ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ପାରା କାନୋ କେଏଲ୩ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ମନୀଷ କୌରବଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 24th, 01:05 pm

ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ପାରା କାନୋ କେଏଲ୩ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ମନୀଷ କୌରବଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।