ଆଇସସିସି ପୁରୁଷ ଟି-୨୦ ବିଶ୍ୱକପ୍ ବିଜୟୀ ଭାରତୀୟ କ୍ରିକେଟ ଟିମ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
March 08th, 11:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ଜିତିଥିବାରୁ ଭାରତୀୟ କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଉଲ୍ଲେଖନୀୟ ବିଜୟ ଅସାଧାରଣ ଦକ୍ଷତା, ଦୃଢ଼ ସଂକଳ୍ପ ଏବଂ ଦଳଗତ କାର୍ଯ୍ୟକୁ ପ୍ରତିଫଳିତ କରିଥାଏ। ସେ ଉଲ୍ଲେଖ କରିଥିଲେ ଯେ ଏହି ପ୍ରତିଯୋଗିତାରେ ଦଳ ଚମତ୍କାର ଧୈର୍ଯ୍ୟ ପ୍ରଦର୍ଶନ କରିଥିଲା।ନାମିବିଆର ଜାତୀୟ ବିଧାନସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 08:14 pm
ଦୟାକରି ମୋତେ ସର୍ବ ପ୍ରଥମେ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବାକୁ ଅନୁମତି ଦିଅନ୍ତୁ । ଲୋକମାନେ ଆପଣଙ୍କୁ ଏହି ମହାନ ରାଷ୍ଟ୍ରର ସେବା କରିବା ପାଇଁ ଜନାଦେଶ ଦେଇଛନ୍ତି। ଆପଣ ସମସ୍ତେ ଜାଣନ୍ତି, ରାଜନୀତିରେ,ଏହା ଉଭୟ ଏକ ସମ୍ମାନ ଏବଂ ଏକ ବଡ଼ ଦାୟିତ୍ୱ। ମୁଁ ଲୋକମାନଙ୍କ ଆକାଂକ୍ଷାକୁ ପୂରଣ କରିବାରେ ଆପଣଙ୍କ ସଫଳତା କାମନା କରୁଛି।Prime Minister addresses the Namibian Parliament
July 09th, 08:00 pm
PM Modi addressed the Parliament of Namibia and expressed gratitude to the people of Namibia for conferring upon him their highest national honour. Recalling the historic ties and shared struggle for freedom between the two nations, he paid tribute to Dr. Sam Nujoma, the founding father of Namibia. He also called for enhanced people-to-people exchanges between the two countries.୧୯୯୬ ଶ୍ରୀଲଙ୍କା କ୍ରିକେଟ୍ ଦଳ ସହ ପ୍ରଧାନମନ୍ତ୍ରୀଙ୍କ ବିଶେଷ ବାର୍ତାଳାପ
April 05th, 10:25 pm
ଆପଣମାନଙ୍କୁ ସମସ୍ତଙ୍କୁ ଭେଟିବାର ସୁଯୋଗ ପାଇ ମୁଁ ଆନନ୍ଦିତ । ମୁଁ ଅନୁଭବ କରୁଛି ଯେ ଆପଣଙ୍କ ଦଳ ଏପରି ଏକ ଦଳPrime Minister Shri Narendra Modi’s interaction with 1996 Sri Lankan Cricket Team
April 05th, 10:23 pm
PM Modi interacted with members of the 1996 World Cup Champions Sri Lankan cricket team. On X, he wrote: “Cricket connect! Delighted to interact with members of the 1996 Sri Lankan cricket team, which won the World Cup that year. This team captured the imagination of countless sports lovers!”ତ୍ରିନିଦାଦ ଓ ଟବାଗୋ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 21st, 10:42 pm
