ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆମେରିକାର ବୈଦେଶିକ ଓ ପ୍ରତିରକ୍ଷା ମନ୍ତ୍ରୀ
October 27th, 05:21 pm
ଭାରତ ଗସ୍ତରେ ଆସିଥିବା ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକେଲ ଆର. ପମ୍ପିଓ ଏବଂ ପ୍ରତିରକ୍ଷା ମନ୍ତ୍ରୀ ଡ. ମାର୍କ ଟି ଏସ୍ପର ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତ କରିବା ସହ ବିଭିନ୍ନ ଦ୍ୱିପାକ୍ଷିକ ଏବଂ ଆନ୍ତର୍ଜାତିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ।