କର୍ଣ୍ଣାଟକ ଉଡୁପି ଶ୍ରୀକୃଷ୍ଣ ମଠରେ ‘ଲକ୍ଷ କଣ୍ଠ ଗୀତା ପାରାୟଣ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
November 28th, 11:45 am
ମୁଁ ମୋ ବକ୍ତବ୍ୟ ଆରମ୍ଭ କରିବା ପୂର୍ବରୁ, କିଛି ପିଲା ଏଠାରେ କିଛି ଫଟୋ ନେଇ ଆସିଛନ୍ତି। ଏସ୍ପିଜି ଓ ସ୍ଥାନୀୟ ପୁଲିସକର୍ମୀ ଦୟାକରି ସେଗୁଡ଼ିକୁ ସଂଗ୍ରହ କରିବାରେ ସାହାଯ୍ୟ କରନ୍ତୁ। ଯଦି ଆପଣ ଫଟୋ ପଛରେ ଆପଣଙ୍କର ଠିକଣା ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଏକ ଧନ୍ୟବାଦ ପତ୍ର ପଠାଇବି। ଯେଉଁମାନେ କିଛି ସାଙ୍ଗରେ ନେଇ ଆସିଛନ୍ତି, ଦୟାକରି ସେମାନଙ୍କୁ ଦେଇଦିଅନ୍ତୁ; ସେମାନେ ତାହା ସଂଗ୍ରହ କରିନେବେ। ଆପଣ ଏଠାରେ ଆରାମରେ ବସନ୍ତୁ। ଏହି ପିଲାମାନେ ଅନେକ ସମୟରେ ବହୁତ କଠିନ ପରିଶ୍ରମ କରିଥାଆନ୍ତି, କିନ୍ତୁ ବେଳେବେଳେ ସେମାନଙ୍କ ପ୍ରତି ମୋ ଦ୍ୱାରା ଅନ୍ୟାୟ ହୋଇଯାଏ, ଏଥିପାଇଁ ମୁଁ ବହୁତ ଦୁଃଖ ପାଏ।କର୍ଣ୍ଣାଟକର ଉଡ଼ୁପୀସ୍ଥିତ ଶ୍ରୀକୃଷ୍ଣ ମଠରେ ଲକ୍ଷ କଣ୍ଠ ଗୀତା ପାରାୟଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 28th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ଉଡ଼ୁପୀସ୍ଥିତ ଶ୍ରୀକୃଷ୍ଣ ମଠରେ ଲକ୍ଷ କଣ୍ଠ ଗୀତା ପାରାୟଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଭଗବାନ ଶ୍ରୀକୃଷ୍ଣଙ୍କ ଦିବ୍ୟ ଦର୍ଶନରୁ ମିଳିଥିବା ସନ୍ତୋଷ, ଶ୍ରୀମଦ୍ ଭଗବଦ୍ ଗୀତାର ମନ୍ତ୍ରୋଚାରଣରୁ ମିଳିଥିବା ଆଧ୍ୟାତ୍ମିକ ଅନୁଭୂତି ଏବଂ ଏତେ ସଂଖ୍ୟକ ପୂଜ୍ୟ ସନ୍ଥ ଓ ଗୁରୁମାନଙ୍କର ଉପସ୍ଥିତି ତାଙ୍କ ପାଇଁ ପରମ ସୌଭାଗ୍ୟ। ତାଙ୍କ ପାଇଁ ଏହା ଅଗଣିତ ଆଶୀର୍ବାଦ ପାଇବା ସହିତ ସମାନ ବୋଲି ସେ ଆଲୋକପାତ କରି କହିଥିଲେ।୨୫ ନଭେମ୍ବରରେ କୁରୁକ୍ଷେତ୍ର ଗସ୍ତ କରିବେ ପ୍ରଧାନମନ୍ତ୍ରୀ
November 24th, 12:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ ନଭେମ୍ବରରେ ହରିୟାଣାର କୁରୁକ୍ଷେତ୍ର ଗସ୍ତ କରିବେ।