Prime Minister condoles the passing of prolific writer, thinker and public intellectual, Shri Balbir Punj
April 19th, 12:08 am
The Prime Minister, Shri Narendra Modi has expressed grief over the demise of prolific writer, thinker and public intellectual Shri Balbir Punj.Harivansh Ji plays a key role in instilling confidence that the country can make a significant leap forward: PM Modi in the Rajya Sabha
April 17th, 11:10 am
Addressing the Rajya Sabha, PM Modi extended heartfelt congratulations to Shri Harivansh on his election as Dy Chairman of the House. Lauding Harivansh Ji’s remarkable contributions to journalism, the PM said that new Members of Parliament from both Houses could learn immensely from his insights. The PM also highlighted the significant work done by Harivansh Ji across various sectors.ରାଜ୍ୟସଭାରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
April 17th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଲଗାତାର ତୃତୀୟ ଥର ପାଇଁ ରାଜ୍ୟସଭାର ଉପାଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀ ହରିବଂଶଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏହି ଐତିହାସିକ ସଫଳତା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହା ଶ୍ରୀ ହରିବଂଶଙ୍କ ପ୍ରତି ସଦନର ଗଭୀର ବିଶ୍ୱାସ ଏବଂ ଏହି ଅନୁଷ୍ଠାନକୁ ସେ ଆଣିଥିବା ମୂଲ୍ୟବାନ ଅଭିଜ୍ଞତାକୁ ପ୍ରତିଫଳିତ କରିଥାଏ । କ୍ରମାଗତ ତୃତୀୟ ଥର ପାଇଁ ନିର୍ବାଚିତ ହେବା ତାଙ୍କର ଅଭିଜ୍ଞତା, ସମାବେଶୀ ଆଭିମୁଖ୍ୟ ଏବଂ ମର୍ଯ୍ୟାଦାପୂର୍ଣ୍ଣ କାର୍ଯ୍ୟଶୈଳୀ ଉପରେ ସଦନର ଅନୁମୋଦନ ବୋଲି ଶ୍ରୀ ମୋଦୀ କହିଥିଲେ ।ଏପ୍ରିଲ ୧୩ରେ ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’ରେ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ
April 12th, 04:43 pm
ଆସନ୍ତାକାଲି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଜାତୀୟ ସ୍ତରର ‘‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’’ ଆୟୋଜନ କରାଯିବ। ଏଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ। ସେ ମଧ୍ୟ ଏକ ଜନସଭାକୁ ସମ୍ବୋଧିତ କରିବେ।ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
February 08th, 08:35 am
ପ୍ରଥମେ, ମୁଁ ମୋର ଘନିଷ୍ଠ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କର ହୃଦୟସ୍ପର୍ଶୀ ଓ ଭବ୍ୟ ସ୍ୱାଗତ ପାଇଁ ସହୃଦୟତାର ସହିତ କୃତଜ୍ଞତା ଜଣାଉଛି। ଗତ ବର୍ଷ, ମୁଁ ଏସିଆନ୍ ଶିଖର ସମ୍ମିଳନୀ ପାଇଁ ମାଲେସିଆ ଯାତ୍ରା କରିପାରି ନଥିଲି। କିନ୍ତୁ ମୁଁ ମୋର ପ୍ରିୟ ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ଯଥାଶୀଘ୍ର ମାଲେସିଆ ଗସ୍ତ କରିବି। ଆଜି, ୨୦୨୬ର ମୋର ପ୍ରଥମ ବିଦେଶ ଯାତ୍ରାରେ, ମୁଁ ମାଲେସିଆ ଆସିଛି।India Malaysia Joint Statement on the occasion of the Official visit by Prime minister of India to Malaysia
