PM Modi addresses an enthusiastic public rally in Madurai, Tamil Nadu
March 01st, 04:30 pm
PM Modi addressed a massive public rally in Madurai, beginning his speech with deep reverence for Tamil Nadu’s spiritual heritage. He said he had just visited Tirupparankundram and received the darshan of Bhagwan Murugan, describing it as a truly pine experience. He said he prayed for the prosperity of Tamil Nadu and the entire nation.ମାଲେସିଆର ଅଗ୍ରଣୀ ବ୍ୟବସାୟୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
February 08th, 02:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେସିଆର ଚାରିଜଣ ଶିଳ୍ପପତିଙ୍କ ସହ ମତବିନିମୟ କରିଛନ୍ତି। ସେ ପେଟ୍ରୋନାସର ସଭାପତି ତଥା ଗ୍ରୁପ୍ ସିଇଓ ତନ୍ ଶ୍ରୀ ତେଙ୍ଗକୁ ମହମ୍ମଦ ତୌଫିକ; ବରଜୟା କର୍ପୋରେସନର ବରହାଦର ପ୍ରତିଷ୍ଠାତା ତନ୍ ଶ୍ରୀ ଦାତୋ ସେରି ଭିନ୍ସେଣ୍ଟ ତନ୍ ଚି ୟିଉନ୍; ଖଜାନାହ ନେସନାଲ ବରହାଦ ପରିଚାଳନା ନିର୍ଦ୍ଦେଶକ ଦାତୋ ଅମୀରୁଲ ଫୈସଲ ୱାନ ଜାହିର; ଏବଂ ଫିସନ୍ ଇଲେକ୍ଟ୍ରୋନିକ୍ସର ପ୍ରତିଷ୍ଠାତା ଦାତୋ ପୁଆ ଖେନ୍ ସାଙ୍ଗଙ୍କ ସହ କଥା ହୋଇଛନ୍ତି।Prime Minister interacts with distinguished members of the Indian diaspora
February 08th, 02:48 pm
During his Malaysia visit, PM Modi interacted with Indian diaspora leaders, including Ministers, Senators, Members of Parliament and INA veterans, highlighting their contribution to strengthening India–Malaysia ties. The PIO leaders thanked the PM for the measures taken for the welfare of the Indian community in Malaysia and appreciated his vision and initiatives aimed at transforming India.ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
February 08th, 11:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମାଲେସିଆର ପ୍ରଧାନମନ୍ତ୍ରୀ ମହାମହିମ ଦାତୋ ସେରୀ ଅନୱର ଇବ୍ରାହିମ ପେରଡାନା ପୁତ୍ରା ପରିସରରେ ସ୍ୱାଗତ କରିଛନ୍ତି । ସେଠାରେ ତାଙ୍କୁ ଆନୁଷ୍ଠାନିକ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି। ଏହା ପରେ, ଦୁଇ ନେତା ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସରକାରୀ ବାସଭବନ ସେରୀ ପେରଡାନାରେ ସୀମିତ ଏବଂ ପ୍ରତିନିଧିସ୍ତରୀୟ ଆଲୋଚନା କରିଛନ୍ତି ।List of Outcomes: Official visit of the Prime Minister to Malaysia
February 08th, 11:05 am
The state visit of PM Modi to Malaysia resulted in several key MoUs and agreements covering disaster management, combating corruption, UN peacekeeping, semiconductors, insurance, education, security, health and medicine. An MoU for the Audio-Visual Co-production Agreement was signed and the report of the 10th Malaysia–India CEO Forum was also presented.ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
