Prime Minister expresses deep grief over boat mishap in Mathura, Uttar Pradesh
April 10th, 06:00 pm
Prime Minister Shri Narendra Modi today expressed profound pain over the tragic loss of lives following a boat capsize in Mathura, Uttar Pradesh.ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 12:15 pm
ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 28th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।Prime Minister condoles loss of lives due to mishap on Yamuna Expressway in Mathura
December 16th, 12:54 pm
The Prime Minister, Shri Narendra Modi has expressed deep grief over the loss of lives due to a mishap on the Yamuna Expressway in Mathura, Uttar Pradesh. Shri Modi also wished speedy recovery for those injured in the mishap.ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 08th, 01:00 pm
ଏହି ପବିତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ପୂଜା ସନ୍ଥଗଣ, ସାଧୁ, ଆଚାର୍ଯ୍ୟ ଗୌଡିୟ ମିଶନର ଶ୍ରଦ୍ଧେୟ ଭକ୍ତି ସୁନ୍ଦର ସନ୍ୟାସୀ ଜୀ, କ୍ୟାବିନେଟରେ ମୋର ସହଯୋଗୀ ଅର୍ଜୁନ ରାମ ମେଘୱାଲ ଜୀ, ମୀନାକ୍ଷୀ ଲେଖୀ ଜୀ, ଦେଶ ଓ ବିଶ୍ୱ ସହ ଜଡିତ ସମସ୍ତ କୃଷ୍ଣ ଭକ୍ତ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ଗଣ,ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 08th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀ ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ତାଙ୍କ ସମ୍ମାନରେ ଏକ ସ୍ମାରକୀ ଟିକଟ ଓ ମୁଦ୍ରା ଉନ୍ମୋଚନ କରିଥିଲେ । ଗୌଡୀୟ ମିଶନର ପ୍ରତିଷ୍ଠାତା ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦ ବୈଷ୍ଣବ ଧର୍ମର ମୌଳିକ ସିଦ୍ଧାନ୍ତ ଗୁଡିକୁ ସଂରକ୍ଷିତ କରିବା ଓ ପ୍ରସାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।ଆଈ ଶ୍ରୀ ସୋନାଲ ମାତାଙ୍କ ଜନ୍ମ ଶତବାର୍ଷିକୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
January 13th, 12:00 pm
ଜନ୍ମଶତବାର୍ଷିକୀର ଏହି ତିନି ଦିନିଆ ଉତ୍ସବ ମଧ୍ୟରେ ଶ୍ରୀ ସୋନାଲ ମା'ଙ୍କ ସ୍ମୃତି ଆମ ସହିତ ରହିଛି। ଭଗବତୀ ସ୍ୱରୂପ ସୋନାଲ ମା' ଏହି କଥାର ଏକ ଜୀବନ୍ତ ଉଦାହରଣ ଥିଲେ ଯେ ଭାରତ ମାଟି କୌଣସି ଯୁଗରେ ଅବତାର ଆତ୍ମାମାନଙ୍କ ଠାରୁ ଖାଲି ରହୁନାହିଁ। ଗୁଜରାଟ ଏବଂ ସୌରାଷ୍ଟ୍ରର ଏହି ଭୂମି ମହାନ ସନ୍ଥ ଏବଂ ବ୍ୟକ୍ତିତ୍ୱଙ୍କ ଭୂମି, ବିଶେଷ କରି । ଅନେକ ସାଧୁ ସନ୍ଥ ଓ ମହାନ ଆତ୍ମା ଏହି ଅଞ୍ଚଳର ସମଗ୍ର ମାନବଜାତିକୁ ନିଜର ଆଲୋକ ବିସ୍ତାର କରିଛନ୍ତି। ପବିତ୍ର ଗିର୍ନାର ଭଗବାନ ଦତ୍ତାତ୍ରେୟ ଏବଂ ଅଗଣିତ ସନ୍ଥଙ୍କ ବାସସ୍ଥଳୀ ଅଟେ । ସୌରାଷ୍ଟ୍ରର ଏହି ଅନନ୍ତ ସନ୍ଥ ପରମ୍ପରାରେ ଶ୍ରୀ ସୋନାଲ ମା ଆଧୁନିକ ଯୁଗ ପାଇଁ ଆଲୋକ ପରି ଥିଲେ । ତାଙ୍କର ଆଧ୍ୟାତ୍ମିକ ଶକ୍ତି, ମାନବିକ ଶିକ୍ଷା, ତପସ୍ୟା, ଏହା ତାଙ୍କ ବ୍ୟକ୍ତିତ୍ୱରେ ଏକ ଚମତ୍କାର ଦିବ୍ୟ ଆକର୍ଷଣ ସୃଷ୍ଟି କରିଥିଲା । ଏହା ଆଜି ମଧ୍ୟ ଜୁନାଗଡ଼ ଏବଂ ମଢ଼ଡ଼ାର ସୋନାଲ ଧାମରେ କରାଯାଇ ପାରିବ।ଭିଡିଓ ବାର୍ତ୍ତା ଜରିଆରେ ଆଈ ଶ୍ରୀ ସୋନାଲ ମାତାଙ୍କ ଜନ୍ମ ଶତବାର୍ଷିକୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
January 13th, 11:30 am
ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ପବିତ୍ର ପୌଷ ମାସରେ ଆଈ ଶ୍ରୀ ସୋନାଲ ମା'ଙ୍କ ଜନ୍ମ ଶତବାର୍ଷିକୀ ପାଳନ କରାଯାଉଛି ଏବଂ ସେ ସୋନାଲ ମାତାଙ୍କ ଆଶୀର୍ବାଦ ପାଇଁ କୃତଜ୍ଞତା ଜ୍ଞାପନ କରିବା ସହିତ ଏହି ପବିତ୍ର କାର୍ଯ୍ୟକ୍ରମ ସହିତ ଜଡିତ ହେବା ଏକ ସୌଭାଗ୍ୟର ବିଷୟ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ସମଗ୍ର ଚରଣ ସମାଜ ଏବଂ ସମସ୍ତ ପ୍ରଶାସକଙ୍କୁ ଅଭିନନ୍ଦନ ଜଣାଇବା ସହ କହିଥିଲେ, ମାଧବ ଧାମ ଚରଣ ସମ୍ପ୍ରଦାୟ ପାଇଁ ଶ୍ରଦ୍ଧା, ଶକ୍ତି, ରୀତିନୀତି ଏବଂ ପରମ୍ପରାର କେନ୍ଦ୍ର। ମୁଁ ଶ୍ରୀ ଆଇଙ୍କ ପାଦ ଆଗରେ ପ୍ରଣାମ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।ଉତ୍ତରପ୍ରଦେଶର ମଥୁରାସ୍ଥିତ ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିର ଦର୍ଶନ ଓ ପୂଜା କଲେ ପ୍ରଧାନମନ୍ତ୍ରୀ
November 23rd, 09:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରାସ୍ଥିତ ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିର ଦର୍ଶନ ଓ ପୂଜା କରିଛନ୍ତି ।ମଥୁରାରେ ସନ୍ଥ ମୀରାବାଈଙ୍କ ୫୨୫ତମ ଜନ୍ମଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 23rd, 07:00 pm
ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବ୍ରଜର ପୂଜ୍ୟ ସନ୍ଥଗଣ, ଉତ୍ତରପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଜୀ, ଆମର ଦୁଇ ଉପମୁଖ୍ୟମନ୍ତ୍ରୀଗଣ, ମନ୍ତ୍ରିମଣ୍ଡଳର ସହଯୋଗୀ ଓ ସହଯୋଗୀଗଣ, ମଥୁରାର ସାଂସଦ ଭଉଣୀ ହେମାମାଳିନୀ ଜୀ ଏବଂ ମୋର ପ୍ରିୟ ବ୍ରଜବାସୀମାନେ!ଉତ୍ତରପ୍ରଦେଶର ମଥୁରାରେ ସନ୍ଥ ମୀରାବାଇଙ୍କ ଜନ୍ମୋତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
November 23rd, 06:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରାଠାରେ ସନ୍ଥ ମୀରାବାଇଙ୍କ ୫୨୫ତମ ଜୟନ୍ତୀ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ସନ୍ଥ ମୀରାବାଇ ଜନ୍ମୋତ୍ସବରେ ଅଂଶଗ୍ରହଣ କରିଛନ୍ତି । ସନ୍ଥ ମୀରା ବାଇଙ୍କ ସମ୍ମାନରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ସ୍ମାରକୀ ଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିଛନ୍ତି । ସେ ଏକ ପ୍ରଦର୍ଶନୀରେ ବୁଲିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଛନ୍ତି। ଏହି ଅବସରରେ ସନ୍ଥ ମୀରାବାଇଙ୍କ ସ୍ମୃତିରେ ବର୍ଷବ୍ୟାପୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା।ନଭେମ୍ବର ୨୩ରେ ‘ସନ୍ଥ ମୀରାବାଈ ଜନ୍ମୋତ୍ସବ’ରେ ଯୋଗଦେବାକୁ ମଥୁରା ଯିବେ ପ୍ରଧାନମନ୍ତ୍ରୀ
November 21st, 06:14 pm
୨୦୨୩ ନଭେମ୍ବର ୨୩ ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଉତ୍ତରପ୍ରଦେଶର ମଥୁରାରେ ସନ୍ଥ ମୀରାବାଈଙ୍କ ୫୨୫ତମ ଜୟନ୍ତୀ ପାଳନ ପାଇଁ ଆୟୋଜନ ହେବାକୁ ଥିବା ‘ସନ୍ଥ ମୀରାବାଈ ଜନ୍ମୋତ୍ସବ’ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାଗ ନେବେ । ପ୍ରଧାନମନ୍ତ୍ରୀ ସନ୍ଥ ମୀରାବାଈ ସମ୍ମାନରେ ଏକ ସ୍ମାରକ ଟିକେଟ ଏବଂ ମୁଦ୍ରା ଜାରି କରିବେ । ଏହି ଅବସରରେ ଆୟୋଜନ ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସେ ଯୋଗଦେବେ । ଏହି କାର୍ଯ୍ୟକ୍ରମ ସନ୍ଥ ମୀରାବାଈଙ୍କ ସ୍ମୃତିରେ ବର୍ଷବ୍ୟାପୀ ଚାଲିବାକୁ ଥିବା କାର୍ଯ୍ୟକ୍ରମ ଆରମ୍ଭର ପ୍ରତୀକ ହେବ ।ନିଶା ନିବାରଣ ଅଭିଯାନରେ ଯୁବପିଢ଼ିଙ୍କ ଅଂଶଗ୍ରହଣ ବୃଦ୍ଧି ଅତ୍ୟନ୍ତ ଉତ୍ସାହଜନକ: ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ବହୁତ ବହୁତ ସ୍ୱାଗତ । ଜୁଲାଇ ମାସ ଅର୍ଥାତ୍ ମୌସୁମୀର ମାସ, ବର୍ଷାର ମାସ । ଗତ କିଛିଦିନ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଉଦ୍ବେଗ ଏବଂ ଅସୁବିଧାରେ ପରିପୂର୍ଣ୍ଣ ଥିଲା । ଯମୁନା ସମେତ ଅନେକ ନଦୀରେ ବନ୍ୟା ଯୋଗୁଁ ଅନେକ ଅଞ୍ଚଳରେ ଲୋକମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି । ପାର୍ବତ୍ୟ ଅଞ୍ଚଳରେ କିଛି ଭୂସ୍ଖଳନର ଘଟଣା ମଧ୍ୟ ଘଟିଛି । ଏହି ସମୟ ମଧ୍ୟରେ ଦେଶର ପଶ୍ଚିମାଞ୍ଚଳ, ବିଶେଷକରି ଗୁଜରାଟର ପୂର୍ବ ଭାଗରେ କିଛିଦିନ ପୂର୍ବରୁ ବାତ୍ୟା ବିପର୍ଯ୍ୟୟ ମଧ୍ୟ ଆସିଥିଲା । କିନ୍ତୁ ବନ୍ଧୁଗଣ, ସାମୁହିକ ପ୍ରଚେଷ୍ଟାର ଶକ୍ତି କ’ଣ, ଏଭଳି ବିପର୍ଯ୍ୟୟଗୁଡ଼ିକ ସମୟରେ ମଧ୍ୟ ଦେଶବାସୀମାନେ ତାହା ପୁଣିଥରେ ଦେଖାଇଦେଇଛନ୍ତି । ସ୍ଥାନୀୟ ଲୋକେ, ଆମ ଏନ୍ଡିଆର୍ଏଫ୍ର ଯବାନ୍ମାନେ, ସ୍ଥାନୀୟ ପ୍ରଶାସନ ଦାୟିତ୍ୱରେ ଥିବା ବ୍ୟକ୍ତିମାନେ ଦିନ ରାତି ପରିଶ୍ରମ କରି ଏଭଳି ବିପର୍ଯ୍ୟୟଗୁଡ଼ିକର ମୁକାବିଲା କରିଛନ୍ତି । ଯେକୌଣସି ବିପତ୍ତିର ମୁକାବିଲା କରିବାରେ ଆମର ସାମର୍ଥ୍ୟ ଏବଂ ସମ୍ବଳର ବିଶେଷ ଭୂମିକା ରହିଥାଏ । କିନ୍ତୁ ଏହାସହିତ ଆମ ସମ୍ବେଦନଶୀଳତା ଏବଂ ଜଣେ ଅନ୍ୟ ଜଣକୁ ସାହାଯ୍ୟ କରିବାର ମନୋଭାବ ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ । ସର୍ବଜନ ହିତାୟର ଏହି ଭାବନା ଭାରତର ପରିଚୟ ଆଉ ଭାରତର ଶକ୍ତି ମଧ୍ୟ ଅଟେ ।ଉତ୍ତରପ୍ରଦେଶର ମଥୁରାରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
May 07th, 11:27 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ମଥୁରା ଠାରେ ଏକ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ।କୋଲକାତାର ଭିକ୍ଟୋରିଆ ମେମୋରିଆଲ ହଲରେ ବିପ୍ଳବୀ ଭଗତ ଗ୍ୟାଲେରୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 23rd, 06:05 pm
ପଶ୍ଚିମ ବଙ୍ଗର ରାଜ୍ୟପାଳ ଶ୍ରୀମାନ ଜଗଦୀପ ଧନଖଡ ମହାଶୟ, କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ କିଶନ ରେଡ୍ଡୀ ମହାଶୟ, ଭିକ୍ଟୋରିଆ ମେମୋରିଆଲ ହଲ୍ ସହିତ ଯୋଡ଼ି ହୋଇଥିବା ସମସ୍ତ ମହାନୁଭବ, ବିଶ୍ୱବିଦ୍ୟାଳୟର ଉପ କୁଳପତି, କଳା ଏବଂ ସଂସ୍କୃତି ଜଗତର ପ୍ରତିଷ୍ଠିତ ବ୍ୟକ୍ତିଗଣ, ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ସହିଦ ଦିବସ ଅବସରରେ କୋଲକାତାସ୍ଥିତ ଭିକ୍ଟୋରିଆ ମେମୋରିଆଲ୍ ହଲ୍ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିପ୍ଲବୀ ଭାରତ ଗ୍ୟାଲେରୀ ଉଦ୍ଘାଟିତ
