Uttar Pradesh is no longer just a land of possibilities but of competence and accomplishments: PM Modi in Varanasi

April 11th, 11:00 am

PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.

PM Modi lays foundation stone, inaugurates development works worth over Rs 3,880 crore in Varanasi,Uttar Pradesh

April 11th, 10:49 am

PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.

ମହାତ୍ମା ଫୁଲେଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

April 11th, 08:55 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାତ୍ମା ଫୁଲେଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ତାଙ୍କୁ ମାନବତାର ଜଣେ ସଚ୍ଚା ସେବକ ଭାବରେ ପ୍ରଶଂସା କରିଛନ୍ତି ।

Our language is the carrier of our culture: PM Modi at Akhil Bharatiya Marathi Sahitya Sammelan

February 21st, 05:00 pm

PM Modi inaugurated the 98th Akhil Bharatiya Marathi Sahitya Sammelan in New Delhi. Shri Modi highlighted that the Sammelan was taking place at a significant time when the nation was witnessing the 350th anniversary of Chhatrapati Shivaji Maharaj's coronation, the 300th birth anniversary of Punyashlok Ahilyabai Holkar, and the 75th anniversary of our Constitution, created through the efforts of Babasaheb Ambedkar.

PM Modi inaugurates 98th Akhil Bharatiya Marathi Sahitya Sammelan

February 21st, 04:30 pm

PM Modi inaugurated the 98th Akhil Bharatiya Marathi Sahitya Sammelan in New Delhi. Shri Modi highlighted that the Sammelan was taking place at a significant time when the nation was witnessing the 350th anniversary of Chhatrapati Shivaji Maharaj's coronation, the 300th birth anniversary of Punyashlok Ahilyabai Holkar, and the 75th anniversary of our Constitution, created through the efforts of Babasaheb Ambedkar.

Congress has always followed the formula of divide and get power: PM Modi

October 09th, 01:09 pm

The Prime Minister, Shri Narendra Modi laid the foundation stone for various development projects in Maharashtra worth over Rs 7600 crore via video conference today. The projects of today include the foundation stone laying of the upgradation of Dr Babasaheb Ambedkar International Airport, Nagpur and the New Integrated Terminal Building at Shirdi Airport. Shri Modi also launched the operationalization of 10 Government Medical Colleges in Maharashtra and inaugurated the Indian Institute of Skills (IIS), Mumbai and Vidya Samiksha Kendra (VSK) of Maharashtra.

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୭୬୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି

October 09th, 01:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୭୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ପ୍ରକଳ୍ପଗୁଡ଼ିକ ମଧ୍ୟରେ ନାଗପୁରସ୍ଥିତ ଡକ୍ଟର ବାବାସାହେବ ଆମ୍ବେଦକର ଅନ୍ତର୍ଜାତୀୟ ବିମାନବନ୍ଦରର ଉନ୍ନତିକରଣ ଏବଂ ଶିରିଡି ବିମାନବନ୍ଦରରେ ନୂତନ ସମନ୍ୱିତ ଟର୍ମିନାଲ କୋଠାର ଶିଳାନ୍ୟାସ ଅନ୍ତର୍ଭୁକ୍ତ । ଶ୍ରୀ ମୋଦୀ ମହାରାଷ୍ଟ୍ରର ୧୦ଟି ସରକାରୀ ମେଡିକାଲ କଲେଜ କାର୍ଯ୍ୟର ଶୁଭାରମ୍ଭ କରିବା ସହ ମୁମ୍ବାଇର ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ସ୍କିଲ୍ସ (ଆଇଆଇଏସ୍‌) ଏବଂ ମହାରାଷ୍ଟ୍ରର ବିଦ୍ୟା ସମୀକ୍ଷା କେନ୍ଦ୍ର (ଭିଏସକେ)ର ଉଦଘାଟନ କରିଥିଲେ ।

ମୁମ୍ବାଇଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ

July 13th, 06:00 pm

ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ରମେଶ ବ୍ୟାସଜୀ, ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଜୀ, କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳରେ ମୋର ସାଥୀ ପୀୟୂଷ ଗୋୟଲଜୀ, ରାମଦାସ ଅଠାବଲେଜୀ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନଭୀସଜୀ, ଅଜିତ ଦାଦା ପାୱାରଜୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀ ମଙ୍ଗଳ ପ୍ରଭାତଜୀ, ଦୀପକ କେସରକାଜୀ, ଅନ୍ୟ ସମସ୍ତ ମହାନୁଭବ, ଦେବୀଗଣ ଓ ସଜ୍ଜନବୃନ୍ଦ,

ମହାରାଷ୍ଟ୍ରର ମୁମ୍ବାଇରେ ୨୯,୪୦୦ କୋଟି ରୁ ଅଧିକ ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କଲେ ପ୍ରଧାନମନ୍ତ୍ରୀ

July 13th, 05:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇଠାରେ ୨୯,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସଡ଼କ, ରେଳ ଏବଂ ବନ୍ଦର କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।

As long as Modi is alive, no one can touch the reservations of SC, ST, OBC: PM Modi in Nandurbar

May 10th, 12:00 pm

Prime Minister Narendra Modi addressed a public meeting in Nandurbar, Maharashtra. He paid his respects to inspirational leaders Jananayak Krishnaji Rao Sable, Mahatma Jyotiba Phule, and Savitribai Phule. Speaking on the auspicious occasion of Akshaya Tritiya and Parshuram Jayanti, PM Modi extended his best wishes to all citizens, stating, The blessings we receive today become eternal.

PM Modi addresses a public meeting in Nandurbar, Maharashtra

May 10th, 11:33 am

Prime Minister Narendra Modi addressed a public meeting in Nandurbar, Maharashtra. He paid his respects to inspirational leaders Jananayak Krishnaji Rao Sable, Mahatma Jyotiba Phule, and Savitribai Phule. Speaking on the auspicious occasion of Akshaya Tritiya and Parshuram Jayanti, PM Modi extended his best wishes to all citizens, stating, The blessings we receive today become eternal.

Congress pushed farmers into crisis in Maharashtra: PM Modi in Ahmednagar

May 07th, 10:20 pm

Prime Minister Narendra Modi addressed a public meeting in Ahmednagar, Maharashtra, rallying support for BJP and NDA ahead of the upcoming elections. Addressing the gathering, PM Modi emphasized the significant contributions of Maharashtra in development, cooperative movements, and the legacy of Balasaheb Vikhe Patil and acknowledged his role in the progress of the state.

INDI alliance was defeated in first phase of elections, & devastated in second: PM Modi in Beed

May 07th, 03:45 pm

Prime Minister Narendra Modi addressed public meeting in Beed, Maharashtra, rallying support for BJP and NDA ahead of the upcoming elections. Addressing the gathering, PM Modi emphasized the significant contributions of Maharashtra in development, cooperative movements, and the legacy of Balasaheb Vikhe Patil. He fondly remembered Balasaheb Vikhe Patil, acknowledging his role in the progress of the state.

PM Modi addresses public meetings in Ahmednagar & Beed, Maharashtra

May 07th, 03:30 pm

Prime Minister Narendra Modi addressed public meetings in Ahmednagar and Beed, Maharashtra, rallying support for BJP and NDA ahead of the upcoming elections. Addressing the gathering, PM Modi emphasized the significant contributions of Maharashtra in development, cooperative movements, and the legacy of Balasaheb Vikhe Patil. He fondly remembered Balasaheb Vikhe Patil, acknowledging his role in the progress of the state.

ମହାରାଷ୍ଟ୍ରର ସୋଲାପୁରଠାରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 19th, 12:00 pm

ମୁଁ ପନ୍ଧରପୁରର ବିଠଲ ଏବଂ ସିଦ୍ଧେଶ୍ୱର ମହାରାଜଙ୍କୁ ପ୍ରଣାମ କରୁଛି । ଏହି ସମୟ ଆମ ସମସ୍ତଙ୍କ ପାଇଁ ଭକ୍ତିରେ ପରିପୂର୍ଣ୍ଣ । ଜାନୁଆରୀ ୨୨ ରେ ସେହି ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି ଯେତେବେଳେ ଆମ ଭଗବାନ ରାମ ତାଙ୍କ ଭବ୍ୟ ମନ୍ଦିରରେ ବିରାଜମାନ ହେବାକୁ ଯାଉଛନ୍ତି । ଆମ ସମସ୍ତଙ୍କ ଆରାଧ୍ୟ ପ୍ରଭୁଙ୍କୁ ତମ୍ବୁରେ ଦେଖିବାର ଦଶନ୍ଧି ର ଯନ୍ତ୍ରଣା ଏବେ ଦୂର ହେବାକୁ ଯାଉଛି ।

ପ୍ରଧାନମନ୍ତ୍ରୀଙ୍କ ମହାରାଷ୍ଟ୍ର ଗସ୍ତ ଅବସରରେ ବିଭନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ

January 19th, 11:20 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରାର ସୋଲାପୁରରେ ଆଜି (୧୯.୦୧.୨୦୨୪) ପ୍ରାୟ ୨ହଜାର କୋଟି ଟଙ୍କା ବ୍ୟୟରେ ଆଠଟି ଅମୃତ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ମହାରାଷ୍ଟ୍ରରେ ପିଏମ୍‌ଏୱାଇ-ଅର୍ବାନ ଯୋଜନା ଅଧୀନରେ ନିର୍ମିତ ୯୦ହଜାରରୁ ଅଧିକ ଗୃହ ମଧ୍ୟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହାଛଡା ସୋଲାପୁରଠାରେ ରାୟନଗର ଗୃହନିର୍ମାଣ ସମିତିର୧୫ହଜାର ଘର ହିତାଧିକାରୀମାନଙ୍କୁ ହସ୍ତାନ୍ତର କରିଛନ୍ତି । ହିତାଧିକାରୀମାନଙ୍କ ମଧ୍ୟରେ ଅଧିକାଂଶ ହସ୍ତତନ୍ତ କାରିଗର, ଜରି ଗୋଟାଳି, ବିଡି ଶ୍ରମିକ ଓ ଡ୍ରାଇଭର ଅଛନ୍ତି । କାର୍ଯ୍ୟକ୍ରମ କାଳରେ ସେ ମଧ୍ୟ ମହାରାଷ୍ଟ୍ରର ଦଶହଜାର ସ୍ୱନିଧି ଯୋଜନା ହିତାଧିକାରୀଙ୍କୁ ପ୍ରଥମ ଓ ଦ୍ୱିତୀୟ କିସ୍ତି ବଣ୍ଟନ କରିଛନ୍ତି । ସମବେତ ଜନତାଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜାନୁୟାରୀ ୨୨ତାରିଖ ଦିନ ଅଯୋଧ୍ୟ।। ଧାମ ରାମମନ୍ଦିରେ ପ୍ରାଣପ୍ରତିଷ୍ଠା ଉପଲକ୍ଷେ ସମଗ୍ର ଦେଶ ଏବେ ଭକ୍ତିଭାବରେ ମଜ୍ଜି ରହିଛି । ଯୁଗ ଯୁଗ ଧରି ଭଗବାନ ରାମଙ୍କ ଏକ ତମ୍ବୁରେ ଦର୍ଶନ ଅବକାଶ ଏବେ ଦୂର ହେବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ସେ କହିଥିଲେ ଯେ ସେ ଏଗାର ଦିନ ବ୍ୟାପୀ ବ୍ରତ ସମସ୍ତ ନୀତି ନିୟମ ଓ ମୁନି ଋଷିଙ୍କ ମାର୍ଗଦର୍ଶନ ଅନୁସାରେ କଡାକଡିଭାବେ ପାଳନ କରୁଛନ୍ତି । ସମସ୍ତ ନାଗରିକମାନଙ୍କ ଆଶୀର୍ବାଦ ସହ ପ୍ରାଣ ପ୍ରତିଷ୍ଠା ସମାପନ ହେବ ବୋଲି ସେ ବିଶ୍ୱାସ ପ୍ରକଟ କରିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ମହାରାଷ୍ଟ୍ରସ୍ଥିତ ନାସିକର ପଞ୍ଚବଟୀରୁ ସେ ତାଙ୍କ ଏଗାର ଦିନ ବ୍ୟାପୀ ବ୍ରତ ପାଳନା ଆରମ୍ଭ କରିଥିଲେ । ଭକ୍ତିର ଏହି କ୍ଷଣରେ ମହାରାଷ୍ଟ୍ରର ଏକ ଲକ୍ଷରୁ ଅଧିକ ପରିବାର ସେମାନଙ୍କ ଗୃହ ପ୍ରବେଶ ସୁଯୋଗ ପାଇବେ । “ଏହା ଖୁବ୍ ଆନନ୍ଦର ବିଷୟ ଯେ ଏହି ଏକ ଲକ୍ଷ ପରିବାର ସେମାନଙ୍କ ପକ୍‌କା ଘରେ ୨୨ଜାନୁୟାରୀ ସନ୍ଧ୍ୟାରେ ରାମ ଜ୍ୟୋତି ପ୍ରଜ୍ଜଳନ କରିବେ ।” ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ କ୍ରମେ ଜନସାଧାରଣ ସେମାନଙ୍କ ମୋବାଇଲ ଆଲୋକ ଜଳାଇ ସେମାନଙ୍କ ରାମଜ୍ୟୋତି ସଂକଳ୍ପ ପ୍ରଦର୍ଶନ କରିଥିଲେ । ଆଜି ଆରମ୍ଭ କରାଯାଇଥିବା ପ୍ରକଳ୍ପଗୁଡିକ ନିମନ୍ତେ ପ୍ରଧାନମନ୍ତ୍ରୀ ସେ ଅଂଚଳ ଓ ମହାରାଷ୍ଟ୍ରବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ମହାରାଷ୍ଟ୍ରର ଗୌରବ ବୃଦ୍ଧି ନିମନ୍ତେ ତାହା ଶ୍ରେୟ ସେ ମହାରାଷ୍ଟ୍ରବାସୀଙ୍କ କଠିନ ପରିଶ୍ରମ ଓ ପ୍ରଗତିଶୀଳ ରାଜ୍ୟ ସରକାରଙ୍କୁ ଦେଇଥିଲେ ।

