'ବିକଶିତ ଭାରତ'ର ସଂକଳ୍ପ ନିଶ୍ଚିତ ଭାବରେ ପୂରଣ ହେବ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ

December 28th, 11:30 am

ବର୍ଷର ଶେଷ ମନ କୀ ବାତ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ 2025ରେ ଭାରତ ଜାତୀୟ ସୁରକ୍ଷା, କ୍ରୀଡା, ବିଜ୍ଞାନ ପ୍ରୟୋଗଶାଳା ଏବଂ ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ନିଜର ଛାପ ସୃଷ୍ଟି କରିଥିଲା। ସେ ଆଶା ପ୍ରକାଶ କରିଥିଲେ ଯେ ଦେଶ 2026 ରେ ନୂତନ ସଂକଳ୍ପ ସହିତ ଆଗକୁ ବଢ଼ିବାକୁ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ମଧ୍ୟ ଯୁବ-କୈନ୍ଦ୍ରିକ ପଦକ୍ଷେପ ଯେପରିକି ବିକଶିତ ଭାରତ ଯୁବ ନେତା ସଂଳାପ, କୁଇଜ୍ ପ୍ରତିଯୋଗିତା, ସ୍ମାର୍ଟ ଇଣ୍ଡିଆ ହାକାଥନ୍ 2025 ଏବଂ ଫିଟ୍ ଇଣ୍ଡିଆ ଆନ୍ଦୋଳନ ଉପରେ ଆଲୋକପାତ କରିଥିଲେ।

Bihar doesn't need ‘Katta Sarkar’: PM Modi in Sitamarhi

November 08th, 11:15 am

PM Modi addressed a large and enthusiastic gathering in Sitamarhi, Bihar, seeking blessings at the sacred land of Mata Sita and underlining the deep connection between faith and nation building. Recalling the events of November 8 2019, when he had prayed for a favourable Ayodhya judgment before inauguration duties the next day, he said today he had come to Sitamarhi to seek the people’s blessings for a Viksit Bihar. He reminded voters that this election will decide the future of Bihar’s youth and urged them to vote for progress.

Unstoppable wave of support as PM Modi addresses rallies in Sitamarhi and Bettiah, Bihar

November 08th, 11:00 am

PM Modi today addressed large and enthusiastic gatherings in Sitamarhi and Bettiah, Bihar, seeking blessings in the sacred land of Mata Sita and highlighting the deep connection between faith and nation-building. Recalling the events of November 8, 2019, when he had prayed for a favourable Ayodhya verdict before heading for an inauguration the following day, he said he had now come to Sitamarhi to seek the people’s blessings for a Viksit Bihar.

Mahagathbandhan is a bundle of lies: PM Modi in Arrah, Bihar

November 02nd, 02:00 pm

Massive crowd attended PM Modi’s public rally in Arrah, Bihar, today. Addressing the gathering, the PM said that when he sees the enthusiasm of the people, the resolve for a Viksit Bihar becomes even stronger. He emphasized that a Viksit Bihar is the foundation of a Viksit Bharat and explained that by a Viksit Bihar, he envisions strong industrial growth in the state and employment opportunities for the youth within Bihar itself.

PM Modi addresses large public gatherings in Arrah and Nawada, Bihar

November 02nd, 01:45 pm

Massive crowd attended PM Modi’s rallies in Arrah and Nawada, Bihar, today. Addressing the gathering in Arrah, the PM said that when he sees the enthusiasm of the people, the resolve for a Viksit Bihar becomes even stronger. He emphasized that a Viksit Bihar is the foundation of a Viksit Bharat and explained that by a Viksit Bihar, he envisions strong industrial growth in the state and employment opportunities for the youth within Bihar itself.

ତ୍ରିନିଦାଦ ଏବଂ ଟୋବାଗୋରେ ଭାରତୀୟ ସମୁଦାୟଙ୍କୁ ପ୍ରଦାନ କରାଯାଇଥିବା ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 04th, 05:56 am

ଆଜି ସନ୍ଧ୍ୟାରେ ଆପଣମାନଙ୍କ ସହିତ ରହିବା ମୋ ପାଇଁ ଅତ୍ୟନ୍ତ ଗର୍ବ ଏବଂ ଆନନ୍ଦର ବିଷୟ। ମୁଁ ପ୍ରଧାନମନ୍ତ୍ରୀ କମଲା ଜୀଙ୍କୁ ତାଙ୍କର ସୁନ୍ଦର ଆତିଥ୍ୟ ଏବଂ ସୌହାର୍ଦ୍ଧ୍ୟପୂର୍ଣ୍ଣ କଥା ପାଇଁ ଧନ୍ୟବାଦ ଜଣାଉଛି।

