ମରିସସ୍ର ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତର ଫଳାଫଳ
September 11th, 02:10 pm
ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଓ ମରିସସ୍ର ଟର୍ସିଆରି ଶିକ୍ଷା, ବିଜ୍ଞାନ ଓ ଗବେଷଣା ମନ୍ତ୍ରାଳୟ ମଧ୍ୟରେ ବୁଝାମଣାପତ୍ରଭାରତ-ମରିସସ୍ ମିଳିତ ଘୋଷଣାନାମା: ସ୍ୱତନ୍ତ୍ର ଅର୍ଥନୈତିକ ପ୍ୟାକେଜ୍
September 11th, 01:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣରେ ମରିସସ୍ ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମ୍ ଭାରତ ଗସ୍ତରେ ଆସିଥିଲେ। ଦୁଇ ପ୍ରଧାନମନ୍ତ୍ରୀ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଅତ୍ୟନ୍ତ ଉପଯୋଗୀ ଆଲୋଚନା କରିଥିଲେ। ମରିସସ୍ ସରକାରଙ୍କ ଅନୁରୋଧରେ, ଭାରତ ଏବଂ ମରିସସ୍ ଦ୍ୱାରା ମିଳିତ ଭାବରେ କାର୍ଯ୍ୟାନ୍ୱୟନ ପାଇଁ ନିମ୍ନଲିଖିତ ପ୍ରକଳ୍ପଗୁଡ଼ିକ ନୀତିଗତ ଭାବରେ ଚୂଡ଼ାନ୍ତ ହୋଇଛି।ମରିସସ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 11th, 12:30 pm
ଏହା ମୋ ପାଇଁ ଗର୍ବର କଥା ଯେ, ମୁଁ ଆପଣଙ୍କୁ ମୋର ସଂସଦୀୟ କ୍ଷେତ୍ରରେ ସ୍ୱାଗତ କରିବାର ସୁଯୋଗ ପାଇଛି। କାଶୀ ଅନାଦି କାଳରୁ ଭାରତର ସଭ୍ୟତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ହୋଇଆସିଛି ।୧୧ ସେପ୍ଟେମ୍ବର: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ପ୍ରଦେଶ-ଉତ୍ତରାଖଣ୍ଡ ଗସ୍ତ
September 10th, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୧ ତାରିଖରେ ଉତ୍ତର ପ୍ରଦେଶ ଏବଂ ଉତ୍ତରାଖଣ୍ଡ ଗସ୍ତ କରିବେ ।୭୯ତମ ସ୍ୱାଧୀନତା ଦିବସରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
August 15th, 07:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସଅବସରରେ ଶୁଭେଚ୍ଛା ଏବଂ ଶୁଭକାମନା ପାଇଁ ବିଶ୍ୱନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।ମରିସସ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 24th, 09:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ଆଜି ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି ।Today, when one sees India, then they can be rest assured that Democracy can deliver: PM at ABP Network India@2047 Summit
May 06th, 08:04 pm
PM Modi, at the ABP News India@2047 Summit in Bharat Mandapam, hailed India's bold strides towards becoming a developed nation. Applauding the inspiring journeys of Drone Didis and Lakhpati Didis, he spotlighted key reforms, global trade pacts, and the transformative impact of DBT—underscoring his government's unwavering commitment to Nation First.Prime Minister Shri Narendra Modi addresses ABP Network India@2047 Summit
May 06th, 08:00 pm
PM Modi, at the ABP News India@2047 Summit in Bharat Mandapam, hailed India's bold strides towards becoming a developed nation. Applauding the inspiring journeys of Drone Didis and Lakhpati Didis, he spotlighted key reforms, global trade pacts, and the transformative impact of DBT—underscoring his government's unwavering commitment to Nation First.When growth is driven by aspirations, it becomes inclusive and sustainable: PM Modi at Rising Bharat Summit
April 08th, 08:30 pm
PM Modi addressed the News18 Rising Bharat Summit. He remarked on the dreams, determination, and passion of the youth to develop India. The PM highlighted key initiatives, including zero tax on income up to ₹12 lakh, 10,000 new medical seats and 6,500 new IIT seats, 50,000 new Atal Tinkering Labs and over 52 crore Mudra Yojana loans. The PM congratulated the Parliament for enacting Waqf law.ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
April 08th, 08:15 pm
ମଙ୍ଗଳବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେଇଛନ୍ତି । ଭାରତ ତଥା ସାରା ବିଶ୍ୱର ଅନେକ ନେତାଙ୍କ ସହ ଭାବ ବିନିମୟ କରିବାର ସୁଯୋଗ ଦେଇଥିବାରୁ ନ୍ୟୁଜ ୧୮ ନେଟବାର୍କକୁ ପ୍ରଧାନମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ । ଭାରତର ଯୁବବର୍ଗଙ୍କ ଆକାଂକ୍ଷାକୁ ଫୋକସ କରିଥିବାରୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଚଳିତ ବର୍ଷ ପ୍ରାରମ୍ଭରେ ଭାରତ ମଣ୍ଡପମରେ ବିବେକାନନ୍ଦ ଜୟନ୍ତୀ ପାଳନ ଅବସରରେ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ କଥା ମନେ ପକାଇ ଭାରତବର୍ଷକୁ ଏକ ବିକଶିତ ଦେଶରେ ପରିଣତ କରିବା ପାଇଁ ଯୁବକମାନଙ୍କର ରହିଥିବା ସ୍ୱପ୍ନ ଓ ଆକାଂକ୍ଷା ପ୍ରଧାନମନ୍ତ୍ରୀ କହିଥିଲେ । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣ ଲକ୍ଷ୍ୟରେ ସବୁସ୍ତରରେ ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ସେ କହିଥିଲେ । ତେବେ ଅମୃତ କାଳ ସୃଷ୍ଟି କରିବା ପାଇଁ ଏହି ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ପ୍ରଧାନମନ୍ତ୍ରୀ ଦୋହରାଇ ଥିଲେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
March 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜିର ଏହି ପବିତ୍ର ଦିନରେ ମୋତେ ଆପଣମାନଙ୍କ ସହ ମନର କଥା ହେବାକୁ ସୁଯୋଗ ମିଳିଛି । ଆଜି ହେଉଛି ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଚୈତ୍ର ନବରାତ୍ର ଆରମ୍ଭ ହେଉଛି । ଆଜିଠାରୁ ଭାରତୀୟ ନବବର୍ଷ ମଧ୍ୟ ଆରମ୍ଭ ହେଉଛି । ଏଥର ବିକ୍ରମ ସମ୍ବତ୍ସର ୨୦୮୨ ଆରମ୍ଭ ହେଉଛି । ବର୍ତ୍ତମାନ ମୋ ଆଗରେ ଆପଣମାନଙ୍କର ଅନେକ ଚିଠି ରହିଛି । କିଛି ବିହାରରୁ ଆସିଛି, କିଛି ପଶ୍ଚିମବଙ୍ଗରୁ, କିଛି ତାମିଲନାଡ଼ୁରୁ ଆସିଛି ତ ଆଉ କିଛି ଗୁଜରାଟରୁ । ଏସବୁରେ ଖୁବ ଆକର୍ଷକ ଢଙ୍ଗରେ ଲୋକେ ନିଜର ମନର କଥା ଲେଖି ପଠାଇଛନ୍ତି । ଅନେକ ଚିଠିରେ ଶୁଭେଚ୍ଛା ଓ ଅଭିନନ୍ଦନ ବାର୍ତ୍ତା ମଧ୍ୟ ରହିଛି । କିଛି ବାର୍ତ୍ତା ଆପଣମାନଙ୍କୁ ଶୁଣାଇବାକୁ ମୋର ଇଚ୍ଛା ହେଉଛି ।ମହାକୁମ୍ଭ ଉପରେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 18th, 01:05 pm
ମୁଁ ଏଠାରେ ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭ ଉପରେ ଏକ ବିବୃତ୍ତି ଦେବା ପାଇଁ ଉପସ୍ଥିତ ହୋଇଛି। ଏହି ସଦନ ମାଧ୍ୟମରେ, ମୁଁ ଲକ୍ଷ ଲକ୍ଷ ଦେଶବାସୀଙ୍କୁ ମୋର ପ୍ରଣାମ ଜଣାଉଛି, ଯେଉଁମାନଙ୍କର ଅବଦାନ ଦ୍ୱାରା ମହାକୁମ୍ଭ ମେଳାର ସଫଳ ଆୟୋଜନ ହୋଇଥିଲା । ମହାକୁମ୍ଭର ସଫଳତା ସୁନିଶ୍ଚିତ କରିବାରେ ଅନେକ ବ୍ୟକ୍ତିମାନଙ୍କର ଅବଦାନ ରହିଛି । ମୁଁ ସରକାର, ସମାଜ ଏବଂ ସମସ୍ତ ଉତ୍ସର୍ଗୀକୃତ କର୍ମୀଙ୍କୁ ଅଭିନନ୍ଦନ ଜଣାଉଛି। ମୁଁ ଦେଶବ୍ୟାପୀ ଭକ୍ତ, ଉତ୍ତର ପ୍ରଦେଶର ଜନସାଧାରଣ ଏବଂ ବିଶେଷକରି ପ୍ରୟାଗରାଜର ନାଗରିକମାନଙ୍କୁ ମଧ୍ୟ ମୋର କୃତଜ୍ଞତା ଜଣାଉଛି।କୁମ୍ଭମେଳାର ସଫଳ ସମାପନ ସଂପର୍କରେ ଲୋକସଭାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
March 18th, 12:10 pm
ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ କୁମ୍ଭମେଳାର ସଫଳ ସମାପନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ଉଦବୋଧନ ଦେଇଥିଲେ। ଯେଉଁ ଅଗଣିତ ନାଗରିକଙ୍କ ଉଦ୍ୟମରେ କୁମ୍ଭମେଳାର ଭବ୍ୟ ସଫଳତା ମିଳିଥିଲା ସେମାନଙ୍କୁ ସେ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ। ମହାକୁମ୍ଭକୁ ସଫଳ କରିବାରେ ବିଭିନ୍ନ ବ୍ୟକ୍ତି ବିଶେଷ ଓ ଗୋଷ୍ଠୀର ସାମୂହିକ ଅବଦାନ ଉପରେ ଆଲୋକପାତ କରି ସେ ସରକାର, ସମାଜ ଏବଂ ଏଥିରେ ସମ୍ପୃକ୍ତ ସମସ୍ତ ଉତ୍ସର୍ଗୀକୃତ କର୍ମୀଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ସମଗ୍ର ଦେଶରେ ଶ୍ରଦ୍ଧାଳୁ, ବିଶେଷ କରି ଉତ୍ତରପ୍ରଦେଶବାସୀ ଏବଂ ପ୍ରୟାଗରାଜବାସୀଙ୍କ ଅମୂଲ୍ୟ ସମର୍ଥନ ଏବଂ ଅଂଶଗ୍ରହଣ ପାଇଁ ଶ୍ରୀ ମୋଦୀ କୃତଜ୍ଞତା ଜ୍ଞାପନ କରିଥିଲେ।ଗଙ୍ଗା ତାଲାବ ବୁଲିରେ ପ୍ରଧାନମନ୍ତ୍ରୀ
March 12th, 05:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମରିସସରେ ଗଙ୍ଗା ତାଲାବ ବୁଲିଛନ୍ତି । ସେ ସେଠାରେ ପ୍ରାର୍ଥନା କରିବା ସହ ପବିତ୍ର ତ୍ରିବେଣୀ ସଙ୍ଗମରୁ ନେଇଥିବା ପବିତ୍ର ଗଙ୍ଗା ଜଳ ବିସର୍ଜନ କରିଥିଲେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ୍ ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମ ମରିସସରେ ଅଟଳ ବିହାରୀ ବାଜପେୟୀ ଇନଷ୍ଟିଚ୍ୟୁଟ୍ ଅଫ୍ ପବ୍ଲିକ୍ ସର୍ଭିସ୍ ଆଣ୍ଡ ଇନୋଭେସନକୁ ମିଳିତ ଭାବେ ଉଦଘାଟନ କରିଛନ୍ତି
March 12th, 03:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମ ଆଜି ମରିସସର ରେଡୁଇଟ୍ ଠାରେ ଅଟଳ ବିହାରୀ ବାଜପେୟୀ ଇନଷ୍ଟିଚ୍ୟୁଟ୍ ଅଫ୍ ପବ୍ଲିକ୍ ସର୍ଭିସ୍ ଆଣ୍ଡ ଇନୋଭେସନକୁ ମିଳିତ ଭାବେ ଉଦଘାଟନ କରିଛନ୍ତି । ଭାରତ-ମରିସସ୍ ବିକାଶ ଭାଗିଦାରୀ ଅଧୀନରେ କାର୍ଯ୍ୟକାରୀ ହୋଇଥିବା ଏହି ଐତିହାସିକ ପ୍ରକଳ୍ପ ମରିସସରେ ଦକ୍ଷତା ବିକାଶ ପାଇଁ ଭାରତର ପ୍ରତିବଦ୍ଧତାକୁ ଦର୍ଶାଉଛି।ମରିସସ ଜାତୀୟ ଦିବସ ସମାରୋହରେ ସେଠାକାର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
March 12th, 03:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସ୍ ସାଧାରଣତନ୍ତ୍ରର ୫୭ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି।ଗ୍ରାଣ୍ଡ କମାଣ୍ଡର୍ ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର୍ ଆଣ୍ଡ କି ଅଫ୍ ଦ ଇଣ୍ଡିଆନ ଓସନ୍ (ଜିସିଏସକେ) ପୁରସ୍କାରରେ ସମ୍ମାନିତ ହେବା ପରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
March 12th, 03:00 pm
ମରିସସର ସର୍ବୋଚ୍ଚ ଜାତୀୟ ପୁରସ୍କାର ପାଇଥିବାରୁ ମୁଁ ହାର୍ଦ୍ଦିକ କୃତଜ୍ଞତା ବ୍ୟକ୍ତ କରୁଛି। ଏହି ସମ୍ମାନ କେବଳ ମୋ ପାଇଁ ନୁହେଁ। ଏହା ୧୪୦ କୋଟି ଭାରତୀୟଙ୍କ ସମ୍ମାନ। ଏହା ଭାରତ ଏବଂ ମରିସସ୍ ମଧ୍ୟରେ ଶହ ଶହ ବର୍ଷ ପୁରୁଣା ସାଂସ୍କୃତିକ ଏବଂ ଐତିହାସିକ ଆତ୍ମୀୟ ବନ୍ଧନ ପ୍ରତି ଏକ ସମ୍ମାନ। ଏହା ହେଉଛି ଆଞ୍ଚଳିକ ଶାନ୍ତି, ପ୍ରଗତି, ସୁରକ୍ଷା ଏବଂ ଦୀର୍ଘସ୍ଥାୟୀ ବିକାଶ ପ୍ରତି ଆମର ସହଭାଗୀ ପ୍ରତିବଦ୍ଧତାର ସ୍ୱୀକୃତି। ଆଉ ଏହା ଗ୍ଲୋବାଲ ସାଉଥ୍ ର ସହଭାଗୀ ଆଶା ଓ ଆକାଂକ୍ଷାର ପ୍ରତୀକ। ମୁଁ ଏହି ପୁରସ୍କାରକୁ ସମ୍ପୂର୍ଣ୍ଣ ବିନମ୍ରତା ଏବଂ କୃତଜ୍ଞତାର ସହ ଗ୍ରହଣ କରୁଛି। ଶହ ଶହ ବର୍ଷ ପୂର୍ବେ ଭାରତରୁ ମରିସସକୁ ଆସିଥିବା ଆପଣମାନଙ୍କ ପୂର୍ବପୁରୁଷମାନଙ୍କୁ ଏବଂ ସେମାନଙ୍କ ସମସ୍ତ ପିଢ଼ିକୁ ମୁଁ ଏହାକୁ ଉତ୍ସର୍ଗ କରୁଛି। ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା, ସେମାନେ ମରିସସର ବିକାଶରେ ଏକ ସୁବର୍ଣ୍ଣ ଅଧ୍ୟାୟ ଲେଖିଥିଲେ ଏବଂ ଏହାର ଜୀବନ୍ତ ବିବିଧତାରେ ଯୋଗଦାନ କରିଥିଲେ। ମୁଁ ମଧ୍ୟ ଏହି ସମ୍ମାନକୁ ଏକ ଦାୟିତ୍ୱ ଭାବେ ଗ୍ରହଣ କରୁଛି। ଆମେ ଭାରତ-ମରିସସ୍ ରଣନୀତିକ ଭାଗିଦାରୀକୁ ଅଧିକ ଉପରକୁ ନେଇଯିବା ଲାଗି ପ୍ରୟାସ ଜାରି ରଖିବୁ, ଏଥିପାଇଁ ମୁଁ ଆମର ପ୍ରତିବଦ୍ଧତାକୁ ଦୋହରାଉଛି।India-Mauritius Joint Vision for an Enhanced Strategic Partnership
March 12th, 02:13 pm
PM Modi, during his visit to Mauritius, held productive talks with PM Dr. Navinchandra Ramgoolam, reaffirming the deep-rooted ties between India and Mauritius, built on shared history, culture, and values. They acknowledged the growing Comprehensive Strategic Partnership across trade, infrastructure, climate, and healthcare, committed to fostering prosperity, sustainable development, and regional stability.ଫଳାଫଳ ତାଲିକା : ପ୍ରଧାନମନ୍ତ୍ରୀଙ୍କ ମରିସସ୍ ଗସ୍ତ
March 12th, 01:56 pm
ସୀମାପାର କାରବାର ନିମନ୍ତେ ସ୍ଥାନୀୟ ମୁଦ୍ରା (ଆଇଏନ୍ଆର୍ କିମ୍ବା ଏମ୍ୟୁଆର୍) ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ଏକ ରୂପରେଖ ପ୍ରସ୍ତୁତ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଏବଂ ବ୍ୟାଙ୍କ ଅଫ୍ ମରିସସ୍ ବ୍ୟାଙ୍କ ମଧ୍ୟରେ ଚୁକ୍ତି ।Our vision for the Global South will go beyond SAGAR-it will be MAHASAGAR: PM Modi
March 12th, 12:30 pm
During his visit to Mauritius, PM Modi emphasized the deep-rooted ties between the two nations, announcing an 'Enhanced Strategic Partnership' with PM Ramgoolam. India will assist in building a new Parliament, modernizing infrastructure, and strengthening security. With a focus on digital innovation, trade, and cultural ties, PM Modi reaffirmed India’s commitment to regional growth and cooperation.