Cabinet approves construction of 1720 MW Kamala Hydro Electric Project in Arunachal Pradesh

April 08th, 04:26 pm

The Cabinet Committee on Economic Affairs, chaired by PM Modi has approved investment of Rs.26,069.50 crore for construction of Kamala Hydro Electric Project (HEP) in Kamle, Kra Daadi & Kurung Kumey Districts of Arunachal Pradesh. The project will significantly improve infrastructure in the state and provide essential facilities, benefiting local communities.

List of Outcomes: Official visit of the Prime Minister to Malaysia

February 08th, 11:05 am

The state visit of PM Modi to Malaysia resulted in several key MoUs and agreements covering disaster management, combating corruption, UN peacekeeping, semiconductors, insurance, education, security, health and medicine. An MoU for the Audio-Visual Co-production Agreement was signed and the report of the 10th Malaysia–India CEO Forum was also presented.

ଭାରତୀୟ ପାଣିପାଗ ବିଭାଗ ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 10:45 am

କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଡବ୍ଲୁଏମଓ ର ମହାସଚିବ ପ୍ରଫେସର ସେଲେସ୍ତେ ସାଓଲୋ ଜୀ, ବିଦେଶରୁ ଆସିଥିବା ଆମର ଅତିଥିବୃନ୍ଦ, ଆର୍ଥ ସାଇନ୍ସ ମନ୍ତ୍ରଣାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ୍ ଜୀ, ଆଇଏମଡିର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଜୀ, ଅନ୍ୟ ମହାନୁଭବ, ସମସ୍ତ ବୈଜ୍ଞାନିକ ଓ ବିଭିନ୍ନ ବିଭାଗ ଏବଂ ସଂସ୍ଥାନର ଅଧିକାରୀ, ସଜ୍ଜନ ମଣ୍ଡଳୀ …

ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 10:30 am

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।

ରାଜ୍ୟ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ

May 20th, 11:40 am

Prime Minister Shri Narendra Modi interacted with the state and district officials on the COVID-19 situation through video conference.

ରାଜ୍ୟ ଓ ଜିଲ୍ଲା ଅଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ କୋଭିଡ-୧୯ ସ୍ଥିତି ସମୀକ୍ଷା

May 20th, 11:39 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ମାଧ୍ୟମରେ ରାଜ୍ୟ ଓ ଜିଲ୍ଲା ଅଧିକାରୀମାନଙ୍କ ସହିତ ଆଲୋଚନା କରି କୋଭିଡ-୧୯ ସ୍ଥିତି ସମୀକ୍ଷା କରିଛନ୍ତି ।

ଆଇଆଇଏମ ସମ୍ବଲପୁର, ଓଡ଼ିଶାର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

January 02nd, 11:01 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ସମାରୋହରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ‘ନିଶଙ୍କ’, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ଥିଲେ ।

ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ର

January 02nd, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ସମାରୋହରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ‘ନିଶଙ୍କ’, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ଥିଲେ ।

ପ୍ରୟାଗରାଜରେ ପ୍ରଧାନମନ୍ତ୍ରୀ : ନୂଆ ବିମାନ ବନ୍ଦର କମ୍ପ୍ଲେକ୍ସ, କୁମ୍ଭ ମେଳା ପାଇଁ ସମନ୍ୱିତ କମାଣ୍ଡ ଏବଂ ନିୟନ୍ତ୍ରଣ କେନ୍ଦ୍ରର ଉଦ୍ଘାଟନ ସହ ଶୁଭାରମ୍ଭ କଲେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ

December 16th, 03:17 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରୟାଗରାଜ ଠାରେ କୁମ୍ଭମେଳା ପାଇଁ ସମନ୍ୱିତ କମାଣ୍ଡ ଓ ନିୟନ୍ତ୍ରଣ କେନ୍ଦ୍ର ଏବଂ ନୂତନ ବିମାନ ବନ୍ଦର କମ୍ପ୍ଲେକ୍ସର ଉଦଘାଟନ କରିବା ସହ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

December 16th, 03:17 pm

ମଂଚ ଉପରେ ବିରାଜମାନ ଉତ୍ତରପ୍ରଦେଶର ରାଜ୍ୟପାଳ ଶ୍ରୀମାନ ରାମ ନାଏକ ମହାଶୟ, ଉତ୍ତରପ୍ରଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହାଶୟ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରକାଶ ମୌର୍ଯ୍ୟ ମହାଶୟ, ଉତ୍ତରପ୍ରଦେଶ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ସଂସଦରେ ମୋର ସହଯୋଗୀ ଶ୍ରୀମାନ ଶ୍ୟାମ ଚରଣ ଗୁପ୍ତା ମହାଶୟ, ବିନୋଦ କୁମାର ସୋନକର ମହାଶୟ, ବୀରେନ୍ଦ୍ର ସିଂହ ମହାଶୟ, ପ୍ରୟାଗରାଜର ମେୟର ଅଭିଳାଷା ଗୁପ୍ତା ମହାଶୟ ଆଉ ଏତେ ବିଶାଳ ସଂଖ୍ୟାରେ ଏଠାକୁ ଆସିଥିବା ମୋର ଭାଇ ଓ ଭଉଣୀମାନେ ।

ପାକୟୋଙ୍ଗ ବିମାନବନ୍ଦର ଫଳରେ ସିକ୍କିମକୁ ସଂଯୋଗ ବ୍ୟବସ୍ଥା ଉନ୍ନତ ହେବ ,ପର୍ଯ୍ୟଟନକୁ ପ୍ରୋତ୍ସାହନ କରିବ ଏବଂ ବ୍ୟାପାରକୁ ମଜବୁତ କରିବ :ପ୍ରଧାନମନ୍ତ୍ରୀ ମୋଦୀ

September 24th, 12:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିକ୍କିମରେ ପାକୟୋଙ୍ଗ ବିମାନବନ୍ଦରକୁ ଉଦଘାଟନ କରିଛନ୍ତି । ଏହା ହେଉଛି ଏହି ହିମାଳୟ ରାଜ୍ୟର ପ୍ରଥମ ଏବଂ ଦେଶର 100ତମ ବିମାନବନ୍ଦର ।

ପାକୟୋଙ୍ଗ ବିମାନବନ୍ଦର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ଆକାଶପଥରେ ଯୋଡିହେଲା ସିକ୍କିମ

September 24th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିକ୍କିମରେ ପାକୟୋଙ୍ଗ ବିମାନବନ୍ଦରକୁ ଉଦଘାଟନ କରିଛନ୍ତି । ଏହା ହେଉଛି ଏହି ହିମାଳୟ ରାଜ୍ୟର ପ୍ରଥମ ଏବଂ ଦେଶର 100ତମ ବିମାନବନ୍ଦର ।

ଆୟୁଷ୍ମାନ ଭାରତ-ପିଏମଜେଏୱାଇ ଯୋଜନାକୁ ରାଞ୍ଚିଠାରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

September 23rd, 01:30 pm

ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ରାଞ୍ଚିରୁ ଦେଶବ୍ୟାପୀ ସ୍ୱାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ କରିଛନ୍ତି ।

ଝାଡ଼ଖଣ୍ଡର ରାଞ୍ଚିଠାରେ ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

September 23rd, 01:30 pm

ଝାଡ଼ଖଣ୍ଡର ରାଜ୍ୟପାଳ ଶ୍ରୀମତି ଦ୍ରୌପଦୀ ମୁର୍ମୁ, ରାଜ୍ୟର ଉତ୍ସାହୀ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ରଘୁବର ଦାସ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସାଥୀ ଶ୍ରୀମାନ ଜଗତ ପ୍ରକାଶ ନଡ୍ଡା, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ଏବଂ ଏ ମାଟିର ସନ୍ତାନ ଶ୍ରୀମାନ ସୁଦର୍ଶନ ଭଗତ, କେନ୍ଦ୍ରରେ ମୋର ସାଥୀ ଜୟନ୍ତ ସିହ୍ନା, ନୀତି ଆୟୋଗର ସଦସ୍ୟ ଡକ୍ଟର ବି.କେ.ପଲ, ରାଜ୍ୟ ସରକାରଙ୍କ ମନ୍ତ୍ରୀ ରାମଚନ୍ଦ୍ର ଚନ୍ଦ୍ରମୁନଶୀ, ସଂସଦରେ ମୋର ସାଥୀ ଶ୍ରୀମାନ ରାମଟହଲ ଚୌଧୁରୀ, ବିଧାୟକ ଶ୍ରୀମାନ ରାମକୁମାର ପାହାଣ, ଏଠାରେ ଉପସ୍ଥିତ ସମସ୍ତ ମହାନୁଭବଗଣ ଏବଂ ବିଶାଳ ସଂଖ୍ୟାରେ ଉପସ୍ଥିତ ଝାଡ଼ଖଣ୍ଡର ମୋର ପ୍ରିୟ ଭାଇ ଓ ଭଉଣୀମାନେ ।

“ମନ୍ କି ବାତ୍”ର 44ତମ ସଂସ୍କରଣ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, 27.05.2018

May 27th, 11:30 am

ନମସ୍କାର । “ମନ କି ବାତ୍” ମାଧ୍ୟମରେ ପୁଣିଥରେ ଆପଣମାନଙ୍କ ସହିତ ଭାବ ବିନିମୟ କରିବାର ସୁଯୋଗ ମିଳିଛି । ଆପଣମାନଙ୍କର ଭଲଭାବେ ମନେଥିବ ନୌବାହିନୀର ଛଅଜଣ ମହିଳା କମାଣ୍ଡରଙ୍କୁ ନେଇ ଗୋଟିଏ ଦଳ ବିଗତ ଅନେକ ମାସ ଧରି ସମୁଦ୍ର ଯାତ୍ରାରେ ଯାଇଥିଲେ । “ନାବିକ ସାଗର ପରିକ୍ରମା” – ମୁଁ ତାଙ୍କରି ବିଷୟରେ କିଛି କହିବାକୁ ଚାହୁଁଛି ।

CM shares his views on good governance, global and national economy at AIMA

August 17th, 11:44 pm

CM shares his views on good governance, global and national economy at AIMA