Tune in to hear Mann Ki Baat on 31st May
May 30th, 08:30 am
Prime Minister, Shri Narendra Modi will share his thoughts on a number of themes and issues in Mann Ki Baat on Sunday at 11 AM. Tune in to hear 'Mann Ki Baat' live on Narendra Modi App.Share your ideas and suggestions for 'Mann Ki Baat' now!
May 05th, 02:00 pm
Prime Minister Narendra Modi will share 'Mann Ki Baat' on Sunday, May 31st. If you have innovative ideas and suggestions, here is an opportunity to directly share it with the PM. Some of the suggestions would be referred by the Prime Minister during his address.ମନ କୀ ବାତରେ ଡିଜିଟାଲ ଜନଗଣନା 2027 ରେ ଭାଗ ନେବାକୁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
April 26th, 11:30 am
ଚଳିତ ମାସର ମନ୍ କୀ ବାତ୍ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ ଆଣବିକ ଏବଂ ପବନ ଶକ୍ତି କ୍ଷେତ୍ରରେ ଭାରତର ଅଗ୍ରଗତି ଉପରେ ଆଲୋକପାତ କରିଥିଲେ । ସେ ଭଗବାନ୍ ବୁଦ୍ଧଙ୍କ ଶିକ୍ଷା, ବିଟିଂ ରିଟ୍ରିଟ୍ ସମାରୋହ, ପ୍ରକୃତି ସଂରକ୍ଷଣ, ବାଉଁଶ କ୍ଷେତ୍ର, ପ୍ରାଚୀନ ଗ୍ରନ୍ଥ ଏବଂ ଗାଣିତିକ ଅଲିମ୍ପିଆଡ୍ କାର୍ଯ୍ୟକ୍ରମ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମଧ୍ୟ ଆଲୋକପାତ କରିଥିଲେ । ଚାଲିଥିବା ଡିଜିଟାଲ ଜନଗଣନା ଅଭିଯାନ ବିଷୟରେ ମଧ୍ୟ ପ୍ରଧାନମନ୍ତ୍ରୀ କହିଥିଲେ ଏବଂ ଏହି ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ ।26ଏପ୍ରିଲ 2026 ରେ ମନ କୀ ବାତ ଶୁଣିବା ପାଇଁ ଟ୍ୟୁନ ଇନ କରନ୍ତୁ
April 25th, 08:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି
March 29th, 11:30 am
ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।ଗୁଜରାଟର ପୋରବନ୍ଦର ଠାରେ ଅନୁଷ୍ଠିତ ମାଧବପୁର ମେଳା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
March 29th, 10:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ପୋରବନ୍ଦରରେ ଚାଲିଥିବା ମାଧବପୁର ମେଳା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଏହି ଭବ୍ୟ ଉତ୍ସବ ଆମର ଗୌରବମୟ ସଂସ୍କୃତିକୁ ଦର୍ଶାଉଛି ଏବଂ ଏହା ଗୁଜରାଟ ଏବଂ ଉତ୍ତର-ପୂର୍ବ ମଧ୍ୟରେ ଥିବା ଚିରନ୍ତନ ସାଂସ୍କୃତିକ ବନ୍ଧନକୁ ସୁଦୃଢ଼ କରୁଛି। ଏହି ପର୍ବ ବିବିଧ ପରମ୍ପରାକୁ ଏକତ୍ର କରିଥାଏ, ଯାହା 'ଏକ ଭାରତ, ଶ୍ରେଷ୍ଠ ଭାରତ ର ପ୍ରକୃତ ଭାବନାକୁ ପ୍ରତିଫଳିତ କରିଥାଏ। ମୁଁ ଲୋକମାନଙ୍କୁ ଏହି ମେଳା ପରିଦର୍ଶନ କରିବାକୁ ଆହ୍ୱାନ କରୁଛି! , ଶ୍ରୀ ମୋଦୀ କହିଥିଲେ।29 ମାର୍ଚ୍ଚ 2026 ରେ ମନ୍ କୀ ବାତ୍ ଶୁଣିବାକୁ ଟ୍ୟୁନ୍ ଇନ୍ କରନ୍ତୁ
March 28th, 09:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।Prime Minister pays tributes to former CM of Tamil Nadu, J. Jayalalithaa ji
February 24th, 09:33 am
On the birth anniversary of former Tamil Nadu CM J. Jayalalithaa, PM Modi paid rich tributes to her and lauded her as an outstanding administrator. He noted that Jayalalithaa ji championed welfare-driven governance with a steadfast focus on women’s empowerment, social justice and inclusive development. The PM also shared what he had said about her in this month’s #MannKiBaat programme.ଏଆଇ ସଫଳତା ଠାରୁ ଆରମ୍ଭ କରି ଟି-20 ବିଶ୍ୱକପ୍ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ କି ବାତରେ ଭାରତର ଉତ୍ଥାନକୁ ଦର୍ଶାଇଛନ୍ତି
February 22nd, 11:30 am
ଚଳିତ ମାସର 'ମନ୍ କି ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀରେ ଆୟୋଜିତ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ନିଜର ଅନୁଭୂତି ବିଷୟରେ କହିଥିଲେ। ସେ ଭାରତୀୟ ବଂଶୋଦ୍ଭବ କ୍ରିକେଟର, ଅଙ୍ଗଦାନ, ନଦୀ ମହୋତ୍ସବ, ଡିଜିଟାଲ ସୁରକ୍ଷା, ପରୀକ୍ଷା ପେ ଚର୍ଚ୍ଚା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋକପାତ କରିଥିଲେ । ସେ ଦର୍ଶାଇଛନ୍ତି ଯେ 23 ଫେବୃଆରୀରେ ରାଷ୍ଟ୍ରପତି ଭବନରେ 'ରାଜାଜୀ ଉତ୍ସବ' ପାଳନ କରାଯିବ । ପ୍ରଧାନମନ୍ତ୍ରୀ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତା ଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ନାରୀ ଶକ୍ତି ସହ ତାଙ୍କର ଗଭୀର ସମ୍ପର୍କ ବିଷୟରେ ଉଲ୍ଲେଖ କରିଛନ୍ତି ।22 ଫେବୃଆରୀ 2025 ରେ ମନ୍ କୀ ବାତ୍ ଶୁଣିବାକୁ ଟ୍ୟୁନ୍ ଇନ କରନ୍ତୁ
February 21st, 09:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।ବିଶ୍ୱ ରେଡିଓ ଦିବସ ହେଉଛି ଲୋକମାନଙ୍କ ପାଇଁ ଏକ ବିଶ୍ୱସ୍ତ ସ୍ୱରକୁ ପାଳନ କରିବା: ପ୍ରଧାନମନ୍ତ୍ରୀ
February 13th, 12:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ବିଶ୍ୱ ରେଡିଓ ଦିବସ ହେଉଛି ଏପରି ଏକ ମାଧ୍ୟମକୁ ପାଳନ କରିବା ଯାହା ଲୋକମାନଙ୍କ ପାଇଁ ଏକ ବିଶ୍ୱସ୍ତ ସ୍ୱର, ତାହା ଦୁର୍ଗମ ଗାଁ ହେଉ କିମ୍ବା ବ୍ୟସ୍ତବହୁଳ ସହରରେ ହେଉ। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ ବର୍ଷ ବର୍ଷ ଧରି ରେଡିଓ ସମୟୋଚିତ ସୂଚନା ପ୍ରଦାନ କରିଆସିଛି, ପ୍ରତିଭାକୁ ବୃଦ୍ଧି କରିଛି ଏବଂ ସୃଜନଶୀଳତାକୁ ପ୍ରୋତ୍ସାହିତ କରିଛି।ମାଲେସିଆର ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
February 07th, 03:59 pm
ଏହି ସାମୁଦାୟିକ ସମାରୋହରେ ସାମିଲ ହୋଇଥିବାରୁ ସର୍ବପ୍ରଥମେ ମୁଁ ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନଓ୍ୱର ଇବ୍ରାହିମଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି। ଏବେ ଏବେ ଭାରତ-ମାଲେସିଆର ବନ୍ଧୁତ୍ୱର ବ୍ୟାପକତା ଓ ଭବିଷ୍ୟତର ସମ୍ଭାବନା ନେଇ ସେ ଯେଉଁ ସୁନ୍ଦର ଅଭିଭାଷଣ ରଖିଲେ, ସେଥିପାଇଁ ମଧ୍ୟ ମୁଁ ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି।ମାଲେସିଆର କ୍ୱାଲାଲମ୍ପୁର ଠାରେ ଏକ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 07th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେସିଆର କ୍ୱାଲାଲମ୍ପୁରରେ ଏକ ଜନ ସଭାରେ ଉଦବୋଧନ ଦେଇଛନ୍ତି । ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ସ୍ନେହପୂର୍ଣ୍ଣ ଅଭିବାଦନ ସାଧାରଣ ସଂସ୍କୃତିର ସୁନ୍ଦର ବିବିଧତାକୁ ପ୍ରତିଫଳିତ କରେ। ସେ ତାଙ୍କର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ଏହି ଜନ ସଭାରେ ଯୋଗଦେବା ପାଇଁ ଧନ୍ୟବାଦ ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରକୁ ଆସିଥିଲେ ଏବଂ ତାଙ୍କ କାରରେ ତାଙ୍କୁ କାର୍ଯ୍ୟକ୍ରମରେ ଆଣିଥିଲେ। ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଏହି ବିଶେଷ ଭାବନା ଭାରତ ଏବଂ ଉପସ୍ଥିତ ଲୋକଙ୍କ ପ୍ରତି ସ୍ନେହ ଓ ସମ୍ମାନକୁ ପ୍ରତିଫଳିତ କରେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।No matter how many challenges there are, we have 140 crore solutions: PM Modi in Rajya Sabha
February 05th, 05:35 pm
PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର
February 05th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।ପ୍ରଥମ ଭୋଟ୍ ଠାରୁ ଆରମ୍ଭ କରି ଷ୍ଟାର୍ଟଅପ୍ ଇଣ୍ଡିଆ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତ୍ ରେ ଭାରତର ଯୁବକମାନଙ୍କୁ ପ୍ରଶଂସା କରିଛନ୍ତି
January 25th, 11:30 am
ଜାତୀୟ ଭୋଟର ଦିବସରେ ଚଳିତ ବର୍ଷର ପ୍ରଥମ ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ମତଦାନର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ନିର୍ବାଚନ ପ୍ରକ୍ରିୟାରେ ଜଡିତ ସମସ୍ତଙ୍କୁ ପ୍ରଶଂସା କରିଥିଲେ । ଷ୍ଟାର୍ଟଅପ୍, ଜଳ ସଂରକ୍ଷଣ, ଗୁଣବତ୍ତା, ସଂସ୍କୃତି ଓ ପର୍ବପର୍ବାଣୀ ଏବଂ ସ୍ୱଚ୍ଛତା ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ, ଯେଉଁଥିରେ ବିଶ୍ୱର ବିଭିନ୍ନ ସ୍ଥାନରୁ ବିଶେଷଜ୍ଞମାନେ ଅଂଶଗ୍ରହଣ କରିବେ ।25 ଜାନୁୟାରୀ 2026 ରେ ମନ୍ କୀ ବାତ୍ ଶୁଣିବା ପାଇଁ ଟ୍ୟୁନଇନ୍ କରନ୍ତୁ
January 24th, 09:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।'ବିକଶିତ ଭାରତ'ର ସଂକଳ୍ପ ନିଶ୍ଚିତ ଭାବରେ ପୂରଣ ହେବ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
December 28th, 11:30 am
ବର୍ଷର ଶେଷ ମନ କୀ ବାତ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ 2025ରେ ଭାରତ ଜାତୀୟ ସୁରକ୍ଷା, କ୍ରୀଡା, ବିଜ୍ଞାନ ପ୍ରୟୋଗଶାଳା ଏବଂ ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ନିଜର ଛାପ ସୃଷ୍ଟି କରିଥିଲା। ସେ ଆଶା ପ୍ରକାଶ କରିଥିଲେ ଯେ ଦେଶ 2026 ରେ ନୂତନ ସଂକଳ୍ପ ସହିତ ଆଗକୁ ବଢ଼ିବାକୁ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ମଧ୍ୟ ଯୁବ-କୈନ୍ଦ୍ରିକ ପଦକ୍ଷେପ ଯେପରିକି ବିକଶିତ ଭାରତ ଯୁବ ନେତା ସଂଳାପ, କୁଇଜ୍ ପ୍ରତିଯୋଗିତା, ସ୍ମାର୍ଟ ଇଣ୍ଡିଆ ହାକାଥନ୍ 2025 ଏବଂ ଫିଟ୍ ଇଣ୍ଡିଆ ଆନ୍ଦୋଳନ ଉପରେ ଆଲୋକପାତ କରିଥିଲେ।28 ଡିସେମ୍ବର 2025 ରେ ମନ୍ କୀ ବାତ୍ ଶୁଣିବାକୁ ଟ୍ୟୁନ୍ ଇନ କରନ୍ତୁ ।
December 27th, 08:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।ଜନସାଧାରଣଙ୍କ ସାମୂହିକ ପ୍ରୟାସକୁ ସାମ୍ନାକୁ ଆଣିବା ପାଇଁ 'ମନ୍ କୀ ବାତ୍' ଏକ ଉତ୍କୃଷ୍ଟ ପ୍ଲାଟଫର୍ମ: ପ୍ରଧାନମନ୍ତ୍ରୀ ମୋଦୀ
November 30th, 11:30 am
ଚଳିତ ମାସର ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ନଭେମ୍ବର ମାସର ପ୍ରମୁଖ ଘଟଣା ଉପରେ ଆଲୋକପାତ କରିଥିଲେ, ଯେଉଁଥିରେ ସମ୍ବିଧାନ ଦିବସ ଉତ୍ସବ, ବନ୍ଦେ ମାତରମର 150ତମ ବାର୍ଷିକୀ, ଅଯୋଧ୍ୟାରେ ଧର୍ମ ଧ୍ୱଜ ଉତ୍ତୋଳନ, ଆଇଏନଏସ 'ମାହେ' ଅନ୍ତର୍ଭୁକ୍ତ ଏବଂ କୁରୁକ୍ଷେତ୍ରରେ ଆନ୍ତର୍ଜାତୀୟ ଗୀତା ମହୋତ୍ସବ ଅନ୍ତର୍ଭୁକ୍ତ । ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଓ ମହୁ ଉତ୍ପାଦନ, ଭାରତର କ୍ରୀଡା ସଫଳତା, ସଂଗ୍ରହାଳୟ ଓ ପ୍ରାକୃତିକ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । କାଶୀ-ତାମିଲ ସଙ୍ଗମମର ଅଂଶ ହେବାକୁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।