ଲୀରେ ୨୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଓ ଶିଳାନ୍ୟାସ
January 02nd, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ତିରୁଚିରାପଲ୍ଲୀଠାରେ ୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ତାମିଲନାଡୁରେ ରେଳ, ସଡକ, ତୈଳ, ଓଗ୍ୟାସ ଏବଂ ଜାହାଜ ଚଳାଚଳ୍ ଆଦି କ୍ଷେତ୍ରକୁ ଏହି ବିକାଶ ପ୍ରକଳ୍ପରେ ଅନ୍ତର୍ଭୁକ୍ତ କରାଯାଇଛି ।ସୌରାଷ୍ଟ୍ର ତାମିଲ ସଂଗମମ ଏକ ସକାରାତ୍ମକ ବାତାବରଣ ସୃଷ୍ଟି କରିଛି: ପ୍ରଧାନମନ୍ତ୍ରୀ
April 15th, 10:09 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ମଦୁରାଇ ଠାରୁ ଏକ ସ୍ୱତନ୍ତ୍ର ଟ୍ରେନ ଯୋଗେ ସୌରାଷ୍ଟ୍ର ତାମିଲ ସଂଗମମ ଅଭିମୁଖେ ଯାଉଥିବା ପ୍ରଥମ ଦଳର ଯାତ୍ରାକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭକୁ ପ୍ରଶଂସା କରିଛନ୍ତି ।ଚେନ୍ନାଇର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
April 08th, 06:37 pm
ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର ଏନ ରବି ଜୀ, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଜୀ, କେନ୍ଦ୍ର ସରକାରରେ ମୋର ସହଯୋଗୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଦିଆ ଜୀ, ଏବଂ ତାମିଲନାଡୁର ଭାଇ ଓ ଭଉଣୀମାନେ, ଆପଣ ସମସ୍ତଙ୍କୁ ମୋର ଶୁଭେଚ୍ଛା ।ପ୍ରଧାନମନ୍ତ୍ରୀ ଦ୍ୱାରା ତାମିଲନାଡୁର ଚେନ୍ନାଇ ଠାରେ ଅନେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ
April 08th, 06:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁର ଚେନ୍ନାଇସ୍ଥିତ ଆଲଷ୍ଟ୍ରମ କ୍ରିକେଟ ପଡ଼ିଆରେ ଆୟୋଜିତ ସମାରୋହରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହ ଉଦଘାଟନ କରିଛନ୍ତି । ପୂର୍ବରୁ ପ୍ରଧାନମନ୍ତ୍ରୀ ଚେନ୍ନାଇ ଆନ୍ତର୍ଜାତିକ ବିମାନବନ୍ଦରର ନୂତନ ସମନ୍ୱିତ ରହଣି ସ୍ଥଳ ଭବନର ଉଦଘାଟନ କରିବା ସହ ଚେନ୍ନାଇରେ ଚେନ୍ନାଇ-କୋଏମ୍ବାଟୁର ବଂଦେ ଭାରତ ଏକ୍ସପ୍ରେସ ଟ୍ରେନର ଯାତ୍ରାରମ୍ଭ କରିଥିଲେ ।PM Modi addresses public meetings in Madurai and Kanyakumari, Tamil Nadu
April 02nd, 11:30 am
PM Modi addressed election rallies in Tamil Nadu's Madurai and Kanyakumari. He invoked MGR's legacy, saying who can forget the film 'Madurai Veeran'. Hitting out at Congress, which is contesting the Tamil Nadu election 2021 in alliance with DMK, PM Modi said, “In 1980 Congress dismissed MGR’s democratically elected government, following which elections were called and MGR won from the Madurai West seat. The people of Madurai stood behind him like a rock.”