ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 25th, 01:00 pm
ଭାରତର ପ୍ରଥମ ସାଧାରଣତନ୍ତ୍ର ଦିବସରେ ଇଣ୍ଡୋନେସିଆ ମୁଖ୍ୟ ଅତିଥି ଥିଲା ଏବଂ ଏହା ଆମ ପାଇଁ ଅତ୍ୟନ୍ତ ଗର୍ବର ବିଷୟ ଯେ, ଆମେ ଆମର ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ, ପୁଣି ଥରେ ଇଣ୍ଡୋନେସିଆ ଏହି ଗୁରୁତ୍ୱପୂର୍ଣ୍ଣ ଅବସରର ଏକ ଅଂଶ ଭାବରେ ରହିଛି । ଏହି ଅବସରରେ ମୁଁ ରାଷ୍ଟ୍ରପତି ପ୍ରବୋଓଙ୍କୁ ଭାରତରେ ସ୍ୱାଗତ କରୁଛି ।Minimum Support Prices (MSP) for Raw Jute for 2025-26 Season
January 22nd, 03:09 pm
The Cabinet Committee on Economic Affairs (CCEA), chaired by the PM Modi, has approved the MSP of Raw Jute for Marketing season 2025-26. The MSP of Raw Jute (TD-3 grade) has been fixed at Rs.5,650/- per quintal for 2025-26 season. This would ensure a return of 66.8 percent over the all India weighted average cost of production. The approved MSP of raw jute for Marketing season 2025-26 is in line with the principle of fixing MSP at a level of at least 1.5 times all India weighted average cost of production as announced by the Government in the Budget 2018-19.RJD has given only two things to Bihar, Jungle Raj and Corruption: PM Modi in Gaya
April 16th, 10:30 am
Amidst the ongoing election campaigning, Prime Minister Narendra Modi addressed a public meeting in Gaya, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Gaya and Aurangabad have announced today – Phir Ek Baar, Modi Sarkar!”PM Modi addresses public meetings in Gaya and Purnea, Bihar
April 16th, 10:00 am
Amidst the ongoing election campaigning, Prime Minister Narendra Modi addressed public meetings in Gaya and Purnea, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Bihar has announced today – Phir Ek Baar, Modi Sarkar! This election is for 'Viksit Bharat' and 'Viksit Bihar'.”Bharat Tex 2024 is an excellent platform to highlight India's exceptional capabilities in the textile industry: PM Modi
February 26th, 11:10 am
