The Indo-Pacific represents the shared aspirations of like-minded democracies such as India and Australia: PM Modi at the Joint Press Meet
July 09th, 11:15 am
Addressing a joint press meet with Australian Prime Minister Anthony Albanese, PM Modi highlighted the expanding India-Australia Comprehensive Strategic Partnership. He also likened the India-Australia partnership to cricket, saying the agenda is One-Day focused, decisions are as fast as T20 and the partnership is as long and deep as a Test match.Prime Minister holds official talks with President of Indonesia
July 07th, 02:51 pm
During his visit to Indonesia, PM Modi held talks with President Prabowo Subianto. The two leaders reviewed the full spectrum of the India-Indonesia Comprehensive Strategic Partnership, exchanged views on issues of mutual interest and reaffirmed their commitment to a free, open and rules-based Indo-Pacific. President Prabowo also conveyed his country's full support for India's BRICS Presidency in 2026.PM's departure statement ahead of his visit to Indonesia, Australia and New Zealand
July 06th, 09:00 am
At the invitation of the heads of state of Indonesia, Australia and New Zealand, PM Modi will visit the three countries from 6-11 July, 2026. In Indonesia, he will hold bilateral talks with President Prabowo and visit the Prambanan Temple. In Australia, he will meet PM Anthony Albanese and address the CEOs Forum. In New Zealand, he will hold talks with PM Christopher Luxon during the first state visit by an Indian PM in 40 years.16th India-Japan Annual Summit Joint Statement
July 02nd, 10:22 pm
At the 16th India–Japan Annual Summit, PM Modi and Japanese Prime Minister Sanae Takaichi reaffirmed their commitment to advancing the India–Japan Special Strategic and Global Partnership through deeper cooperation in defence, economic security, clean energy, AI, technology, investment and people-to-people ties. The Joint Statement also sets the stage for celebrating the 75th anniversary of India–Japan diplomatic relations next year.India-Japan Joint Statement on cooperation in the field of Artificial Intelligence (AI)
July 02nd, 10:14 pm
PM Modi and Japanese Prime Minister Sanae Takaichi agreed to deepen India-Japan cooperation in Artificial Intelligence with a shared vision for a safe, trusted and human-centric AI ecosystem. The partnership will drive collaboration in AI governance, digital infrastructure, research, innovation and talent development, while supporting resilient AI growth across the Indo-Pacific and the Global South.ମରିସସର ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ
June 28th, 08:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିକ୍ଟୋରିଆ, ମାହେରେ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କୁ ଭେଟିଛନ୍ତି। ସେଚେଲ୍ସର ସୁବର୍ଣ୍ଣ ଜୟନ୍ତୀ ଜାତୀୟ ଦିବସ ପାଳନ ଅବସରରେ ନେତାମାନେ ସାକ୍ଷାତ କରିଥିଲେ। ପ୍ରଧାନମନ୍ତ୍ରୀ ରାମଗୁଲାମ ନଭେମ୍ବର ୨୦୨୪ ରେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଚତୁର୍ଥ ସାକ୍ଷାତ ଥିଲା।ସେଚେଲ୍ସ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ୍ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି
June 28th, 02:02 pm
ତାଙ୍କ ଦ୍ୱାରା “Guardian of the Blue Horizon” ସମ୍ମାନରେ ସମ୍ମାନିତ ହେବା ମୋ ପାଇଁ ଏବଂ ୧୪୦ କୋଟି ଭାରତବାସୀଙ୍କ ପାଇଁ ଅତ୍ୟନ୍ତ ଆନନ୍ଦର ବିଷୟ। ମୁଁ ଏହି ସମ୍ମାନକୁ ନମ୍ରତାର ସହ ଗ୍ରହଣ କରି, ସେହି ସମସ୍ତ ଦେଶକୁ ସମର୍ପିତ କରୁଛି, ଯେଉଁମାନେ ଜଳବାୟୁ ପରିବର୍ତ୍ତନର ଆହ୍ୱାନ ବିରୋଧରେ ଲଢୁଛନ୍ତି ଏବଂ ପରିବେଶ ସୁରକ୍ଷାକୁ ଆଗାମୀ ପିଢ଼ି ପ୍ରତି ନିଜର ଦାୟିତ୍ୱ ବୋଲି ମନେ କରୁଛନ୍ତି।ପ୍ରଧାନମନ୍ତ୍ରୀଙ୍କ ସେଶେଲ୍ସ ଗସ୍ତ (ଜୁନ 27-29, 2026)
June 25th, 06:05 pm
ସେଶେଲ୍ସ ରାଷ୍ଟ୍ରପତି ପାଟ୍ରିକ୍ ହର୍ମିନିଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ଦୃଷ୍ଟିକୋଣ ମହାସାଗରକୁ ଆଗକୁ ବଢ଼ାଇବା ପାଇଁ 27-29 ଜୁନ୍ 2026 ପର୍ଯ୍ୟନ୍ତ ସେଶେଲ୍ସ ଗସ୍ତ କରିବେ । ଏହି ଗସ୍ତ ସମୟରେ ସେ ସେଶେଲ୍ସ ଜାତୀୟ ଦିବସର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ସମ୍ମାନିତ ଅତିଥି ଭାବରେ ଯୋଗଦେବେ ଏବଂ ରାଷ୍ଟ୍ରପତି ହର୍ମିନିଙ୍କ ସହ ଆଲୋଚନା କରିବେ । ସେ ସେଶେଲ୍ସର ଜାତୀୟ ଆସେମ୍ବ୍ଲିକୁ ମଧ୍ୟ ସମ୍ବୋଧିତ କରିବେ ଏବଂ ପ୍ରବାସୀ ଭାରତୀୟଙ୍କ ସହ ଆଲୋଚନା କରିବେ ।ମିଆଁମାର ରାଷ୍ଟ୍ରପତିଙ୍କ ଭାରତକୁ ସରକାରୀ ଗସ୍ତରେ ଭାରତ-ମିଆଁମାର ମିଳିତ ବିବୃତ୍ତି
June 01st, 07:16 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣରେ ମିଆଁମାର ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ୟୁ ମିନ୍ ଅଙ୍ଗ ହ୍ଲାଇଙ୍ଗ ୩୦ ମଇରୁ ୩ ଜୁନ୍ ୨୦୨୬ ପର୍ଯ୍ୟନ୍ତ ଭାରତକୁ ତାଙ୍କର ପ୍ରଥମ ସରକାରୀ ଗସ୍ତ କରିଥିଲେ ।ଭାରତ ଏବଂ ଭିଏତନାମ ମଧ୍ୟରେ ଉନ୍ନତ ବ୍ୟାପକ ରଣନୈତିକ ସହଭାଗୀତା ଉପରେ ମିଳିତ ବିବୃତ୍ତି
May 06th, 05:24 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଭିଏତନାମ କମ୍ୟୁନିଷ୍ଟ ପାର୍ଟିର କେନ୍ଦ୍ରୀୟ କମିଟିର ସାଧାରଣ ସମ୍ପାଦକ, ଭିଏତନାମ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ମେ’୦୫ ରୁ ୦୭ ପର୍ଯ୍ୟନ୍ତ ଭାରତ ଗସ୍ତ କରିଛନ୍ତି। ମହାମହିମ ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମଧ୍ୟ ଅଛନ୍ତି। ଏକ ଦୃଢ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ମଧ୍ୟ ସମ୍ମାନିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ସାମିଲ ଅଛନ୍ତି।List of Outcomes: State Visit of President of the Socialist Republic of Vietnam to India
May 06th, 03:44 pm
