ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।ଷଷ୍ଠ ରାମନାଥ ଗୋଏଙ୍କା ବକ୍ତୃତା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
November 17th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଦ ଇଣ୍ଡିଆନ ଏକ୍ସପ୍ରେସ ଦ୍ୱାରା ଆୟୋଜିତ ଷଷ୍ଠ ରାମନାଥ ଗୋଏଙ୍କା ବତ୍କୃତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଆମେ ଏମିତି ଜଣେ ବ୍ୟକ୍ତିତ୍ୱଙ୍କୁ ସ୍ମରଣ କରିବାକୁ ଏକାଠି ହୋଇଛୁ, ଯିଏକି ଭାରତର ଗଣତନ୍ତ୍ର, ପତ୍ରକାରିତା, ଅଭିବ୍ୟକ୍ତି ଏବଂ ଜନଆନ୍ଦୋଳନର ଶକ୍ତିକୁ ଉଚ୍ଚ ସ୍ଥାନକୁ ନେଇଯାଇଥିଲେ । ସେ ଉଲ୍ଲେଖ କରିଥିଲେ, ଶ୍ରୀ ରାମନାଥ ଗୋଏଙ୍କା ଦୃଷ୍ଟିସମ୍ପନ୍ନ, ସଂସ୍ଥାପକ, ଜାତୀୟତାବାଦୀ ଏବଂ ଗଣମାଧ୍ୟମ ନେତା ଭାବେ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କେବଳ ଏକ ସମ୍ବାଦପତ୍ର ନୁହେଁ, ବରଂ ଜନତାଙ୍କ ମଧ୍ୟରେ ଏକ ମିଶନରେ ପରିଣତ କରିଥିଲେ । ସେ କହିଥିଲେ, ଗୋଏଙ୍କାଜୀଙ୍କ ନେତୃତ୍ୱରେ ଏହି ଗ୍ରୁପ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜାତୀୟ ହିତର ଏକ ସ୍ୱର ହୋଇପାରିଥିଲା । ସେ କହିଥିଲେ, ଏକବିଂଶ ଶତାବ୍ଦୀର ଏହି ଯୁଗରେ ଯେତେବେଳେ ଭାରତ ନିଜକୁ ବିକଶିତ କରିବାର ସଂକଳ୍ପରେ ଅଗ୍ରସର ହେଉଛି, ଗୋଏଙ୍କାଜୀଙ୍କର ଦୃଢ଼ତା ଏବଂ ଦୃଷ୍ଟି ଆମ ପାଇଁ ପ୍ରେରଣା । ବତ୍କୃତା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କୃତଜ୍ଞତା ଜଣାଇବା ସହ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।Bihar has defeated lies and upheld the truth: PM Modi from BJP HQ post NDA’s major victory
November 14th, 07:30 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.After NDA’s landslide Bihar victory, PM Modi takes the centre stage at BJP HQ
November 14th, 07:00 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.The energy here today, especially among the youth, says it all - ‘Phir Ek Baar, NDA Sarkar’: PM Modi in Nawada, Bihar
November 02nd, 02:15 pm
In a public rally in Nawada, PM Modi highlighted the enthusiasm among the women of Bihar whenever he visited the state. He noted that from Jeevika Didis powering the rural economy to Lakhpati Didis setting examples of self-reliance, and to Krishi Sakhis, Bank Sakhis and Namo Drone Didis, women are leading the Bihar's transformation. Urging the crowd to switch on their mobile flashlights, he gathered support for the NDAPM Modi addresses large public gatherings in Arrah and Nawada, Bihar
November 02nd, 01:45 pm
