ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

July 09th, 11:15 am

ତାଙ୍କର ବ୍ୟକ୍ତିଗତ ପ୍ରୟାସ ଏବଂ ଦୃଢ଼ ପ୍ରତିବଦ୍ଧତା ଭାରତ–ଅଷ୍ଟ୍ରେଲିଆ ସମ୍ପର୍କକୁ ନୂତନ ଉଚ୍ଚତା ଓ ବ୍ୟାପକତା ପ୍ରଦାନ କରିଛି। ତାଙ୍କର ଏହି ଅମୂଲ୍ୟ ଅବଦାନ ପାଇଁ ମୁଁ ତାଙ୍କୁ ଅଭିନନ୍ଦନ ଜଣାଉଛି।

Third India-Australia Annual Summit Joint Statement

July 09th, 10:58 am

At the invitation of Australian PM Anthony Albanese, PM Modi visited Australia from 8-10 July 2026 for the Third Australia-India Annual Summit in Melbourne. The two leaders reaffirmed their shared commitment to further consolidate and expand the India-Australia Comprehensive Strategic Partnership (CSP) and explore new areas of cooperation for the peace, prosperity and stability of the shared region.

ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

July 07th, 02:51 pm

ନୂଆଦିଲ୍ଲୀ: ଇଣ୍ଡୋନେସିଆ ଗସ୍ତର ଏକ ଅଂଶ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଇସ୍ତାନା ମେରଡେକା (ଇଣ୍ଡୋନେସିଆର ରାଷ୍ଟ୍ରପତି ଭବନ) ଠାରେ ଇଣ୍ଡୋନେସିଆ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ପ୍ରବୋୱୋ ସୁବିଆନ୍ତୋଙ୍କ ଦ୍ୱାରା ସ୍ନେହପୂର୍ଣ୍ଣ ସ୍ୱାଗତ କରାଯାଇଥିଲା ଏବଂ ଏକ ଔପଚାରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଭାରତର ୭୬ତମ ଗଣତନ୍ତ୍ର ଦିବସ ପାଳନର ମୁଖ୍ୟ ଅତିଥି ଭାବେ ଜାନୁଆରୀ ୨୦୨୫ରେ ରାଷ୍ଟ୍ରପତି ପ୍ରବୋୱୋଙ୍କ ଭାରତ ଗସ୍ତ ପରଠାରୁ ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ଥିଲା।

ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ଇଣ୍ଡୋନେସିଆ ଗସ୍ତ

July 07th, 01:03 pm

ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ଇଣ୍ଡୋନେସିଆ ଗସ୍ତ

ସେଶେଲ୍ସକୁ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

June 28th, 08:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ୨୭-୨୯ ଜୁନ୍ ୨୦୨୬ ପର୍ଯ୍ୟନ୍ତ ସେଶେଲ୍ସକୁ ରାଜ୍ୟ ଗସ୍ତର ଅଂଶ ସ୍ୱରୂପ, ପ୍ରଧାନମନ୍ତ୍ରୀ ଏବଂ ସେସେଲ୍ସର ରାଷ୍ଟ୍ରପତି ମହାମହିମ ଡକ୍ଟର ପାଟ୍ରିକ୍ ହର୍ମିନି ଆଜି ଭିକ୍ଟୋରିଆ, ମାହେସ୍ଥିତ ଷ୍ଟେଟ୍ ହାଉସରେ ସରକାରୀ ଆଲୋଚନା କରିଥିଲେ।

ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତ୍ତି

May 18th, 04:44 pm

ଗତବର୍ଷ ମୋର ନରୱେ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଯୋଗୁଁ ଏହି ଯାତ୍ରା ସ୍ଥଗିତ ରଖିବାକୁ ପଡିଥିଲା। ସେହି କଠିନ ସମୟରେ, ନରୱେ ଆତଙ୍କବାଦ ବିରୁଦ୍ଧରେ ଲଢ଼େଇରେ ଭାରତ ସହିତ ଦୃଢ଼ ଭାବରେ ଠିଆ ହୋଇ ପ୍ରକୃତ ବନ୍ଧୁତା ପ୍ରଦର୍ଶନ କରିଥିଲା। ଆଜି, ମୁଁ ନରୱେ ଗସ୍ତ କରୁଥିବା ସମୟରେ, ସେହି ସମର୍ଥନ ପାଇଁ ମୁଁ ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି।

