Prime Minister emphasises strong foundation built for a truly renewed partnership between the two nations with the visit of Prime Minister of Canada
March 03rd, 10:16 pm
Praising the visit of Canadian PM Mark Carney to India, PM Modi said that the visit has built a strong foundation for a truly renewed partnership between the two nations. He added that he looks forward to working together to build a bright future and shared prosperity for the people of both countries.ଭାରତ-କାନାଡ଼ା ନେତାମାନଙ୍କର ମିଳିତ ବିବୃତି
March 02nd, 05:05 pm
ଭାରତର ପ୍ରଧାନମନ୍ତ୍ରୀ ମହାମହିମ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନି ଫେବୃଆରୀ ୨୭ରୁ ୨ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଭାରତକୁ ସରକାରୀ ଗସ୍ତ କରିଥିଲେ। କାନାଡା ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ପ୍ରଧାନମନ୍ତ୍ରୀ କାର୍ନିଙ୍କର ପ୍ରଥମ ଭାରତ ଗସ୍ତ ଥିଲା। ଏହା ୨୦୧୮ ପରେ କାନାଡା ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଦ୍ୱିପାକ୍ଷିକ ଭାରତ ଗସ୍ତ। ପ୍ରଧାନମନ୍ତ୍ରୀ କାର୍ନିଙ୍କ ସହିତ କାନାଡାର ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଆସିଥିଲେ ଯେଉଁଥିରେ ବରିଷ୍ଠ ମନ୍ତ୍ରୀ, ପ୍ରାଦେଶିକ ନେତା ଏବଂ ପ୍ରମୁଖ ସିଇଓମାନେ ସାମିଲ ଥିଲେ।ଫଳାଫଳ ତାଲିକା: କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
March 02nd, 05:04 pm
ଫଳାଫଳ ତାଲିକା: କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତଭାରତ-କାନାଡା ସିଇଓ ଫୋରମ୍ ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 02nd, 02:30 pm
ମାନନୀୟ ପ୍ରଧାନମନ୍ତ୍ରୀ ମାର୍କ କାର୍ନି, ଉଭୟ ଦେଶର ବ୍ୟବସାୟ ନେତାଗଣ, ମାନନୀୟା ମହିଳା ଏବଂ ସଜ୍ଜନମାନେ, ନମସ୍କାର!କାନାଡା ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
March 02nd, 11:40 am
ଗତବର୍ଷ କାନାଡାରେ ଅନୁଷ୍ଠିତ ଜି୭ ବୈଠକରେ ସେ ମୋତେ ଓ ମୋର ପ୍ରତିନିଧିମଣ୍ଡଳକୁ ଭବ୍ୟ ସ୍ୱାଗତ କରିଥିଲେ। ଆଜି ସେହି ଆତ୍ମୀୟତା ସହିତ ତାଙ୍କୁ ସ୍ୱାଗତ କରିବା ମୋ ପାଇଁ ସୌଭାଗ୍ୟର ବିଷୟ। ବିଶ୍ୱରେ ବହୁତ କମ୍ ଲୋକ ଅଛନ୍ତି ଯାହାଙ୍କ ଜୀବନ ସାରଣୀରେ ଦୁଇଟି ଦେଶର କେନ୍ଦ୍ରୀୟ ବ୍ୟାଙ୍କିଙ୍ଗ ନେତୃତ୍ୱ ଅନ୍ତର୍ଭୁକ୍ତ।କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
February 26th, 10:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ୨୭ ଫେବୃଆରୀରୁ ୨ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଭାରତକୁ ଏକ ସରକାରୀ ଗସ୍ତରେ ଆସିବେ । ଏହା ପ୍ରଧାନମନ୍ତ୍ରୀ କାର୍ନିଙ୍କର ପ୍ରଥମ ସରକାରୀ ଭାରତ ଗସ୍ତ ହେବ ।Prime Minister condoles loss of lives in a shooting incident in Canada
February 11th, 03:43 pm
The Prime Minister, Shri Narendra Modi, extended his heartfelt condolences to the families who have lost their loved ones in a shooting incident in Canada. Shri Modi also wished a speedy recovery to the injured. India stands in solidarity with the people of Canada in this moment of profound grief, Shri Modi stated.ଜି-୨୦ ଶିଖର ସମ୍ମିଳନୀ ଅବସରରେ କାନାଡା ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 23rd, 09:41 pm