Massive crowd attended PM Modi’s rallies in Arrah and Nawada, Bihar, today. Addressing the gathering in Arrah, the PM said that when he sees the enthusiasm of the people, the resolve for a Viksit Bihar becomes even stronger. He emphasized that a Viksit Bihar is the foundation of a Viksit Bharat and explained that by a Viksit Bihar, he envisions strong industrial growth in the state and employment opportunities for the youth within Bihar itself.Chhattisgarh is rapidly advancing on the path of development:PM Modi at Chhattisgarh Rajat Mahotsav
November 01st, 03:30 pm
In his address at the Chhattisgarh Rajat Mahotsav, PM Modi said that participating in the Silver Jubilee celebrations was a matter of great fortune for him. Launching multiple developmental projects worth over ₹14,260 crore across key sectors such as roads, industry, healthcare and energy, the PM remarked that Chhattisgarh is now emerging as an industrial state. He noted that regions like Bastar are now witnessing an atmosphere of celebration, free from the shadow of Maoist terrorism.ଛତିଶଗଡ଼ ରଜତ ମହୋତ୍ସବକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 01st, 03:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୟା ରାୟପୁରରେ ଛତିଶଗଡ଼ ରାଜ୍ୟ ଗଠନର ୨୫ ବର୍ଷ ପୂର୍ତ୍ତି ଅବସରରେ ଛତିଶଗଡ଼ ରଜତ ମହୋତ୍ସବରେ ଉଦବୋଧନ ଦେଇଛନ୍ତି। ସେ ରାସ୍ତା, ଶିଳ୍ପ, ସ୍ୱାସ୍ଥ୍ୟସେବା ଏବଂ ଶକ୍ତି ଭଳି ପ୍ରମୁଖ କ୍ଷେତ୍ରଗୁଡ଼ିକୁ ଅନ୍ତର୍ଭୁକ୍ତ କରି ୧୪,୨୬୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ଏବଂ ପରିବର୍ତ୍ତନକାରୀ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ଭାଷଣ ଦେଇ ପ୍ରଧାନମନ୍ତ୍ରୀ ଛତିଶଗଡ଼ର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ଆଜି ଛତିଶଗଡ଼ ରାଜ୍ୟ ଗଠନର ୨୫ ବର୍ଷ ପୂରଣ କରିଛି। ଏହି ଅବସରରେ, ସେ ଛତିଶଗଡ଼ର ସମସ୍ତ ଜନସାଧାରଣଙ୍କୁ ହୃଦୟର ସହିତ ଅଭିନନ୍ଦନ ଏବଂ ଶୁଭକାମନା ଜଣାଇଛନ୍ତି।ନୟା ରାୟପୁରରେ ଛତିଶଗଡ଼ ବିଧାନ ସଭାର ନୂତନ ଭବନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 01st, 01:30 pm