ଡଚ୍ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

May 16th, 10:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ରବ ଜେଟେନ ଆଜି ଶକ୍ତି, ବନ୍ଦର, ସ୍ୱାସ୍ଥ୍ୟ, କୃଷି ବାଣିଜ୍ୟ ଏବଂ ପ୍ରଯୁକ୍ତିବିଦ୍ୟା ଭଳି ବିଭିନ୍ନ କ୍ଷେତ୍ରର ପ୍ରମୁଖ ଡଚ୍ କମ୍ପାନୀଗୁଡ଼ିକର କାର୍ଯ୍ୟ ନିର୍ବାହୀ ଅଧିକାରୀ (ସିଇଓ) ମାନଙ୍କ ସହିତ ଆଲୋଚନା କରିଛନ୍ତି। ଏହି ଉଦ୍ୟୋଗ ଜଗତର ନେତୃତ୍ଵମାନେ ତିନୋଟି କ୍ଲଷ୍ଟର, ଯଥା : ସେମିକଣ୍ଡକ୍ଟର, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ; ଭିତ୍ତିଭୂମି, ଲଜିଷ୍ଟିକ୍ସ ଏବଂ ସାମୁଦ୍ରିକ; ଏବଂ ସ୍ଥିରତା, ଶକ୍ତି ଏବଂ କୃଷି; ଉପରେ ତାଙ୍କର ବିଚାରଧାରାକୁ ଉପସ୍ଥାପନା କରିଥିଲେ। ଏହା ସହିତ ଭାରତ ପାଇଁ ସେମାନଙ୍କର ରଣନୀତି ସମ୍ପର୍କରେ ଉଲ୍ଲେଖ କରିଥିଲେ ।

ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତରେ ପ୍ରଧାନମନ୍ତ୍ରୀ

May 15th, 03:59 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂଯୁକ୍ତ ଆରବ ଏମିରେଟ୍ସକୁ ସରକାରୀ ଗସ୍ତ କରିଛନ୍ତି। ବିମାନବନ୍ଦରରେ ୟୁଏଇର ରାଷ୍ଟ୍ରପତି ମହାମହିମ ଶେଖ ମହମ୍ମଦ ବିନ୍ ଜାୟେଦ ଅଲ୍ ନହୟାନ ତାଙ୍କୁ ସ୍ୱାଗତ କରିବା ସହ ସେଠାରେ ତାଙ୍କୁ ଭବ୍ୟ ସାମରିକ ସମ୍ମାନ ପ୍ରଦାନ କରାଯାଇଥିଲା।

ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ୟୁଏଇ ଗସ୍ତ

May 15th, 03:46 pm

ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ୟୁଏଇ ଗସ୍ତ

ଭାରତ ଏବଂ ଭିଏତନାମ ମଧ୍ୟରେ ଉନ୍ନତ ବ୍ୟାପକ ରଣନୈତିକ ସହଭାଗୀତା ଉପରେ ମିଳିତ ବିବୃତ୍ତି

May 06th, 05:24 pm

ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଭିଏତନାମ କମ୍ୟୁନିଷ୍ଟ ପାର୍ଟିର କେନ୍ଦ୍ରୀୟ କମିଟିର ସାଧାରଣ ସମ୍ପାଦକ, ଭିଏତନାମ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ମେ’୦୫ ରୁ ୦୭ ପର୍ଯ୍ୟନ୍ତ ଭାରତ ଗସ୍ତ କରିଛନ୍ତି। ମହାମହିମ ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମଧ୍ୟ ଅଛନ୍ତି। ଏକ ଦୃଢ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ମଧ୍ୟ ସମ୍ମାନିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ସାମିଲ ଅଛନ୍ତି।

Cabinet approves creation of ‘Bharat Maritime Insurance Pool’ with a sovereign guarantee of Rs 12,980 crore

April 18th, 03:10 pm

The Union Cabinet chaired by PM Modi has approved the proposal for creation of a domestic insurance pool, namely ‘Bharat Maritime Insurance Pool’ (BMI pool) with a sovereign guarantee of Rs.12,980 crores. The pool ensures that Indian trade continues to have access to affordable insurance for vessels carrying cargo from any international origin to Indian ports and vice-versa.

