Gujarat’s biggest strength is that it has kept development moving continuously for the past 25 years: PM Modi in Vav-Tharad
March 31st, 05:00 pm
PM Modi launched and dedicated multiple development projects in Vav-Tharad, Gujarat, worth nearly ₹20,000 crore. Addressing a large gathering, he highlighted initiatives across roads, railways, power, water supply, urban development, healthcare and tourism aimed at boosting connectivity, improving public services and accelerating socio-economic growth in the region while strengthening the vision of a Viksit Bharat.ଗୁଜରାଟର ବାଭ-ଥରାଦରେ ₹ ୨୦୦୦୦ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 31st, 04:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବନସକାଣ୍ଠା ଜିଲ୍ଲାର ବାଭ-ଥରାଦରେ ଏକ ସାର୍ବଜନୀନ ସମାବେଶକୁ ସମ୍ବୋଧିତ କରିଛନ୍ତି, ଯେଉଁଠାରେ ସେ ଉତ୍ତର ଗୁଜରାଟ ପାଇଁ ପ୍ରାୟ ₹୨୦,୦୦୦ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ନବରାତ୍ରୀର ପବିତ୍ର ପର୍ବ ଏବେ ଶେଷ ହୋଇଛି ଏବଂ ଏହି ଦିନ ମଧ୍ୟ ଭଗବାନ ମହାବୀର ଜୟନ୍ତୀ ପାଳନ କରାଯାଉଛି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ମା’ ଅମ୍ବା ଏବଂ ଭଗବାନ ଶ୍ରୀ ଧରଣୀଧରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।Samrat Samprati Museum is the heritage of millions of people in India, heritage of India's glorious past: PM Modi in Gandhinagar, Gujarat
March 31st, 10:25 am
PM Modi inaugurated the Samrat Samprati Sangrahalay, Jain Heritage Museum at Koba Tirth in Gandhinagar, Gujarat, on the auspicious occasion of Bhagwan Mahavir Janma Kalyanak. Speaking on the occasion, the PM said the Sangrahalay belongs to the crores of people of India and stands as a testament to our glorious past. Lauding the ahimsa philosophy of Samrat Samprati, he called on people to rise above personal aspirations and work for the nation.ମହାବୀର ଜୟନ୍ତୀ ଅବସରରେ ଗାନ୍ଧୀନଗର କୋବା ତିର୍ଥଠାରେ ‘ସମ୍ରାଟ ସମ୍ପ୍ରତି’ ସଂଗ୍ରହାଳୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 31st, 10:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭଗବାନ ମହାବୀର ଜୟନ୍ତୀର ଶୁଭ ଅବସରରେ ଗୁଜରାଟର ଗାନ୍ଧୀନଗରସ୍ଥିତ କୋବା ତୀର୍ଥଠାରେ 'ସମ୍ରାଟ ସମ୍ପ୍ରତି ସଂଗ୍ରହାଳୟ' (ଜୈନ ଐତିହ୍ୟ ସଂଗ୍ରହାଳୟ)କୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି ଯେ, “କୋବା ତୀର୍ଥ ଆଧ୍ୟାତ୍ମିକ ଶାନ୍ତିରେ ପରିପୂର୍ଣ୍ଣ ଏକ ସ୍ଥାନ, ଯେଉଁଠାରେ ଅନେକ ଜୈନ ମୁନି ଏବଂ ସନ୍ଥଙ୍କ ତପସ୍ୟାର ଅଭିବ୍ୟକ୍ତି ଦେଖିବାକୁ ମିଳେ ଏବଂ ଯେଉଁଠାରେ ସୃଜନଶୀଳତା ଓ ସେବା ପ୍ରାକୃତିକ ଭାବରେ ବିକଶିତ ହୋଇଥାଏ।”୩୧ ମାର୍ଚ୍ଚରେ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 30th, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୧ ମାର୍ଚ୍ଚ ୨୦୨୬ରେ ଗୁଜରାଟ ଗସ୍ତ କରିବେ । ସକାଳ ପ୍ରାୟ ୧୦ଟା ସମୟରେ ପ୍ରଧାନମନ୍ତ୍ରୀ ଗାନ୍ଧୀନଗରରେ ସମ୍ରାଟ ସମ୍ପ୍ରତି ସଂଗ୍ରହାଳୟର ଉଦ୍ଘାଟନ କରିବେ । ଏହି ଅବସରରେ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ । ପ୍ରାୟ ୧୨:୪୫ଟା ସମୟରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ସାନନ୍ଦରେ କେୟନ୍ସ ସେମିକନ୍ ପ୍ଲାଣ୍ଟର ଉଦ୍ଘାଟନ କରିବେ ଏବଂ ଏକ ସାଧାରଣ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଏହା ପରେ, ପ୍ରଧାନମନ୍ତ୍ରୀ ଭାଭ-ଥରାଡ ଯାତ୍ରା କରିବେ, ଯେଉଁଠାରେ ଅପରାହ୍ନ ୪ଟା ସମୟରେ ସେ ୨୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ ଏବଂ ଲୋକାର୍ପଣ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ମହାବୀର ଜୟନ୍ତୀରେ ଭଗବାନ ମହାବୀରଙ୍କ ଆଦର୍ଶର ଗଭୀର ପ୍ରଭାବକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
April 10th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାବୀର ଜୟନ୍ତୀ ଅବସରରେ ଭଗବାନ ମହାବୀରଙ୍କ କାଳଜୟୀ ଶିକ୍ଷାକୁ ସ୍ମରଣ କରିଛନ୍ତି ତଥା ନିଜ ଜୀବନରେ ତାଙ୍କ ଶିକ୍ଷାର ଗଭୀର ପ୍ରଭାବକୁ ମନେ ପକାଇଛନ୍ତି ।ମହାବୀର ଜୟନ୍ତୀରେ ଭଗବାନ ମହାବୀରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
April 10th, 08:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାବୀର ଜୟନ୍ତୀ ଅବସରରେଭଗବାନ ମହାବୀରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଭଗବାନମହାବୀର ସର୍ବଦା ଅହିଂସା, ସତ୍ୟ ଏବଂ କରୁଣା ଉପରେ ଗୁରୁତ୍ୱଦେଉଥିଲେ ଏବଂ ତାଙ୍କର ଆଦର୍ଶ ସମଗ୍ର ବିଶ୍ୱର ଅଗଣିତ ଲୋକଙ୍କୁଶକ୍ତି ପ୍ରଦାନ କରୁଛି ବୋଲି ଶ୍ରୀ ମୋଦୀ କହିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟଉଲ୍ଲେଖ କରିଛନ୍ତି ଯେ, ଗତ ବର୍ଷ ସରକାର ପ୍ରାକୃତକୁ ଶାସ୍ତ୍ରୀୟଭାଷାର ମାନ୍ୟତା ପ୍ରଦାନ କରିଥିଲେ ଏବଂ ଏହା ବହୁ ପ୍ରଶଂସିତହୋଇଥିଲା ।Teaching of our Tirthankaras have gained a new relevance in the time of many wars in the world: PM Modi at Bharat Mandapam
April 21st, 11:00 am
PM Modi inaugurated the 2550th Bhagwan Mahavir Nirvan Mahotsav on the auspicious occasion of Mahavir Jayanti at Bharat Mandapam. He underlined that the idea of Amrit Kaal is not merely a resolution but a spiritual inspiration that allows us to live through immortality and eternity.PM inaugurates 2550th Bhagwan Mahavir Nirvan Mahotsav on occasion of Mahavir Jayanti
April 21st, 10:18 am
PM Modi inaugurated the 2550th Bhagwan Mahavir Nirvan Mahotsav on the auspicious occasion of Mahavir Jayanti at Bharat Mandapam. He underlined that the idea of Amrit Kaal is not merely a resolution but a spiritual inspiration that allows us to live through immortality and eternity.ମହାବୀର ଜୟନ୍ତୀ ଅବସରରେ ଭଗବାନ ମହାବୀରଙ୍କ ମହତ ଶିକ୍ଷାକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