ପାଣ୍ଡରପୁରଠାରେ ଜାତୀୟ ରାଜପଥ ପ୍ରକଳ୍ପଗୁଡିକର ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

November 08th, 03:33 pm

କାର୍ଯ୍ୟକ୍ରମରେ ଆମ ସହିତ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀଯୁକ୍ତ ଭଗତ ସିଂହ କୋଶିଆରୀ ମହୋଦୟ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଉଦ୍ଧବ ଠାକରେ ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ସହକର୍ମୀ ଶ୍ରୀ ନିତୀନ ଗଡକାରୀ ମହୋଦୟ, ମୋର ଅନ୍ୟ ସହଯୋଗୀ ନାରାୟଣ ରାଣେ ମହୋଦୟ, ରାଓସାହିବ ଦାନବେ ମହୋଦୟ, ରାମଦାସ ଅଠାୱଲେ ମହୋଦୟ, କପିଲ୍ ପାଟିଲ ମହୋଦୟ, ଡକ୍ଟର ଭାଗବତ କରାଡ ମହୋଦୟ, ଡକ୍ଟର ଭାରତୀ ପୱାର ମହୋଦୟା,ଜେନେରାଲ ଭି. କେ. ସିଂହ ମହୋଦୟ, ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ୍ ପାୱାର ମହୋଦୟ, ମହାରାଷ୍ଟ୍ର ବିଧାନସଭାରେ ବିରୋଧି ଦଳ ନେତା ତଥା ମୋର ବନ୍ଧୁ ଶ୍ରୀ ଦେବେନ୍ଦ୍ର ଫଡନଭିସ ମହୋଦୟ, ବିଧାନ ପରିଷଦର ଅଧ୍ୟକ୍ଷ ରାମରାଜେ ନାଇକ ମହୋଦୟ, ମହାରାଷ୍ଟ୍ର ସରକାରର ସମସ୍ତ ସମ୍ମାନିତ ମନ୍ତ୍ରୀଗଣ, ସଂସଦରେ ମୋର ସହଯୋଗୀ ସାଂସଦଗଣ, ମହାରାଷ୍ଟ୍ରର ବିଧାୟକଗଣ, ଅନ୍ୟ ସମସ୍ତ ଜନପ୍ରତିନିଧିଗଣ, ଏଠାରେ ଆମକୁ ଆଶୀର୍ବାଦ ଦେବାକୁ ଉପସ୍ଥିତ ଥିବା ଆମର ସମସ୍ତ ପୂଜ୍ୟ ସନ୍ଥଗଣ ଏବଂ ଶ୍ରଦ୍ଧାଳୁ ବନ୍ଧୁଗଣ!

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ

November 08th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ଜାତୀୟ ରାଜପଥ ଓ ସଡକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଜି ସମ୍ପନ୍ନ କରିଛନ୍ତି । କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ, ମହାରାଷ୍ଟ୍ର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଏହି ଅବସରରେ ଉପସ୍ଥିତ ଥିଲେ ।

ମହାତ୍ମା ଜ୍ୟୋତିବା ଫୁଲେଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

April 11th, 10:33 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାନ ସାମାଜିକ ସଂସ୍କାରକ, ଚିନ୍ତକ, ଦାର୍ଶନିକ ତଥା ଲେଖକ ମହାତ୍ମା ଜ୍ୟୋତିବା ଫୁଲେଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର

February 10th, 04:22 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ରଖିଛନ୍ତି । ସେ କହିଛନ୍ତି, ରାଷ୍ଟ୍ରପତି ଜୀଙ୍କ ଭାଷଣରେ ଭାରତର ‘ସଙ୍କଳ୍ପ ଶକ୍ତି' ପ୍ରଦର୍ଶିତ ହୋଇଛି । ତାଙ୍କ କଥା ଭାରତବାସୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି କରିଛି । ଶ୍ରୀ ମୋଦୀ ଗୃହର ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଲୋଚନା ସମୟରେ ସେ ଉଲ୍ଲେଖ କରିଛନ୍ତି ଯେ ବହୁ ସଂଖ୍ୟକ ମହିଳା ସାଂସଦ ଏଥିରେ ଅଂଶଗ୍ରହଣ କରିଥିଲେ ଏବଂ ସେମାନଙ୍କ ଚିନ୍ତାଧାରା ସହିତ ଗୃହ କାର୍ଯ୍ୟକୁ ସମୃଦ୍ଧ କରିଥିବାରୁ ସେ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।