February 08th, 08:35 am
ପ୍ରଥମେ, ମୁଁ ମୋର ଘନିଷ୍ଠ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କର ହୃଦୟସ୍ପର୍ଶୀ ଓ ଭବ୍ୟ ସ୍ୱାଗତ ପାଇଁ ସହୃଦୟତାର ସହିତ କୃତଜ୍ଞତା ଜଣାଉଛି। ଗତ ବର୍ଷ, ମୁଁ ଏସିଆନ୍ ଶିଖର ସମ୍ମିଳନୀ ପାଇଁ ମାଲେସିଆ ଯାତ୍ରା କରିପାରି ନଥିଲି। କିନ୍ତୁ ମୁଁ ମୋର ପ୍ରିୟ ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ଯଥାଶୀଘ୍ର ମାଲେସିଆ ଗସ୍ତ କରିବି। ଆଜି, ୨୦୨୬ର ମୋର ପ୍ରଥମ ବିଦେଶ ଯାତ୍ରାରେ, ମୁଁ ମାଲେସିଆ ଆସିଛି।India Malaysia Joint Statement on the occasion of the Official visit by Prime minister of India to Malaysia
February 08th, 08:30 am
At the invitation of Prime Minister of Malaysia, His Excellency, Dato’ Seri Anwar Ibrahim, His Excellency, Shri Narendra Modi, Prime Minister of the Republic of India, undertook an official visit to Malaysia from 7 to 8 February 2026. The visit reflected the deep-rooted friendship and enduring people-to-people ties, based on civilizational connections between the two countries. It reaffirmed the shared commitment of the two Leaders to further consolidate and expand the India–Malaysia Comprehensive Strategic Partnership.India wants to take relationship with Malaysia to a new level: PM Modi at India and Malaysia delegation-level talks
February 08th, 08:20 am
During delegation-level talks with Malaysian PM Anwar Ibrahim, PM Modi expressed his happiness at receiving a warm welcome in Malaysia. He highlighted that India–Malaysia cooperation is deepening across every sector, from agriculture and manufacturing to clean energy and semiconductors. He noted that, as maritime neighbours, India and Malaysia must realise the full potential of their relationship.ମାଲେସିଆର ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
February 07th, 03:59 pm
ଏହି ସାମୁଦାୟିକ ସମାରୋହରେ ସାମିଲ ହୋଇଥିବାରୁ ସର୍ବପ୍ରଥମେ ମୁଁ ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନଓ୍ୱର ଇବ୍ରାହିମଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି। ଏବେ ଏବେ ଭାରତ-ମାଲେସିଆର ବନ୍ଧୁତ୍ୱର ବ୍ୟାପକତା ଓ ଭବିଷ୍ୟତର ସମ୍ଭାବନା ନେଇ ସେ ଯେଉଁ ସୁନ୍ଦର ଅଭିଭାଷଣ ରଖିଲେ, ସେଥିପାଇଁ ମଧ୍ୟ ମୁଁ ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି।ମାଲେସିଆର କ୍ୱାଲାଲମ୍ପୁର ଠାରେ ଏକ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 07th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେସିଆର କ୍ୱାଲାଲମ୍ପୁରରେ ଏକ ଜନ ସଭାରେ ଉଦବୋଧନ ଦେଇଛନ୍ତି । ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ସ୍ନେହପୂର୍ଣ୍ଣ ଅଭିବାଦନ ସାଧାରଣ ସଂସ୍କୃତିର ସୁନ୍ଦର ବିବିଧତାକୁ ପ୍ରତିଫଳିତ କରେ। ସେ ତାଙ୍କର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ଏହି ଜନ ସଭାରେ ଯୋଗଦେବା ପାଇଁ ଧନ୍ୟବାଦ ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରକୁ ଆସିଥିଲେ ଏବଂ ତାଙ୍କ କାରରେ ତାଙ୍କୁ କାର୍ଯ୍ୟକ୍ରମରେ ଆଣିଥିଲେ। ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଏହି ବିଶେଷ ଭାବନା ଭାରତ ଏବଂ ଉପସ୍ଥିତ ଲୋକଙ୍କ ପ୍ରତି ସ୍ନେହ ଓ ସମ୍ମାନକୁ ପ୍ରତିଫଳିତ କରେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।କୁଆଲାଲମ୍ପୁରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ମାଲେସିଆ ପ୍ରଧାନମନ୍ତ୍ରୀ
February 07th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଲେସିଆ ପ୍ରଧାନମନ୍ତ୍ରୀ ମହାମହିମ ଦାତୋ 'ସେରି ଅନୱର ଇବ୍ରାହିମଙ୍କ ନିମନ୍ତ୍ରଣ କ୍ରମେ ୨୦୨୬ ମସିହା ଫେବୃଆରୀ ୭ରୁ ୮ ତାରିଖ ପର୍ଯ୍ୟନ୍ତ ମାଲେସିଆ ଗସ୍ତରେ ଯାଇଛନ୍ତି। ୨୦୧୫ ମସିହା ପରେ ପ୍ରଧାନମନ୍ତ୍ରୀଙ୍କର ଏହା ତୃତୀୟ ମାଲେସିଆ ଗସ୍ତ।ମାଲେସିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତି
February 07th, 08:45 am
ମୋର ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ନିମନ୍ତ୍ରଣରେ ମୁଁ ଆଜି ମାଲେସିଆକୁ ଏକ ସରକାରୀ ଗସ୍ତରେ ଯାଉଛି ।ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାଲେସିଆର କୁଆଲା ଲମ୍ପୁରକୁ ସରକାରୀ ଗସ୍ତ
February 04th, 04:17 pm
ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ନିମନ୍ତ୍ରଣକ୍ରମେ, ପ୍ରଧାନମନ୍ତ୍ରୀ ମୋଦୀ 2026 ଫେବୃଆରୀ 7-8 ପର୍ଯ୍ୟନ୍ତ ମାଲେସିଆ ଗସ୍ତ କରିବେ। ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ ଏବଂ ଦ୍ୱିପାକ୍ଷିକ ସହଯୋଗର ସମସ୍ତ କ୍ଷେତ୍ର ସମୀକ୍ଷା କରିବେ। ସେ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନଙ୍କ ସହିତ, ଶିଳ୍ପ ଏବଂ ବ୍ୟବସାୟ ପ୍ରତିନିଧିମାନଙ୍କ ସହିତ ମଧ୍ୟ ଭାବ ବିନିମୟ କରିବେ ଏବଂ ଦଶମ ଭାରତ-ମାଲେସିଆ ସିଇଓ ଫୋରମରେ ଅଂଶଗ୍ରହଣ କରିବେ।ପ୍ରଥମ ଭୋଟ୍ ଠାରୁ ଆରମ୍ଭ କରି ଷ୍ଟାର୍ଟଅପ୍ ଇଣ୍ଡିଆ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତ୍ ରେ ଭାରତର ଯୁବକମାନଙ୍କୁ ପ୍ରଶଂସା କରିଛନ୍ତି
January 25th, 11:30 am
ଜାତୀୟ ଭୋଟର ଦିବସରେ ଚଳିତ ବର୍ଷର ପ୍ରଥମ ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ମତଦାନର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ନିର୍ବାଚନ ପ୍ରକ୍ରିୟାରେ ଜଡିତ ସମସ୍ତଙ୍କୁ ପ୍ରଶଂସା କରିଥିଲେ । ଷ୍ଟାର୍ଟଅପ୍, ଜଳ ସଂରକ୍ଷଣ, ଗୁଣବତ୍ତା, ସଂସ୍କୃତି ଓ ପର୍ବପର୍ବାଣୀ ଏବଂ ସ୍ୱଚ୍ଛତା ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ, ଯେଉଁଥିରେ ବିଶ୍ୱର ବିଭିନ୍ନ ସ୍ଥାନରୁ ବିଶେଷଜ୍ଞମାନେ ଅଂଶଗ୍ରହଣ କରିବେ ।୨୨ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
October 26th, 02:20 pm
ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କ ସଫଳ ଆସିଆନ ଅଧ୍ୟକ୍ଷତା ପାଇଁ ମୁଁ ସହୃଦୟତାର ସହିତ ଅଭିନନ୍ଦନ ଜଣାଉଛି। ମୁଁ ଫିଲିପାଇନ୍ସର ରାଷ୍ଟ୍ରପତି ମାର୍କୋସଙ୍କୁ ଭାରତର ଦେଶ ସଂଯୋଜକ ହିସାବରେ ଦକ୍ଷତାର ସହିତ କାର୍ଯ୍ୟ ସମ୍ପାଦନ କରିଥିବାରୁ ଧନ୍ୟବାଦ ଜଣାଉଛି। ମୁଁ ଆସିଆନ୍ର ନୂତନ ସଦସ୍ୟ ଭାବରେ ତିମୋର-ଲେଷ୍ଟେଙ୍କୁ ସ୍ୱାଗତ ଜଣାଉଛି।କୁଆଲାଲମ୍ପୁରରେ ୨୨ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
October 26th, 02:06 pm
୨୨ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ୨୬ ଅକ୍ଟୋବର ୨୦୨୫ରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭର୍ଚୁଆଲ୍ ମାଧ୍ୟମରେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ଏବଂ ଆସିଆନ ନେତାମାନେ ମିଳିତ ଭାବେ ଆସିଆନ-ଭାରତ ସମ୍ପର୍କରେ ହେଉଥିବା ଅଗ୍ରଗତିର ସମୀକ୍ଷା କରିଥିଲେ ଏବଂ ବ୍ୟାପକ ରଣନୈତିକ ସହଭାଗୀତାକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ପଦକ୍ଷେପ ଉପରେ ଆଲୋଚନା କରିଥିଲେ। ଏହା ଥିଲା ଭାରତ-ଆସିଆନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କର ଦ୍ୱାଦଶ ଅଂଶଗ୍ରହଣ।22ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
October 25th, 09:48 am
ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ମୋଦୀ 26 ଅକ୍ଟୋବର, 2025 ରେ 22ତମ ଆସିଆନ - ଭାରତ ଶିଖର ସମ୍ମିଳନୀରେ ଭର୍ଚୁଆଲ ମାଧ୍ୟମରେ ଯୋଗଦେବେ । ଆମର ଆକ୍ଟ ଇଷ୍ଟ ପଲିସି ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଦୃଷ୍ଟିକୋଣ ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦୀ ଆସିଆନ ନେତାମାନଙ୍କ ସହ ଆସିଆନ-ଭାରତ ସମ୍ପର୍କର ଅଗ୍ରଗତିର ମିଳିତ ସମୀକ୍ଷା କରିବେ ।ଆସିଆନର ଅଧ୍ୟକ୍ଷତା ପାଇଁ ମାଲେସିଆ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
October 23rd, 10:55 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଲେସିଆ ପ୍ରଧାନମନ୍ତ୍ରୀ ଶ୍ରୀ ଅନୱର ଇବ୍ରାହିମଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା କରିଛନ୍ତି ।ପ୍ରଧାନମନ୍ତ୍ରୀ ବ୍ରାଜିଲର ରିଓ ଡି ଜେନେରୋରେ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ମାଲେସିଆର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ
July 07th, 05:13 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲର ରିଓ ଡି ଜେନେରୋରେ ଅନୁଷ୍ଠିତ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ବିନ୍ ଇବ୍ରାହିମଙ୍କୁ ସାକ୍ଷାତ କରିଛନ୍ତି ।ଭିଏଣ୍ଟିଆନେ, ଲାଓ ପିଡିଆରରେ ୧୯ତମ ପୂର୍ବ ଏସିଆ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 11th, 08:15 am
ଭାରତ କ୍ରମାଗତ ଭାବରେ ଆସିଆନର ଏକତା ଏବଂ କେନ୍ଦ୍ରୀୟତାକୁ ସମର୍ଥନ କରିଆସିଛି । ଆସିଆନ ଭାରତର ଭାରତ-ପ୍ରଶାନ୍ତ ମହାସାଗରୀୟ ଦୃଷ୍ଟିକୋଣ ଏବଂ କ୍ୱାଡ୍ ସହଯୋଗ ପାଇଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଅଟେ। ଭାରତର ଭାରତ-ପ୍ରଶାନ୍ତ ମହାସାଗର ପଦ୍ଧକ୍ଷେପ ଏବଂ ଭାରତ-ପ୍ରଶାନ୍ତ ମହାସାଗର ଉପରେ ଆସିଆନ୍ ଆଉଟଲୁକ୍ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ସାମଞ୍ଜସ୍ୟ ରହିଛି । ସମଗ୍ର ଅଞ୍ଚଳର ଶାନ୍ତି ଓ ପ୍ରଗତି ପାଇଁ ଏକ ମୁକ୍ତ, ମୁକ୍ତ, ସମାବେଶୀ, ସମୃଦ୍ଧ ଏବଂ ନିୟମ ଭିତ୍ତିକ ଭାରତ-ପ୍ରଶାନ୍ତ ମହାସାଗର ୀୟ ଅଞ୍ଚଳ ଗୁରୁତ୍ୱପୂର୍ଣ୍ଣ ।