Prime Minister receives phone call from President Emmanuel Macron, discusses situation in West Asia and maritime security

April 16th, 10:25 pm

In a telephone call, PM Modi and French President Emmanuel Macron discussed the prevailing situation in West Asia. They agreed on the need to restore safety and ensure freedom of navigation in the Strait of Hormuz. Both leaders reiterated their commitment to close cooperation in advancing peace and stability.

ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 21st, 04:26 pm

ପ୍ରଧାନମନ୍ତ୍ରୀ ଇଦ୍ ଏବଂ ନୌରୋଜର ପବିତ୍ର ଅବସରରେ ରାଷ୍ଟ୍ରପତି ଡକ୍ଟର ମସୁଦ ପେଜେଶକିୟନଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ଏହି ପାର୍ବଣ ଋତୁ ପଶ୍ଚିମ ଏସୀୟ କ୍ଷେତ୍ର ପାଇଁ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧିର ଏକ ସମୟ ଆଣିବ ବୋଲି ଆଲୋଚନା ସମୟରେ ଉଭୟ ନେତା ମିଳିତ ଭାବେ ଆଶା ପ୍ରକାଶ କରିଥିଲେ। ଶ୍ରୀ ମୋଦୀ ଏହି ଅଞ୍ଚଳର ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଉପରେ ସମ୍ପ୍ରତି ହୋଇଥିବା ଆକ୍ରମଣକୁ ନିନ୍ଦା କରି କହିଛନ୍ତି ଯେ ଏପରି କାର୍ଯ୍ୟ ଆଞ୍ଚଳିକ ସ୍ଥିରତାକୁ ବିପଦରେ ପକାଇଛି । ଏହା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ବିଶ୍ୱ ଯୋଗାଣ ଶୃଙ୍ଖଳକୁ ବିପର୍ଯ୍ୟସ୍ତ କରୁଛି। ପ୍ରଧାନମନ୍ତ୍ରୀ ଜାହାଜ ଚଳାଚଳ ସ୍ୱାଧୀନତାକୁ ସୁରକ୍ଷା ଦେବା ଏବଂ ଅନ୍ତର୍ଜାତୀୟ ଜାହାଜ ଚଳାଚଳ ମାର୍ଗଗୁଡ଼ିକୁ ଖୋଲା ଓ ସୁରକ୍ଷିତ ରଖିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହା ବ୍ୟତୀତ, ଶ୍ରୀ ମୋଦୀ ଦେଶରେ ରହୁଥିବା ଭାରତୀୟ ନାଗରିକଙ୍କ ସୁରକ୍ଷା ଏବଂ ନିରାପତ୍ତା ସୁନିଶ୍ଚିତ କରିବାରେ ଇରାନର ନିରନ୍ତର ସମର୍ଥନ ପାଇଁ ତାଙ୍କର ଆନ୍ତରିକ କୃତଜ୍ଞତା ପ୍ରକାଶ କରିଥିଲେ।

ଭାରତ-ସେଶେଲ୍ସ ଭାଗିଦାରୀ: ଉନ୍ନତ ଆପୋସ ସମ୍ପର୍କ ମାଧ୍ୟମରେ ଦୀର୍ଘସ୍ଥାୟିତ୍ୱ, ଆର୍ଥିକ ବିକାଶ ତଥା ସୁରକ୍ଷା ସୁଦୃଢ଼ୀକରଣର ମିଳିତ ରୂପରେଖ

