First the product, then components and now the semiconductor; this is the definitive next phase of Make in India: PM Modi in Sanand, Gujarat

July 04th, 05:15 pm

PM Modi inaugurated the CG Semi OSAT facility in Sanand, Gujarat and lauded the joint efforts of Indian, Japanese and Thai industry partners. He praised the transition into active commercial production capable of delivering 20 crore units annually, while expressing confidence in the team's ambitious target of reaching 500 crore units. He reiterated that, with a complete commitment to ease of doing business, 140 crore Indians will definitely make the nation developed by 2047.

PM Modi inaugurates the CG Semi Outsourced Semiconductor Assembly and Test (OSAT) facility in Sanand, Gujarat

July 04th, 05:00 pm

PM Modi inaugurated the CG Semi OSAT facility in Sanand, Gujarat and lauded the joint efforts of Indian, Japanese and Thai industry partners. He praised the transition into active commercial production capable of delivering 20 crore units annually, while expressing confidence in the team's ambitious target of reaching 500 crore units. He reiterated that, with a complete commitment to ease of doing business, 140 crore Indians will definitely make the nation developed by 2047.

The inauguration of Micron’s semiconductor facility marks a milestone in India’s journey towards technology leadership: PM Modi in Sanand, Gujarat

February 28th, 02:45 pm

During the inauguration of the Micron ATMP facility in Sanand, Gujarat, PM Modi said that India is now rapidly strengthening its identity in the hardware sector. He highlighted the project’s rapid progress and emphasized that the facility is a testament to the robust India-US partnership. He expressed confidence that the Micron facility would anchor a new semiconductor ecosystem in the country and asserted that India is ready, reliable and delivers.

ମାଇକ୍ରୋନ ଟେକ୍ନୋଲୋଜିର ସେମିକଣ୍ଡକ୍ଟର ଆସେମ୍ବଲି, ଟେଷ୍ଟ ଆଣ୍ଡ ପ୍ୟାକେଜିଂ ସୁବିଧାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

February 28th, 02:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସାନନ୍ଦଠାରେ ମାଇକ୍ରୋନ ଏଟିଏମପି (ଆସେମ୍ବଲି, ଟେଷ୍ଟ, ମାର୍କିଂ ଏବଂ ପ୍ୟାକେଜିଂ) ସୁବିଧାର ଉଦଘାଟନ କରିଛନ୍ତି। ବାଣିଜ୍ୟିକ ଉତ୍ପାଦନର ପ୍ରାରମ୍ଭକୁ ଚିହ୍ନିତ କରୁଥିବା ଏହି ଗୁରୁତ୍ୱପୂର୍ଣ୍ଣ ଘଟଣା ବିଶ୍ୱ ବୈଷୟିକ ନେତୃତ୍ୱ ଦିଗରେ ଭାରତର ଯାତ୍ରାରେ ଏକ ଐତିହାସିକ ମାଇଲଖୁଣ୍ଟକୁ ସୂଚିତ କରେ।

୨୮ ଫେବୃଆରୀରେ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 27th, 03:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୮ ଫେବୃଆରୀ ୨୦୨୬ରେ ଗୁଜରାଟ ଗସ୍ତ କରିବେ । ଅପରାହ୍ନ ପ୍ରାୟ ୩:୪୫ ସମୟରେ, ପ୍ରଧାନମନ୍ତ୍ରୀ ସାନନ୍ଦରେ ମାଇକ୍ରୋନ୍ ସେମିକଣ୍ଡକ୍ଟର ଟେକ୍ନୋଲୋଜି ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍‌ର ସେମିକଣ୍ଡକ୍ଟର ଆସେମ୍ବଲି ପରୀକ୍ଷଣ ଏବଂ ପ୍ୟାକେଜିଂ (ଏଟିଏମ୍‌ପି) ପ୍ଲାଣ୍ଟର ଉଦ୍‌ଘାଟନ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

ଆମେରିକାର ନ୍ୟୁୟର୍କରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 22nd, 10:00 pm

ନମସ୍କାର ଆମେରିକା ! ବର୍ତ୍ତମାନ ମୋର ‘ନମସ୍ତେ’ ମଧ୍ୟ ବିଶ୍ୱସ୍ତରୀୟ ହୋଇଯାଇଛି, ସ୍ଥାନୀୟ ଠାରୁ ଆରମ୍ଭ କରି ବିଶ୍ୱସ୍ତରରେ ପରିଣତ ହୋଇଯାଇଛି, ଏବଂ ଏସବୁ ଆପଣମାନେ କରିଛନ୍ତି । ଭାରତକୁ ନିଜ ହୃଦୟରେ ସ୍ଥାନ ଦେଇଥିବା ପ୍ରତ୍ୟେକ ଭାରତୀୟ ଏହା କରିଛନ୍ତି।

ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ

September 22nd, 09:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନ୍ୟୁୟର୍କର ଲଙ୍ଗ ଆଇଲ୍ୟାଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଏକ ବିଶାଳ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ୧୫ ହଜାରରୁ ଅଧିକ ଲୋକ ଯୋଗ ଦେଇଥିଲେ।

ମାଇକ୍ରୋନ୍ ଟେକ୍ନୋଲୋଜିର ସଭାପତି ଏବଂ ସିଇଓ ଶ୍ରୀ ସଞ୍ଜୟ ମେହରୋତ୍ରାଙ୍କୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ

July 28th, 06:07 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଗାନ୍ଧୀନଗରରେ ମାଇକ୍ରୋନ୍ ଟେକ୍‌ନୋଲୋଜିର ସଭାପତି ଏବଂ ସିଇଓ ଶ୍ରୀ ସଞ୍ଜୟ ମେହରୋତ୍ରାଙ୍କୁ ସାକ୍ଷାତ କରିଛନ୍ତି। ସେ ଭାରତରେ ସେମି କଣ୍ଡକ୍‌ଟରର ଉତ୍ପାଦନ ସମ୍ପର୍କିତ ଇକୋସିଷ୍ଟମକୁ ମଜବୁତ କରିବା ପାଇଁ ମାଇକ୍ରୋନ୍ ଟେକ୍‌ନୋଲୋଜିର ଯୋଜନା ଉପରେ ଆଲୋଚନା କରିଛନ୍ତି।

ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଶତାବ୍ଦୀ ସମାରୋହର ସମାପନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

June 30th, 11:20 am

ବର୍ତ୍ତମାନ ଶହେ ବର୍ଷର ଚଳଚ୍ଚିତ୍ର ଆମେ ଦେଖିଥିଲେ, ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଦୁନିଆକୁ ବୁଝିବା ପାଇଁ । କେବଳ ଯଦି ଏତେ ବଡ଼ ଦେଖିବା ତେବେ ଜଣାପଡ଼ିବ ଯେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ କ’ଣ ଦେଇଛି । କିଛି ଲୋକ ମୋ ସମ୍ମୁଖରେ ବସିଛନ୍ତି, ଯେଉଁମାନଙ୍କୁ ମୁଁ ଛାତ୍ର ଦିନରୁ ଜାଣିଛି, କିନ୍ତୁ ବର୍ତ୍ତମାନ ସେମାନେ ବହୁତ ବଡ଼ ଲୋକ ହୋଇ ଯାଇଛନ୍ତି, ଏବଂ ମୋର ଅନୁମାନ ଥିଲା ଯେ ମୁଁ ଆଜି ଏଠାକୁ ଆସିବି ତେବେ ମୋତେ ଏଠାରେ ଉପସ୍ଥିତ ପୁରୁଣା ସାଥୀମାନଙ୍କ ସହିତ ଭେଟିବାର ସୁଯୋଗ ପାଇବି ଏବଂ ମୋତେ ମିଳୁଛି ।

ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଶତବାର୍ଷିକୀ ସମାରୋହର ଉଦଯାପନୀ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

June 30th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀ ବିଶ୍ୱ ବିଦ୍ୟାଳୟର କ୍ରୀଡ଼ା ପରିସରରେ ଥିବା ବହୁମୁଖୀ କକ୍ଷରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାରୋହର ଉଦଯାପନୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସରେ ତିଆରି ହେବାକୁ ଥିବା ପ୍ରଯୁକ୍ତି ବିଭାଗ, କମ୍ପ୍ୟୁଟର କେନ୍ଦ୍ର ଓ ଶିକ୍ଷା ବ୍ଲକ୍ ପାଇଁ ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ସ୍ମାରକୀ ଶତବାର୍ଷିକୀ ଅଧ୍ୟାୟ - ଶତବାର୍ଷିକୀ ସମାରୋହର ସଂକଳନ; ଲୋଗୋ ପୁସ୍ତିକା - ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଓ ଏହାର ମହାବିଦ୍ୟାଳମାନଙ୍କର ଲୋଗୋ; ଏବଂ ଔରା - ଦିଲ୍ଲୀ ବିଶ୍ୱବିଦ୍ୟାଳୟର ୧୦୦ ବର୍ଷ ପୂର୍ତ୍ତି ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି ।