Today, India is placing strong emphasis on multi-modal connectivity and green mobility: PM Modi in Singur, West Bengal
January 18th, 03:30 pm
During the launch of multiple development projects at Singur, West Bengal, PM Modi said the past 24 hours have been unprecedented for the state’s rail connectivity. Launching projects linked to ports and river waterways, he said West Bengal has the potential to emerge as a major hub for manufacturing, trade and logistics, with ports, waterways, highways and airports being interconnected for seamless transport.PM Modi launches various development projects worth around ₹830 crore in Singur, West Bengal
January 18th, 03:00 pm
During the launch of multiple development projects at Singur, West Bengal, PM Modi said the past 24 hours have been unprecedented for the state’s rail connectivity. Launching projects linked to ports and river waterways, he said West Bengal has the potential to emerge as a major hub for manufacturing, trade and logistics, with ports, waterways, highways and airports being interconnected for seamless transport.The cruel TMC government does not allow central schemes to reach West Bengal: PM Modi in Malda
January 17th, 03:00 pm
Prime Minister Narendra Modi today addressed a massive public rally in Malda, West Bengal, highlighting the pivotal role of Eastern India in shaping a Viksit Bharat by 2047. He underscored that Eastern India was long shackled by those who thrived on pisive politics, whereas the BJP has freed the region from such constraints.PM Modi draws huge crowd at Malda Rally in West Bengal
January 17th, 02:34 pm
Prime Minister Narendra Modi today addressed a massive public rally in Malda, West Bengal, highlighting the pivotal role of Eastern India in shaping a Viksit Bharat by 2047. He underscored that Eastern India was long shackled by those who thrived on pisive politics, whereas the BJP has freed the region from such constraints.ପଶ୍ଚିମବଙ୍ଗ ମାଲଦାଠାରେ ବହୁମୁଖୀ ରେଳ ଓ ରାସ୍ତା ପ୍ରକଳ୍ପ ଲୋକାର୍ପଣ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 17th, 02:00 pm
ମାଲଦାରୁ ପଶ୍ଚିମବଙ୍ଗର ଅଗ୍ରଗତିର ଆଜି ବିଗୁଲ ବାଜିଛି । କିଛି ସମୟ ପୂର୍ବରୁ ପଶ୍ଚିମବଙ୍ଗର ବିକାଶମୂଳକ ଅନେକ ପ୍ରକଳ୍ପର ଲୋକାର୍ପଣ ଘଟିଛି କିମ୍ବା ଭିତ୍ତିପ୍ରସ୍ତର ସ୍ଥାପନା କରାଯାଇଛି । ପଶ୍ଚିମବଙ୍ଗକୁ ନୂଆ ରେଳ ସେବା ଯୋଗାଇ ଦିଆଯାଇଛି । ଏହି ପ୍ରକଳ୍ପ ମାଧ୍ୟମରେ ଏଠାକାର ଲୋକମାନେ ଅନାୟାସରେ ଗତାଗତ କରିପାରିବେ ଓ ବାଣିଜ୍ୟ ଓ ବ୍ୟବସାୟ ସରଳ ହେବ । ରେଳ ମରାମତି ନେଇ ଏଠାରେ ସୃଷ୍ଟ ବ୍ୟବସ୍ଥା ବଙ୍ଗଳାର ଯୁବକମାନଙ୍କ ଲାଗି ନୂଆ ସୁଯୋଗ ଆଣିବ ।ପଶ୍ଚିମବଙ୍ଗର ମାଲଦାଠାରେ ୩,୨୫୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ରେଳ ଓ ସଡ଼କ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 17th, 01:45 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ମାଲଦାଠାରେ ପ୍ରାୟ ୩,୨୫୦ କୋଟି ଟଙ୍କାର ବିଭିନ୍ନ ରେଳ ଓ ସଡ଼କ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏସବୁ ପ୍ରକଳ୍ପ ମାଧ୍ୟମରେ ପଶ୍ଚିମବଙ୍ଗ ଏବଂ ଉତ୍ତର-ପୂର୍ବାଞ୍ଚଳରେ ସଂଯୋଗୀକରଣକୁ ସୁଦୃଢ଼ କରିବା ସହ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହି ଅବସରରେ ଶ୍ରୀ ମୋଦୀ କହିଥିଲେ ଯେ, ଆଜି ମାଲଦାରୁ ପଶ୍ଚିମବଙ୍ଗର ପ୍ରଗତିକୁ ତ୍ୱରାନ୍ୱିତ କରିବାର ଅଭିଯାନ ଗତିଶୀଳ ହେବା ସହ ଏହା ବିକାଶ ସହିତ ଜଡିତ ଅନେକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ହୋଇଛି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗରେ ନୂତନ ରେଳ ସେବା ଆରମ୍ଭ ହୋଇଛି, ଯାହା ଲୋକଙ୍କ ପାଇଁ ଯାତ୍ରାକୁ ସହଜ କରିବ ଏବଂ ବ୍ୟବସାୟ-ବାଣିଜ୍ୟକୁ ମଧ୍ୟ ବୃଦ୍ଧି କରିବ। ଏଠାରେ ପ୍ରତିଷ୍ଠିତ ନୂତନ ରେଳ ରକ୍ଷଣାବେକ୍ଷଣ କାରଖାନା ପଶ୍ଚିମବଙ୍ଗର ଯୁବକମାନଙ୍କ ପାଇଁ ନୂତନ ସୁଯୋଗ ପ୍ରଦାନ କରିବ ।Bengal's enthusiasm for democracy is commendable: PM in Malda Uttar