February 09th, 03:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ସେଶେଲ୍ସ ଗଣରାଜ୍ୟର ରାଷ୍ଟ୍ରପତି ଡକ୍ଟର ପାଟ୍ରିକ୍ ହର୍ମିନି ୫ ରୁ ୧୦ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି।

ସେଚେଲ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

February 09th, 01:00 pm

ରାଷ୍ଟ୍ରପତି ହର୍ମିନି ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତରେ ସ୍ୱାଗତ କରି ମୁଁ ଅତ୍ୟନ୍ତ ଆନନ୍ଦ ଅନୁଭବ କରୁଛି ।

ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

February 08th, 11:19 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମାଲେସିଆର ପ୍ରଧାନମନ୍ତ୍ରୀ ମହାମହିମ ଦାତୋ ସେରୀ ଅନୱର ଇବ୍ରାହିମ ପେରଡାନା ପୁତ୍ରା ପରିସରରେ ସ୍ୱାଗତ କରିଛନ୍ତି । ସେଠାରେ ତାଙ୍କୁ ଆନୁଷ୍ଠାନିକ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି। ଏହା ପରେ, ଦୁଇ ନେତା ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସରକାରୀ ବାସଭବନ ସେରୀ ପେରଡାନାରେ ସୀମିତ ଏବଂ ପ୍ରତିନିଧିସ୍ତରୀୟ ଆଲୋଚନା କରିଛନ୍ତି ।

ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

February 08th, 08:35 am

ପ୍ରଥମେ, ମୁଁ ମୋର ଘନିଷ୍ଠ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କର ହୃଦୟସ୍ପର୍ଶୀ ଓ ଭବ୍ୟ ସ୍ୱାଗତ ପାଇଁ ସହୃଦୟତାର ସହିତ କୃତଜ୍ଞତା ଜଣାଉଛି। ଗତ ବର୍ଷ, ମୁଁ ଏସିଆନ୍ ଶିଖର ସମ୍ମିଳନୀ ପାଇଁ ମାଲେସିଆ ଯାତ୍ରା କରିପାରି ନଥିଲି। କିନ୍ତୁ ମୁଁ ମୋର ପ୍ରିୟ ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ଯଥାଶୀଘ୍ର ମାଲେସିଆ ଗସ୍ତ କରିବି। ଆଜି, ୨୦୨୬ର ମୋର ପ୍ରଥମ ବିଦେଶ ଯାତ୍ରାରେ, ମୁଁ ମାଲେସିଆ ଆସିଛି।

India Malaysia Joint Statement on the occasion of the Official visit by Prime minister of India to Malaysia

February 08th, 08:30 am

At the invitation of Prime Minister of Malaysia, His Excellency, Dato’ Seri Anwar Ibrahim, His Excellency, Shri Narendra Modi, Prime Minister of the Republic of India, undertook an official visit to Malaysia from 7 to 8 February 2026. The visit reflected the deep-rooted friendship and enduring people-to-people ties, based on civilizational connections between the two countries. It reaffirmed the shared commitment of the two Leaders to further consolidate and expand the India–Malaysia Comprehensive Strategic Partnership.

India wants to take relationship with Malaysia to a new level: PM Modi at India and Malaysia delegation-level talks

February 08th, 08:20 am

During delegation-level talks with Malaysian PM Anwar Ibrahim, PM Modi expressed his happiness at receiving a warm welcome in Malaysia. He highlighted that India–Malaysia cooperation is deepening across every sector, from agriculture and manufacturing to clean energy and semiconductors. He noted that, as maritime neighbours, India and Malaysia must realise the full potential of their relationship.

India–European Union cooperation is a partnership for the global good: PM Modi

January 27th, 01:30 pm

At the joint press meet with European Commission President & European Council President, PM Modi remarked that India-EU partnership is reaching new heights based on shared democratic values, economic synergy and strong people-to-people ties. He noted that the India-EU FTA will help farmers and small industries access European markets, create new opportunities in manufacturing and further strengthen cooperation between our services sectors.