ଆଇଏନଏସ ବିକ୍ରାନ୍ତରେ ସଶସ୍ତ୍ର ବାହିନୀ ସହିତ ଦୀପାବଳି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 20th, 10:30 am

ଆଜି ଏକ ସୁନ୍ଦର ଦିନ, ଏହି ମୁହୂର୍ତ୍ତ ସ୍ମରଣୀୟ, ଏହି ଦୃଶ୍ୟ ଆଶ୍ଚର୍ଯ୍ୟଜନକ। ଆଜି ମୋର ଗୋଟିଏ ଦିଗରେ ଅଥଳ ସମୁଦ୍ରର ଜଳରାଶି ତ ଅନ୍ୟ ପଟେ ମା' ଭାରତୀର ବୀର ଯବାନମାନଙ୍କର ଅକଳନୀୟ ସାମର୍ଥ୍ୟ ରହିଛି । ଆଜି ମୋର ଗୋଟିଏ ପଟେ ଅନନ୍ତ କ୍ଷିତିଜ ବ୍ୟାପି ରହିଛି, ଅନନ୍ତ ଆକାଶ ରହିଛି, ତ ଅନ୍ୟ ପଟେ ଅନନ୍ତ ଶକ୍ତିକୁ ଧରି ରଖିଥିବା ଏହି ବିଶାଳ, ବିରାଟ ଆଇଏନଏସ ବିକ୍ରାନ୍ତ ରହିଛି । ସମୁଦ୍ରର ଜଳରାଶି ଉପରେ ସୂର୍ଯ୍ୟଙ୍କ କିରଣ ଏହି ଚମକ ଗୋଟିଏ ପଟେ ବୀର ଯବାନମାନଙ୍କ ଦ୍ୱାରା ଜଳା ଯାଇଥିବା ଦୀପାବଳିର ପ୍ରଦୀପମାଳା ରହିଛି । ଏହା ଆମର ଅଲୌକିକ ଦୀପମାଳାର ସମାହାର, ମୋର ସୌଭାଗ୍ୟ ଯେ ଏଥର ମୁଁ ନୌସେନାର ଆପଣମାନଙ୍କ ସମସ୍ତ ବୀର ଯବାନମାନଙ୍କ ଗହଣରେ ପବିତ୍ର ଦୀପାବଳି ପର୍ବ ପାଳନ କରୁଛି।

ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

October 20th, 10:00 am

ନୂଆଦିଲ୍ଲୀ,୨୧.୧୦.୨୦୨୫: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଏନଏସ ବିକ୍ରାନ୍ତରେ ଦୀପାବଳି ପାଳନ ସମୟରେ ସଶସ୍ତ୍ର ବାହିନୀର କର୍ମଚାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ଆଜିର ଏହି ଦିନକୁ ଏକ ସୁନ୍ଦର ଦିନ, ସୁନ୍ଦର ମୁହୂର୍ତ୍ତ ଏବଂ ଚମତ୍କାର ଦୃଶ୍ୟ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ କହିଛନ୍ତି, ଏକ ପାର୍ଶ୍ଵରେ ବିଶାଳ ସମୁଦ୍ର ଏବଂ ଅନ୍ୟପଟେ ଭାରତ ମାତାର ସାହସୀ ସୈନିକମାନଙ୍କର ଅପାର ଶକ୍ତି ରହିଛି। ସେହିପରି ଗୋଟିଏ ପାର୍ଶ୍ୱରେ ଅସୀମ ଦିଗନ୍ତ ଏବଂ ଅସୀମ ଆକାଶ ଥିବାବେଳେ, ଅନ୍ୟ ପାର୍ଶ୍ୱରେ ଆଇଏନଏସ ବିକ୍ରାନ୍ତର ବିଶାଳ ଶକ୍ତି ପ୍ରଦର୍ଶନ କରାଯାଉଛି, ଯାହା ଅସୀମ ଶକ୍ତିକୁ ମୂର୍ତ୍ତିମନ୍ତ କରୁଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସମୁଦ୍ରରେ ସୂର୍ଯ୍ୟକିରଣର ଚମକ ଦୀପାବଳି ସମୟରେ ବୀର ସୈନିକମାନଙ୍କ ଦ୍ୱାରା ପ୍ରଜ୍ଜ୍ୱଳିତ ଦୀପ ସହିତ ସମାନ, ଯାହା ଆଲୋକର ଏକ ଦିବ୍ୟ ମାଳା ସୃଷ୍ଟି କରୁଛି। ଭାରତୀୟ ନୌସେନାର ସାହସୀ ସୈନିକଙ୍କ ମଧ୍ୟରେ ଏହି ଦୀପାବଳି ପାଳନ କରିବା ମୋର ସୌଭାଗ୍ୟ ବୋଲି ପ୍ରଧାନମନ୍ତ୍ରୀ ବର୍ଣ୍ଣନା କରିଛନ୍ତି।

୭୯ତମ ସ୍ୱାଧୀନତା ଦିବସରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

August 15th, 07:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସଅବସରରେ ଶୁଭେଚ୍ଛା ଏବଂ ଶୁଭକାମନା ପାଇଁ ବିଶ୍ୱନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

The history and legacy of the Chola Empire reflect the strength and true potential of our great nation: PM Modi

July 27th, 12:30 pm

In his address during the Aadi Thiruvathirai Festival at the Gangaikonda Cholapuram temple in Tamil Nadu, PM Modi said that the legacy of Rajaraja Chola and Rajendra Chola is synonymous with India's identity and pride. He remarked that the economic and strategic advancements achieved during the Chola era continue to inspire modern India. The PM affirmed his resolve to further strengthen the spirit of pride in India’s rich heritage.

ତାମିଲନାଡୁର ଗଙ୍ଗଇକୋଣ୍ଡା ଚୋଳପୁରମରେ ଆଦି ତିରୁବଥିରାଇ ମହୋତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

July 27th, 12:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଗଙ୍ଗଇକୋଣ୍ଡା ଚୋଳପୁରମ ମନ୍ଦିରରେ ଆଦି ତିରୁବଥିରାଇ ମହୋତ୍ସବକୁ ସମ୍ବୋଧିତ କରିଥିଲେ । ସର୍ବଶକ୍ତିମାନ ଭଗବାନ ଶିବଙ୍କୁ ପ୍ରଣାମ କରି, ରାଜରାଜା ଚୋଳଙ୍କ ପବିତ୍ର ଭୂମିରେ ଦିବ୍ୟ ଶିବ ଦର୍ଶନ ମାଧ୍ୟମରେ ଅନୁଭୂତ ଗଭୀର ଆଧ୍ୟାତ୍ମିକ ଶକ୍ତିକୁ ପ୍ରତିଫଳିତ କରି, ଶ୍ରୀ ଇଲୈୟାରାଜଙ୍କ ସଙ୍ଗୀତ ଏବଂ ଓଧୂବରମାନଙ୍କ ପବିତ୍ର ମନ୍ତ୍ର ସହିତ, ଶ୍ରୀ ମୋଦୀ ମନ୍ତବ୍ୟ ଦେଇଥିଲେ ଯେ, ଏହି ଆଧ୍ୟାତ୍ମିକ ପରିବେଶ ଆତ୍ମାକୁ ଗଭୀର ଭାବରେ ଆକର୍ଷିତ କରିଛି ।

ମାଳଦ୍ୱୀପର ୬୦ତମ ସ୍ୱାଧୀନତା ଦିବସ ସମାରୋହରେ ସମ୍ମାନିତ ଅତିଥି ଭାବରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

July 26th, 06:47 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେଠାରେ ମାଳଦ୍ୱୀପର ୬୦ତମ ସ୍ୱାଧୀନତା ଦିବସ ସମାରୋହରେ ‘ସମ୍ମାନିତ ଅତିଥି’ ଭାବରେ ଯୋଗ ଦେଇଛନ୍ତି। ପ୍ରଥମ ଥର କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ ମାଳଦ୍ୱୀପର ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ପ୍ରଥମ ବିଦେଶୀ ନେତା ଯାହାଙ୍କୁ ରାଷ୍ଟ୍ରପତି ମୁଇଜୁ ଆତିଥ୍ୟ ପ୍ରଦାନ କରିଛନ୍ତି।

ଫଳାଫଳ ସୂଚୀ: ମାଳଦ୍ୱୀପକୁ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଗସ୍ତ

July 26th, 07:19 am

ମାଳଦ୍ୱୀପକୁ ୪,୮୫୦ କୋଟି ଟଙ୍କାର ଋଣ ସହାୟତା (ଏଲଓସି)ର ବିସ୍ତାର

Release of Commemorative Stamps on the occasion of the 60th anniversary of establishment of India-Maldives diplomatic relations

July 25th, 09:08 pm

PM Modi and Malpes President Muizzu jointly released commemorative stamps on the occasion of the 60th anniversary of the establishment of India-Malpes diplomatic relations. Reflecting the age-old bilateral ties, the stamps depict the Indian boat Uru - a large wooden dhow handcrafted in the historic boatyards of Beypore, Kerala, and the traditional Malpian fishing boat - Vadhu Dhoni.

Prime Minister meets the President of Maldives

July 25th, 08:48 pm

PM Modi has met Malpes President Muizzu in Male. Both the leaders took stock of the progress in the implementation of the India-Malpes Joint Vision for a ‘Comprehensive Economic and Maritime Security Partnership’ and also witnessed exchange of 6 MOUs. The PM reiterated India’s commitment to further deepen ties with Malpes in keeping with its Neighbourhood First’ and Vision MAHASAGAR policies.

