Every small step will build Viksit Bharat @ 2047: PM Modi to Students at Pariksha Pe Charcha

February 09th, 10:30 am

In continuation of the 9th edition of Pariksha Pe Charcha (PPC) 2026, PM Modi interacted with students from multiple locations, including Coimbatore, Raipur, Devmogra and Guwahati. The discussion covered perse topics such as startups, sports, Vocal for Local, Wed in India, discipline, AI and tribal communities, making it a memorable experience. He urged students to observe situations, accept challenges and rely on their inner strength.

PM Modi interacts with students from multiple locations in the second episode of Pariksha Pe Charcha 2026

February 09th, 10:00 am

In continuation of the 9th edition of Pariksha Pe Charcha (PPC) 2026, PM Modi interacted with students from multiple locations, including Coimbatore, Raipur, Devmogra and Guwahati. The discussion covered perse topics such as startups, sports, Vocal for Local, Wed in India, discipline, AI and tribal communities, making it a memorable experience. He urged students to observe situations, accept challenges and rely on their inner strength.

ନୂଆଦିଲ୍ଲୀର କରିଅପ୍ପା ଗ୍ରାଉଣ୍ଡରେ ଏନ୍‌ସିସି ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 28th, 04:00 pm

କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀମାନେ, ଦେଶର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ, ମଞ୍ଚରେ ଉପସ୍ଥିତ ସମସ୍ତ ମହାନ ବ୍ୟକ୍ତି, ସମଗ୍ର ଦେଶର ଏନ୍‌ସିସି ଏବଂ ଏନ୍‌ଏସ୍‌ଏସ୍ କ୍ୟାଡେଟ୍‌, ଡେବ୍ୟୁ କଳାକାର, ରାଷ୍ଟ୍ରୀୟ ରଙ୍ଗଶାଳାର ସହକର୍ମୀ ଏବଂ ମୋର ପ୍ରିୟ ଯୁବ ବନ୍ଧୁମାନେ । ଆପଣମାନଙ୍କ ସମସ୍ତଙ୍କ କଠିନ ପରିଶ୍ରମ ଏଠାରେ ଦୃଶ୍ୟମାନ ହେଉଛି । ତୁମେ ନିଜକୁ ବହୁତ ସମନ୍ୱିତ ଭାବରେ ପ୍ରଦର୍ଶନ କରିଛ ।

ଦିଲ୍ଲୀରେ ଆୟୋଜିତ ବାର୍ଷିକ ଏନ୍‌ସିସି ପିଏମ୍‌ ରାଲିକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 28th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କାରିଆପ୍ପା ପରେଡ୍ ଗ୍ରାଉଣ୍ଡରେ ବାର୍ଷିକ ଏନ୍‌ସିସି ପିଏମ୍‌ ରାଲିକୁ ସମ୍ବୋଧିତ କରିଛନ୍ତି। ଏନ୍‌ସିସି ଦିବସ ଅବସରରେ ସମାବେଶକୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏନ୍‌ସିସି, ଏନ୍‌ଏସ୍‌ଏସ୍‌ କ୍ୟାଡେଟ୍, ଟାବ୍‌ଲୋ କଳାକାର, ଜାତୀୟ ରଙ୍ଗଶାଳାର ସାଥୀ ଏବଂ ସମଗ୍ର ଦେଶର ଯୁବ ଅଂଶଗ୍ରହଣକାରୀଙ୍କ ପ୍ରୟାସ ସେମାନଙ୍କର ସମନ୍ୱିତ ପ୍ରଦର୍ଶନରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ ହେଉଛି। ଶ୍ରୀ ମୋଦୀ ଦୁଃଖର ସହିତ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ ମହାରାଷ୍ଟ୍ରରେ ଘଟିଥିବା ଦୁଃଖଦ ବିମାନ ଦୁର୍ଘଟଣା ଯୋଗୁଁ ଏହି ଦିନଟି ବହୁତ ଦୁଃଖ ଆଣି ଦେଇଛି, ଯେଉଁଥିରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାର ଏବଂ କିଛି ସହକର୍ମୀଙ୍କ ଜୀବନ ହାନୀ ହୋଇଛି। ଅଜିତ ଦାଦା ମହାରାଷ୍ଟ୍ର ଓ ଦେଶର ବିକାଶରେ, ବିଶେଷକରି ଗ୍ରାମୀଣ ଜୀବନକୁ ଉନ୍ନତ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ। ଏଥି ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ଅଜିତ ପାୱାରଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏହି ଯନ୍ତ୍ରଣାର ମୁହୂର୍ତ୍ତରେ, ଦେଶ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସହିତ ଠିଆ ହୋଇଛି। ପ୍ରଧାନମନ୍ତ୍ରୀ ଏହି ଦୁଃଖ ଓ ସମବେଦନାର ମୁହୂର୍ତ୍ତରେ, ବନ୍ଧୁ ରାଷ୍ଟ୍ରର କ୍ୟାଡେଟଙ୍କ ସମେତ ଉପସ୍ଥିତ ସମସ୍ତ କ୍ୟାଡେଟମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଏହି ବର୍ଷ ବାଳିକା କ୍ୟାଡେଟ୍‌ମାନଙ୍କ ବିପୁଳ ଅଂଶଗ୍ରହଣକୁ ସ୍ୱୀକାର କରିଛନ୍ତି।

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ ୨୦୨୬ର ଉଦଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 12th, 06:45 pm

୨୦୪୭ ମସିହାରେ,ଯେତେବେଳେ ଆମ ସ୍ୱାଧୀନତାର ଶହେ ବର୍ଷ ପୂରଣ ହେବ, ସେ ପର୍ଯ୍ୟନ୍ତ ଯାତ୍ରା ଭାରତ ପାଇଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ, ଏବଂ ଏହା ସେହି ସମୟ ଯାହାକି ଆପଣମାନଙ୍କ ଜୀବନରେ ବି ସବୁଠାରୁ ମହତ୍ୱପୂର୍ଣ୍ଣ, ଅଥାତ ଆପଣମାନଙ୍କ ପାଇଁ ସବୁଠାରୁ ବଡ଼ ସୁବର୍ଣ୍ଣ ସୁଯୋଗ । ଅର୍ଥାତ, ଆପଣମାନଙ୍କ ସାମର୍ଥ୍ୟ ଭାରତର ସାମର୍ଥ୍ୟ ବନିବ, ଆପଣମାନଙ୍କ ସଫଳତା ଭାରତର ସଫଳତାକୁ ନୂତନ ଶୀର୍ଷତାରେ ପହଞ୍ଚାଇବ । ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗରେ ସହଭାଗିତା ପାଇଁ ମୁଁ ଆପଣ ସମସ୍ତଙ୍କୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି । ମୁଁ ଆଗକୁ ଏ ବିଷୟରେ ବିସ୍ତୃତ ଭାବେ ଆଲୋଚନା ନିଶ୍ଚତ କରିବି, କିନ୍ତୁ ପ୍ରଥମେ ଆଜି ବିଶେଷ ଦିବସର ଆଲୋଚନା କରିବା ।

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 12th, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ 'ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬'ର ସମାପନୀ ଅଧିବେଶନରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଯେତେବେଳେ ସେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିଲେ, ଆଜିର ଯୁବ ନାଗରିକଙ୍କ ମଧ୍ୟରୁ ଅନେକ ଜନ୍ମ ହୋଇନଥିଲେ ଏବଂ ଯେତେବେଳେ ସେ ୨୦୧୪ରେ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ, ସେମାନଙ୍କ ମଧ୍ୟରୁ ଅଧିକାଂଶ ଶିଶୁ ଥିଲେ। ସମୟ ବିତିବା ସତ୍ତ୍ୱେ, ଯୁବ ପିଢ଼ି ପ୍ରତି ତାଙ୍କର ବିଶ୍ୱାସ ସ୍ଥିର ଏବଂ ଅଟଳ ରହିଛି ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ, ମୁଁ ସର୍ବଦା ତୁମର ସାମର୍ଥ୍ୟ, ତୁମର ପ୍ରତିଭା, ତୁମର ଉର୍ଜ୍ଜାରୁ ଶକ୍ତି ଆହରଣ କରିଛି ଏବଂ ଆଜି ଦେଖନ୍ତୁ, ଆପଣମାନେ ସମସ୍ତେ ଏକ ବିକଶିତ ଭାରତ ପରିକଳ୍ପନାର ନିୟନ୍ତ୍ରଣ ନେଉଛନ୍ତି।

Gen Z & Gen Alpha will lead India to the goal of a Viksit Bharat: PM Modi

December 26th, 01:30 pm

While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.

PM Modi addresses Veer Baal Diwas programme in New Delhi

December 26th, 01:00 pm

While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.

Governance is not a platform for nautanki: PM slams AAP-da after BJP sweeps Delhi

February 08th, 07:00 pm

In a landmark victory, the BJP emerged victorious in the national capital after 27 years. Addressing enthusiastic Karyakartas at the BJP headquarters, PM Modi hailed the triumph as a win for development, vision and trust. “Today, the people of Delhi are filled with both enthusiasm and relief. The enthusiasm is for victory, and the relief is from freeing Delhi from the AAP-da”, PM Modi declared, emphasising that Delhi has chosen progress over an era of chaos.

PM Modi addresses BJP Karyakartas at Party Headquarters after historic victory in Delhi

February 08th, 06:30 pm

In a landmark victory, the BJP emerged victorious in the national capital after 27 years. Addressing enthusiastic Karyakartas at the BJP headquarters, PM Modi hailed the triumph as a win for development, vision and trust. “Today, the people of Delhi are filled with both enthusiasm and relief. The enthusiasm is for victory, and the relief is from freeing Delhi from the AAP-da”, PM Modi declared, emphasising that Delhi has chosen progress over an era of chaos.

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ

February 06th, 04:21 pm

ଭାରତର ଉପଲବ୍ଧି ସମ୍ପର୍କରେ ଭାରତଠାରୁ ବିଶ୍ୱର ଆଶା ଏବଂ ଏକ 'ବିକଶିତ ଭାରତ' ଗଠନ ସମ୍ବନ୍ଧରେ ଭାରତରେ ସାଧାରଣ ଲୋକଙ୍କ ଆତ୍ମବିଶ୍ୱାସ ବିକଶିତ କରିବାର ସଂକଳ୍ପ ଉପରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟ ବିସ୍ତୃତ ଭାବେ ବର୍ଣ୍ଣନା କରିଛନ୍ତି, ସେ ଦେଶର ଭବିଷ୍ୟତ ପାଇଁ ଏକ ଦିଗ ମଧ୍ୟ ଦେଖାଇଛନ୍ତି। ସମ୍ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ପ୍ରେରଣାଦାୟୀ ଏବଂ ପ୍ରଭାବଶାଳୀ ଥିଲା, ଏବଂ ଏହା ଭବିଷ୍ୟତ କାର୍ଯ୍ୟ ପାଇଁ ଆମ ସମସ୍ତଙ୍କ ପାଇଁ ମାର୍ଗଦର୍ଶନ ଭାବରେ କାର୍ଯ୍ୟ କରିଥିଲା। ମୁଁ ଏଠାରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟଙ୍କୁ ତାଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ଜଣାଇବାକୁ ଆସି ଏହି ସ୍ଥାନରେ ଉପସ୍ଥିତ ହୋଇଛି ।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 06th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାରତର ସଫଳତା, ଭାରତଠାରୁ ବିଶ୍ୱର ଆଶା ଏବଂ ଏକ ବିକଶିତ ଭାରତ ନିର୍ମାଣରେ ସାଧାରଣ ଜନତାଙ୍କ ଆତ୍ମବିଶ୍ୱାସ ସାମିଲ ଥିଲା। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଭାଷଣ ପ୍ରେରଣାଦାୟୀ, ପ୍ରଭାବଶାଳୀ ଏବଂ ଭବିଷ୍ୟତର କାର୍ଯ୍ୟ ପାଇଁ ମାର୍ଗଦର୍ଶନ ପ୍ରଦାନ କରିଛି । ଏହି ଅଭିଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଥିଲେ।

ଜାନୁଆରୀ ୨୭ ତାରିଖରେ ପ୍ରଧାନମନ୍ତ୍ରୀ ଦିଲ୍ଲୀର କାରିଆପ୍ପା ପରେଡ ଗ୍ରାଉଣ୍ଡରେ ଏନସିସି ପିଏମ୍ ରାଲିକୁ ସମ୍ବୋଧନ କରିବେ

January 26th, 07:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୫ ଜାନୁଆରୀ ୨୭ ତାରିଖ ପ୍ରାୟ ୪ଟା ୩୦ରେ ଦିଲ୍ଲୀର କାରିଆପ୍ପା ପରେଡ ଗ୍ରାଉଣ୍ଡରେ ବାର୍ଷିକ ଏନସିସି ପିଏମ୍ ରାଲିରେ ଉଦବୋଧନ ଦେବେ ।

ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 12th, 02:15 pm

ଭାରତର ଯୁବ ଶକ୍ତିର ଶକ୍ତି ଯୋଗୁଁ ଆଜି ଏହି ଭାରତ ମଣ୍ଡପମ୍ ମଧ୍ୟ ଶକ୍ତିରେ ପରିପୂର୍ଣ୍ଣ ହୋଇଛି ଏବଂ ଶକ୍ତିଶାଳୀ ହୋଇଛି । ଆଜି ସମଗ୍ର ଦେଶ ସ୍ୱାମୀ ବିବେକାନନ୍ଦଜୀଙ୍କୁ ସ୍ମରଣ କରୁଛି ଏବଂ ସ୍ୱାମୀଜୀଙ୍କୁ ପ୍ରଣାମ କରୁଛି । ସ୍ୱାମୀ ବିବେକାନନ୍ଦ ଜୀଙ୍କର ଦେଶର ଯୁବବର୍ଗଙ୍କ ଉପରେ ବହୁତ ବିଶ୍ୱାସ ଥିଲା । ସ୍ୱାମୀଜୀ କହୁଥିଲେ- ମୋର ବିଶ୍ୱାସ ଯୁବପିଢ଼ିଙ୍କୁ ଉପରେ ରହିଛି, ନୂଆ ପିଢ଼ି ଉପରେ ରହିଛି । ସ୍ୱାମୀଜୀ କହୁଥିଲେ ଯେ ମୋ ର କର୍ମକର୍ତ୍ତାମାନେ ଯୁବପିଢ଼ିଙ୍କଠାରୁ ଆସିବେ, ସିଂହଙ୍କ ଭଳି ସେମାନେ ସବୁ ସମସ୍ୟାର ସମାଧାନ କରିବେ। ବିବେକାନନ୍ଦଜୀଙ୍କର ଯେମିତି ଆପଣମାନଙ୍କ ଉପରେ ଥିଲା, ମୋର ବିବେକାନନ୍ଦଜୀଙ୍କ ଉପରେ ଭରସା ଅଛି, ତାଙ୍କର ସବୁ କଥା ଉପରେ ମୋର ଭରସା ରହିଛି । ଭାରତର ଯୁବପିଢ଼ିଙ୍କ ପାଇଁ ଯାହା ଭାବିଛନ୍ତି ଓ କହିଛନ୍ତି ତାହା ଉପରେ ମୁଁ ଅନ୍ଧ ଭାବରେ ବିଶ୍ବାସ ରହିଛି । ପ୍ରକୃତରେ ସ୍ୱାମୀ ବିବେକାନନ୍ଦ ଜୀ ସଶରୀରେ ଯଦି ଆମ ମଧ୍ୟରେ ଥାଆନ୍ତେ, ତେବେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଦେଖି ଭାରତରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିଥାନ୍ତେ, ନୂତନ ଶକ୍ତିରେ ଭରି ଦେଇଥାନ୍ତେ ଏବଂ ନୂତନ ସ୍ୱପ୍ନର ମଞ୍ଜି ବୁଣି ଦେଇଥାନ୍ତେ ।

ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

January 12th, 02:00 pm

ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ “ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫” ରେ ଅଂଶଗ୍ରହଣ କରିଥିଲେ । ସେ ସମଗ୍ର ଭାରତର ୩୦୦୦ ସଫଳ ଯୁବ ନେତାଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଭାରତ ମଣ୍ଡପମରେ ଜୀବନ ଓ ଶକ୍ତି ନିୟୋଜିତ କରିଥିବା ଭାରତର ଯୁବବର୍ଗଙ୍କ ଜାଗ୍ରତ ଶକ୍ତି ଉପରେ ଆଲୋକପାତ କରିଥିଲେ। ଦେଶର ଯୁବବର୍ଗଙ୍କ ଉପରେ ଅସୀମ ବିଶ୍ୱାସ ରଖିଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସମଗ୍ର ଦେଶ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ ଉଲ୍ଲେଖ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ବିଶ୍ୱାସ କରୁଥିଲେ ଯେ ତାଙ୍କର ଯୁବ ଶିଷ୍ୟମାନେ ସିଂହ ପରି ପ୍ରତ୍ୟେକ ସମସ୍ୟାର ସମାଧାନ କରିବେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀଜୀ ଯେପରି ଯୁବକମାନଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ ଠିକ୍ ସେହିଭଳି ତାଙ୍କର ସ୍ୱାମୀଜୀ ଏବଂ ତାଙ୍କ ଆସ୍ଥା ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଯୁବପିଢ଼ିଙ୍କ ଉପରେ ସ୍ବାମୀଜୀଙ୍କର ଥିବା ଦୂରଦୃଷ୍ଟି ଉପରେ ତାଙ୍କର ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ଯଦି ଆଜି ଆମ ମଧ୍ୟରେ ଥାନ୍ତେ, ତେବେ ସେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଏବଂ ସକ୍ରିୟ ପ୍ରୟାସକୁ ଦେଖି ନୂତନ ଆତ୍ମବିଶ୍ୱାସରେ ଭରପୂର ହୋଇଥାନ୍ତେ ।

ବିଶ୍ୱ ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ ଅଶ୍ୱମେଧ ଯଜ୍ଞରେ ପ୍ରାଧନମନ୍ତ୍ରୀଙ୍କ ଭିଡିଓ ବର୍ତାର ମୂଳପାଠ

February 25th, 09:10 am

ଗାୟତ୍ରୀ ପରିବାରର କୌଣସି ବି ଆୟୋଜନ ଏତେ ପବିତ୍ରତା ସହ ଯୋଡି ହୋଇଥାଏ ଯେ, ସେଥିରେ ସାମିଲ ହେବା ନିଜ ପାଇଁ ଏକ ସୌଭାଗ୍ୟର ବିଷୟ ହୋଇଥାଏ । ମତେ ଖୁସି ଲାଗୁଛି ଯେ ମୁଁ ଆଜି ଦେବ ସଂସ୍କୃତି ବିଶ୍ୱବିଦ୍ୟାଳୟ ଦ୍ୱାରା ଆୟୋଜିତ ଅଶ୍ୱମେଧ ଯଜ୍ଞର ଅଂଶ ହୋଇପାରିଛି । ଯେତେବେଳେ ମୋତେ ଗାୟତ୍ରୀ ପରିବାର ତରଫରୁ ଏହି ଅଶ୍ୱମେଧ ଯଜ୍ଞରେ ଅଂଶଗ୍ରହଣ କରିବା ପାଇଁ ନିମନ୍ତ୍ରଣ ମିଲିଥିଲା, ସେତେବେଳେ ସମୟ ଅଭାବ ସହ ମୋ ସମ୍ମୁଖରେ ଏକ ଦ୍ୱନ୍ଦ୍ୱ ମଧ୍ୟ ଥିଲା । ଭିଡିଓ ମାଧ୍ୟମରେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଏକ ସମସ୍ୟା ଏହା ଥିଲା ଯେ ସାଧାରଣ ମଣିଷ, ଅଶ୍ୱମେଧ ଯଜ୍ଞକୁ କ୍ଷମତାର ବିସ୍ତାର ସହ ଯୋଡିକି ଦେଖିଥାଏ । ଆଜିକାଲି ନିର୍ବାଚନର ଏହି ସମୟରେ ସ୍ୱଭାବିକ ଭାବରେ ଅଶ୍ୱମେଧ ଯଜ୍ଞର କିଛି ଅନ୍ୟ ଅର୍ଥ ବାହାରି ପଡିଥାନ୍ତା । କିନ୍ତୁ ତାପରେ ମୁଁ ଦେଖିଲେ ଯେ ଅଶ୍ୱମେଧ ଯଜ୍ଞ, ଆଚାର୍ଯ୍ୟ ଶ୍ରୀରାମ ଶର୍ମାଙ୍କ ଭାବନା ଗୁଡିକୁ ଆଗକୁ ବଢାଉଛି, ଅଶ୍ୱମେଧ ଯଜ୍ଞର ଏକ ନୂଆ ଅର୍ଥକୁ ପ୍ରତିପାଦିତ କରୁଛି, ତାପରେ ମୋର ସମସ୍ତ ଦ୍ୱନ୍ଦ୍ୱ ଦୂର ହୋଇଗଲା ।

ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ ଅଶ୍ୱମେଧ ଯଜ୍ଞକୁ ସମ୍ବୋଧିତ କରିଲେ ପ୍ରଧାନମନ୍ତ୍ରୀ

February 25th, 08:40 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ ଅଶ୍ୱମେଧ ଯଜ୍ଞକୁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀ ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି 'ଅଶ୍ୱମେଧ ଯଜ୍ଞ' ସହିତ ସେ ଜଡିତ ହେବାକୁ ନେଇ ରହିଥିବା ଦ୍ୱନ୍ଦ୍ୱରୁ ଆରମ୍ଭ କରିଥିଲେ, କାରଣ ସେ ଭାବିଥିଲେ ଯେ, ଏହାକୁ ନେଇ ଭୁଲ ବ୍ୟାଖ୍ୟା ମଧ୍ୟ କରାଯାଇପାରେ । ତେବେ ସେ କହିଲେ, ଯେତେବେଳେ ମୁଁ ଆଚାର୍ଯ୍ୟ ଶ୍ରୀ ରାମ ଶର୍ମାଙ୍କ ଭାବନାକୁ ବଜାୟ ରଖିବା ଏବଂ ଏହାକୁ ନୂତନ ଅର୍ଥ ପ୍ରଦାନ କରିବା ପାଇଁ ଅଶ୍ୱମେଧ ଯଜ୍ଞ ଦେଖିଲି , ମୋର ସନ୍ଦେହ ଦୂର ହୋଇଗଲା ।

The soil of India creates an affinity for the soul towards spirituality: PM Modi

October 31st, 09:23 pm

PM Modi participated in the programme marking the culmination of Meri Maati Mera Desh campaign’s Amrit Kalash Yatra at Kartavya Path in New Delhi. Addressing the gathering, PM Modi said, Dandi March reignited the flame of independence while Amrit Kaal is turning out to be the resolution of the 75-year-old journey of India’s development journey.” He underlined that the 2 year long celebrations of Azadi Ka Amrit Mahotsav are coming to a conclusion with the ‘Meri Maati Mera Desh’ Abhiyan.

PM participates in program marking culmination of Meri Maati Mera Desh campaign’s Amrit Kalash Yatra

October 31st, 05:27 pm

PM Modi participated in the programme marking the culmination of Meri Maati Mera Desh campaign’s Amrit Kalash Yatra at Kartavya Path in New Delhi. Addressing the gathering, PM Modi said, Dandi March reignited the flame of independence while Amrit Kaal is turning out to be the resolution of the 75-year-old journey of India’s development journey.” He underlined that the 2 year long celebrations of Azadi Ka Amrit Mahotsav are coming to a conclusion with the ‘Meri Maati Mera Desh’ Abhiyan.

Amrit Kalash Yatra: PM to participate in programme marking culmination of Meri Maati Mera Desh campaign

October 30th, 09:11 am

PM Modi will participate in the programme marking the culmination of Meri Maati - Mera Desh campaign’s Amrit Kalash Yatra at Kartavya Path. The programme will also mark the closing ceremony of Azadi Ka Amrit Mahotsav. Meri Maati Mera Desh campaign is a tribute to the Veers and Veeranganas who have made the supreme sacrifice for the country.