Ganga Expressway to become new lifeline of Uttar Pradesh’s development: PM Modi in Hardoi
April 29th, 11:35 am
PM Modi inaugurated the 594-km access-controlled Ganga Expressway in Hardoi, calling it a new lifeline for Uttar Pradesh’s development that will boost connectivity, support farmers and create industrial opportunities across multiple districts. He said the expressway will also bring the possibilities of the NCR closer and strengthen the state’s role in the journey towards Viksit Bharat.ଉତ୍ତରପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଦୀର୍ଘ ଆକ୍ସେସ୍ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 29th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେକୁ ଉଦଘାଟନ କରିଛନ୍ତି। ଭଗବାନ ନରସିଂହଙ୍କ ପବିତ୍ର ଭୂମି ଏବଂ ମାତ୍ର କିଛି କିଲୋମିଟର ଦୂରରେ ପ୍ରବାହିତ ମା ଗଙ୍ଗାଙ୍କ ଦିବ୍ୟ ଉପସ୍ଥିତିକୁ ପ୍ରଣିପାତ କରି ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ ଦୃଢ଼ ଭାବରେ କହିଥିଲେ ଯେ ଏ ସମଗ୍ର ଅଞ୍ଚଳ ଗଙ୍ଗାନଦୀର ଆଧ୍ୟାତ୍ମିକ ଏବଂ ପୁଷ୍ଟିକର କୃପାପ୍ରାପ୍ତ ଏକ ତୀର୍ଥସ୍ଥଳ। ଏହି ଏକ୍ସପ୍ରେସୱେ କିଛି ଘଣ୍ଟା ମଧ୍ୟରେ ପବିତ୍ର ସ୍ଥାନକୁ ଯାତ୍ରାକୁ ରୂପାନ୍ତରିତ କରିବ ବୋଲି ଉଲ୍ଲେଖ କରି ମୋଦୀ କହିଥିଲେ,ଉତ୍ତର ପ୍ରଦେଶକୁ ଏକ୍ସପ୍ରେସୱେ ମଧ୍ୟ ମା ଗଙ୍ଗାଙ୍କ ଆଶୀର୍ବାଦ।PM to visit Uttar Pradesh on 28-29 April
April 26th, 03:46 pm
PM Modi will visit Uttar Pradesh on 28-29 April. During the visit, he will participate in a Mahila Sammelan and also launch various development projects worth around ₹6,350 crore in Varanasi. Later, he will perform darshan and pooja at the Shri Kashi Vishwanath Temple and inaugurate the Ganga Expressway in Hardoi. The expressway will drive holistic economic growth across the state.The Dehradun-Delhi Economic Corridor will transform the entire region: PM Modi in Uttarakhand
April 14th, 01:25 pm
PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.Prime Minister Shri Narendra Modi inaugurates Delhi–Dehradun Economic Corridor
April 14th, 01:20 pm
PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି
March 29th, 11:30 am
ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 12:15 pm
ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 28th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 03:54 pm
ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।ଉତ୍ତର ପ୍ରଦେଶର ମିରଟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର
February 22nd, 01:30 pm
ଉତ୍ତର ପ୍ରଦେଶର ସମ୍ମାନନୀୟ ଏବଂ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ପଙ୍କଜ ଚୌଧୁରୀ ଜୀ, ଜୟନ୍ତ ଚୌଧୁରୀ ଜୀ, ଉତ୍ତର ପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ୟୁପି ସରକାରଙ୍କ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀମାନେ, ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ଏଠାରେ ଏକତ୍ରିତ ହୋଇଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ!ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡରକୁ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 22nd, 01:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେରଠରେ ନମୋ ଭାରତ ରାପିଡ୍ ରେଳ ଏବଂ ମେରଠ ମେଟ୍ରୋ ମାର୍ଗକୁ ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପ ‘ବିକଶିତ ଉତ୍ତର ପ୍ରଦେଶ' ଏବଂ ବିକଶିତ ଭାରତ’ ଲକ୍ଷ୍ୟକୁ ଗତିଶୀଳ କରିବ ବୋଲି ସେ କହିଛନ୍ତି। ଭାରତରେ ପ୍ରଥମ ଥର ପାଇଁ ଗୋଟିଏ ପ୍ଲାଟଫର୍ମରୁ ଗୋଟିଏ ଦିନରେ ଗୋଟିଏ ରାପିଡ୍ ରେଳ ଏବଂ ମେଟ୍ରୋ ସେବା ଆରମ୍ଭ ହୋଇଛି।Uttar Pradesh is set to emerge as a major hub for the nation’s Semiconductor Ecosystem: PM Modi
February 21st, 05:30 pm
PM Modi participated in the groundbreaking ceremony of HCL-Foxconn Semiconductor Unit in Uttar Pradesh. Speaking via VC, he lauded the ceremony as a historic milestone in India’s journey toward becoming a global semiconductor hub. He remarked that India has accelerated its pace in 2026 and highlighted major milestones such as Viksit Bharat Young Leaders Dialogue, National Startup Day and India Energy Summit. The PM credited the Double-Engine Government for changing the identity of Uttar Pradesh.ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି ନରେନ୍ଦ୍ର ମୋଦୀ
February 21st, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ଗ୍ଲୋବାଲ୍ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ପରେ ଭାରତ ବିଶ୍ୱସ୍ତରୀୟ ସେମିକଣ୍ଡକ୍ଟର ହବ୍ ହେବା ଦିଗରେ ଯାତ୍ରାରେ ଏହି ସମାରୋହ ଏକ ଐତିହାସିକ ମାଇଲଖୁଣ୍ଟ।୨୨ ଫେବୃଆରୀରେ ମିରଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
February 20th, 06:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୨ ଫେବୃଆରୀ ୨୦୨୬ରେ ଉତ୍ତର ପ୍ରଦେଶର ମିରଟ ଗସ୍ତ କରିବେ । ମଧ୍ୟ।।ହ୍ନ ପ୍ରାୟ ୧୨:୩୦ ସମୟରେ, ପ୍ରଧାନମନ୍ତ୍ରୀ ଶତାବ୍ଦୀ ନଗର ନମୋ ଭାରତ ଷ୍ଟେସନରେ ମିରଟ ମେଟ୍ରୋ ଏବଂ ନମୋ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ସେଠାରୁ ସେ ମିରଟ ଦକ୍ଷିଣ ଷ୍ଟେସନ ପର୍ଯ୍ୟନ୍ତ ମେଟ୍ରୋ ଯାତ୍ରା କରିବେ । ପ୍ରାୟ ୧ ଟା ସମୟରେ, ପ୍ରଧାନମନ୍ତ୍ରୀ ମିରଟରେ ପ୍ରାୟ ୧୨,୯୩୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ଉତ୍ତରାଖଣ୍ଡର ଡେରାଡୁନରେ 38ତମ ଜାତୀୟ କ୍ରୀଡା ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 09:36 pm
ଦେବଭୂମି ଉତ୍ତରାଖଣ୍ଡର ରାଜ୍ୟପାଳ ଗୁରମିତ୍ ସିଂହ ଜୀ, ଯୁବ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମୀ ଜୀ, ମୋର ମନ୍ତ୍ରିମଣ୍ଡଳର ସହଯୋଗୀ ଅଜୟ ଟମ୍ଟା ଜୀ, ରକ୍ଷା ଖଡ଼ସେ ଜୀ, ଉତ୍ତରାଖଣ୍ଡ ବିଧାନସଭାର ବାଚସ୍ପତି ରିତୁ ଖଣ୍ଡୁରୀ ଜୀ, କ୍ରୀଡ଼ା ମନ୍ତ୍ରୀ ରେଖା ଆର୍ଯ୍ୟ ଜୀ, ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସଭାପତି କ୍ରିସ୍ ଜେନକିନ୍ସ ଜୀ, ଆଇଓଏର ସଭାପତି ପି।ଟି ଉଷା ଜୀ, ସାଂସଦ ମହେନ୍ଦ୍ର ଭଟ୍ଟ ଜୀ, ଜାତୀୟ କ୍ରୀଡ଼ାରେ ଭାଗ ନେବାକୁ ଆସିଥିବା ସମସ୍ତ ଖେଳାଳି ଏବଂ ଅନନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି!ଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 28th, 09:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଯୁବକମାନଙ୍କ ଶକ୍ତିରେ ଉତ୍ତରାଖଣ୍ଡ ଆଜି ଉଜ୍ଜ୍ୱଳ ହୋଇଉଠିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବାବା କେଦାରନାଥ, ବଦ୍ରିନାଥ ଏବଂ ମା’ ଗଙ୍ଗାଙ୍କ ଆଶୀର୍ବାଦରେ ଆଜି ୩୮ତମ ଜାତୀୟ କ୍ରୀଡ଼ା ଆରମ୍ଭ ହେଉଛି। ଉତ୍ତରାଖଣ୍ଡ ଗଠନ ହେବାର ଏହା ୨୫ତମ ବର୍ଷ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ସମଗ୍ର ଦେଶର ଯୁବ କ୍ରୀଡ଼ାବିତମାନେ ଏହି ଯୁବ ରାଜ୍ୟରେ ନିଜର ସାମର୍ଥ୍ୟ ପ୍ରଦର୍ଶନ କରିବେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ର ଏକ ସୁନ୍ଦର ଚିତ୍ର ପ୍ରଦର୍ଶିତ ହୋଇଛି। ଜାତୀୟ କ୍ରୀଡ଼ାର ଏହି ସଂସ୍କରଣରେ ଅନେକ ସ୍ଥାନୀୟ ଖେଳକୁ ସାମିଲ କରାଯାଇଛି ଏବଂ ଏହାର ବିଷୟବସ୍ତୁ ‘ସବୁଜ କ୍ରୀଡ଼ା’ ରଖାଯାଇଛି କାରଣ ଏଥିରେ ପରିବେଶ ଅନୁକୂଳ ସାମଗ୍ରୀର ବ୍ୟବହାର କରାଯାଇଛି। ଏହି ବିଷୟବସ୍ତୁ ଉପରେ ବିସ୍ତୃତ ଭାବେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଇ-ବର୍ଜ୍ୟବସ୍ତୁରୁ ଟ୍ରଫି ଏବଂ ପଦକ ମଧ୍ୟ ପ୍ରସ୍ତୁତ କରାଯାଇଛି ଏବଂ ପ୍ରତ୍ୟେକ ପଦକ ବିଜେତାଙ୍କ ନାମରେ ଏକ ବୃକ୍ଷ ରୋପଣ କରାଯିବ, ଯାହା ଏକ ବଡ଼ ପଦକ୍ଷେପ। ଚମତ୍କାର ପ୍ରଦର୍ଶନ ପାଇଁ ସେ ସମସ୍ତ କ୍ରୀଡ଼ାବିତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଉତ୍ତରାଖଣ୍ଡ ସରକାର ଏବଂ ଜନସାଧାରଣଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।I am taking action against corruption, and that's why some people have lost their patience: PM Modi in Meerut
March 31st, 04:00 pm
Ahead of the Lok Sabha Election 2024, PM Modi kickstarted the Bharatiya Janata Party poll campaign in Uttar Pradesh’s Meerut with a mega rally. Addressing the gathering, the PM said, “With this land of Meerut, I share a special bond. In 2014 and 2019... I began my election campaign from here. Now, the first rally of the 2024 elections is also happening in Meerut. The 2024 elections are not just about forming a government. The 2024 elections are about building a Viksit Bharat.”PM Modi addresses a public meeting in Meerut, Uttar Pradesh
March 31st, 03:30 pm
Ahead of the Lok Sabha Election 2024, PM Modi kickstarted the Bharatiya Janata Party poll campaign in Uttar Pradesh’s Meerut with a mega rally. Addressing the gathering, the PM said, “With this land of Meerut, I share a special bond. In 2014 and 2019... I began my election campaign from here. Now, the first rally of the 2024 elections is also happening in Meerut. The 2024 elections are not just about forming a government. The 2024 elections are about building a Viksit Bharat.”ଏହି ନିର୍ବାଚନ ହିଷ୍ଟ୍ରୀ-ସିଟରମାନଙ୍କୁ ବାହାର କରିବା ଏବଂ ଏକ ନୂତନ ଇତିହାସ ସୃଷ୍ଟି କରିବା ବିଷୟରେ : ପ୍ରଧାନମନ୍ତ୍ରୀ ମୋଦୀ
February 04th, 12:01 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମିରଟ, ଗାଜିଆବାଦ, ଆଲିଗଡ, ହାପୁର, ନୋଏଡାର ଭର୍ଚୁଆଲ ଜନ ଚୌପାଲରେ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଏହି ନିର୍ବାଚନ ହିଷ୍ଟ୍ରୀ-ସିଟରମାନଙ୍କୁ ବାହାର କରିବା ଏବଂ ଏକ ନୂତନ ଇତିହାସ ସୃଷ୍ଟି କରିବା ବିଷୟରେ । ମୁଁ ଆନନ୍ଦିତ ଯେ ୟୁପିର ଲୋକମାନେ ସେମାନଙ୍କର ମନ ସ୍ଥିର କରିଛନ୍ତି ଯେ ସେମାନେ ଦଙ୍ଗାକାରୀ ଏବଂ ମାଫିଆମାନଙ୍କୁ ପରଦା ପଛରୁ ୟୁପିକୁ ନିୟନ୍ତ୍ରଣ କରିବାକୁ ଅନୁମତି ଦେବେ ନାହିଁ।