ତ୍ରିନିଦାଦ ଏବଂ ଟୋବାଗୋରେ ପ୍ରବାସୀ ଭାରତୀୟଙ୍କ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

July 04th, 04:40 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତ୍ରିନିଦାଦ ଏବଂ ଟୋବାଗୋରେ ଭାରତୀୟ ପ୍ରବାସୀମାନଙ୍କର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ତ୍ରିନିଦାଦ ଏବଂ ଟୋବାଗୋ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀମତୀ କମଳା ପର୍ସାଦ-ବିସେସାର, ତାଙ୍କ କ୍ୟାବିନେଟର ସଦସ୍ୟ, ସାଂସଦ ଏବଂ ଅନେକ ସମ୍ମାନିତ ବ୍ୟକ୍ତି ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ, ପ୍ରଧାନମନ୍ତ୍ରୀଙ୍କୁ ପ୍ରବାସୀମାନେ ଅସାଧାରଣ ଉତ୍ସାହ ସହିତ ସ୍ୱାଗତ କରିଥିଲେ ଏବଂ ଏକ ରଙ୍ଗୀନ ପାରମ୍ପରିକ ଭାରତ-ତ୍ରିନିଦାଦ ସ୍ୱାଗତ ପ୍ରଦାନ କରିଥିଲେ।

ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତି

April 03rd, 03:01 pm

ମାର୍ଚ୍ଚ ୨୮ରେ ଘଟିତ ଭୂମିକମ୍ପରେ ପ୍ରାଣ ହରାଇଥିବା ବ୍ୟକ୍ତିବିଶେଷଙ୍କ ପରିବାରବର୍ଗଙ୍କୁ ମୁଁ ଭାରତବାସୀଙ୍କ ତରଫରୁ ଗଭୀର ସମବେଦନା ଜଣାଉଛି । ଆମେ ସମସ୍ତେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛୁ।

ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ୍ ସେଣ୍ଟରର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 30th, 11:53 am

ଆପଣମାନଙ୍କୁ ସମସ୍ତଙ୍କୁ ଗୁଡ଼ି ପାଡ଼ୱା ଏବଂ ନୂତନ ବର୍ଷର ବହୁତ ବହୁତ ଶୁଭକାମନା! କାର୍ଯ୍ୟକ୍ରମରେ ଉପସ୍ଥିତ ପରମ ପୂଜ୍ୟ ସରସଂଘ ଚାଳକ ଜୀ, ଡକ୍ଟର ମୋହନ ଭାଗବତ ଜୀ, ସ୍ୱାମୀ ଗୋବିନ୍ଦ ଗିରି ଜୀ ମହାରାଜ, ସ୍ୱାମୀ ଅବଧେଶାନନ୍ଦ ଗିରି ଜୀ ମହାରାଜ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ନୀତିନ ଗଡକରୀ ଜୀ, ଡକ୍ଟର ଅଭିନାଶ ଚନ୍ଦ୍ର ଅଗ୍ନିହୋତ୍ରୀ ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଉପସ୍ଥିତ ସମସ୍ତ ବରିଷ୍ଠ ସହକର୍ମୀ, ଆଜି ମୁଁ ଏହି ରାଷ୍ଟ୍ରଯଜ୍ଞର ପବିତ୍ର ଅନୁଷ୍ଠାନରେ ଯୋଗଦେବାର ସୌଭାଗ୍ୟ ପାଇଛି। ଆଜି, ଚୈତ୍ର ଶୁକ୍ଳ ପ୍ରତିପଦାର ଏହି ଦିନଟି ବହୁତ ସ୍ୱତନ୍ତ୍ର। ଆଜିଠାରୁ ନବରାତ୍ରିର ପବିତ୍ର ପର୍ବ ଆରମ୍ଭ ହେଉଛି। ଆଜି ଦେଶର ବିଭିନ୍ନ କୋଣରେ ଗୁଡ଼ି ପଡ଼ୱା, ଉଗାଦି ଏବଂ ନଭରେହ ପର୍ବ ମଧ୍ୟ ପାଳନ କରାଯାଉଛି। ଆଜି ମଧ୍ୟ ଭଗବାନ ଝୁଲେଲାଲ ଜୀ ଏବଂ ଗୁରୁ ଅଙ୍ଗଦ ଦେବ ଜୀଙ୍କ ଜନ୍ମ ଜୟନ୍ତୀ । ଏହା ଆମର ପ୍ରେରଣାର ଉତ୍ସ, ପରମ ପୂଜ୍ୟ ଡାକ୍ତର ସାହେବଙ୍କ ଜନ୍ମବାର୍ଷିକୀର ମଧ୍ୟ ଅବସର। ଏବଂ ଏହି ବର୍ଷ, ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଗୌରବମୟ ଯାତ୍ରାର ୧୦୦ ବର୍ଷ ମଧ୍ୟ ପୂରଣ ହେଉଛି। ଆଜି ଏହି ଅବସରରେ, ମୁଁ ସ୍ମୃତି ମନ୍ଦିର ପରିଦର୍ଶନ କରିବାର ଏବଂ ପୂଜ୍ୟ ଡାକ୍ତର ସାହେବ ଏବଂ ପୂଜ୍ୟ ଗୁରୁଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବାର ସୌଭାଗ୍ୟ ପାଇଛି।

ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 30th, 11:52 am

ପ୍ରଧାନମନ୍ତ୍ରୀ ଆଜି ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ ପବିତ୍ର ନବରାତ୍ରୀ ଉତ୍ସବର ଆରମ୍ଭକୁ ଚିହ୍ନିତ କରୁଥିବା ଚୈତ୍ର ଶୁକ୍ଳ ପ୍ରତିପଦାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଆଜି ସାରା ଦେଶରେ ଗୁଡି ପଡୱା, ଉଗାଦି ଏବଂ ନଭରେହ ଭଳି ପର୍ବ ପାଳନ କରାଯାଉଛି। ଭଗବାନ ଝୁଲେଲାଲ ଏବଂ ଗୁରୁ ଅଙ୍ଗଦ ଦେବଙ୍କ ଜନ୍ମ ବାର୍ଷିକୀ ଅବସରରେ ଏହି ଦିବସର ଗୁରୁତ୍ୱ ଉପରେ ସେ ଆଲୋକପାତ କରିଥିଲେ। ସେ ଏହି ଅବସରକୁ ପ୍ରେରଣାଦାୟୀ ଡକ୍ଟର କେ. ବି. ହେଡଗେୱାରଙ୍କ ଜୟନ୍ତୀ ଏବଂ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସ୍ଏସ୍) ର ଉଲ୍ଲେଖନୀୟ ଯାତ୍ରାର ଶତବାର୍ଷିକୀ ବୋଲି ମଧ୍ୟ ସ୍ୱୀକାର କରିଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ଦିନରେ ଡକ୍ଟର ହେଡଗେୱାର ଏବଂ ଶ୍ରୀ ଗୋଲୱାଲକର ଗୁରୁଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପାଇଁ ସ୍ମୃତି ମନ୍ଦିର ପରିଦର୍ଶନ କରି ସେ ନିଜର ସମ୍ମାନ ବ୍ୟକ୍ତ କରିଥିଲେ।

India is not just a workforce, we are a world force driving global change: PM Modi

March 01st, 11:00 am

The Prime Minister Shri Narendra Modi participated in the NXT Conclave in the Bharat Mandapam, New Delhi today. Addressing the gathering, he extended his heartfelt congratulations on the auspicious launch of NewsX World. He highlighted that the network includes channels in Hindi, English, and various regional languages, and today, it is going global. He also remarked on the initiation of several fellowships and scholarships, extending his best wishes for these programs.

ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ

March 01st, 10:34 am

ଶନିବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ହୋଇଥିବା ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି । ନ୍ୟୁଜ ଏକ୍ସ ୱାର୍ଲଡ଼ ଚ୍ୟାନେଲ ଶୁଭ ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସମବେତ ଜନତାକୁ ଉଦବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନିଜ ହୃଦୟରୁ ସଭିଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ହିନ୍ଦୀ, ଇଂରାଜୀ ଓ ଅନ୍ୟାନ୍ୟ ଆଂଚଳିକ ଭାଷାରେ ନିଜ ନେଟବାର୍କ ଖୋଲିଥିବା ଏହି ସଂସ୍ଥା ଏବେ ଏକ ବୈଶ୍ୱିକ ଚ୍ୟାନେଲରେ ପରିଣତ ହୋଇପାରିଛି । ବିଭିନ୍ନପ୍ରକାର ସ୍କଲାରସିପ ଓ ଫେଲୋସିପ ଆରମ୍ଭ କରାଯାଇଥିବାରୁ ସେ ଏଥିପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ ।

ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 24th, 02:35 pm

ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି, ବିହାରର ଭାଗଲପୁରରୁ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି

February 24th, 02:30 pm

କୃଷକ କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଭାଗଲପୁରରୁ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି । ଏହି ଅବସରରେ ସେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣଙ୍କୁ ଶ୍ରୀ ମୋଦୀ ଆଭାଷୀ ଭାବେ ସ୍ୱାଗତ କରିଥିଲେ। ମହାକୁମ୍ଭର ପବିତ୍ର ସମୟରେ ମନ୍ଦରାଚଳ ମାଟିରେ ପାଦ ରଖିବା ଏକ ବଡ଼ ସୌଭାଗ୍ୟ ବୋଲି ସେ କହିଛନ୍ତି। ଏହି ସ୍ଥାନରେ ଆଧ୍ୟାତ୍ମିକତା, ଐତିହ୍ୟ ସହିତ ବିକଶିତ ଭାରତର ସମ୍ଭାବନା ମଧ୍ୟ ରହିଛି ବୋଲି ସେ କହିଥିଲେ। ଏହା ସହିଦ ତିଲକା ମାଝୀଙ୍କ ଭୂମି ତଥା ରେଶମ ସହର ଭାବେ ପ୍ରସିଦ୍ଧ ବୋଲି ଶ୍ରୀ ମୋଦୀ କହିଥିଲେ। ବାବା ଅଜଗାଇବିନାଥଙ୍କ ପବିତ୍ର ଭୂମିରେ ଆଗାମୀ ମହାଶିବରାତ୍ରି ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏଭଳି ପବିତ୍ର ମୁହୂର୍ତ୍ତରେ ପିଏମ୍ କିଷାନର ୧୯ତମ କିସ୍ତି ପ୍ରଦାନ କରି ସେ ଭାଗ୍ୟବାନ ଏବଂ ପ୍ର​‌ତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ସିଧାସଳଖ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।

ପ୍ରୟାଗରାଜର ମହାକୁମ୍ଭରେ ଆସି ଧନ୍ୟ ହେଲି : ପ୍ରଧାନମନ୍ତ୍ରୀ

February 05th, 12:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରୟାଗରାଜରେ ମହାକୁମ୍ଭ ପରିଦର୍ଶନ କରି ସଙ୍ଗମରେ ପବିତ୍ର ବୁଡ ପକାଇଛନ୍ତି ।

ଫେବୃୟାରୀ ୫ରେ ପ୍ରୟାଗରାଜଠାରେ ମହାକୁମ୍ଭ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ

February 04th, 07:15 pm

ଆସନ୍ତା ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରୟାଗରାଜରେ ମହାକୁମ୍ଭ ମେଳା ପରିଦର୍ଶନ କରିବେ। ଏହିଦିନ ୧୧ଟାରେ ସେ ସଙ୍ଗମସ୍ଥଳରେ ବୁଡ଼ ପକାଇବା ସହ ମା’ ଗଙ୍ଗାଙ୍କୁ ପୂଜାର୍ଚ୍ଚନା କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି।

AAP-da's sinking ship will drown in Yamuna Ji: PM Modi in Kartar Nagar, Delhi

January 29th, 01:16 pm

PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”

PM Modi’s power-packed rally in Kartar Nagar ignites BJP’s campaign

January 29th, 01:15 pm

PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”

ପ୍ରୟାଗରାଜ ମହାକୁମ୍ଭରେ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

January 29th, 12:30 pm

ପ୍ରୟାଗରାଜ ମହାକୁମ୍ଭରେ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।

India's youth are a force for global good: PM Modi at NCC Rally

January 27th, 05:00 pm

PM Modi addressed the NCC Rally in Delhi. The Prime Minister remarked that the youth of India will determine the development of the country and the world in the 21st century. He emphasised, “Indian youth are not only contributing to India's development but are also a force for global good.”