ଗୁୟାନାର ଜର୍ଜଟାଉନରେ ନଭେମ୍ବର ୨୦ ତାରିଖରେ ଅନୁଷ୍ଠିତ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିନିଦାଦ ଓ ଟବାଗୋ ରିପବ୍ଲିକର ପ୍ରଧାନମନ୍ତ୍ରୀ ଡ. କିଥ୍ ରୋଲେଙ୍କୁ ଭେଟିଛନ୍ତି ।ବିଶ୍ୱ ଟି-୨୦ ଚାମ୍ପିୟନ ଭାରତୀୟ କ୍ରିକେଟ ଦଳ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଇଂରାଜୀ ଉପସ୍ଥାପନା
July 05th, 04:00 pm
ପ୍ରଧାନମନ୍ତ୍ରୀ-ସାଥିମାନେ, ଆପଣ ସମସ୍ତଙ୍କୁ ସ୍ୱାଗତ ! ଏବଂ ଆମେ ଖୁସି ଯେ ଆପଣମାନେ ଦେଶକୁ ଉତ୍ସାହ ଏବଂ ଉତ୍ସବରେ ଭରି ଦେଇଛନ୍ତି । ତାହା ଦେଖି ଆମକୁ ବହୁତ ଆନନ୍ଦ ଲାଗୁଛି ।ଆପଣ ଦେଶବାସୀଙ୍କ ସମସ୍ତ ଆଶା ଓ ଇଚ୍ଛାକୁ ଜିତିପାରିଛନ୍ତି । ମୋ ତରଫରୁ ଆପଣମାନଙ୍କୁ ବହୁତ ବହୁତ ଅଭିନନ୍ଦନ । ସାଧାରଣତଃ ମୁଁ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଅଫିସରେ କାମ କରିଥାଏ । କିନ୍ତୁ ଏଥର ଟିଭି ମଧ୍ୟ ଚାଲୁଥିଲ।। ଏବଂ ଫାଇଲ୍ କାର୍ଯ୍ୟ ମଧ୍ୟ ଚାଲିଥିଲା, ହେଲେ ମୁଁ ଫାଇଲ କାମ କରିବାରେ ଧ୍ୟାନ ଦେଇ ପାରୁ ନ ଥିଲି । କିନ୍ତୁ ଆପଣମାନେ ଆପଣଙ୍କର ଟିମ୍ ସ୍ପରିଟକୁ ମଧ୍ୟ ପ୍ରଦର୍ଶନ କରିଥିଲେ । ଆପଣଙ୍କର ପ୍ରତିଭାକୁ ମଧ୍ୟ ପ୍ରଦର୍ଶନ କରିପାରିଥିଲେ ଏବଂ ମୁଁ ଧୈର୍ଯ୍ୟ ଦେଖିପାରୁଥିଲି; ସେଠାରେ କୌଣସି ତତ୍ପରତା ନ ଥିଲା । ଆତ୍ମବିଶ୍ୱାସରେ ଆପଣମାନେ ପରିପୂର୍ଣ୍ଣ ଥିଲେ ତେଣୁ ପୁଣି ଥରେ ଆପଣ ସମସ୍ତଙ୍କୁ, ମୋର ସାଥିମାନେ ବହୁତ ବହୁତ ଅଭିନନ୍ଦନ ।୨୦୨୪ ଆଇସିସି ଟି-ଟ୍ୱେଣ୍ଟି ବିଶ୍ୱକପ ବିଜେତାଙ୍କୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ
July 04th, 02:40 pm
୨୦୨୪ ଆଇସିସି ଟି-ଟ୍ୱେଣ୍ଟି ବିଶ୍ୱକପ ବିଜେତା ଭାରତୀୟ ପୁରୁଷ କ୍ରିକେଟ ଟିମକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ବାସଭବନରେ ସ୍ୱାଗତ କରିଛନ୍ତି ।ଟି-ଟ୍ୱେଣ୍ଟି ବିଶ୍ୱକପ୍ ବିଜେତା ଭାରତୀୟ କିକେଟ ଟିମକୁ ଫୋନ କି ଅଭିନନ୍ଦନ ଜଣଶଇଲେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 02:06 pm
ଆଇସିସି ପୁରୁଷ ଟି-ଟ୍ୱେଣ୍ଟି ବିଶ୍ୱ କପ ବିଜେତା ଭାରତୀୟପୁରୁଷ କ୍ରିକେଟ ଟିମକୁ ଫୋନ କରି ଅଭିନନ୍ଦନ ଜଣାଇଲେପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ଟୁର୍ଣ୍ଣାମେଣ୍ଟରେ ଟିମଅସାଧାରଣ ଦକ୍ଷତା ପ୍ରଦର୍ଶନ କରିଥିବାରୁ ମୋଦୀ ପ୍ରଶଂସାକରିଥିଲେ ।ଟି-୨୦ ବିଶ୍ୱକପ୍ ବିଜୟୀ ଭାରତୀୟ କିକେଟ ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
June 29th, 11:56 pm