ଛତିଶଗଡ଼ର ରାଜ୍ୟପାଳ ରମଣ ଡେକା ଜୀ, ଲୋକସଭା ବାଚସ୍ପତି ଓମ ବିର୍ଲା ଜୀ, ଛତିଶଗଡ଼ ବିଧାନସଭାର ଅଧ୍ୟକ୍ଷ ମୋର ବନ୍ଧୁ ରମଣ ସିଂହ ଜୀ, ରାଜ୍ୟର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ ଜୀ, କେନ୍ଦ୍ର ସରକାରରେ ଥିବା ମୋର ସହଯୋଗୀ ମନ୍ତ୍ରୀ ତୋଖନ ସାହୁ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଜୀ, ଅରୁଣ ସାୱ ଜୀ, ରାଜ୍ୟ ବିଧାନସଭାରେ ବିରୋଧୀ ଦଳ ନେତା ଚରଣ ଦାସ ମହନ୍ତ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନ ପ୍ରତିନିଧିଗଣ ଏବଂ ଏଠାରେ ଥିବା ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡର ନୟା ରାୟପୁରରେ ଛତିଶଗଡ ବିଧାନସଭାର ନୂତନ ଭବନକୁ ଉଦଘାଟନ କରିଛନ୍ତି
November 01st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ର ନୟା ରାୟପୁରରେ ରାଜ୍ୟ ବିଧାନସଭାର ନୂତନ କୋଠା ଉଦଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଛତିଶଗଡ଼ର ବିକାଶ ଯାତ୍ରା ପାଇଁ ଏକ ସୁବର୍ଣ୍ଣ ଆରମ୍ଭ। ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ, ବ୍ୟକ୍ତିଗତ ଭାବର ଏହା ତାଙ୍କ ପାଇଁ ଏକ ଅତ୍ୟନ୍ତ ଆନନ୍ଦଦାୟକ ଏବଂ ଗୁରୁତ୍ୱପୂର୍ଣ୍ଣ ଦିନ। ଏହି ଭୂମି ସହିତ ତାଙ୍କର ଗଭୀର ଭାବପ୍ରବଣ ସମ୍ପର୍କ ଉପରେ ମତ ଦେଇଥିଲେ, ଯାହା ଦଶନ୍ଧି ଧରି ପାଳିତ ହୋଇଥିଲା। ଜଣେ ଦଳୀୟ କର୍ମୀ ଭାବରେ ତାଙ୍କ ସମୟକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ସେ ଛତିଶଗଡ଼ରେ ବହୁତ ସମୟ ବିତାଇଥିଲେ ଏବଂ ବହୁତ କିଛି ଶିଖିଥିଲେ। ସେ ଛତିଶଗଡ଼ର ଦୃଷ୍ଟିକୋଣ, ଏହାର ସୃଷ୍ଟି ପାଇଁ ସଂକଳ୍ପ ଏବଂ ସେହି ସଂକଳ୍ପର ପୂରଣକୁ ଆହୁରି ମନେ ପକାଇ କହିଥିଲେ ଛତିଶଗଡ଼, ପରିବର୍ତ୍ତନର ପ୍ରତ୍ୟେକ ମୁହୂର୍ତ୍ତର ସେ ସାକ୍ଷୀ ଅଛନ୍ତି। ରାଜ୍ୟ ଏହାର ୨୫ ବର୍ଷର ଯାତ୍ରାରେ ଏକ ପ୍ରମୁଖ ମାଇଲଖୁଣ୍ଟରେ ପହଞ୍ଚିବା ସହିତ, ଏହି ମୁହୂର୍ତ୍ତର ଅଂଶ ହେବାର ସୁଯୋଗ ପାଇଁ ସେ କୃତଜ୍ଞତା ପ୍ରକାଶ କରିଥିଲେ। ରୌପ୍ୟ ଜୟନ୍ତୀ ପାଳନ ଅବସରରେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟବାସୀଙ୍କ ପାଇଁ ନୂତନ ବିଧାନସଭା କୋଠା ଉଦଘାଟନ କରିବାର ସୁଯୋଗ ତାଙ୍କୁ ମିଳିଛି। ଏହି ଅବସରରେ ସେ ଛତିଶଗଡ଼ର ଜନସାଧାରଣ ଏବଂ ରାଜ୍ୟ ସରକାରଙ୍କୁ ତାଙ୍କର ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇଥିଲେ।ନୂଆଦିଲ୍ଲୀରେ ଆୟୋଜିତ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମେଳନ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 31st, 07:00 pm
ସର୍ବପ୍ରଥମେ, ମୁଁ ବିଳମ୍ବରେ ପହଞ୍ଚିଥିବା ପାଇଁ କ୍ଷମା ପ୍ରାର୍ଥନା କରୁଛି । ଆଜି ସର୍ଦ୍ଦାର ସାହେବଙ୍କ ଜନ୍ମବାର୍ଷିକୀ ଥିଲା, ତାଙ୍କର ୧୫୦ତମ ଜନ୍ମବାର୍ଷିକୀ। ଏକତା ନଗରର ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ତାଙ୍କର ଏକ କାର୍ଯ୍ୟକ୍ରମ ଥିଲା ଏବଂ ସେଥିପାଇଁ, ମୁଁ ଠିକ୍ ସମୟରେ ପହଞ୍ଚି ପାରିଲି ନାହିଁ। ଏଥିପାଇଁ ମୁଁ ପୁନର୍ବାର କ୍ଷମା ପ୍ରାର୍ଥନା କରୁଛି। ଆରମ୍ଭରେ ଆମେ ସମସ୍ତେ ଯେଉଁ ମନ୍ତ୍ରଗୁଡ଼ିକ ଶୁଣିଥିଲୁ, ସେହି ମନ୍ତ୍ରଗୁଡିକର ଶକ୍ତି ଏବେ ମଧ୍ୟ ଆମେ ଅନୁଭବ କରୁଛେ । ଯେତେବେଳେ ମୋତେ ଆପଣମାନଙ୍କ ପାଖକୁ ଆସିବାର ସୁଯୋଗ ମିଳେ ଏବଂ ଯେବେ ଯେବେ ମୁଁ ଏଠାକୁ ଆସିଛି ଦିବ୍ୟ ଅଭିଜ୍ଞତା ଏବଂ ଆଶ୍ଚର୍ଯ୍ୟଜନକ ଅନୁଭୂତି ପାଇଛି । ସ୍ୱାମୀ ଦୟାନନ୍ଦଙ୍କ ଆଶୀର୍ବାଦ, ତାଙ୍କ ଆଦର୍ଶ ପ୍ରତି ଆମର ଶ୍ରଦ୍ଧା ଏବଂ ଆପଣମାନଙ୍କ ସହିତ ଦଶନ୍ଧି ଧରି ରହିଥିବା ସମ୍ପର୍କ ମୋତେ ବାରମ୍ବାର ଆପଣଙ୍କ ମଧ୍ୟରେ ରହିବାର ସୁଯୋଗ ଦେଉଛି। ଆଉ ଯେତେବେଳେ ମୁଁ ଆପଣମାନଙ୍କୁ ଭେଟିଥାଏ ଏବଂ ଆପଣମାନଙ୍କୁ ସହିତ କଥାବାର୍ତ୍ତା କରେ, ମୁଁ ଏକ ଅନନ୍ୟ ଶକ୍ତି ଏବଂ ପ୍ରେରଣାରେ ପରିପୂର୍ଣ୍ଣ ହୋଇଯାଏ। ମୋତେ ଏହା ମଧ୍ୟ ସୂଚନା ଦିଆଯାଇଛି ଯେ ଏହିପରି ନଅଟି ସଭାଗୃହ ନିର୍ମାଣ କରାଯାଇଛି, ଯେଉଁଠାରେ ଆମର ସମସ୍ତ ଆର୍ଯ୍ୟ ସମାଜର ସଦସ୍ୟ ଭିଡିଓ ଲିଙ୍କ୍ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଦେଖୁଛନ୍ତି। ଯଦିଓ ମୁଁ ସେମାନଙ୍କୁ ଦେଖିପାରୁ ନାହିଁ, ମୁଁ ଏଠାରୁ ମଧ୍ୟ ସେମାନଙ୍କୁ ମୋର ପ୍ରଣାମ ଜଣାଉଛି।କେଭାଡ଼ିଆରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 09:00 am
ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀର ଐତିହାସିକ ଅବସରରେ, ଏକତାନଗରର ଏହି ଦିବ୍ୟ ପ୍ରଭାତ, ଏହି ମନୋରମ ଦୃଶ୍ୟ, ସର୍ଦ୍ଦାର ସାହେବଙ୍କ ପାଦତଳେ ଆମର ଉପସ୍ଥିତି, ଆଜି ଆମେ ସମସ୍ତେ ଏକ ମହାନ ମୁହୂର୍ତ୍ତର ସାକ୍ଷୀ ହେଉଛୁ। ସମଗ୍ର ଦେଶରେ ଚାଲିଥିବା ଏକତା ଦୌଡ଼, ରନ ଫର ୟୁନିଟି, କୋଟି କୋଟି ଭାରତୀୟଙ୍କ ଉତ୍ସାହ, ଆମେ ଏକ ନୂତନ ଭାରତର ସଂକଳ୍ପ ଶକ୍ତିକୁ ପ୍ରତ୍ୟକ୍ଷ ଭାବେ ଅନୁଭବ କରୁଛୁ। ବର୍ତ୍ତମାନ ଏଠାରେ ଯେଉଁସବୁ କାର୍ଯ୍ୟକ୍ରମ ହୋଇଛି, ଗତକାଲି ସନ୍ଧ୍ୟାରେ ଯେଉଁସବୁ ଚମତ୍କାର ପ୍ରସ୍ତୁତି ହୋଇଛି, ସେଥିରେ ମଧ୍ୟ, ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ବୀରତ୍ଵ ଏବଂ ଭବିଷ୍ୟତର ସଫଳତାର ଝଲକ ମଧ୍ୟ ରହିଛି। ସର୍ଦ୍ଦାର ସାହେବଙ୍କ ଏକ ଶହ ପଚାଶତମ ଜୟନ୍ତୀ ଉପଲକ୍ଷେ ସ୍ମାରକୀ ମୁଦ୍ରା ଏବଂ ସ୍ୱତନ୍ତ୍ର ଡାକ ଟିକଟ ମଧ୍ୟ ଜାରି କରାଯାଇଛି। ସର୍ଦ୍ଦାର ସାହେବଙ୍କ ଜୟନ୍ତୀ, ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ୧୪୦ କୋଟି ଦେଶବାସୀଙ୍କୁ ବହୁତ-ବହୁତ ଶୁଭେଚ୍ଛା, ଅନେକ ଅନେକ ଶୁଭକାମନା ଜଣାଉଛି।ରାଷ୍ଟ୍ରୀୟ ଏକତା ଦିବସରେ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ : ଭାରତର ସୁରକ୍ଷା କିମ୍ବା ଲୌହ ମାନବଙ୍କ ଆତ୍ମସମ୍ମାନ ସହିତ ଦେଶ ସାଲିସ କରିବ ନାହିଁ
October 31st, 08:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆ ଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ହେଉଛି ଏକ ଐତିହାସିକ ଅବସର। ଏକତା ନଗରର ସକାଳର ଦିବ୍ୟ ଏବଂ ମନୋରମ ଦୃଶ୍ୟକୁ ଆଶ୍ଚର୍ଯ୍ୟଜନକ ବୋଲି ବର୍ଣ୍ଣନା କରି ଶ୍ରୀ ମୋଦୀ ସର୍ଦ୍ଦାର ପଟେଲଙ୍କ ପାଦତଳେ ସାମୂହିକ ଉପସ୍ଥିତି ସମ୍ପର୍କରେ ଉଲ୍ଲେଖ କରିଥିଲେ ଏବଂ କହିଥିଲେ ଯେ, ଦେଶ ଏକ ମହାନ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଦେଶବ୍ୟାପୀ ଏକତା ଦୌଡ଼ ଏବଂ ଏଥିରେ କୋଟି କୋଟି ଭାରତୀୟଙ୍କ ଉତ୍ସାହୀ ଅଂଶଗ୍ରହଣ ଉପରେ ଆଲୋକପାତ କରିଥିଲେ ଏବଂ ଗୁରୁତ୍ୱାରୋପ କରିଥିଲେ ଯେ ଏକ ନୂତନ ଭାରତ ପାଇଁ ସଂକଳ୍ପ ସ୍ପଷ୍ଟ ଭାବରେ ଅନୁଭୂତ ହେଉଛି। ପୂର୍ବରୁ ଅନୁଷ୍ଠିତ କାର୍ଯ୍ୟକ୍ରମ ଏବଂ ପୂର୍ବ ସନ୍ଧ୍ୟାର ଉଲ୍ଲେଖନୀୟ ଉପସ୍ଥାପନାକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ , ଏହା ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ପରାକ୍ରମ ଏବଂ ଭବିଷ୍ୟତର ସଫଳତାର ଏକ ଝଲକକୁ ପ୍ରତିଫଳିତ କରେ। ସେ ସୂଚନା ଦେଇଥିଲେ ଯେ , ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ସ୍ମାରକୀ ମୁଦ୍ରା ଏବଂ ଏକ ସ୍ୱତନ୍ତ୍ର ଡାକ ଟିକେଟ ଜାରି କରାଯାଇଛି।Let’s take a pledge together — Bihar will stay away from Jungle Raj! Once again – NDA Government: PM Modi in Chhapra
October 30th, 11:15 am
In his public rally at Chhapra, Bihar, PM Modi launched a sharp attack on the INDI alliance, stating that the RJD-Congress bloc, driven by vote-bank appeasement and opposed to faith and development, can never respect the beliefs of the people. Highlighting women empowerment, he said NDA initiatives like Drone Didis, Bank Sakhis, Lakhpati Didis have strengthened women across Bihar and this support will be expanded when NDA returns to power.PM Modi’s grand rallies electrify Muzaffarpur and Chhapra, Bihar
October 30th, 11:00 am
PM Modi addressed two massive public meetings in Muzaffarpur and Chhapra, Bihar. Beginning his first rally, he noted that this was his first public meeting after the Chhath Mahaparv. He said that Chhath is the pride of Bihar and of the entire nation—a festival celebrated not just across India, but around the world. PM Modi also announced a campaign to promote Chhath songs nationwide, stating, “The public will choose the best tracks, and their creators will be awarded - helping preserve and celebrate the tradition of Chhath.”'ବନ୍ଦେ ମାତରମ୍'ର ଭାବନା ଭାରତର ଅମର ଚେତନା ସହିତ ଜଡିତ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
October 26th, 11:30 am
ଅକ୍ଟୋବର 31 ତାରିଖରେ ସର୍ଦ୍ଦାର ପଟେଲଙ୍କ 150ତମ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଛଠ ପୂଜା ଉତ୍ସବ, ପରିବେଶ ସୁରକ୍ଷା, ଭାରତୀୟ କୁକୁର ପ୍ରଜାତି, ଭାରତୀୟ କଫି, ଆଦିବାସୀ ସମ୍ପ୍ରଦାୟର ନେତା ଏବଂ ସଂସ୍କୃତ ଭାଷାର ଗୁରୁତ୍ୱ ଭଳି ଆକର୍ଷଣୀୟ ବିଷୟ ଉପରେ ମଧ୍ୟ ସେ ମତ ରଖିଛନ୍ତି । ପ୍ରଧାନମନ୍ତ୍ରୀ 'ବନ୍ଦେ ମାତରମ୍' ଗୀତର 150ତମ ବର୍ଷ ବିଷୟରେ ବିଶେଷ ଉଲ୍ଲେଖ କରିଥିଲେ।NDA freed Bihar from Naxalism and Maoist terror — now you can live and vote fearlessly: PM Modi in Begusarai
October 24th, 12:09 pm
Addressing a massive public rally in Begusarai, PM Modi stated, On one side, there is the NDA, an alliance with mature leadership, and on the other, there is the 'Maha Lathbandhan'. He highlighted that nearly 90% of purchases in the country are of Swadeshi products, benefiting small businesses. The PM remarked that the NDA has freed Bihar from Naxalism and Maoist terror, and that every vote of the people of Bihar will help build a peaceful, prosperous state.We’re connecting Bihar’s heritage with employment, creating new opportunities for youth: PM Modi in Samastipur
October 24th, 12:04 pm
Ahead of the Bihar Assembly elections, PM Modi kickstarted the NDA’s campaign by addressing a grand public meeting in Samastipur, Bihar. He said, “The trumpet of the grand festival of democracy has sounded. The entire Bihar is saying, ‘Phir Ek Baar NDA Sarkar!’” Remembering Bharat Ratna Jan Nayak Karpoori Thakur ji, the PM said, “It is only due to his blessings that people like us, who come from humble and backward families, are able to stand on this stage today.”PM Modi addresses enthusiastic crowds in Bihar’s Samastipur and Begusarai
October 24th, 12:00 pm
Ahead of the Bihar Assembly elections, PM Modi kickstarted the NDA’s campaign by addressing massive gatherings in Samastipur and Begusarai, Bihar. He said, “The trumpet of the grand festival of democracy has sounded. The entire Bihar is saying, ‘Phir Ek Baar NDA Sarkar!’” Remembering Bharat Ratna Jan Nayak Karpoori Thakur ji, the PM remarked, “It is only due to his blessings that people like us, who come from humble and backward families, are able to stand on this stage today.”ମାଓବାଦ ଦମନ ଦିଗରେ ସଶସ୍ତ୍ର ବଳର ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
May 21st, 05:31 pm
ମାଓବାଦ ଦମନ କରିବା ସହ ଆମ ଲୋକମାନଙ୍କ ପାଇଁ ଶାନ୍ତି ଏବଂ ପ୍ରଗତିପୂର୍ଣ୍ଣ ଜୀବନ ସୁନିଶ୍ଚିତ କରିବାର ସରକାରଙ୍କ ପ୍ରତିବଦ୍ଧତାକୁ ପୁନଃଦୋହରାଇବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଶସ୍ତ୍ର ବଳର ପ୍ରୟାସକୁ ପ୍ରଶଂସା କରିଛନ୍ତି ।