ଭାରତର ପ୍ରଧାନମନ୍ତ୍ରୀ ଏବଂ ଫ୍ରାନ୍ସର ରାଷ୍ଟ୍ରପତି ମାଜାରଗ୍ୟୁସ୍ ଯୁଦ୍ଧ ସମାଧିସ୍ଥଳ ପରିଦର୍ଶନ କରିଛନ୍ତି

February 12th, 04:57 pm

12.01.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି ସକାଳେ ମାର୍ସିଲିର ମାଜାରଗ୍ୟୁସ୍ ଯୁଦ୍ଧ ସମାଧି ସ୍ଥଳ ପରିଦର୍ଶନ କରିଥିଲେ ଓ ପ୍ରଥମ ଏବଂ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ପ୍ରାଣ ହରାଇଥିବା ଭାରତୀୟ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଉଭୟ ନେତା ମୃତକଙ୍କ ବଳିଦାନକୁ ସମ୍ମାନ ଜଣାଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।