February 08th, 08:30 am
At the invitation of Prime Minister of Malaysia, His Excellency, Dato’ Seri Anwar Ibrahim, His Excellency, Shri Narendra Modi, Prime Minister of the Republic of India, undertook an official visit to Malaysia from 7 to 8 February 2026. The visit reflected the deep-rooted friendship and enduring people-to-people ties, based on civilizational connections between the two countries. It reaffirmed the shared commitment of the two Leaders to further consolidate and expand the India–Malaysia Comprehensive Strategic Partnership.ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ଗଣମାଧ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 01st, 10:15 am
ଏହି ଶୀତ କାଳୀନ ଅଧିବେଶନ, ଏହା କେବଳ ଏକ ରୀତିନୀତି ନୁହେଁ। ମୋର ବିଶ୍ୱାସ ଯେ, ଏହି ଶୀତକାଳୀନ ଅଧିବେଶନ ଦେଶକୁ ଦ୍ରୁତ ଗତିରେ ଆଗକୁ ନେବା ପାଇଁ ଚାଲିଥିବା ପ୍ରୟାସକୁ ଶକ୍ତି ଯୋଗାଇବା ପାଇଁ ମଧ୍ୟ କାର୍ଯ୍ୟ କରିବ। ଭାରତ ଗଣତନ୍ତ୍ରରେ ବଞ୍ଚିଛି, ସମୟ ସମୟରେ ଗଣତନ୍ତ୍ରର ଉତ୍ସାହ ଏବଂ ଉଦ୍ଦୀପନାକୁ ଏପରି ଭାବରେ ପ୍ରକାଶ କରିଛି ଯେ ଗଣତନ୍ତ୍ରରେ ବିଶ୍ୱାସ ଦୃଢ ହେବାରେ ଲାଗିଛି। ନିକଟରେ ବିହାରରେ ହୋଇଥିବା ନିର୍ବାଚନରେ ମତଦାନର ରେକର୍ଡ, ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି। ମାଆ ଏବଂ ଭଉଣୀମାନଙ୍କର ବର୍ଦ୍ଧିତ ଯୋଗଦାନ ଏକ ନୂତନ ଆଶା ସୃଷ୍ଟି କରୁଛି, ନିଜ ଉପରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି ହେଉଛି । ଗୋଟିଏ ପଟେ, ଗଣତନ୍ତ୍ରର ଶକ୍ତି ଏବଂ ଏହି ଗଣତାନ୍ତ୍ରିକ ବ୍ୟବସ୍ଥା ମଧ୍ୟରେ ଅର୍ଥବ୍ୟବସ୍ଥାର ଶକ୍ତି ଉପରେ ମଧ୍ୟ ବିଶ୍ୱର ତୀକ୍ଷଣ ନଜର ରହିଛି। ଭାରତ ପ୍ରମାଣ କରିଛି-ଗଣତନ୍ତ୍ର କାର୍ଯ୍ୟକ୍ଷମ କରିପାରିବ। ଯେଉଁ ଗତିରେ ଭାରତର ଅର୍ଥବ୍ୟବସ୍ଥା ଆଜି ନୂଆ ଶିଖର ଛୁଇଁଛି। ଏହା ଆମକୁ କେବଳ ନୂତନ ଆତ୍ମବିଶ୍ୱାସ ଦିଏ ନାହିଁ, ବରଂ ଏକ ବିକଶିତ ଭାରତର ଲକ୍ଷ୍ୟ ଆଡକୁ ଅଗ୍ରସର ହେବାରେ ନୂତନ ଶକ୍ତି ମଧ୍ୟ ଦେଇଥାଏ।ଶୀତକାଳୀନ ଅଧିବେଶନ-୨୦୨୫ ଆରମ୍ଭରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ
December 01st, 10:00 am
ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତ ନିରନ୍ତର ଭାବରେ ଏହାର ଗଣତାନ୍ତ୍ରିକ ପରମ୍ପରାର ଗତିଶୀଳତା ଏବଂ ଆତ୍ମାକୁ ପ୍ରଦର୍ଶନ କରିଚାଲିଛି। ସାମ୍ପ୍ରତିକ ବିହାର ନିର୍ବାଚନର ଉଦାହରଣ ଦେଇ, ସେ ସେଠାରେ ହୋଇଥିବା ରେକର୍ଡ ମତଦାନକୁ ପ୍ରଶଂସା କରିଥିଲେ । ସେ ଏହାକୁ ଦେଶର ଗଣତାନ୍ତ୍ରିକ ଶକ୍ତିର ଏକ ଶକ୍ତିଶାଳୀ ପ୍ରମାଣ ବୋଲି କହିଥିଲେ। ସେ ମହିଳା ଭୋଟରଙ୍କ ବୃଦ୍ଧି ପାଉଥିବା ଅଂଶଗ୍ରହଣକୁ ମଧ୍ୟ ଏକ ଉଲ୍ଲେଖନୀୟ ଏବଂ ଉତ୍ସାହଜନକ ଧାରା ବୋଲି କହିଥିଲେ ଯାହା ଗଣତାନ୍ତ୍ରିକ ପ୍ରକ୍ରିୟାରେ ନୂତନ ଆଶା ଏବଂ ନୂତନ ଆତ୍ମବିଶ୍ୱାସ ଆଣୁଛି । ସେ ଉଲ୍ଲେଖ କରିଥିଲେ ଯେ ଭାରତର ଗଣତାନ୍ତ୍ରିକ ପ୍ରତିଷ୍ଠାନଗୁଡ଼ିକ ମଜବୁତ ହେବା ସହିତ, ଏହି ଗଣତାନ୍ତ୍ରିକ ବ୍ୟବସ୍ଥାଗୁଡ଼ିକ କିପରି ଦେଶର ଅର୍ଥନୈତିକ କ୍ଷମତାକୁ ମଧ୍ୟ ମଜବୁତ କରିଚାଲିଛି ତାହା ଉପରେ ବିଶ୍ୱ ନଜର ରଖିଛି। ପ୍ରଧାନମନ୍ତ୍ରୀ କହିଥିଲେ, ଭାରତ ପ୍ରମାଣ କରିଛି ଯେ ଗଣତନ୍ତ୍ର ସଫଳ ପରିଣାମ ପ୍ରଦାନ କରିପାରିବ। ଯେଉଁ ଗତିରେ ଭାରତର ଅର୍ଥନୈତିକ ଅବସ୍ଥା ନୂତନ ଉଚ୍ଚତାକୁ ଆରୋହଣ କରୁଛି ତାହା ନୂତନ ଆତ୍ମବିଶ୍ୱାସ ପ୍ରଦାନ କରୁଛି ଏବଂ ଆମେ ଏକ ବିକଶିତ ଭାରତର ଲକ୍ଷ୍ୟ ଆଡକୁ ଅଗ୍ରସର ହେଉଥିବାବେଳେ ଏହା ଆମକୁ ନୂଆ ଶକ୍ତି ପ୍ରଦାନ କରୁଛି ।“Today, when one sees India, then they can be rest assured that Democracy can deliver: PM at ABP Network India@2047 Summit
May 06th, 08:04 pm
PM Modi, at the ABP News India@2047 Summit in Bharat Mandapam, hailed India's bold strides towards becoming a developed nation. Applauding the inspiring journeys of Drone Didis and Lakhpati Didis, he spotlighted key reforms, global trade pacts, and the transformative impact of DBT—underscoring his government's unwavering commitment to Nation First.Prime Minister Shri Narendra Modi addresses ABP Network India@2047 Summit
May 06th, 08:00 pm
PM Modi, at the ABP News India@2047 Summit in Bharat Mandapam, hailed India's bold strides towards becoming a developed nation. Applauding the inspiring journeys of Drone Didis and Lakhpati Didis, he spotlighted key reforms, global trade pacts, and the transformative impact of DBT—underscoring his government's unwavering commitment to Nation First.Today, India's youth are demonstrating our immense potential to the world, through their dedication and innovation: PM Modi in Rozgar Mela
April 26th, 11:23 am
PM Modi addressed the Rozgar Mela and distributed more than 51,000 appointment letters to youth. He highlighted that the government is ensuring employment and self-employment opportunities for the country's youth. The PM spoke about the immense opportunity WAVES 2025 summit offers for the youth. He recalled the mantra of ‘Nagrik Devo Bhava,’ and encouraged youth to serve every citizen of India.ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 26th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ୫୧,୦୦୦ରୁ ଅଧିକ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଆଜିଠାରୁ ଏସବୁ ଯୁବକଯୁବତୀମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଦାୟିତ୍ୱ ମିଳୁଛି । ସେ କହିଛନ୍ତି ଯେ ତାଙ୍କର କର୍ତ୍ତବ୍ୟ ମଧ୍ୟରେ ଦେଶର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା, ଆଧୁନିକ ଭିତ୍ତିଭୂମି ନିର୍ମାଣରେ ଯୋଗଦାନ ଦେବା ଏବଂ ଶ୍ରମିକଙ୍କ ଜୀବନରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେମାନେ ଯେଉଁ ଆନ୍ତରିକତାର ସହିତ ସେମାନଙ୍କର ଦାୟିତ୍ୱ ନିର୍ବାହ କରନ୍ତି, ତାହା ଭାରତର ଏକ ବିକଶିତ ରାଷ୍ଟ୍ର ହେବା ଯାତ୍ରାରେ ସକାରାତ୍ମକ ପ୍ରଭାବ ପକାଇବ। ଏହି ଯୁବକଯୁବତୀମାନେ ପୂର୍ଣ୍ଣ ନିଷ୍ଠାର ସହିତ ସେମାନଙ୍କର କର୍ତ୍ତବ୍ୟ ନିର୍ବାହ କରିବେ ବୋଲି ସେ ଆତ୍ମବିଶ୍ବାସ ପ୍ରକାଶ କରିଥିଲେ।India is not just a workforce, we are a world force driving global change: PM Modi