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜୋହାନ୍ସବର୍ଗଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ କାନାଡା ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ମାର୍କ କାର୍ନିଙ୍କୁ ଭେଟି ଭାରତ-କାନାଡା ଭାଗିଦାରୀ ଅଗ୍ରଗତିର ସମୀକ୍ଷା କରିଛନ୍ତି।Joint statement by the Government of India, the Government of Australia and the Government of Canada
November 22nd, 09:21 pm
India, Australia, and Canada have agreed to enter into a new trilateral partnership: the Australia-Canada-India Technology and Innovation (ACITI) Partnership. The three sides agreed to strengthen their ambition in cooperation on critical and emerging technologies. The Partnership will also examine the development and mass adoption of artificial intelligence to improve citizens' lives.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ କାନାଡାର ବୈଦେଶିକ ମନ୍ତ୍ରୀ
October 13th, 02:42 pm
କାନାଡାର ବୈଦେଶିକ ବ୍ୟାପାର ମନ୍ତ୍ରୀ ଶୁଶ୍ରୀ ଅନୀତା ଆନନ୍ଦ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ପ୍ରଧାନମନ୍ତ୍ରୀ ବୈଦେଶିକ ମନ୍ତ୍ରୀ ଆନନ୍ଦଙ୍କୁ ସ୍ବାଗତ କରିବା ସହ କହିଥିଲେ ଯେ, ତାଙ୍କର ଗସ୍ତ ଭାରତ-କାନାଡା ଦ୍ବିପାକ୍ଷିକ ସହଯୋଗିତାକୁ ଗତି ପ୍ରଦାନ ଲାଗି ହେଉଥିବା ଉଦ୍ୟମକୁ ସହାୟତା କରିବ । ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ଜୁନ ମାସରେ ଜି୭ ଶିଖର ସମ୍ମିଳନୀ ପାଇଁ ହୋଇଥିବା ତାଙ୍କର କାନାଡା ଗସ୍ତ ଓ ସେଠାରେ ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ସହ ହୋଇଥିବା ଫଳପ୍ରଦ ବୈଠକ କଥା ସ୍ମରଣ କରିଥିଲେ । ପ୍ରଧାନମନ୍ତ୍ରୀ ବାଣିଜ୍ୟ, ଶକ୍ତି, ପ୍ରଯୁକ୍ତିବିଦ୍ୟା, କୃଷି ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ବୃଦ୍ଧି ପାଉଥିବା ସହଯୋଗର ଗୁରୁତ୍ୱ ବିଷୟରେ କହିଥିଲେ। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ, ପ୍ରଧାନମନ୍ତ୍ରୀ ଶ୍ରୀ ମାର୍କ କାର୍ନିଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ସେ ତାଙ୍କର ଆଗାମୀ ସାକ୍ଷାତ ଓ ଆଲୋଚନା ପାଇଁ ଅପେକ୍ଷା କରିଛନ୍ତି।ଶକ୍ତି ସୁରକ୍ଷା ଉପରେ G7 ଆଉଟରିଚ୍ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:15 am
G-7 ଶିଖର ସମ୍ମିଳନୀକୁ ଆମକୁ ନିମନ୍ତ୍ରଣ କରିବା ଏବଂ ଆମର ଭବ୍ୟ ସ୍ୱାଗତ ପାଇଁ ମୁଁ ପ୍ରଧାନମନ୍ତ୍ରୀ କାର୍ନିଙ୍କୁ ମୋର ହୃଦୟରୁ କୃତଜ୍ଞତା ଜଣାଉଛି। G-7 ଗୋଷ୍ଠୀର ୫୦ ବର୍ଷ ପୂରଣର ଐତିହାସିକ ଅବସରରେ ମୁଁ ଆମର ସମସ୍ତ ବନ୍ଧୁଙ୍କୁ ଅଭିନନ୍ଦନ ଜଣାଉଛି।ଜି7 ଆଉଟରିଚ୍ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 18th, 11:13 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କନାନସ୍କିସରେ ଜି-7 ଶିଖର ସମ୍ମିଳନୀର ଆଉଟରିଚ ଅଧିବେଶନରେ ଅଂଶଗ୍ରହଣ କରିଛନ୍ତି। ସେ ‘ଶକ୍ତି ସୁରକ୍ଷା: ପରିବର୍ତ୍ତିତ ବିଶ୍ୱରେ ଉପଲବ୍ଧତା ଓ ସୁଲଭତା ସୁନିଶ୍ଚିତ କରିବା ଲାଗି ବିବିଧକରଣ, ପ୍ରଯୁକ୍ତି ବିଦ୍ୟା ଏବଂ ଭିତ୍ତିଭୂମି’ ବିଷୟ ଉପରେ ଆୟୋଜିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଏଥିସହିତ ଶ୍ରୀ ମୋଦୀ ତାଙ୍କ ନିମନ୍ତ୍ରଣ ପାଇଁ କାନାଡା ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ମାର୍କ କାର୍ନିଙ୍କୁ ଧନ୍ୟବାଦ ଜଣାଇବା ସହିତ ଜି-7 ଯାତ୍ରାର ୫୦ ବର୍ଷ ପୂରଣ ଅବସରରେ ଅଭିନନ୍ଦନ ଜଣାଇଥିଲେ।ଜି୭ ବୈଠକ ଅବସରରେ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
June 18th, 08:02 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଲବର୍ଟାର କାନାନାସ୍କିସ୍ରେ ଜି୭ ଶିଖର ସମ୍ମିଳନୀ ଅବସରେରେ କାନାଡାର ପ୍ରଧାନମନ୍ତ୍ରୀ ଶ୍ରୀ ମାର୍କ କାର୍ନିଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକରେ ଆଲୋଚନା କରିଛନ୍ତି ।ତିନି ରାଷ୍ଟ୍ର ସାଇପ୍ରସ, କାନାଡା ଏବଂ କ୍ରୋଏସିଆ ଗସ୍ତରେ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
June 15th, 07:00 am
ଜୁନ ୧୫ - ୧୬ ତାରିଖରେ, ମୁଁ ରାଷ୍ଟ୍ରପତି ମହାମହିମ ନିକୋସ କ୍ରିଷ୍ଟୋଡୁଲାଇଡସଙ୍କ ନିମନ୍ତ୍ରଣରେ ସାଇପ୍ରସ ଗଣରାଜ୍ୟ ଗସ୍ତ କରିବି। ସାଇପ୍ରସ ହେଉଛି ଭୂମଧ୍ୟସାଗରୀୟ କ୍ଷେତ୍ର ଏବଂ ୟୁରୋପୀୟ ସଂଘରେ ଏକ ଘନିଷ୍ଠ ବନ୍ଧୁ ଓ ଏକ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଏହି ଗସ୍ତ ଐତିହାସିକ ସମ୍ଵନ୍ଧକୁ ମଜଭୁତ କରିବ ଏବଂ ବାଣିଜ୍ୟ, ନିବେଶ, ସୁରକ୍ଷା, ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଆମର ସମ୍ପର୍କକୁ ବିସ୍ତାର କରିବ ଏବଂ ଲୋକମାନଙ୍କ ମଧ୍ୟରେ ଆଦାନପ୍ରଦାନକୁ ପ୍ରୋତ୍ସାହିତ କରିବାର ସୁଯୋଗ ପ୍ରଦାନ କରୁଛି।ପ୍ରଧାନମନ୍ତ୍ରୀ ମୋଦୀ ଜୁନ୍ 15 ରୁ 19 ପର୍ଯ୍ୟନ୍ତ ସାଇପ୍ରସ, କାନାଡା ଏବଂ କ୍ରୋଏସିଆ ଗସ୍ତ କରିବେ
June 14th, 11:58 am
ପ୍ରଧାନମନ୍ତ୍ରୀ ମୋଦୀ ଜୁନ୍ 15-16 ରେ ସାଇପ୍ରସ୍, ଜୁନ୍ 16-17 ରେ ଜି-7 ଶିଖର ସମ୍ମିଳନୀ ପାଇଁ କାନାଡ଼ା ଏବଂ ଜୁନ୍ 18 ରେ କ୍ରୋଏସିଆ ଗସ୍ତ କରିବେ। ପ୍ରଧାନମନ୍ତ୍ରୀ ମୋଦୀ ସାଇପ୍ରସ ରାଷ୍ଟ୍ରପତି କ୍ରିଷ୍ଟୋଡୋଲିଡସଙ୍କ ସହ ଆଲୋଚନା କରିବେ ଏବଂ ଲିମାସୋଲରେ ବ୍ୟବସାୟୀ ନେତାମାନଙ୍କୁ ସମ୍ବୋଧିତ କରିବେ । ପରେ କାନାଡାରେ ଜି-7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଜି-7 ଦେଶର ନେତାଙ୍କ ସହ ମତ ବିନିମୟ କରିବେ। କ୍ରୋଏସିଆରେ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ପ୍ଲେଙ୍କୋଭିକଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ ଏବଂ କ୍ରୋଏସିଆ ରାଷ୍ଟ୍ରପତି ଜୋରାନ ମିଲାନୋଭିକଙ୍କୁ ଭେଟିବେ।Canadian PM calls PM Modi, extends invitation for G7 Summit
June 06th, 07:12 pm
PM Modi got a call from Canadian PM Mark Carney. During conversation, PM Modi congratulated Canadian Prime Minister on his recent election victory and thanked him for the invitation to the G7 Summit in Kananaskis later this month.PM congratulates Mr. Mark Carney on being elected as Prime Minister of Canada
April 29th, 02:42 pm
Prime Minister Shri Narendra Modi today extended his congratulations to Mr. Mark Carney on his election as the Prime Minister of Canada and to the Liberal Party on their victory. He highlighted the shared democratic values, unwavering commitment to the rule of law, and vibrant people-to-people ties that bind India and Canada together.