୧୩-୧୪ ମାର୍ଚ୍ଚରେ ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 12th, 05:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩-୧୪ ମାର୍ଚ୍ଚ ୨୦୨୬ରେ ଆସାମ ଗସ୍ତ କରିବେ । ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ କୋକରାଝାର, ଗୌହାଟୀ ଏବଂ ସିଲଚରରେ ୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଶିଳାନ୍ୟାସ, ଭୂମି ପୂଜନ ଏବଂ ଶୁଭାରମ୍ଭ କରିବେ ।ଶିଲଂ ଲୋକସଭା ସାଂସଦ ଡକ୍ଟର ରିକି ଏ. ଜେ. ସିଙ୍ଗକୋନଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
February 20th, 09:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶିଲଙ୍ଗର ଲୋକସଭା ସାଂସଦ ଡକ୍ଟର ରିକି ଏ. ଜେ. ସିଙ୍ଗକୋନଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି।ମେଘାଳୟର ପୂର୍ବ ଜୈନ୍ତିଆ ପାହାଡ଼ରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
February 05th, 08:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେଘାଳୟର ପୂର୍ବ ଜୈନ୍ତିଆ ପାହାଡ଼ରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଅନୁକମ୍ପା ରାଶି ଘୋଷଣା କରିଥିଲେ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମେଘାଳୟ ମୁଖ୍ୟମନ୍ତ୍ରୀ
January 29th, 08:27 pm
ମେଘାଳୟର ମୁଖ୍ୟମନ୍ତ୍ରୀ ଶ୍ରୀ କନରାଡ ସାଙ୍ଗମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।On the Statehood Day of Manipur, Meghalaya & Tripura, PM Modi shares a Sanskrit verse highlighting continuous effort and progress
January 21st, 09:28 am
On the Statehood Day of Manipur, Meghalaya and Tripura, PM Modi conveyed his heartfelt wishes to the people of the region, expressing hope that they achieve success in every sphere of life. He also shared a Sanskrit verse highlighting the spirit of continuous effort and progress.ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ମେଘାଳୟର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
January 21st, 09:21 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଆଜି ମେଘାଳୟର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
June 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ। ଆପଣମାନେ ଏବେ ଯୋଗର ଶକ୍ତି ଏବଂ ‘ଆନ୍ତର୍ଜାତିକ ଯୋଗଦିବସ’ର ସ୍ମୃତିରେ ପରିପୂର୍ଣ୍ଣ ଥିବ । ଏଥର ମଧ୍ୟ ଜୁନ୍ ୨୧ ତାରିଖ ଦିନ ଦେଶ-ଦୁନିଆର କୋଟି କୋଟି ଲୋକେ ‘ଆନ୍ତର୍ଜାତିକ ଯୋଗ ଦିବସ’ରେ ଅଂଶଗ୍ରହଣ କଲେ । ଆପଣମାନଙ୍କର ମନେଥିବ, ୧୦ ବର୍ଷ ପୂର୍ବେ ଏହାର ଶୁଭାରମ୍ଭ ହୋଇଥିଲା । ଏବେ ୧୦ ବର୍ଷରେ ଏହି ପରମ୍ପରା ପୂର୍ବବର୍ଷ ଅପେକ୍ଷା ଅଧିକରୁ ଅଧିକ ଭବ୍ୟ ହୋଇଚାଲିଛି । ଏହା ଏ ଦିଗକୁ ମଧ୍ୟ ସଂକେତ କରୁଛି କି ଅଧିକରୁ ଅଧିକ ଲୋକ ନିଜ ଦୈନନ୍ଦିନ ଜୀବନରେ ଯୋଗକୁ ଆପଣାଉଛନ୍ତି । ଆମେମାନେ ଏଥର ମଧ୍ୟ ଯୋଗ ଦିବସର ଅନେକ ଚିତ୍ତାକର୍ଷକ ଛବି ଦେଖିଛୁ । ବିଶାଖାପାଟନମର ସମୁଦ୍ରକୂଳରେ ୩ ଲକ୍ଷ ଲୋକ ଏକାଠି ଯୋଗାଭ୍ୟାସ କଲେ । ବିଶାଖାପାଟନମଠାରୁ ହିଁ ଆଉ ଏକ ଚମତ୍କାର ଦୃଶ୍ୟ ଦେଖିବାକୁ ମିଳିଲା । ଦୁଇ ହଜାରରୁ ଅଧିକ ଆଦିବାସୀ ଛାତ୍ରମାନେ ୧୦୮ ମିନିଟ୍ ପର୍ଯ୍ୟନ୍ତ ୧୦୮ ଥର ସୂର୍ଯ୍ୟ ନମସ୍କାର କଲେ । ଚିନ୍ତା କରନ୍ତୁ ତ, କେତେ ଶୃଙ୍ଖଳା, କେତେ ସମର୍ପଣ ଭାବ ରହିଥିବ ତାଙ୍କର । ଆମର ନୌବାହିନୀର ଜାହାଜ ଉପରେ ମଧ୍ୟ ଯୋଗର ଭବ୍ୟ ଦୃଶ୍ୟମାନ ଦେଖିବାକୁ ମିଳିଲା । ତେଲଙ୍ଗାନାରେ ୩ ହଜାର ଦିବ୍ୟାଙ୍ଗ ସାଥୀମାନେ ଏକସଙ୍ଗେ ଯୋଗ ଶିବିରରେ ଅଂଶଗ୍ରହଣ କଲେ । ସେମାନେ ଦେଖାଇଦେଲେ ଯେ ଯୋଗ କେଉଁଭଳି ଭାବରେ ସଶକ୍ତିକରଣର ମଧ୍ୟ ଗୋଟିଏ ମାଧ୍ୟମ । ଦିଲ୍ଲୀର ଜନସାଧାରଣ ଯୋଗକୁ ସ୍ୱଚ୍ଛ ଯମୁନା ସଂକଳ୍ପ ସହ ସଂଯୁକ୍ତ କଲେ ଏବଂ ଯମୁନା କୂଳରେ ଯାଇ ଯୋଗାଭ୍ୟାସ କଲେ । ଜମ୍ମୁ କାଶ୍ମୀରରେ ଚେନ୍ନାବ ପୋଲ ଯାହା ବିଶ୍ୱର ସବୁଠାରୁ ଉଚ୍ଚତା ବିଶିଷ୍ଟ ରେଳପୋଲ, ସେଠାରେ ମଧ୍ୟ ଲୋକେ ଯୋଗାଭ୍ୟାସ କଲେ । ହିମାଳୟର ବରଫାବୃତ ଶିଖର ଏବଂ ITBPର ଯବାନ, ସେଠାରେ ମଧ୍ୟ ଯୋଗାଭ୍ୟାସ ଦେଖିବାକୁ ମିଳିଲା, ସାହାସ ଏବଂ ସାଧନା ଏକାଠି ଦେଖିବାକୁ ମିଳିଲା । ଗୁଜୁରାଟର ଜନସାଧାରଣ ମଧ୍ୟ ଏକ ନୂତନ ଇତିହାସ ସୃଷ୍ଟି କଲେ । ୱଡନଗରରେ ୨୧୨୧ (ଦୁଇହଜାର ଶହେ ଏକୋଇଶ) ଜଣ ଏକସଙ୍ଗେ ଭୁଜଙ୍ଗାସନ କଲେ ଏବଂ ନୂତନ ରେକର୍ଡ ସୃଷ୍ଟି କଲେ । ନ୍ୟୁୟର୍କ, ଲଣ୍ଡନ, ଟୋକିଓ, ପ୍ୟାରିସ୍, ବିଶ୍ୱର ପ୍ରତ୍ୟେକ ବଡ଼ ସହରରୁ ଯୋଗର ଛବି ଆସିଲା ଏବଂ ପ୍ରତ୍ୟେକ ଛବିରେ ଗୋଟିଏ ବିଶେଷ କଥା ଦେଖିବାକୁ ମିଳିଲା ତାହା ହେଉଛି ଶାନ୍ତି, ସ୍ଥିରତା ଏବଂ ସନ୍ତୁଳନ । ଏଥରର ଥିମ୍ ମଧ୍ୟ ବହୁତ ସ୍ୱତନ୍ତ୍ର ଥିଲା, ‘Yoga for One Earth, One Health’, ଅର୍ଥାତ୍, ‘ଏକ ପୃଥିବୀ – ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ’ । ଏହା କେବଳ ଏକ ସ୍ଲୋଗାନ ନୁହେଁ, ଏହା ଏକ ଦିଗ ଯାହା ଆମକୁ ‘ବସୁଧୈବ କୁଟୁମ୍ବକମ୍’ର ଅନୁଭୂତି ପ୍ରଦାନ କରୁଛି । ଏଥରର ଯୋଗ ଦିବସର ଭବ୍ୟତା ଅଧିକରୁ ଅଧିକ ଲୋକଙ୍କ ଦ୍ୱାରା ଯୋଗକୁ ଆପଣାଇବାକୁ ନିଶ୍ଚୟ ପ୍ରେରଣା ଯୋଗାଇବ ବୋଲି ମୋର ବିଶ୍ୱାସ ।PM Modi greets the people of Meghalaya on Statehood day
January 21st, 08:44 am
The Prime Minister Shri Narendra Modi today greeted the people of Meghalaya on its Statehood day.ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 06th, 02:10 pm
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 06th, 02:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମେଘାଳୟର ରାଜ୍ୟପାଳ
August 03rd, 10:05 pm
ମେଘାଳୟର ରାଜ୍ୟପାଳ ଶ୍ରୀ ସି ଏଚ୍ ବିଜୟଶଙ୍କର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ
July 15th, 12:18 pm
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ସୋରେନ୍ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ମେଘାଳୟ ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
January 21st, 09:25 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେଘାଳୟ ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ରି ଭୋଇ ମେଘାଳୟର ସିଲ୍ମେ ମାରାକଙ୍କୁ କହିଲେ, ଆପଣ ଆପଣଙ୍କ ଗ୍ରାମର ମୋଦୀ
January 18th, 03:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ସ୍ଥାନରୁ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହଜାର ହଜାର ହିତାଧିକାରୀ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧିମାନେ ଯୋଗ ଦେଇଥିଲେ ।ତ୍ରିପୁରାରେ ଖୋୱାଇ-ହରିନା ରାସ୍ତାର ୧୩୫ କିଲୋମିଟର ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ କୁ କ୍ୟାବିନେଟ ମଞ୍ଜୁରୀ
December 27th, 08:36 pm
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ତ୍ରିପୁରା ରାଜ୍ୟରେ ମୋଟ ୧୩୪.୯୧୩ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଜାତୀୟ ରାଜପଥ-୨୦୮ର କିଲୋମିଟର ୧୦୧.୩୦୦ (ଖୋୱାଇ) ରୁ କିଲୋମିଟର ୨୩୬.୨୧୩ (ହରିନା) ପର୍ଯ୍ୟନ୍ତ ରାସ୍ତାର ଉନ୍ନତି ଏବଂ ପ୍ରଶସ୍ତୀକରଣ ପାଇଁ ଅନୁମୋଦନ ଦେଇଛି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମେଘାଳୟ ମୁଖ୍ୟମନ୍ତ୍ରୀ
December 14th, 04:28 pm
ମେଘାଳୟ ମୁଖ୍ୟମନ୍ତ୍ରୀ ଶ୍ରୀ କନ୍ରାଡ ସାଙ୍ଗ୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ମେଘାଳୟ ସପୁରୀକୁ ଉଭୟ ଘରୋଇ ଓ ଅନ୍ତର୍ଜାତୀୟସ୍ତରରେ ମାନ୍ୟତା ମିଳୁଥିବା ଦେଖି ଖୁସି ଯାହା ପାଇଁ ଏହା ଯୋଗ୍ୟ: ପ୍ରଧାନମନ୍ତ୍ରୀ
August 19th, 11:10 am
ଉଭୟ ଘରୋଇ ଓ ଅନ୍ତର୍ଜାତୀୟ ସ୍ତରରେ ମେଘାଳୟ ସପୁରୀକୁ ଏହାର ଯୋଗ୍ୟତା ଅନୁସାରେ ମାନ୍ୟତା ମିଳୁଥିବା ଦେଖି ଖୁସି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।Chief Minister Speaker of the state Legislative Assembly and ministers of the Meghalaya Government call on Prime Minister Narendra Modi
August 08th, 04:30 pm
Chief Minister of Meghalaya, Shri K Sangma, Speaker of the state Legislative Assembly, Shri Thomas A. Sangma and ministers of the Meghalaya Government called on the Prime Minister, Shri Narendra Modi today.ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଛାଡ଼ିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
May 29th, 12:22 pm
ଆସାମର ରାଜ୍ୟପାଳ ଶ୍ରୀମାନ ଗୁଲାବ ଚାନ୍ଦ କଟାରିୟା ଜୀ, ମୁଖ୍ୟମନ୍ତ୍ରୀ ଭାଇ ହେମନ୍ତ ବିଶ୍ୱା ଶର୍ମା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସଦସ୍ୟ ଅଶ୍ୱିନୀ ବୈଷ୍ଣବ ଜୀ, ସର୍ବାନନ୍ଦ ସୋନୱାଲ ଜୀ, ରାମେଶ୍ୱର ତେଲି ଜୀ, ନିଶିଥ ପରମାଣିକ ଜୀ, ଜନ୍ ବାରଲା ଜୀ, ଅନ୍ୟ ସମସ୍ତ ମନ୍ତ୍ରୀଗଣ, ସାଂସଦ ଗଣ, ବିଧାୟକ ଏବଂ ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ,ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ
May 29th, 12:21 pm
ପ୍ରଧାନମନ୍ତ୍ରୀ ଆଜି (୨୯-୦୫-୨୦୨୩) ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ଆଭାସୀ ମାଧ୍ୟମରେ ପତାକା ଦେଖାଇ ଯାତ୍ରାରମ୍ଭ କରିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଗୌହାଟୀ ସହ ନ୍ୟୁ ଜଳପାଇଗୁଡ଼ିକୁ ଯୋଡ଼ିବ ଓ ଏହାର ଯାତ୍ରା ଅବଧି ସାଢ଼େ ପାଞ୍ଚ ଘଣ୍ଟା ରହିବ । ପ୍ରଧାନମନ୍ତ୍ରୀ ମଧ୍ୟ ୧୮୨ କିଲୋମିଟର ଦୀର୍ଘ ବିଦ୍ୟୁତକରଣ ହୋଇଥିବା ରେଳପଥ ସେକ୍ସନ ଜାତି ଉଦେଶ୍ୟରେ ଉତ୍ସର୍ଗ କରିବା ସହ ଆସାମର ଲାମଡିଙ୍ଗ ଠାରେ ନବନିର୍ମିତ ଡେମୁ/ମେମୁର ମଧ୍ୟ ଉଦଘାଟନ କରିଥିଲେ ।