March 01st, 11:00 am
The Prime Minister Shri Narendra Modi participated in the NXT Conclave in the Bharat Mandapam, New Delhi today. Addressing the gathering, he extended his heartfelt congratulations on the auspicious launch of NewsX World. He highlighted that the network includes channels in Hindi, English, and various regional languages, and today, it is going global. He also remarked on the initiation of several fellowships and scholarships, extending his best wishes for these programs.ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
March 01st, 10:34 am
ଶନିବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ହୋଇଥିବା ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି । ନ୍ୟୁଜ ଏକ୍ସ ୱାର୍ଲଡ଼ ଚ୍ୟାନେଲ ଶୁଭ ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସମବେତ ଜନତାକୁ ଉଦବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନିଜ ହୃଦୟରୁ ସଭିଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ହିନ୍ଦୀ, ଇଂରାଜୀ ଓ ଅନ୍ୟାନ୍ୟ ଆଂଚଳିକ ଭାଷାରେ ନିଜ ନେଟବାର୍କ ଖୋଲିଥିବା ଏହି ସଂସ୍ଥା ଏବେ ଏକ ବୈଶ୍ୱିକ ଚ୍ୟାନେଲରେ ପରିଣତ ହୋଇପାରିଛି । ବିଭିନ୍ନପ୍ରକାର ସ୍କଲାରସିପ ଓ ଫେଲୋସିପ ଆରମ୍ଭ କରାଯାଇଥିବାରୁ ସେ ଏଥିପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ ।Media and Entertainment sector poised for a Significant Leap
September 18th, 04:24 pm
The Union Cabinet has approved the establishment of the National Centre of Excellence (NCoE) for Animation, Visual Effects, Gaming, Comics, and Extended Reality (AVGC-XR) in Mumbai. This initiative aims to enhance skill development, research, and innovation in the AVGC-XR sector, fostering startups and positioning India as a global content hub. It aligns with the Atmanirbhar Bharat initiative, boosting employment and enhancing India's soft power in the media and entertainment industry.ମୁମ୍ବାଇଠାରେ ଭାରତୀୟ ସମ୍ବାଦପତ୍ର ସୋସାଇଟି ଟାୱାରଠାରେ ପ୍ରଧାନମନ୍ତ୍ରୀଙ୍କ ପ୍ରଦତ୍ତ ଅଭିଭାଷଣ
July 13th, 09:33 pm
ସର୍ବ ପ୍ରଥମେ ମୁଁ ଇଣ୍ଡିଆନ୍ ନ୍ୟୁଜ୍ପେପର ସୋସାଇଟିର ସମସ୍ତ ସଦସ୍ୟମାନଙ୍କୁ ବହୁତ ବହୁତ ଅଭିନନ୍ଦନ ଜ୍ଞାପନ କରୁଛି । ଆଜି ଆପଣମାନଙ୍କୁ ସମସ୍ତଙ୍କୁ ମୁମ୍ବାଇରେ ଏକ ବିଶାଳ ଏବଂ ଆଧୁନିକ ଭବନ ପ୍ରାପ୍ତ ହୋଇଛି । ମୁଁ ଆଶା କରୁଛି ଯେ ଏହି ନୂତନ ଭବନ ଆପଣମାନଙ୍କ କାମକାର୍ଯ୍ୟକୁ ବିସ୍ତାରିତ କରିବାରେ ସହାୟକ ହେବ । ଆପଣମାନଙ୍କର ଇଜ୍ ଅଫ୍ ୱାର୍କିଂ ବଢ଼ିବ । ଏହା ଫଳରେ ଆମର ଲୋକତନ୍ତ୍ରକୁ ବଳ ପ୍ରାପ୍ତ ହେବ । ଇଣ୍ଡିଆନ ନ୍ୟୁଜ୍ପେପର ସୋସାଇଟି ତ ସ୍ୱାଧୀନତା ପୂର୍ବରୁ ଏହାର ଅସ୍ତିତ୍ୱ ଜାହିର କରିଥିବା ସଂସ୍ଥାମାନଙ୍କ ମଧ୍ୟରୁ ଅନ୍ୟତମ । ଏବଂ ସେଥିପାଇଁ ଆପଣମାନେ ସଭିଏଁ ଦେଶର ଏହି ଯାତ୍ରାର ପ୍ରତ୍ୟେକ ଉତ୍ତରଣ- ଅବରୋହଣକୁ ଅତି ନିକଟରୁ ଲକ୍ଷ୍ୟ କରିଛନ୍ତି । ସେହି ସମୟ ସହିତ ଆପଣମାନେ ଜୀବନ ବଞ୍ôଚଛନ୍ତି ଏବଂ ଆଜିର ଜନସାଧାରଣଙ୍କୁ ମଧ୍ୟ ଏକଥା ସୂଚୀତ କରିଛନ୍ତି । ସେଥିପାଇଁ ଏକ ସଂଗଠନ ଭାବରେ ଆପଣମାନଙ୍କ କାମ ଯେତିକି ପ୍ରଭାବୀ ହେବ, ଦେଶକୁ ଏହାର ସେତିକି ସୁଫଳ ପ୍ରାପ୍ତ ହେବ ।ମହାରାଷ୍ଟ୍ରର ମୁମ୍ବାଇରେ ଇଣ୍ଡିଆନ୍ ନ୍ୟୁଜ୍ ପେପର ସୋସାଇଟି (ଆଇଏନ୍ଏସ୍) ଟାୱାର ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
July 13th, 07:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସର ଜି-ବ୍ଲକରେ ଇଣ୍ଡିଆନ୍ ନ୍ୟୁଜ୍ ପେପର ସୋସାଇଟି (ଆଇଏନଏସ) ସେକ୍ରେଟାରିଏଟ୍ ପରିଦର୍ଶନ କରିବା ଅବସରରେ ଆଇଏନଏସ ଟାୱାରକୁ ଉଦଘାଟନ କରିଛନ୍ତି । ଏହି ନୂତନ କୋଠା ମୁମ୍ବାଇରେ ଏକ ଆଧୁନିକ ଏବଂ ଦକ୍ଷ କାର୍ଯ୍ୟାଳୟ ସ୍ଥାନ ପାଇଁ ଆଇଏନଏସର ସଦସ୍ୟମାନଙ୍କର ବିକଶିତ ଆବଶ୍ୟକତାକୁ ପୂରଣ କରିବ ଏବଂ ମୁମ୍ବାଇର ଖବରକାଗଜ ଶିଳ୍ପ ପାଇଁ ପ୍ରମୁଖ କେନ୍ଦ୍ର ଭାବରେ କାର୍ଯ୍ୟ କରିବ।PM Modi attends India Today Conclave 2024
March 16th, 08:00 pm
Addressing the India Today Conclave, PM Modi said that he works on deadlines than headlines. He added that reforms are being undertaken to enable India become the 3rd largest economy in the world. He said that 'Ease of Living' has been our priority and we are ensuring various initiatives to empower the common man.India is poised to continue its trajectory of success: PM Modi
November 17th, 08:44 pm
Speaking at the BJP's Diwali Milan event at the party's headquarters in New Delhi, Prime Minister Narendra Modi reiterated his commitment to transform India into a 'Viksit Bharat,' emphasizing that these are not merely words but a ground reality. He also noted that the 'vocal for local' initiative has garnered significant support from the people.PM Modi addresses Diwali Milan programme at BJP HQ, New Delhi
November 17th, 04:42 pm
Speaking at the BJP's Diwali Milan event at the party's headquarters in New Delhi, Prime Minister Narendra Modi reiterated his commitment to transform India into a 'Viksit Bharat,' emphasizing that these are not merely words but a ground reality. He also noted that the 'vocal for local' initiative has garnered significant support from the people.