April 04th, 10:09 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାବୀର ଜୟନ୍ତୀ ଅବସରରେ ଭଗବାନ ମହାବୀରଙ୍କୁ ନମନ କରିବା ସହ କହିଛନ୍ତି ଭଗବାନ ମହାବୀର ଶାନ୍ତିପୂର୍ଣ୍ଣ, ସୌହାର୍ଦ୍ଦ୍ୟପୂର୍ଣ୍ଣ ଓ ସମୃଦ୍ଧ ସମାଜ ନିର୍ମାଣ ମାର୍ଗ ପ୍ରଦର୍ଶନ କରିଥିଲେ ।'ଏକ ଭାରତ, ଶ୍ରେଷ୍ଠ ଭାରତ'ର ଭାବନା ଆମ ଦେଶକୁ ଶକ୍ତିଶାଳୀ କରୁଛି: 'ମନ୍ କୀ ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ
March 26th, 11:00 am
ମୋର ପ୍ରିୟ ଦେଶବାସୀଗଣ, ‘ମନ କି ବାତ୍’ରେ ଆମେ ଏଭଳି ହଜାର ହଜାର ଲୋକଙ୍କ ବିଷୟରେ ଆଲୋଚନା କରିଛୁ, ଯେଉଁମାନେ ଅନ୍ୟମାନଙ୍କ ସେବା ପାଇଁ ନିଜର ଜୀବନକୁ ସମର୍ପିତ କରିଦେଇଥାଆନ୍ତି । ଏଭଳି ଅନେକ ଲୋକ ଥାଆନ୍ତି, ଯେଉଁମାନେ ଝିଅମାନଙ୍କ ଶିକ୍ଷା ପାଇଁ ନିଜର ସାରା ପେନ୍ସନ୍ ଖର୍ଚ୍ଚ କରିଦେଇଥାଆନ୍ତି । କେହି ନିଜ ଜୀବନଯାକର ଉପାର୍ଜନକୁ ପରିବେଶ ଓ ପ୍ରାଣୀ ସେବା ପାଇଁ ସମର୍ପିତ କରିଦେଇଥାଏ । ଆମ ଦେଶରେ ପରମାର୍ଥକୁ ଏତେ ଉଚ୍ଚ ସ୍ଥାନ ଦିଆଯାଇଛି ଯେ, ଅନ୍ୟମାନଙ୍କ ସୁଖ ପାଇଁ ଲୋକେ ନିଜର ସର୍ବସ୍ୱ ଦାନ କରିବାରେ ମଧ୍ୟ କୁଣ୍ଠାବୋଧ କରନ୍ତି ନାହିଁ । ସେଇଥିପାଇଁ ତ ଆମକୁ ପିଲାଦିନେ ଶିବି ଓ ଦଧିଚିଙ୍କ ଭଳି ଦେହ-ଦାନୀଙ୍କ କାହାଣୀ କୁହାଯାଇଥାଏ।ମହାବୀର ଜୟନ୍ତୀ ଅବରସରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
April 14th, 09:37 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାବୀର ଜୟନ୍ତୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ବିଶେଷକରି ଶାନ୍ତି, ଦୟା ଏବଂ ଭାଇଚାରା ଉପରେ ଗୁରୁତ୍ୱ ଦେଉଥିବା ଭଗବାନ୍ ମହାବୀରଙ୍କ ଉତ୍ତମ ଶିକ୍ଷାକୁ ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ।ମହାବୀର ଜୟନ୍ତୀରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
April 25th, 01:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଭଗବାନ ମହାବୀରଙ୍କ ବାର୍ତ୍ତା ଆମକୁ ଶାନ୍ତି ଏବଂ ଆତ୍ମ-ଶୃଙ୍ଖଳାର ଶିକ୍ଷା ପ୍ରଦାନ କରୁଛି । ମହାବୀର ଜୟନ୍ତୀର ଶୁଭ ଅବସରରେ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଆମ ପ୍ରଚେଷ୍ଟାର ସଫଳତା ପାଇଁ ପ୍ରଧାନମନ୍ତ୍ରୀ ପ୍ରାର୍ଥନା କରିଛନ୍ତି ।PM greets people on Mahavir Jayanti
April 06th, 02:39 pm
The Prime Minister, Shri Narendra Modi has greeted the people on the occasion of Mahavir Jayanti.ମହାବୀର ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
March 29th, 09:24 am
ମହାବୀର ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର 9 ଏପ୍ରିଲ 2017
April 09th, 07:16 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ମହାବୀର ଜୟନ୍ତୀରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
April 09th, 09:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାବୀର ଜୟନ୍ତୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।PM greets the nation on Mahavir Jayanti
April 19th, 09:00 am
PM remembers the message of Lord Mahavir, on occasion of Mahavir Jayanti
April 02nd, 08:03 am
PM remembers the message of Lord Mahavir, on occasion of Mahavir Jayanti