The state visit of President To Lam of Vietnam to India resulted in the signing of several MoUs/agreements. These cover areas such as rare earth elements, culture, digital payments, technology, medicine, education, audit and tourism. Major announcements include the elevation of bilateral ties to Enhanced Comprehensive Strategic Partnership and the new trade goal of USD 25 billion by 2030.ଭିଏତନାମ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଏବଂ ଭିଏତନାମ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
May 06th, 01:00 pm
ରାଷ୍ଟ୍ରପତି ତୋ ଲାମଙ୍କ ଭାରତ ଗସ୍ତ ଅବସରରେ ମୁଁ ତାଙ୍କୁ ହାର୍ଦ୍ଦିକ ସ୍ୱାଗତ ଜଣାଇ ବହୁତ ଆନନ୍ଦିତ। ଭିଏତନାମର ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବାର ଏକ ମାସ ମଧ୍ୟରେ ସେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଏବଂ ଅନେକ ବ୍ୟବସାୟିକ ନେତାଙ୍କ ସହ ଭାରତ ଗସ୍ତରେ ଆସି ଭାରତ-ଭିଏତନାମ ସମ୍ପର୍କରେ ସେ ଯେଉଁ ପ୍ରାଥମିକତା ରଖିଛନ୍ତି ତାହା ସ୍ପଷ୍ଟ ଭାବରେ ପ୍ରତିଫଳିତ ହେଉଛି।PM Modi receives a phone call today from President of Sri Lanka
March 24th, 09:11 pm
PM Modi received a phone call from Sri Lankan President Anura Kumara Disanayaka. The two leaders discussed the evolving situation in West Asia, reiterated the importance of keeping shipping lines open and reviewed progress on various initiatives aimed at strengthening India-Sri Lanka energy cooperation. The PM reiterated India’s firm commitment to work closely together in addressing shared challenges.ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ଅବସରରେ ମରିସସ୍ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
February 20th, 10:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଇଣ୍ଡିଆ-ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ଅବସରରେ ମରିସସ୍ର ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କୁ ଭେଟିଛନ୍ତି । ସେପ୍ଟେମ୍ବର ୨୦୨୫ରେ ତାଙ୍କର ଗସ୍ତ ପରେ ଏହା ପ୍ରଧାନମନ୍ତ୍ରୀ ରାମଗୁଲାମଙ୍କ ବର୍ତ୍ତମାନର କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ଭାରତ ଗସ୍ତ । ଏହି ବୈଠକ ୯ ଫେବୃଆରୀ ୨୦୨୬ରେ ଉଭୟ ନେତାଙ୍କ ମଧ୍ୟରେ ହୋଇଥିବା ଟେଲିଫୋନ୍ ବାର୍ତ୍ତାଳାପ ପରେ ହୋଇଛି ।ମରିସସର ପ୍ରଧାନମନ୍ତ୍ରୀଙ୍କ ସହ ଟେଲିଫୋନରେ କଥାବାର୍ତ୍ତା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 09th, 09:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମରିସସ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀ ମାନନୀୟ ଡ. ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ଟେଲିଫୋନ ମାଧ୍ୟମରେ କଥାବାର୍ତ୍ତା କରିଛନ୍ତି।2030 ପଥେ : ଏକ ମିଳିତ ଭାରତ-ୟୁରୋପୀୟ ସଂଘ ବିସ୍ତୃତ ରଣନୈତିକ ଏଜେଣ୍ଡା
January 27th, 06:48 pm
27 ଜାନୁୟାରୀ 2026 ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଷୋଡଶ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ଅନୁମୋଦିତ ମିଳିତ ଭାରତ-ୟୁରୋପୀୟ ସଂଘ ବ୍ୟାପକ ରଣନୀତିକ ଏଜେଣ୍ଡାର ଉଦ୍ଦେଶ୍ୟ ହେଉଛି ଉଭୟ ଅଂଶୀଦାର ଏବଂ ବ୍ୟାପକ ବିଶ୍ୱ ପାଇଁ ପାରସ୍ପରିକ ଲାଭଦାୟକ, ଦୃଢ଼ ଏବଂ ପରିବର୍ତ୍ତନଶୀଳ ଫଳାଫଳ ପ୍ରଦାନ କରିବା ପାଇଁ ୟୁରୋପୀୟ ସଂଘ-ଭାରତ ସହଯୋଗକୁ ବିସ୍ତାର, ଗଭୀର ଏବଂ ଉନ୍ନତ ସମନ୍ୱୟ ମାଧ୍ୟମରେ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ।ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଏବଂ ୟୁରୋପୀୟ ଆୟୋଗ ଅଧ୍ୟକ୍ଷଙ୍କ ଭାରତ ଗସ୍ତ ଏବଂ 16ତମ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀ ଉପରେ ଭାରତ-ୟୁରୋପୀୟ ସଂଘ ମିଳିତ ବିବୃତ୍ତି
January 27th, 06:15 pm
ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିମନ୍ତ୍ରଣ କ୍ରମେ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ ଆୟୋଗର ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର୍ ଲିଏନ୍ ଭାରତର 77ତମ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଭାରତ ଗସ୍ତରେ ଆସିଛନ୍ତି । ଏହି ଗସ୍ତ ସମୟରେ ନେତାମାନେ ଐତିହାସିକ ଭାରତ-ୟୁରୋପୀୟ ସଂଘ ଏଫଟିଏ ଉପରେ ଆଲୋଚନାର ସଫଳ ସମାପ୍ତିକୁ ପ୍ରଶଂସା କରିଥିଲେ ଏବଂ 2030 ପଥେ: ଭାରତ-ୟୁରୋପୀୟ ସଂଘ ମିଳିତ ବିସ୍ତୃତ ରଣନୀତିକ ଏଜେଣ୍ଡା ଗ୍ରହଣ କରିଥିଲେ ।ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 01st, 08:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀଲଙ୍କାର ଗଣତାନ୍ତ୍ରିକ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ଅନୁରା କୁମାର ଦିସାନାୟକେଙ୍କ ସହ ଟେଲିଫୋନ୍ ଯୋଗେ ବାର୍ତ୍ତାଳାପ କରିଛନ୍ତି।ବାତ୍ୟା ଦିତୱାହରେ ଶ୍ରୀଲଙ୍କାରେ ହୋଇଥିବା ପ୍ରାଣହାନୀ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
November 28th, 03:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀଲଙ୍କାର ଜନସାଧାରଣଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ଯେଉଁମାନେ ଘୂର୍ଣ୍ଣିଝଡ ଦିତୱାହ ଯୋଗୁଁ ହୋଇଥିବା କ୍ଷୟକ୍ଷତିରେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି । ସେ ସମସ୍ତ ପ୍ରଭାବିତ ପରିବାରମାନଙ୍କର ସୁରକ୍ଷା, କଲ୍ୟାଣ ଏବଂ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ଭାରତର ନିକଟତମ ସାମୁଦ୍ରିକ ପଡୋଶୀଙ୍କ ସହିତ ଏକତାର ଏକ ଦୃଢ଼ ନିଦର୍ଶନ ସ୍ୱରୂପ, ଭାରତ ସରକାର ଅପରେସନ ସାଗର ବନ୍ଧୁ ଅଧୀନରେ ତୁରନ୍ତ ରିଲିଫ ସାମଗ୍ରୀ ଏବଂ ଗୁରୁତ୍ୱପୂର୍ଣ୍ଣ ମାନବୀୟ ସହାୟତା ଏବଂ ବିପର୍ଯ୍ୟୟ ରିଲିଫ (ଏଚଏଡିଆର) ସହାୟତା ପଠାଇଛନ୍ତି । ଏପରି ସ୍ଥିତିରେ ଆବଶ୍ୟକତା ଅନୁଯାୟୀ ଭାରତ ଅତିରିକ୍ତ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ଅଛି ।ଆଇଏନଏସ ବିକ୍ରାନ୍ତରେ ସଶସ୍ତ୍ର ବାହିନୀ ସହିତ ଦୀପାବଳି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 20th, 10:30 am
ଆଜି ଏକ ସୁନ୍ଦର ଦିନ, ଏହି ମୁହୂର୍ତ୍ତ ସ୍ମରଣୀୟ, ଏହି ଦୃଶ୍ୟ ଆଶ୍ଚର୍ଯ୍ୟଜନକ। ଆଜି ମୋର ଗୋଟିଏ ଦିଗରେ ଅଥଳ ସମୁଦ୍ରର ଜଳରାଶି ତ ଅନ୍ୟ ପଟେ ମା' ଭାରତୀର ବୀର ଯବାନମାନଙ୍କର ଅକଳନୀୟ ସାମର୍ଥ୍ୟ ରହିଛି । ଆଜି ମୋର ଗୋଟିଏ ପଟେ ଅନନ୍ତ କ୍ଷିତିଜ ବ୍ୟାପି ରହିଛି, ଅନନ୍ତ ଆକାଶ ରହିଛି, ତ ଅନ୍ୟ ପଟେ ଅନନ୍ତ ଶକ୍ତିକୁ ଧରି ରଖିଥିବା ଏହି ବିଶାଳ, ବିରାଟ ଆଇଏନଏସ ବିକ୍ରାନ୍ତ ରହିଛି । ସମୁଦ୍ରର ଜଳରାଶି ଉପରେ ସୂର୍ଯ୍ୟଙ୍କ କିରଣ ଏହି ଚମକ ଗୋଟିଏ ପଟେ ବୀର ଯବାନମାନଙ୍କ ଦ୍ୱାରା ଜଳା ଯାଇଥିବା ଦୀପାବଳିର ପ୍ରଦୀପମାଳା ରହିଛି । ଏହା ଆମର ଅଲୌକିକ ଦୀପମାଳାର ସମାହାର, ମୋର ସୌଭାଗ୍ୟ ଯେ ଏଥର ମୁଁ ନୌସେନାର ଆପଣମାନଙ୍କ ସମସ୍ତ ବୀର ଯବାନମାନଙ୍କ ଗହଣରେ ପବିତ୍ର ଦୀପାବଳି ପର୍ବ ପାଳନ କରୁଛି।