PM Modi inaugurated Bharat Tex 2024, one of the largest-ever global textile events to be organized in the country at Bharat Mandapam in New Delhi. He said that Bharat Tex connects the glorious history of Indian tradition with today’s talent; technology with traditions and is a thread to bring together style/sustainability/ scale/skill.ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନୂଆଦିଲ୍ଲୀଠାରେ ଭାରତ ଟେକ୍ସ-୨୦୨୪ ଉଦ୍ଘାଟିତ
February 26th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୬.୦୨.୨୦୨୪) ନୂଆଦିଲ୍ଲୀର ଭାରତ ମଣ୍ଡପମ୍ରେ ବୈଶ୍ୱିକ ବୃହତ୍ତମ ବୟନ ମେଳା ଭାରତ ଟେକ୍ସ-୨୦୨୪କୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ମଧ୍ୟ ପ୍ରଧାନମନ୍ତ୍ରୀ ବୁଲି ଦେଖିଥିଲେ ।ଫେବ୍ରୁଆରୀ ୨୪ରେ ସମବାୟ କ୍ଷେତ୍ର ପାଇଁ ଅନେକ ପ୍ରମୁଖ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ
February 22nd, 04:42 pm
ଦେଶର ସମବାୟ କ୍ଷେତ୍ରକୁ ମଜଭୁତ କରିବା ଦିଗରେ ବଡ଼ ପଦକ୍ଷେପ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ଫେବ୍ରୁଆରୀ ୨୪ ତାରିଖ ପୂର୍ବାହ୍ନ ୧୦ଟା ୩୦ରେ ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍ରେ ସମବାୟ କ୍ଷେତ୍ର ପାଇଁ ଅନେକ ପ୍ରମୁଖ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ ।ପିଟିପି- ଏନଇଆର ଏକ ଉତ୍ତମ ଯୋଜନା, ଯାହାର ଉଦ୍ଦେଶ୍ୟ ଉତ୍ତର ପୂର୍ବାଞ୍ଚଳର ପ୍ରତିଭାବାନ କାରିଗରଙ୍କ ଜୀବନକୁ ଉନ୍ନତ କରିବା: ପ୍ରଧାନମନ୍ତ୍ରୀ
April 19th, 03:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଉତ୍ତର ପୂର୍ବାଞ୍ଚଳରେ ଜନଜାତୀୟ ଉତ୍ପାଦଗୁଡିକୁ ପ୍ରୋତ୍ସାହନ ଦେବା ପାଇଁ ବିପଣନ ଓ ରସଦ ବିକାଶ (ପିଟିପି-ଏନଇଆର) ଏକ ଉତ୍ତମ ଯୋଜନା । ଉତ୍ତର ପୂର୍ବାଞ୍ଚଳର ପ୍ରତିଭାବାନ କାରିଗରଙ୍କ ଜୀବନକୁ ଉନ୍ନତ କରିବା ଏହି ଯୋଜନାର ଉଦ୍ଦେଶ୍ୟ ରହିଛି । ଏହା ଉତ୍ତର ପୂର୍ବାଞ୍ଚଳର ଉତ୍ପାଦଗୁଡିକ ବ୍ୟାପକ ଦୃଶ୍ୟମାନତା ଏହା ସୁନିଶ୍ଚିତ କରିବ ବୋଲି ଶ୍ରୀ ମୋଦୀ କହିଛନ୍ତି ।କେନ୍ଦ୍ର ବଜେଟ ୨୦୨୩କୁ ନେଇ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନର ମୂଳ ପାଠ
February 01st, 02:01 pm
ଅମୃତକାଳର ଏହି ପ୍ରଥମ ବଜେଟ ବିକଶିତ ଭାରତର ବିରାଟ ସଙ୍କଳ୍ପକୁ ପୂରଣ କରିବା ଦିଗରେ ଏକ ମଜବୁତ ମୂଳଦୁଆ ପ୍ରସ୍ତୁତ କରିବ । ଏହି ବଜେଟ ଅସହାୟମାନଙ୍କୁ ପ୍ରାଥମିକତା ଦେଉଛି । ଏହି ବଜେଟ ଆଜିର ଆଙ୍କାକ୍ଷୀ ସମାଜ – ଗ୍ରାମ, ଗରିବ, କୃଷକ ଓ ମଧ୍ୟବିତ ବର୍ଗଙ୍କର ସ୍ୱପ୍ନକୁ ସାକାର କରିବ ।ଏହି ବଜେଟ୍ ବଞ୍ଚିତ ଲୋକଙ୍କୁ ପ୍ରାଥମିକତା ଦେଇଛି: ପ୍ରଧାନମନ୍ତ୍ରୀ
February 01st, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମନ୍ତବ୍ୟ ଦେଇଛନ୍ତି ଯେ ଏକ ବିକଶିତ ଭାରତର ଆକାଂକ୍ଷା ଏବଂ ସଂକଳ୍ପଗୁଡିକ ପୂରଣ କରିବା ପାଇଁ ଭାରତର ଅମୃତ କାଳରେ ଆଗତ ପ୍ରଥମ ବଜେଟ୍ ଏକ ଦୃଢ ଆଧାର ପ୍ରତିଷ୍ଠା କରିଛି । ସେ କହିଛନ୍ତି ଯେ ଏହି ବଜେଟ୍ ବଞ୍ଚିତ ଲୋକଙ୍କୁ ପ୍ରାଥମିକତା ଦେବ ଏବଂ ଆଙ୍କାକ୍ଷୀ ସମାଜ, ଗରିବ, ଗ୍ରାମ୍ୟ ଏବଂ ମଧ୍ୟବିତ୍ତଙ୍କ ସ୍ୱପ୍ନକୁ ସାକାର କରିବ ।ଏକ ଜାତୀୟ ସ୍ତରର ବହୁ-ରାଜ୍ୟ ବିହନ ସୋସାଇଟି ଗଠନ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ
January 11th, 03:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଏଠାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏକ ଜାତୀୟ ସ୍ତରର ବହୁ ରାଜ୍ୟ ସମବାୟ ବିହନ ସୋସାଇଟି ଗଠନ କରିବା ସଂକ୍ରାନ୍ତ ଏକ ଐତିହାସିକ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏହି ସୋସାଇଟି ବହୁ ରାଜ୍ୟ ସମବାୟ ସମିତି ଆଇନ (ଏମ୍ଏସ୍ସିଏସ୍) -୨୦୦୨ ଅନୁସାରେ ଗଠିତ ହେବ ଏବଂ କେନ୍ଦ୍ର ସରକାର ଏହାକୁ ଆବଶ୍ୟକ ପ୍ରୋତ୍ସାହନ ଯୋଗାଇଦେବେ । ଏହି ସୋସାଇଟି ଉନ୍ନତମାନର ବିହନ ଉତ୍ପାଦନ, ସଂଗ୍ରହ, ପ୍ରକ୍ରିୟାକରଣ,ବ୍ରାଣ୍ଡିଂ, ଲେବଲିଂ, ପ୍ୟାକେଜିଂ, ଭଣ୍ଡାରଣ, ଉତ୍ପାଦନ ପାଇଁ ଗବେଷଣା ଓ ଉନ୍ନୟନ କାମ କରିବା ସହିତ ଦେଶୀ ପ୍ରାକୃତିକ ବିହନର ସଂରକ୍ଷଣ ତଥା ପ୍ରୋତ୍ସାହନ ଦିଗରେ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିବ । ଏହି କାମରେ ଦେଶର ବିଭିନ୍ନ ସ୍ତରର ସମବାୟ ସମିତିଗୁଡିକୁ ଏହି ଶୀଷ ର୍ସଂଗଠନରେ ନିୟୋଜିତ କରିବ ଏବଂ କୃଷି ମନ୍ତ୍ରଣାଳୟ ସହିତ ଭାରତୀୟ କୃଷି ଗବେଷଣା ପରିଷଦ, ଜାତୀୟ ବିହନ ନିଗମ ଓ ଅନ୍ୟାନ୍ୟ ସମ୍ପୃକ୍ତ ସଂସ୍ଥା ଓ ସଂଗଠନ ନିଜ ନିଜର ଯୋଜନା ମାଧ୍ୟମରେ ଏଥିପାଇଁ ଆବଶ୍ୟକ ସାହାଯ୍ୟ ସହଯୋଗ ଯୋଗାଇବେ । ଏହି ସମସ୍ତ କାର୍ଯ୍ୟ ସାମଗ୍ରିକ ସରକାର ଆଭିମୁଖ୍ୟରେ କାର୍ଯ୍ୟକାରୀ ହେବ ।ବହୁମୁଖୀ ସମବାୟ ସମିତି (ଏମଏସସିଏସ) ଆଇନ, ୨୦୦୨ ଅଧୀନରେ ଏକ ଜାତୀୟ ସ୍ତରର ବହୁମୁଖି ସମବାୟ ଜୈବିକ ସମିତି ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରି
January 11th, 03:40 pm
ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଦେଶରେ ବହୁମୁଖୀ ସମବାୟ ସମିତି (ଏମଏସସିଏସ) ଆଇନ, ୨୦୦୨ ଅଧୀନରେ ଏକ ଜାତୀୟ ସ୍ତରର ବହୁମୁଖି ସମବାୟ ଜୈବିକ ସମିତି ପ୍ରତିଷ୍ଠା କରାଯିବ। ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ, ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରଣାଳୟ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଉତ୍ତର-ପୂର୍ବାଞ୍ଚଳ କ୍ଷେତ୍ର ବିକାଶ ମନ୍ତ୍ରଣାଳୟର ନୀତି, ଯୋଜନା ଏବଂ ଏଜେନ୍ସି ମାଧ୍ୟମରେ ଏହି ଯୋଜନାକୁ ସମର୍ଥନ ଯୋଗାଇ ଦିଆଯିବ। ଯାହାଫଳରେ ‘ସମ୍ପୂର୍ଣ୍ଣ ସରକାର ଦୃଷ୍ଟିକୋଣ’ ସାକାର ହୋଇପାରିବ।କୃଷି କ୍ଷେତ୍ରରେ କେନ୍ଦ୍ରୀୟ ବଜେଟ ୨୦୨୨ର ସକାରାତ୍ମକ ପ୍ରଭାବ ଉପରେ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
February 24th, 10:13 am
ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ, ସମସ୍ତ ରାଜ୍ୟ ସରକାରଙ୍କ ପ୍ରତିନିଧିଗଣ, ଶିଳ୍ପ ଏବଂ ଶିକ୍ଷାୟତନ ସହିତ ଜଡିତ ସମସ୍ତ ସାଥୀ, କୃଷି ବିଜ୍ଞାନ ସହିତ ଜଡିତ ଆମର ସମସ୍ତ କୃଷକ ଭାଇ-ଭଉଣୀ, ଏବଂ ମାତା ଓ ସୁଜନମାନେ । ଏହା ଏକ ସୁଖଦ ସଂଯୋଗ ଯେ ତିନିବର୍ଷ ପୂର୍ବେ ଆଜିର ହିଁ ଦିନରେ ପିଏମ୍ କିଷାନ ସମ୍ମାନନିଧିର ଶୁଭାରମ୍ଭ କରାଯାଇଥିଲା । ଏହି ଯୋଜନା ଆଜି ଦେଶର କ୍ଷୁଦ୍ର ଚାଷୀମାନଙ୍କର ବହୁତ ବଡ ସମ୍ବଳ ପାଲଟିଛି ।କୃଷି କ୍ଷେତ୍ର ଉପରେ କେନ୍ଦ୍ର ବଜେଟ - ୨୦୨୨ର ସକାରାତ୍ମକ ପ୍ରଭାବ ଉପରେ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 24th, 10:03 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃଷି କ୍ଷେତ୍ର ଉପରେ କେନ୍ଦ୍ର ବଜେଟ ୨୦୨୨ର ସକାରାତ୍ମକ ପ୍ରଭାବ ଉପରେ ଏକ ୱେବିନାରକୁ ସମ୍ବୋଧିତ କରିଛନ୍ତି । କୃଷି କ୍ଷେତ୍ରକୁ ସୁଦୃଢ଼ କରିବା କ୍ଷେତ୍ରରେ ବଜେଟ କେଉଁ ମାର୍ଗରେ ଯୋଗଦାନ କରିପାରିବ ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ । ଏହି ୱେବିନାରରେ ‘ସ୍ମାର୍ଟ କୃଷି’ – କାର୍ଯ୍ୟକାରିତା ରଣନୀତି ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ସମ୍ପୃକ୍ତ କେନ୍ଦ୍ର ମନ୍ତ୍ରୀ ଗଣ, ରାଜ୍ୟ ସରକାରଙ୍କ ପ୍ରତିନିଧି, ଉଦ୍ୟୋଗ ଜଗତ ପ୍ରତିନିଧି, ଶିକ୍ଷାବିତ ଏବଂ କୃଷକମାନେ ବିଭିନ୍ନ କୃଷି ବିଜ୍ଞାନ କେନ୍ଦ୍ର ଜରିଆରେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।We are committed to free Tea, Tourism and Timber from the controls of mafia: PM Modi in Siliguri
April 10th, 12:31 pm
Addressing a massive rally ahead of fifth phase of election in West Bengal’s Siliguri, Prime Minister Narendra Modi today said, “The entire North Bengal has announced that TMC government is going and BJP government is coming. Today, the entire nation is proud to see the willpower of the people of Bengal. This willpower is of the ‘Ashol Poriborton’. This willpower is the power of ‘Sonar Bangla’.”PM Modi addresses public meetings at Siliguri and Krishnanagar, West Bengal
April 10th, 12:30 pm
PM Modi addressed two mega rallies ahead of fifth phase of election in West Bengal’s Siliguri and Krishnanagar. “The entire North Bengal has announced that TMC government is going and BJP government is coming. Today, the entire nation is proud to see the willpower of the people of Bengal. This willpower is of the ‘Ashol Poriborton’. This willpower is the strength of ‘Sonar Bangla’,” he said in Siliguri rally.ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା ଉପରେ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 05th, 11:01 am
PM Modi addressed a webinar on Production Linked Incentives scheme organized by Department of Industry and International Trade and NITI Aayog. The PM said that over the past 6-7 years, several successful efforts have been made to encourage Make in India at different levels. He stressed on the need to take a big leap, increase the speed and scale to boost manufacturing.ଉତ୍ପାଦନଭିତ୍ତିକ ପ୍ରୋତ୍ସାହନ ଯୋଜନା-ପିଏଲଆଇ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 05th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ପାଦନଭିତ୍ତିକ ପ୍ରୋତ୍ସାହନ ଯୋଜନା ସମ୍ପର୍କୀତ ଏକ ୱେବିନାରରେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଉଦ୍ବୋଧନ ଦେଇଛନ୍ତି । ଶିଳ୍ପାୟନ ଓ ଆର୍ନ୍ତଜାତିକ ବାଣିଜ୍ୟ ବିଭାଗ ଓ ନୀତି ଆୟୋଗ ମିଳିତ ଆନୁକୂଲ୍ୟରେ ଏହି ୱେବିନାର ଆୟୋଜିତ ହୋଇଥିଲା ।କୃଷିକ୍ଷେତ୍ରରେ ବଜେଟର କାର୍ଯ୍ୟାନ୍ୱୟନ ଉପରେ ଅନୁଷ୍ଠିତ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 01st, 11:03 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ କୃଷି ଏବଂ କୃଷକ କଲ୍ୟାଣ ସମ୍ବନ୍ଧୀୟ ବଜେଟ୍ ବ୍ୟବସ୍ଥାର ପ୍ରଭାବଶାଳୀ କାର୍ଯ୍ୟକାରିତା ଉପରେ ଏକ ୱେବିନାରକୁ ସମ୍ବୋଧିତ କରିଥିଲେ । ଏହି ୱେବିନାରରେ କୃଷି, ଦୁଗ୍ଧ, ମତ୍ସ୍ୟ ଚାଷ, ସାର୍ବଜନୀନ, ବେସରକାରୀ ଏବଂ ସମବାୟ କ୍ଷେତ୍ରର ସହଯୋଗୀ ଏବଂ ଗ୍ରାମୀଣ ଅର୍ଥ ବ୍ୟବସ୍ଥାକୁ ପାଣ୍ଠି ଯୋଗାଉଥିବା ବ୍ୟାଙ୍କଗୁଡ଼ିକର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ|କୃଷି ଏବଂ କୃଷକ କଲ୍ୟାଣ ସମ୍ବନ୍ଧୀୟ ବଜେଟ୍ ବ୍ୟବସ୍ଥାର ପ୍ରଭାବଶାଳୀ କାର୍ଯ୍ୟକାରିତା ଉପରେ ୱେବିନାରକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
March 01st, 11:02 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ କୃଷି ଏବଂ କୃଷକ କଲ୍ୟାଣ ସମ୍ବନ୍ଧୀୟ ବଜେଟ୍ ବ୍ୟବସ୍ଥାର ପ୍ରଭାବଶାଳୀ କାର୍ଯ୍ୟକାରିତା ଉପରେ ଏକ ୱେବିନାରକୁ ସମ୍ବୋଧିତ କରିଥିଲେ । ଏହି ୱେବିନାରରେ କୃଷି, ଦୁଗ୍ଧ, ମତ୍ସ୍ୟ ଚାଷ, ସାର୍ବଜନୀନ, ବେସରକାରୀ ଏବଂ ସମବାୟ କ୍ଷେତ୍ରର ସହଯୋଗୀ ଏବଂ ଗ୍ରାମୀଣ ଅର୍ଥ ବ୍ୟବସ୍ଥାକୁ ପାଣ୍ଠି ଯୋଗାଉଥିବା ବ୍ୟାଙ୍କଗୁଡ଼ିକର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ|