Prime Minister shares Sanskrit Subhashitam paying tribute to Shaheed Udham Singh
July 31st, 09:12 am
On the Balidan Diwas of Udham Singh, PM Modi paid heartfelt tributes to the great revolutionary martyr and shared a Sanskrit Subhashitam comparing the spirit of valour to the rising sun. He said that the saga of courage and valour embodied in Udham Singh’s life will continue to inspire every generation in the country.୨୦-୨୧ ଡିସେମ୍ବରରେ ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
December 19th, 02:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୦-୨୧ରେ ଆସାମ ଗସ୍ତ କରିବେ । ଡିସେମ୍ବର ୨୦, ପ୍ରାୟ ୩ଟା ସମୟରେ, ପ୍ରଧାନମନ୍ତ୍ରୀ ଗୌହାଟୀରେ ପହଞ୍ଚିବା ପରେ ଲୋକପ୍ରିୟ ଗୋପୀନାଥ ବରଦୋଲୋଇ ଅନ୍ତର୍ଜାତୀୟ ବିମାନ ବନ୍ଦରର ନୂତନ ର୍ଟମିନାଲ କୋଠାର ପରିଦର୍ଶନ ଏବଂ ଉଦ୍ଘାଟନ କରିବେ । ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ।Prime Minister Pays Tribute to the Martyrs of the 2001 Parliament Attack
December 13th, 11:46 am
In line with his commitment to the security forces, PM Modi today paid solemn tribute to the brave security personnel who sacrificed their lives while defending the Parliament of India during the heinous terrorist attack on 13 December 2001. He noted that their courage, alertness, and unwavering sense of responsibility continue to serve as an enduring inspiration for every citizen.ଜାଲିଆନାୱାଲା ବାଗର ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
April 13th, 09:03 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାଲିଆନାୱାଲା ବାଗର ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ କହିଛନ୍ତି ଯେ, ଆଗାମୀ ପିଢ଼ି ସର୍ବଦା ସେମାନଙ୍କର ଅଦମ୍ୟ ସାହସକୁ ସ୍ମରଣ ରଖିବ।୨୦୦୧ ସଂସଦ ଆକ୍ରମଣର ସହିଦମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
December 13th, 10:21 am
୨୦୦୧ ସଂସଦ ଆକ୍ରମଣର ସହିଦମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।In Kargil, we didn't just win a war; we showcased the incredible strength of truth, restraint, and capability: PM Modi in Ladakh
July 26th, 09:30 am
PM Modi paid homage to the bravehearts who made the supreme sacrifice in the line of duty on the occasion of 25th Kargil Vijay Diwas in Ladakh. “In Kargil, we not only won the war, we presented an incredible example of 'truth, restraint and strength”, Prime Minister Modi remarked.କାର୍ଗିଲ ବିଜୟ ଦିବସରେ ଲଦାଖରେ ଶ୍ରଦ୍ଧାଞ୍ଜଳି ଅର୍ପଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
July 26th, 09:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲଦାଖରେ ୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ କର୍ତ୍ତବ୍ୟ ପାଳନ ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ଶ୍ରଦ୍ଧାଞ୍ଜଳି ସମାରୋହରେ ମଧ୍ୟ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏନସିଓମାନଙ୍କ ଦ୍ୱାରା କାର୍ଗିଲ ଯୁଦ୍ଧ ସମ୍ପର୍କରେ ଗୌରବଗାଥାର ସୂଚନା ଶୁଣିଥିଲେ ଏବଂ ଅମର ସସ୍ମରଣ: ସ୍ମାରକୀ କୁଟୀର ପରିଦର୍ଶନ କରିଥିଲେ । ସେ ବୀର ଭୂମି ମଧ୍ୟ ପରିଦର୍ଶନ କରିଥିଲେ।ପୁଲୱାମାରେ ସହୀଦ ହୋଇଥିବା ସାହସୀ ବୀରମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
February 14th, 11:10 am
୨୦୧୯ରେ ପୁଲୱାମାରେ ସହୀଦ ହୋଇଥିବା ସାହସୀ ବୀରମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମନେ ପକାଇଛନ୍ତି ।ବିଜୟ ଦିବସ ଅବସରରେ ସାହସୀ ବୀରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
December 16th, 09:44 am
ବିଜୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୯୭୧ ଯୁଦ୍ଧରେ କର୍ତ୍ତବ୍ୟନିଷ୍ଠା ସହ ଭାରତର ସେବା କରିଥିବା ବୀର ନାୟକଙ୍କୁ ହୃଦୟରୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।୨୦୦୧ ରେ ସଂସଦ ଆକ୍ରମଣରେ ସହିଦ ହୋଇଥିବା ବୀର ସୁରକ୍ଷା କର୍ମୀମାନଙ୍କୁ ପ୍ରଧାନମନ୍ତ୍ରୀ ହୃଦୟରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
December 13th, 09:47 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୦୧ ରେ ସଂସଦ ଆକ୍ରମଣରେ ସହିଦ ହୋଇଥିବା ବୀର ସୁରକ୍ଷା କର୍ମୀମାନଙ୍କୁ ହୃଦୟରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ବିଜୟ ଦିବସ ଅବସରରେ ଆର୍ମି ହାଉସରେ ‘ଆଟ୍ ହୋମ୍’ ସମାରୋହରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ
December 15th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଜୟ ଦିବସ ଅବସରରେ ଆର୍ମି ହାଉସରେ ‘ଆଟ୍ ହୋମ୍’ ସମାରୋହରେ ଯୋଗ ଦେଇଥିଲେ ।ଆମର ଯୁବକମାନେ ପ୍ରତ୍ୟେକ କ୍ଷେତ୍ରରେ ଦେଶକୁ ଗର୍ବିତ କରୁଛନ୍ତି: ମନ୍ କି ବାତ୍ ସମୟରେ ପିଏମ ମୋଦୀ
July 31st, 11:30 am
ବନ୍ଧୁଗଣ, ଜୁଲାଇ ୩୧ ତାରିଖ, ଅର୍ଥାତ୍ ଆଜିର ହିଁ ଦିନରେ ଆମେ ସମସ୍ତ ଦେଶବାସୀ ଶହୀଦ ଉଧମ୍ ସିଂହଙ୍କ ବଳିଦାନକୁ ପ୍ରଣାମ କରିଥାଉଁ । ମୁଁ ଏଭଳି ଅନ୍ୟ ସମସ୍ତ ମହାନ ବିପ୍ଳବୀମାନଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି, ଯେଉଁମାନେ ଦେଶ ପାଇଁ ନିଜର ସର୍ବସ୍ୱ ଉତ୍ସର୍ଗ କରିଦେଲେ ।ଜଳ ସଞ୍ଚୟ ପାଇଁ ଆମକୁ ସମସ୍ତ ପ୍ରୟାସ କରିବାକୁ ପଡିବ: ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
March 27th, 11:00 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଗତ ସପ୍ତାହରେ ଆମେ ଏଭଳି ଗୋଟିଏ ଉପଲବ୍ଧି ହାସଲ କଲୁ, ଯାହା ଆମ ସମସ୍ତଙ୍କୁ ଗର୍ବରେ ପରିପୂର୍ଣ୍ଣ କରିଦେଲା । ଆପଣ ଶୁଣିଥିବେ ଯେ, ଭାରତ ଗତ ସପ୍ତାହରେ ୪୦୦ ବିଲିୟନ୍, ଅର୍ଥାତ, ୩୦ ଲକ୍ଷ କୋଟି ଟଙ୍କାର ରପ୍ତାନୀ ଲକ୍ଷ୍ୟ ହାସଲ କରିଛି । ପ୍ରଥମ ଦୃଷ୍ଟିରେ ଏହା ଅର୍ଥନୀତି ସହ ଜଡ଼ିତ ଖବର ପରି ମନେହୁଏ, କିନ୍ତୁ ଏହା ଅର୍ଥନୀତିଠାରୁ ବଳି ଭାରତର ସାମର୍ଥ୍ୟ, ଭାରତର ଦକ୍ଷତା ସହ ଜଡ଼ିତ । ଏକଦା ଭାରତରୁ ରପ୍ତାନୀ କାରବାର ୧୦୦ ବିଲିୟନ, ଦେଢ଼ ଶହ ବିଲିୟନ ଆଉ ବେଳେବେଳେ ୨୦୦ ବିଲିୟନ ପର୍ଯ୍ୟନ୍ତ ହେଉଥିଲା । ଆଜି ଭାରତ ୪୦୦ ବିଲିୟନ ଡଲାର ଯାଏଁ ପହଂଚିଯାଇଛି । ଏହାର ଗୋଟିଏ ଅର୍ଥ ହେଲା ଯେ, ସାରା ବିଶ୍ୱରେ ଭାରତରେ ନିର୍ମିତ ଦ୍ରବ୍ୟଗୁଡ଼ିକର ଚାହିଦା ବଢ଼ିଚାଲିଛି । ଅନ୍ୟ ଅର୍ଥଟି ହେଲା, ଭାରତର ସପ୍ଲାଏ ଚେନ୍ ଦିନକୁ ଦିନ ଆହୁରି ସୁଦୃଢ଼ ହୋଇଚାଲିଛି ଏବଂ ଏହାର ଆଉ ଗୋଟିଏ ବହୁତ ବଡ଼ ବାର୍ତ୍ତା ମଧ୍ୟ ରହିଛି । ଦେଶ ସେତିକିବେଳ ବିରାଟ ପଦକ୍ଷେପ ଗ୍ରହଣ କରେ, ଯେତେବେଳେ ସଂକଳ୍ପ ସ୍ୱପ୍ନଠାରୁ ବିଶାଳ ହୋଇଥାଏ । ସେହି ସଂକଳ୍ପକୁ ନେଇ ଯେତେବେଳେ ରାତିଦିନ ନିଷ୍ଠାର ସହିତ ଉଦ୍ୟମ କରାଯାଇଥାଏ, ସେତେବେଳେ ସେହି ସଂକଳ୍ପ ସାକାର ମଧ୍ୟ ହୋଇଥାଏ । ଆପଣ ଲକ୍ଷ୍ୟ କରିଥିବେ ଯେ ବ୍ୟକ୍ତିର ଜୀବନରେ ମଧ୍ୟ ଏହାହିଁ ଘଟିଥାଏ । ଯଦି ଜଣକର ସଂକଳ୍ପ, ତା’ର ପ୍ରଚେଷ୍ଟା, ତା’ର ସ୍ୱପ୍ନ ଠାରୁ ବି ବଡ଼ ହୋଇଯାଏ, ତାହେଲେ ସଫଳତା ସ୍ୱୟଂ ତା’ ପାଖକୁ ଚାଲିଆସେ ।ଭାରତୀୟ ସଂସ୍କୃତିର ଜୀବନ୍ତତା ସର୍ବଦା ସମଗ୍ର ବିଶ୍ୱର ଲୋକଙ୍କୁ ଆକର୍ଷିତ କରିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
January 30th, 11:30 am
ବନ୍ଧୁଗଣ, ସ୍ୱାଧୀନତାର ଅମୃତ୍ ମହୋତ୍ସବରେ ଦେଶ ଏଭଳି ପ୍ରଚେଷ୍ଟା ମାଧ୍ୟମରେ ନିଜର ଜାତୀୟ ପ୍ରତୀକଗୁଡ଼ିକର ପୁନଃପ୍ରତିଷ୍ଠା କରୁଛି । ଆମେ ଦେଖିଲୁ ଯେ, ଇଣ୍ଡିଆ ଗେଟ୍ ନିକଟରେ ଅମର ଯବାନ୍ ଜ୍ୟୋତି ଏବଂ ନିକଟସ୍ଥ ଜାତୀୟ ସମର ସ୍ମାରକୀଠାରେ ପ୍ରଜ୍ଜ୍ୱଳିତ ଜ୍ୟୋତିକୁ ଏକାକାର କରିଦିଆଗଲା । ଭାବବିହ୍ୱଳର ଏହି ମୁହୂର୍ତ୍ତରେ ଅନେକ ଦେଶବାସୀ ଓ ଶହୀଦମାନଙ୍କ ପରିବାରର ଚକ୍ଷୁ ଲୋତକପୂର୍ଣ୍ଣ ହୋଇଥିଲା । ଜାତୀୟ ସମର ସ୍ମାରକୀରେ ସ୍ୱାଧୀନତା ପ୍ରାପ୍ତି ପରେ ଶହୀଦ ହୋଇଥିବା ଦେଶର ସମସ୍ତ ବୀରମାନଙ୍କ ନାମ ଉଲ୍ଲେଖ କରାଯାଇଛି । ସେନାର କେତେକ ପୂର୍ବତନ ଯବାନ୍ ମୋତେ ପତ୍ର ଲେଖି କହିଛନ୍ତି ଯେ - ଶହୀଦମାନଙ୍କ ସ୍ମୃତି ସମ୍ମୁଖରେ ପ୍ରଜ୍ଜ୍ୱଳିତ ଥିବା ଅମର ଯବାନ୍ ଜ୍ୟୋତି ଶହୀଦମାନଙ୍କ ଅମରତ୍ୱର ପ୍ରତୀକ । ପ୍ରକୃତରେ ଅମର ଯବାନ୍ ଜ୍ୟୋତି ଭଳି ଆମ ଶହୀଦ୍, ସେମାନଙ୍କର ପ୍ରେରଣା ତଥା ଯୋଗଦାନ ମଧ୍ୟ ଅମର । ଯେତେବେଳେ ବି ସମୟ ମିଳେ ଜାତୀୟ ସମର ସ୍ମାରକୀ ଯିବା ପାଇଁ ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି । ନିଜ ପରିବାର ଓ ପିଲାମାନଙ୍କୁ ମଧ୍ୟ ନିଶ୍ଚୟ ସାଙ୍ଗରେ ନେଇଯାଆନ୍ତୁ । ଏଠାରେ ଆପଣମାନଙ୍କୁ ଏକ ଭିନ୍ନ ଧରଣର ଶକ୍ତି ଏବଂ ପ୍ରେରଣାର ଅନୁଭୂତି ମିଳିବ ।ପ୍ରଧାନମନ୍ତ୍ରୀ ୨୦୦୧ ସଂସଦ ଆକ୍ରମଣରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
December 13th, 11:42 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୦୧ ରେ ସଂସଦ ଆକ୍ରମଣ ସମୟରେ କାର୍ଯ୍ୟକ୍ଷେତ୍ରରେ ସହିଦ ହୋଇଥିବା ସମସ୍ତ ସୁରକ୍ଷା କର୍ମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ପ୍ରଧାନମନ୍ତ୍ରୀ ମଣିପୁରରେ ଆସାମ ରାଇଫଲ୍ସର ସୁରକ୍ଷାବଳ ଗାଡି ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି
November 13th, 07:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଣିପୁରରେ ଆସାମ ରାଇଫଲ୍ସର ସୁରକ୍ଷାବଳ ଗାଡି ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି । ଆଜି ସହିଦ ହୋଇଥିବା ସୈନିକ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ସେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।ନୂଆଦିଲ୍ଲୀର ପ୍ରତିରକ୍ଷା କାର୍ଯ୍ୟାଳୟ କମ୍ପ୍ଲେକ୍ସ ଉଦ୍ଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 11:01 am
ଏହି କାର୍ଯ୍ୟକ୍ରମରେ ଉପସ୍ଥିତ କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ବରିଷ୍ଠ ସହକର୍ମୀ ଶ୍ରୀମାନ ରାଜନାଥ ସିଂ ଜୀ,ହରଦୀପ ସିଂହ ପୁରୀ ଜୀ, ଅଜୟ ଭଟ୍ଟ ଜୀ, କୌଶଲ କିଶୋର ଜୀ, ପ୍ରତିରକ୍ଷା କର୍ମଚାରୀଙ୍କ ମୁଖ୍ୟ ଜେନେରାଲ ବିପନ ରାୱତ ଜୀ, ତିନି ସେନାର ମୁଖ୍ୟ, ବରିଷ୍ଠ ଅଧିକାରୀଗଣ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ସାଥିଗଣ ।ପ୍ରଧାନମନ୍ତ୍ରୀ କସ୍ତୁରବା ଗାନ୍ଧୀ ମାର୍ଗ ଏବଂ ଆଫ୍ରିକା ଆଭେନ୍ୟୁରେ ପ୍ରତିରକ୍ଷା କାର୍ଯ୍ୟାଳୟ ସୌଧ ଉଦଘାଟନ କରିଛନ୍ତି
September 16th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର କସ୍ତୁରବା ଗାନ୍ଧୀ ମାର୍ଗ ଏବଂ ଆଫ୍ରିକା ଅଭେନ୍ୟୁରେ ପ୍ରତିରକ୍ଷା କାର୍ଯ୍ୟାଳୟ ସୌଧର ଉଦ୍ଘାଟନ କରିଛନ୍ତି । ସେ ଆଫ୍ରିକା ଆଭେନ୍ୟୁରେ ଥିବା ପ୍ରତିରକ୍ଷା କାର୍ଯ୍ୟାଳୟ ସୌଧ ପରିଦର୍ଶନ କରି ସେନା, ନୌ ସେନା, ବାୟୁସେନା ଏବଂ ବେସାମରିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।କୌଣସି ଦେଶ ଏହାର ଅତୀତର ଭୟାବହତାକୁ ଅଣଦେଖା କରିବା ଠିକ୍ ନୁହେଁ: ପ୍ରଧାନମନ୍ତ୍ରୀ ମୋଦୀ
August 28th, 08:48 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବୀକରଣ ହୋଇଥିବା ଜାଲିଆନାୱାଲା ବାଗ ସ୍ମାରାକ କମ୍ପ୍ଲେକ୍ସକୁ ଦେଶକୁ ଉତ୍ସର୍ଗ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଜାଲିଆନାୱାଲା ବାଗ ହେଉଛି ସେହି ସ୍ଥାନ ଯାହା ସର୍ଦ୍ଦାର ଉଧମ ସିଂ ଏବଂ ଭଗତ ସିଂଙ୍କ ପରି ଅଗଣିତ କ୍ରାନ୍ତିବୀରଙ୍କୁ ଦେଶର ସ୍ୱାଧୀନତା ପାଇଁ ନିଜ ଜୀବନ ବଳିଦାନ ଦେବାକୁ ସାହସ ଦେଇଥିଲା ।ଆଗକୁ ସେ ଆହୁରି କହିଛନ୍ତି, 13 ଏପ୍ରିଲ , 1919 ର ସେହି 10 ମିନିଟ୍ ଆମର ସ୍ୱାଧୀନତା ସଂଗ୍ରାମର ଅମର କାହାଣୀ ହୋଇଗଲା, ଯେଉଁଥିପାଇଁ ଆମେ ଆଜି ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବାକୁ ସକ୍ଷମ ହୋଇଛୁ।ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି
August 28th, 08:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଜଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସେ ସ୍ମାରକ ଠାରେ ସଂଗ୍ରହାଳୟ ଗ୍ୟାଲେରୀର ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ କଂପ୍ଲେକ୍ସର ନବୀକରଣ ପାଇଁ ସରକାର ନେଇଥିବା ଏକାଧିକ ବିକାଶମୂଳକ ପଦକ୍ଷେପ ପ୍ରଦର୍ଶନ କରାଯାଇଥିଲା ।