ବିଶ୍ୱ ନେତା ଏବଂ ନାଗରିକମାନଙ୍କୁ ସେମାନଙ୍କର ହାର୍ଦ୍ଦିକ ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ
June 10th, 11:50 pm
ପ୍ରଧାନମନ୍ତ୍ରୀ ବିଶ୍ୱ ନେତା ଏବଂ ସମାଜର ସମସ୍ତ ବର୍ଗର ଲୋକଙ୍କ ପ୍ରତି ସେମାନଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଅଭିନନ୍ଦନ ବାର୍ତ୍ତା ପାଇଁ ଗଭୀର କୃତଜ୍ଞତା ପ୍ରକାଶ କରିଛନ୍ତି । ଏହି ଶୁଭକାମନା ଦ୍ୱାରା ଗଭୀର ଭାବରେ ପ୍ରଭାବିତ ହୋଇ ସେ କହିଥିଲେ ଯେ, ଭାରତର ସେବା କରିବା ଏବଂ ଦେଶର ବିକାଶ ଯାତ୍ରାରେ ଯୋଗଦାନ ଦେବା ତାଙ୍କ ପାଇଁ ଏକ ସୌଭାଗ୍ୟ । ଲୋକଙ୍କ ବିଶ୍ୱାସ ହିଁ ତାଙ୍କର ଶକ୍ତିର ସବୁଠାରୁ ବଡ ଶକ୍ତି ବୋଲି ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ଏକ ବିକଶିତ ଭାରତର ଦୃଷ୍ଟିକୋଣକୁ ସାକାର କରିବା, ୧୪୦ କୋଟି ଭାରତୀୟଙ୍କ ଆକାଂକ୍ଷା ପୂରଣ କରିବା ଏବଂ ଭାରତର ବିଶ୍ୱ ସହଭାଗୀତାକୁ ଆହୁରି ମଜବୁତ କରିବା ପାଇଁ ଅଧିକ ସମର୍ପଣ ଭାବ ସହିତ କାର୍ଯ୍ୟ କରିବାକୁ ତାଙ୍କର ପୂର୍ଣ୍ଣ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି ।ଭାରତର ସବୁଠାରୁ ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ଗୌରବ ଲାଭ କରିଥିବାରୁ ବିଶ୍ୱ ନେତାମାନଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କରିଛନ୍ତି ଶ୍ରୀ ନରେନ୍ଦ୍ର ମୋଦୀ
June 10th, 02:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ସବୁଠାରୁ ଦୀର୍ଘକାଳୀନ ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ଗୌରବ ଲାଭ କରିଥିବାରୁ ବିଶ୍ୱର ବିଭିନ୍ନ ରାଷ୍ଟ୍ର ଏବଂ ସରକାର ମୁଖ୍ୟଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଲାଭ କରିଛନ୍ତି।ଡେନମାର୍କର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ସୁଶ୍ରୀ ମେଟେ ଫ୍ରେଡେରିକସେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
June 03rd, 06:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କ୍ରମାଗତ ତୃତୀୟ ଥର ପାଇଁ ଡେନମାର୍କର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଆଜି ସୁଶ୍ରୀ ମେଟେ ଫ୍ରେଡେରିକ୍ସନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।Prime Minister’s meeting with Acting Prime Minister of Denmark on the margins of the 3rd India-Nordic Summit
May 19th, 06:40 pm
On the sidelines of the 3rd India-Nordic Summit, PM Modi met acting PM of Denmark Mette Frederiksen. The two leaders reviewed bilateral cooperation, discussed regional and global issues and also welcomed the advances made in the India-Denmark Green Strategic Partnership. The PM conveyed India’s readiness to welcome Danish technologies for green solutions in the rapidly developing Indian economy.Prime Minister’s Departure Statement ahead of his visit to the UAE, Netherlands, Sweden, Norway, and Italy
May 15th, 07:56 am
PM Modi is embarking on a five-nation visit to the UAE, the Netherlands, Sweden, Norway and Italy from 15-20 May 2026. During the visit, he will meet various Heads of State and hold discussions to further strengthen partnerships across key sectors. Highlights of the visit include his participation in the European Round Table for Industry in Sweden and the 3rd India-Nordic Summit in Oslo.ପ୍ରଧାନମନ୍ତ୍ରୀଙ୍କ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ (ମେ' 15 - 20, 2026)
May 11th, 09:00 pm
ପ୍ରଧାନମନ୍ତ୍ରୀ ମୋଦୀ 15 ମେ' ରୁ 20 ମେ' , 2026 ପର୍ଯ୍ୟନ୍ତ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ କରିବେ। ଏହି ଗସ୍ତ ସମୟରେ, ସେ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ମତ ବିନିମୟ କରିବେ। ନେଦରଲ୍ୟାଣ୍ଡରେ, ପ୍ରଧାନମନ୍ତ୍ରୀ ରାଜା ୱିଲେମ-ଆଲେକଜାଣ୍ଡାରଙ୍କୁ ଭେଟି ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ ଆଲୋଚନା କରିବେ। ସ୍ୱିଡେନରେ, ସେ ପ୍ରଧାନମନ୍ତ୍ରୀ କ୍ରିଷ୍ଟରସନଙ୍କ ସହ ଆଲୋଚନା କରିବେ। ନରୱେରେ, ସେ ରାଜା ହାରାଲ୍ଡ ପଞ୍ଚମଙ୍କୁ ସାକ୍ଷାତ କରିବେ ଏବଂ ପ୍ରଧାନମନ୍ତ୍ରୀ ଜୋନାସ ଗାହର ଷ୍ଟୋରଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ପରେ, ସେ ପ୍ରଧାନମନ୍ତ୍ରୀ ଜୋର୍ଜିଆ ମେଲୋନିଙ୍କ ସହ ଆଲୋଚନା କରିବା ପାଇଁ ଇଟାଲୀ ଗସ୍ତ କରିବେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥାହେଲେ ଡେନମାର୍କ ପ୍ରଧାନମନ୍ତ୍ରୀ
September 16th, 07:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡେନମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡେରିକସେନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି ।ଡେନ୍ମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
April 15th, 06:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫ୍ରେଡରିକ୍ସନ ଆଜି ଟେଲିଫୋନରେ କଥା ହୋଇଛନ୍ତି । ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ସମେତ ବିଶ୍ୱସ୍ତରୀୟ ବିକାଶର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡେନମାର୍କର ପ୍ରଧାନମନ୍ତ୍ରୀଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି
April 20th, 06:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡେନମାର୍କର ପ୍ରଧାନମନ୍ତ୍ରୀ ମାନ୍ୟବର ସୁଶ୍ରୀ ମେଟେ ଫ୍ରେଡେରିକସେନ୍ଙ୍କ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି ।ଡେନମାର୍କର ପ୍ରଧାନମନ୍ତ୍ରୀ ଭାବରେ ପୁନଃ ର୍ନିବାଚିତ ହୋଇଥିବାରୁ ଶ୍ରୀମତୀ ମେଟେ ଫ୍ରେଡେରିକସେନ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
December 15th, 11:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡେନମାର୍କର ପ୍ରଧାନମନ୍ତ୍ରୀ ଭାବରେ ପୁନଃ ର୍ନିବାଚିତ ହୋଇଥିବାରୁ ଶ୍ରୀମତୀ ମେଟେ ଫ୍ରେଡେରିକସେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକର ପ୍ରେସ ବିଜ୍ଞପ୍ତି
May 03rd, 06:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫ୍ରେଡେରିକସନ୍ଙ୍କ ସହିତ ଦ୍ୱିପାକ୍ଷିକ ବୈଠକ କରିଛନ୍ତି ।ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାଳରେ ବିନିମୟ ହୋଇଥିବା ବୁଝାମଣା/ରାଜିନାମାର ତାଲିକା
October 09th, 03:54 pm
ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାଳରେ ବିନିମୟ ହୋଇଥିବା ବୁଝାମଣା/ରାଜିନାମାର ତାଲିକାଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନଙ୍କ ସହିତ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 09th, 01:38 pm
କରୋନା ମହାମାରୀ ଆରମ୍ଭ ହେବା ପୂର୍ବରୁ, ହାଇଦ୍ରାବାଦ ହାଉସ ନିୟମିତ ଭାବେ ସରକାରୀ ମୁଖ୍ୟ ଏବଂ ରାଷ୍ଟ୍ରମୁଖ୍ୟମାନଙ୍କୁ ସ୍ବାଗତ କରିବାର ସାକ୍ଷୀ ରହିଆସିଛି। ବିଗତ ୧୮-୨୦ ମାସ ଧରି ଏହି ଧାରା ବନ୍ଦ ରହିଥିଲା। ମୁଁ ଖୁସି ଯେ ଏହି ଧାରା ପୁଣି ନୂଆ କରି ଆରମ୍ଭ ହୋଇଛି। ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଯାତ୍ରାରୁ ଏହି ଧାରା ଆରମ୍ଭ ହେବା ଖୁସିର ବିଷୟ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡେରିକସନଙ୍କ ମଧ୍ୟରେ ଭର୍ଚୁଆଲ ଶିଖର ସମ୍ମିଳନୀ
September 27th, 07:00 pm
ଭାରତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡେରିକସନଙ୍କ ମଧ୍ୟରେ ସେପ୍ଟେମ୍ବର 28, 2020ରେ ଦ୍ୱିପାକ୍ଷିକ ଭର୍ଚୁଆଲ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଭାରତ ଏହି ସମ୍ମିଳନୀ ଆୟୋଜନ କରିଥିଲା ।Phone call between Prime Minister Shri Narendra Modi and her Excellency Mette Frederiksen, Prime Minister of Denmark
May 14th, 08:18 pm
Prime Minister Narendra Modi had a telephone conversation with Her Excellency Mette Frederiksen, Prime Minister of Denmark. The leaders compared notes on the steps taken in the two countries to tackle the COVID-19 pandemic.