ଜୟନ୍ତୀ ଅବସରରେ ମୌଲାନା ଅବୁଲ କାଲାମ ଆଜାଦଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
November 11th, 09:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ମୌଲାନା ଅବୁଲ କାଲାମ ଆଜାଦଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଜଣେ ନିଆରା ଚିନ୍ତାନାୟକ ଓ ବୁଦ୍ଧିଜୀବି ଭାବେ ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ବେଶ ପ୍ରେରଣାଦାୟୀ ଥିଲା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ଆଚାର୍ଯ୍ୟ ଜେ.ବି କୃପାଳିନୀ ଓ ମୌଲାନା ଅବୁଲ କଲାମ ଆଜାଦଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
November 11th, 10:08 am
ଆଚାର୍ଯ୍ୟ ଜେ.ବି କୃପାଳିନୀ ଓ ମୌଲାନା ଅବୁଲ କଲାମ ଆଜାଦଙ୍କ ଜନ୍ମବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।