April 26th, 11:15 am
Prime Minister Narendra Modi addressed a huge public gathering in Malda Uttar, West Bengal. He urged people to participate in the ongoing elections. PM Modi emphasized the importance of every vote in strengthening democracy and upholding the Constitution.PM Modi addresses a public meeting in Malda Uttar, West Bengal
April 26th, 10:46 am
Prime Minister Narendra Modi addressed a huge public gathering in Malda Uttar, West Bengal. He urged people to participate in the ongoing elections. PM Modi emphasized the importance of every vote in strengthening democracy and upholding the Constitution.ପଶ୍ଚିମବଙ୍ଗର କୃଷ୍ଣାନଗରରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 02nd, 11:00 am
ଆଜି ଆମେ ପଶ୍ଚିମବଙ୍ଗକୁ ଏକ ବିକଶିତ ରାଜ୍ୟ ରେ ପରିଣତ କରିବା ଦିଗରେ ଆଉ ଏକ ପଦକ୍ଷେପ ନେଉଛୁ । ଗତକାଲି ମୁଁ ବଙ୍ଗଳାର ସେବା କରିବା ପାଇଁ ଆରାମବାଗରେ ଉପସ୍ଥିତ ଥିଲି । ସେଠାରୁ ପ୍ରାୟ ୭ ହଜାର କୋଟି ଟଙ୍କାର ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଥିଲି। ସେଥିମଧ୍ୟରୁ ରେଳବାଇ, ବନ୍ଦର, ପେଟ୍ରୋଲିୟମ ସମ୍ବନ୍ଧୀୟ ଅନେକ ବଡ଼ ଯୋଜନା ଥିଲା। ଆଉ ଆଜି ପୁଣି ଥରେ ମୋତେ ପ୍ରାୟ ୧୫ ହଜାର କୋଟି ଟଙ୍କାର ଏହାର ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିବାର ସୌଭାଗ୍ୟ ମିଳିଛି । ବିଜୁଳି, ସଡ଼କ ଓ ରେଳର ଉନ୍ନତ ସୁବିଧା ମୋର ଭାଇ ଭଉଣୀଙ୍କ ଜୀବନକୁ ସହଜ କରିବ । ଏହି ଉନ୍ନୟନମୂଳକ କାର୍ଯ୍ୟ ପଶ୍ଚିମବଙ୍ଗର ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ କରିବ । ଏହାଦ୍ୱାରା ଯୁବପିଢ଼ିଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏହି ଅବସରରେ ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ଶୁଭେଚ୍ଛା ଜଣାଉଛି ।ପଶ୍ଚିମବଙ୍ଗର ନଦିଆ ଜିଲ୍ଲାର କୃଷ୍ଣନଗର ଠାରେ ୧୫,୦୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି
March 02nd, 10:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ନଦିଆ ଜିଲ୍ଲାର କୃଷ୍ଣନଗର ଠାରେ ୧୫,୦୦୦ କୋଟି ଟଙ୍କାର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକ ଶକ୍ତି, ରେଳ ଓ ସଡ଼କ ଭଳି କ୍ଷେତ୍ର ସହ ଜଡ଼ିତ ।PM Modi virtually addresses of Birbhum, Kolkata, Malda and Murshidabad, West Bengal
April 23rd, 05:39 pm
PM Modi addressed today voters of Birbhum, Kolkata, Malda and Murshidabad virtually. He said, “West Bengal Elections are not just for a change in the government, I can see the rise of an aspirational and optimistic West Bengal in these polls. Be it villages or cities, I can see yearning for a better life, better education, better employment and better option everywhere.”PM Modi addresses voters of Birbhum, Kolkata, Malda and Murshidabad via VC
April 23rd, 05:34 pm
PM Modi addressed today voters of Birbhum, Kolkata, Malda and Murshidabad virtually. He said, “West Bengal Elections are not just for a change in the government, I can see the rise of an aspirational and optimistic West Bengal in these polls. Be it villages or cities, I can see yearning for a better life, better education, better employment and better option everywhere.”