ମାଳଦ୍ୱୀପର ପ୍ରତିରକ୍ଷା ମନ୍ତ୍ରଣାଳୟ ଭବନକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଏବଂ ମାଳଦ୍ୱୀପ ରାଷ୍ଟ୍ରପତି

July 25th, 08:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମାଳଦ୍ୱୀପ ରାଷ୍ଟ୍ରପତି ମହାମହିମ ଡକ୍ଟର ମହମ୍ମଦ ମୁଇଜୁ ଆଜି ମାଲେଠାରେ ମାଳଦ୍ୱୀପର ଅତ୍ୟାଧୁନିକ ପ୍ରତିରକ୍ଷା ମନ୍ତ୍ରଣାଳୟ (ଏମଓଡି) ସୌଧକୁ ମିଳିତ ଭାବେ ଉଦଘାଟନ କରିଛନ୍ତି।

ମାଳଦ୍ୱୀପ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

July 25th, 06:00 pm

ସର୍ବପ୍ରଥମେ, ସମସ୍ତ ଭାରତୀୟଙ୍କ ପକ୍ଷରୁ, ମୁଁ ସ୍ୱାଧୀନତାର ୬୦ ବର୍ଷର ଐତିହାସିକ ବାର୍ଷିକୀ ପାଳନ ଅବସରରେ ରାଷ୍ଟ୍ରପତି ଏବଂ ମାଳଦ୍ୱୀପର ଜନସାଧାରଣଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି ।

ମାଳଦ୍ୱୀପର ମାଲେରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

July 25th, 10:28 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ ମାଳଦ୍ୱୀପରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁ ତାଙ୍କୁ ବ୍ୟକ୍ତିଗତ ଭାବେ ସ୍ୱାଗତ କରିଥିଲେ। ମାଳଦ୍ୱୀପର 60ତମ ସ୍ୱାଧୀନତା ଦିବସ ସମାରୋହରେ ପ୍ରଧାନମନ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ ।

୨୬-୨୭ ଜୁଲାରେ ତାମିଲନାଡୁ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

July 25th, 10:09 am

ୟୁକେ ଏବଂ ମାଳଦ୍ୱୀପ ଗସ୍ତରୁ ଫେରିବା ପରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୬ ଜୁଲାଇ ରାତି ପ୍ରାୟ ୮ଟାରେ ତାମିଲନାଡୁର ଟୁଟିକୋରିନରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ୪୮୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ ଏବଂ ଦେଶକୁ ସମର୍ପିତ କରିବେ ।

ବ୍ରିଟେନ ଓ ମାଳଦ୍ୱୀପ ଯାତ୍ରା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିଦାୟୀ ଅଭିଭାଷଣ

July 23rd, 01:05 pm

ଗତ କିଛି ବର୍ଷ ଭିତରେ ଭାରତ ଓ ବ୍ରିଟେନ ଭିତରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଛି । ବାଣିଜ୍ୟ, ପୁଞ୍ଜି ନିବେଶ, ପ୍ରଯୁକ୍ତି ବିଦ୍ୟା, ପ୍ରତିରକ୍ଷା, ଶିକ୍ଷା, ଗବେଷଣା, ସ୍ୱାସ୍ଥ୍ୟ ପରି ଅନେକ କ୍ଷେତ୍ରରେ ଦୁଇ ଦେଶ ଭିତରେ ସମ୍ପର୍କ ବୃଦ୍ଧି ପାଇଛି । ପ୍ରଧାନମନ୍ତ୍ରୀ ସାର କେୟର ଷ୍ଟାରମରଙ୍କୁ ସାକ୍ଷାତ କରିବା ବେଳେ ପ୍ରଗତି ଓ ବିକାଶକୁ ଲକ୍ଷ୍ୟ ରଖି ଦୁଇ ଦେଶ ଭିତରେ ଆର୍ଥିକ କାରବାର ବୃଦ୍ଧି ପାଇଁ କଥା ହେବି । ଫଳରେ ଦୁଇ ଦେଶ ଭିତରେ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ । ମୋ ଗସ୍ତ ସମୟରେ ରାଜା ଚାର୍ଲସ ତୃତୀୟଙ୍କୁ ବି ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।

ପ୍ରଧାନମନ୍ତ୍ରୀଙ୍କ ବ୍ରିଟେନ ଓ ମାଳଦ୍ୱୀପ ଗସ୍ତ (ଜୁଲାଇ 23 - 26, 2025)

July 20th, 10:49 pm

ପ୍ରଧାନମନ୍ତ୍ରୀ ମୋଦୀ ଜୁଲାଇ 23 ରୁ 26 ମଧ୍ୟରେ ବ୍ରିଟେନ ଏବଂ ମାଳଦ୍ୱୀପ ଗସ୍ତରେ ଯିବେ । ସେ ପିଏମ ଷ୍ଟାରମରଙ୍କ ସହ ବ୍ୟାପକ ଆଲୋଚନା କରିବେ ଏବଂ ସେମାନେ ସିଏସପିର ଅଗ୍ରଗତି ର ସମୀକ୍ଷା କରିବେ । ଆସନ୍ତା 26 ତାରିଖରେ ମାଳଦ୍ୱୀପର ସ୍ୱାଧୀନତାର 60ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ସେ ମାଳଦ୍ୱୀପର ରାଷ୍ଟ୍ରପତି ମୁଇଜୁଙ୍କୁ ଭେଟିବେ ଏବଂ ପାରସ୍ପରିକ ସ୍ୱାର୍ଥ ସମ୍ବନ୍ଧୀୟ ପ୍ରସଙ୍ଗ ଉପରେ ଆଲୋଚନା କରିବେ ।

୭୬ତମ ଜନରାଜ୍ୟ ଦିବସରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

January 26th, 05:56 pm

ଭାରତର ୭୬ତମ ଜନରାଜ୍ୟ ଦିବସରେ ଶୁଭେଚ୍ଛା ଜଣାଇଥିବାରୁ ବିଶ୍ୱ ନେତାମାନଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ଜଣାଇଛନ୍ତି ।

ମାଳଦ୍ୱୀପ ରାଷ୍ଟ୍ରପତି ମହାମହିମ ଡକ୍ଟର ମହମ୍ମଦ ମୁଇଜୁଙ୍କ ଭାରତ ଗସ୍ତ (ଅକ୍ଟୋବର ୦୬-ଅକ୍ଟୋବର ୧୦, ୨୦୨୪)ର ପରିଣାମଗୁଡ଼ିକର ସୂଚୀ

October 07th, 03:40 pm

ଭାରତ-ମାଳଦ୍ୱୀପ: ବ୍ୟାପକ ଆର୍ଥିକ ଏବଂ ସାମୁଦ୍ରିକ ନିରାପତ୍ତା ଭାଗିଦାରୀ ପାଇଁ ଏକ ଦୃଷ୍ଟିକୋଣ ଉପରେ ସହମତି

ଭାରତ ଏବଂ ମାଳଦ୍ୱୀପ: ବ୍ୟାପକ ଅର୍ଥନୈତିକ ଏବଂ ସାମୁଦ୍ରିକ ସୁରକ୍ଷା ଭାଗିଦାରୀ ପାଇଁ ଏକ ଦୃଷ୍ଟିକୋଣ

October 07th, 02:39 pm

07.10.2024 : ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମାଳଦ୍ୱୀପର ରାଷ୍ଟ୍ରପତି ମହାମହିମ ଡ. ମହମ୍ମଦ ମୁଇଜୁ ୭ ଅକ୍ଟୋବର ୨୦୨୪ରେ ସାକ୍ଷାତ କରି ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗର ସମୀକ୍ଷା କରିଥିଲେ ଏବଂ ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗକୁ ବ୍ୟାପକ ଭାବେ ସମୀକ୍ଷା କରିଥିଲେ ଏବଂ ଉଭୟ ଦେଶର ଐତିହାସିକ ଘନିଷ୍ଠ ଏବଂ ସ୍ୱତନ୍ତ୍ର ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ହୋଇଥିବା ଅଗ୍ରଗତିକୁ ଉଲ୍ଲେଖ କରିଥିଲେ ଯାହା ଦୁଇ ଦେଶର ଜନସାଧାରଣଙ୍କ ଉନ୍ନତିରେ ଅତ୍ୟନ୍ତ ସହାୟକ ହୋଇଛି ।

ମାଳଦ୍ୱୀପ ରାଷ୍ଟ୍ରପତି ମହାମହିମ ମହମ୍ମଦ ମୁଇଜୁଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତ

October 07th, 12:25 pm

ସର୍ବପ୍ରଥମେ ମୁଁ ରାଷ୍ଟ୍ରପତି ମୁଇଜ୍ଜୁ ଏବଂ ତାଙ୍କ ସହିତ ଆସିଥିବା ପ୍ରତିନିଧି ମଣ୍ଡଳକୁ ହାର୍ଦ୍ଦିକ ସ୍ୱାଗତ କରୁଛି।

ମାଳଦ୍ୱୀପ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

December 01st, 09:35 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ କପ୍ ୨୮ ସମ୍ମିଳନୀରେ ଯୋଗ ଦେବା ଅବସରରେ ୨୦୨୩ ଡିସେମ୍ବର ୧ରେ ମାଳଦ୍ୱୀପ ରାଷ୍ଟ୍ରପତି ଡ. ମହମ୍ମଦ ମୁଇଜୁଙ୍କୁ ଭେଟିଛନ୍ତି ।