March 23rd, 06:00 pm
ଆଜି ସହିଦ ଦିବସ ଅବସରରେ, ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନସିଂ ଦ୍ୱାରା କୋଲକାତାର ଭିକ୍ଟୋରିଆ ମେମୋରିଆଲ୍ ହଲ୍ ଠାରେ ବିପ୍ଲୋବୀ ଭାରତ ଗ୍ୟାଲେରୀକୁ ଉଦ୍ଘାଟନ କରିଛନ୍ତି । ପଶ୍ଚିମବଙ୍ଗର ରାଜ୍ୟପାଳ ଶ୍ରୀ ଜଗଦୀପ ଧନକର ଏବଂ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜି. କିଷାନ ରେଡ୍ଡୀ ମଧ୍ୟ ଏହି ଅବସରରେ ମଧ୍ୟ ଉପସ୍ଥିତ ଥିଲେ ।Congress, Samajwadi party have remained hostage to one family for the past several decades: PM Modi in Amethi, UP
February 24th, 12:35 pm
Prime Minister Narendra Modi today addressed public meetings in Uttar Pradesh’s Amethi and Prayagraj. PM Modi started his address by highlighting that after a long time, elections in UP are being held where a government is seeking votes based on development works done by it, based on works done in the interest of the poor and based on an improved situation of Law & Order.PM Modi addresses public meetings in Amethi and Prayagraj, Uttar Pradesh
February 24th, 12:32 pm
Prime Minister Narendra Modi today addressed public meetings in Uttar Pradesh’s Amethi and Prayagraj. PM Modi started his address by highlighting that after a long time, elections in UP are being held where a government is seeking votes based on development works done by it, based on works done in the interest of the poor and based on an improved situation of Law & Order.ବିଜେପି ପାଇଁ ପୂରା ଉତ୍ତରପ୍ରଦେଶ ଏକ ପରିବାର: ମୋଦି
February 06th, 01:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରା, ଆଗ୍ରା ଏବଂ ବୁଲନ୍ଦସହରରେ ଏକ ଭର୍ଚୁଆଲ୍ ଜନ ଚୌପାଲଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଦୁଃଖ ପ୍ରକାଶ କରି କିମ୍ବଦନ୍ତୀ ଗାୟିକା ଲତା ମଙ୍ଗେସକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ ଏହି ଭେଟେରାନ ଗାୟିକା ଆମ ଦେଶରେ ଏକ ଶୂନ୍ୟସ୍ଥାନ ଛାଡିଛନ୍ତି ଯାହା କେବେ ପୂରଣ ହୋଇପାରିବ ନାହିଁ।ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରପ୍ରଦେଶର ମଥୁରା, ଆଗ୍ରା ଏବଂ ବୁଲନ୍ଦସହରରେ ଏକ ଭର୍ଚୁଆଲ୍ ରାଲିକୁ ସମ୍ବୋଧିତ କରିଛନ୍ତି
February 06th, 01:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରା, ଆଗ୍ରା ଏବଂ ବୁଲନ୍ଦସହରରେ ଏକ ଭର୍ଚୁଆଲ୍ ଜନ ଚୌପାଲଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଦୁଃଖ ପ୍ରକାଶ କରି କିମ୍ବଦନ୍ତୀ ଗାୟିକା ଲତା ମଙ୍ଗେସକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ ଏହି ଭେଟେରାନ ଗାୟିକା ଆମ ଦେଶରେ ଏକ ଶୂନ୍ୟସ୍ଥାନ ଛାଡିଛନ୍ତି ଯାହା କେବେ ପୂରଣ ହୋଇପାରିବ ନାହିଁ।