ଆଜି ଟି-୨୦ ବିଶ୍ୱକପ୍ ବିଜୟୀ ହୋଇଥିବାରୁ ଭାରତୀୟ କ୍ରିକେଟ ଟିମକୁପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି
June 22nd, 01:00 pm
ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଜୀ ଏବଂ ତାଙ୍କପ୍ରତିନିଧି ଦଳକୁ ମୁଁ ହାର୍ଦ୍ଦିକ ସ୍ୱାଗତ ଜଣାଉଛି । ପ୍ରାୟ ଗତ ଏକ ବର୍ଷ ମଧ୍ୟରେ ଆମେ ୧୦ ଥର ସାକ୍ଷାତ କରିଛୁ । କିନ୍ତୁ ଆଜିର ବୈଠକ ହେଉଛି ସ୍ୱତନ୍ତ୍ର । କାରଣ ଆମ ସରକାରର ତୃତୀୟ ପାଳିରେ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଜୀ ଆମର ପ୍ରଥମ ରାଷ୍ଟ୍ର ଅତିଥି ।ମନ କି ବାତ ,ଡିସେମ୍ବର 2023
December 31st, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’, ହେଉଛି ଆପଣମାନଙ୍କ ସହ ଭେଟିବାର ଗୋଟିଏ ଶୁଭ ଅବସର । ନିଜ ପରିବାରଜନଙ୍କ ସହିତ ସାକ୍ଷାତ ହେଲେ ତାହା କେତେ ସୁଖକର ହୋଇଥାଏ, କେତେ ସନ୍ତୋଷପ୍ରଦ ହୋଇଥାଏ, ‘ମନ୍ କି ବାତ୍’ ମାଧ୍ୟମରେ ଆପଣମାନଙ୍କୁ ଭେଟି ମୁଁ ଏହା ଅନୁଭବ କରିଆସିଛି । ଆଉ ଆଜି ଆମର ଏହି ମିଳିତ ଯାତ୍ରାର ଏହା ୧୦୮ତମ ଅଧ୍ୟାୟ । ଆମମାନଙ୍କ ପାଇଁ ୧୦୮ ସଂଖ୍ୟାର ଗୁରୁତ୍ୱ, ଏହାର ପବିତ୍ରତା ଗୋଟିଏ ଗହନ ଅଧ୍ୟୟନର ବିଷୟ । ଜପାମାଳିରେ ୧୦୮ଟି ମାଳି, ୧୦୮ ଥର ଜପ, ୧୦୮ଟି ଦିବ୍ୟ କ୍ଷେତ୍ର, ମନ୍ଦିରମାନଙ୍କରେ ୧୦୮ଟି ପାହାଚ, ୧୦୮ ଘଣ୍ଟି, ୧୦୮ ସଂଖ୍ୟାଟି ଅସୀମ ବିଶ୍ୱାସ ସହ ଜଡ଼ିତ । ସେଥିପାଇଁ ‘ମନ୍ କି ବାତ୍’ର ୧୦୮ତମ ଅଧ୍ୟାୟ ମୋ ପାଇଁ ବିଶେଷ ଗୁରତ୍ୱପୂର୍ଣ୍ଣ ହୋଇପଡ଼ିଛି । ଏହି ୧୦୮ଟି ଅଧ୍ୟାୟରେ ଆମେ ଜନସହଭାଗୀତାର କେତେ ଉଦାହରଣ ଦେଖିଲୁ, ସେମାନଙ୍କ ଠାରୁ ପ୍ରେରଣା ଲାଭ କଲୁ । ଏହି ସୋପାନରେ ପହଂଚିବା ପରେ ଆମକୁ ନୂଆକରି, ନୂତନ ଶକ୍ତି ସହିତ ଏବଂ ଦ୍ରୁତ ଗତିରେ ଆଗକୁ ବଢ଼ିବା ପାଇଁ ସଂକଳ୍ପ ନେବାକୁ ହେବ । ଏହା ମଧ୍ୟ ଗୋଟିଏ ସୁଖକର ସଂଯୋଗ ଯେ, ଆସନ୍ତା କାଲିର ସୂର୍ଯ୍ୟୋଦୟ ୨୦୨୪ର ପ୍ରଥମ ସୂର୍ଯ୍ୟୋଦୟ ହେବ । ଆମ୍ଭେମାନେ ୨୦୨୪ରେ ପ୍ରବେଶ କରିସାରିଥିବା । ଆପଣ ସମସ୍ତଙ୍କୁ ୨୦୨୪ ପାଇଁ ଅନେକ ଅନେକ ଶୁଭକାମନା ।ତୁମ ସହ ଆଜି ଏବଂ ସର୍ବଦା ଛିଡ଼ା ହୋଇଛୁ: ଟିମ୍ ଇଣ୍ଡିଆକୁ କହିଲେ ପ୍ରଧାନମନ୍ତ୍ରୀ
November 19th, 09:40 pm
ବିଶ୍ୱକପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଉତ୍ତମ ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ଆଜି ଭାରତୀୟ କ୍ରିକେଟ ଦଳକୁ ପ୍ରଶଂସା କରିଛନ୍ତି ।କ୍ରିକେଟ ବିଶ୍ୱକପରେ ବିଜୟ ପାଇଁ ଅଷ୍ଟ୍ରେଲିଆକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
November 19th, 09:35 pm
ଆଜି ବିଶ୍ୱକପରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆକୁ ଅଭିନନ୍ଦନ ଜଣାଇଛନ୍ତି ।PM wishes Team India for the Cricket World Cup final
November 19th, 12:44 pm
The Prime Minister has conveyed his best wishes to Team India for their World Cup Final match today.India is poised to continue its trajectory of success: PM Modi
November 17th, 08:44 pm
Speaking at the BJP's Diwali Milan event at the party's headquarters in New Delhi, Prime Minister Narendra Modi reiterated his commitment to transform India into a 'Viksit Bharat,' emphasizing that these are not merely words but a ground reality. He also noted that the 'vocal for local' initiative has garnered significant support from the people.PM Modi addresses Diwali Milan programme at BJP HQ, New Delhi
November 17th, 04:42 pm
Speaking at the BJP's Diwali Milan event at the party's headquarters in New Delhi, Prime Minister Narendra Modi reiterated his commitment to transform India into a 'Viksit Bharat,' emphasizing that these are not merely words but a ground reality. He also noted that the 'vocal for local' initiative has garnered significant support from the people.ଆଇସିସି କ୍ରିକେଟ ବିଶ୍ୱକପ ୨୦୨୩ ଫାଇନାଲରେ ପ୍ରବେଶ କରିଥିବାରୁ ଭାରତୀୟ କ୍ରିକେଟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
November 15th, 11:51 pm
ଆଇସିସି କ୍ରିକେଟ ବିଶ୍ୱକପ ୨୦୨୩ ସେମି ଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଉଲ୍ଲେଖନୀୟ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିଜୟ ପାଇଁ ଭାରତୀୟ କ୍ରିକେଟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
November 05th, 10:22 pm
ଚାଲିଥିବା କ୍ରିକେଟ ବିଶ୍ୱକପରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।ବିଶ୍ୱକପ୍ ମ୍ୟାଚରେ ଶ୍ରୀଲଙ୍କା ବିପକ୍ଷରେ ଭାରତର ବିଜୟକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
November 02nd, 10:51 pm
କ୍ରିକେଟ ବିଶ୍ୱକପରେ ଶ୍ରୀଲଙ୍କା ବିପକ୍ଷରେ ଚମତ୍କାର ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟିମ୍ ଇଣ୍ଡିଆକୁ ଅଭିନନ୍ଦନ ଜଣାଇଛନ୍ତି ।