The party governing Punjab today has neither clean intentions nor honesty: PM Modi in Jalandhar
July 17th, 04:31 pm
PM Modi addressed a massive public rally in Jalandhar, Punjab, where he highlighted the transformation of India's railway infrastructure, outlined the BJP's vision for a Viksit Punjab and called for a double-engine government to unlock the state's full potential. He also spoke about the growing opportunities for Punjab's youth through India's emerging sports economy.PM addresses an energy-packed public rally in Jalandhar, Punjab
July 17th, 04:30 pm
PM Modi addressed a massive public rally in Jalandhar, Punjab, where he highlighted the transformation of India's railway infrastructure, outlined the BJP's vision for a Viksit Punjab and called for a double-engine government to unlock the state's full potential. He also spoke about the growing opportunities for Punjab's youth through India's emerging sports economy.Prime Minister highlights Government’s efforts to enhance Ease of Living for the middle class
June 15th, 01:16 pm
The Prime Minister, Shri Narendra Modi has highlighted the government’s efforts to enhance Ease of Living for the middle classs and said that it is the privilege of the Government to work towards fulfilling the aspirations of the middle class. He noted that the middle class has contributed to nation-building in countless ways.କେନ୍ଦ୍ରୀୟ ବଜେଟ ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 01st, 01:38 pm
ଆଜିର ବଜେଟ ଐତିହାସିକ । ଦେଶର ନାରୀ ଶକ୍ତିର ଏହା ଏକ ପରିଚାୟକ । ଜଣେ ମହିଳା ଅର୍ଥମନ୍ତ୍ରୀ ହିସାବରେ ନିର୍ମଳାଜୀ ସଂସଦରେ ଲଗାତର ଭାବେ ନବମଥର ପାଇଁ ବଜେଟ ଉପସ୍ଥାପନ କରି ରେକର୍ଡ ସୃଷ୍ଟି କରିଛନ୍ତି । ଏହି ବଜେଟ ଅନେକ ସମ୍ଭାବନାର ଏକ ହାଇୱେ । ବର୍ତମାନର ସ୍ୱପ୍ନସବୁକୁ ଅନୁଭବ କରି ଭାରତର ଉଜ୍ୱଳ ଭବିଷ୍ୟତର ମୂଳଦୁଆକୁ ଏହି ବଜେଟ ସୁଦୃଢ କରିଛି । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣର ସ୍ୱପ୍ନକୁ ଏହି ବଜେଟ ପକ୍କା କରିଛି ।କେନ୍ଦ୍ର ବଜେଟ୍ ୨୦୨୬ ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ
February 01st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ର ବଜେଟ୍ ୨୦୨୬ ଉପରେ ନିଜର ମନ୍ତବ୍ୟ ରଖିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜିର ବଜେଟ୍ ଐତିହାସିକ ଏବଂ ଏହା ଦେଶର ମହିଳାମାନଙ୍କ ସଶକ୍ତ ମନୋବଳକୁ ପ୍ରତିଫଳିତ କରୁଛି। ସେ ଉଲ୍ଲେଖ କରିଥିଲେ ଯେ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଜଣେ ମହିଳା ଅର୍ଥମନ୍ତ୍ରୀ ଭାବେ କ୍ରମାଗତ ନବମ ଥର ପାଇଁ ଦେଶର ବଜେଟ୍ ଉପସ୍ଥାପନ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ବଜେଟ୍ ଅପାର ସୁଯୋଗର ଏକ ପ୍ରଶସ୍ତ ପଥ ଯାହା ବର୍ତ୍ତମାନର ସ୍ୱପ୍ନକୁ ପୂରଣ କରିବ ଏବଂ ଭାରତର ଉଜ୍ଜ୍ୱଳ ଭବିଷ୍ୟତର ମୂଳଦୁଆକୁ ସୁଦୃଢ଼ କରିବ । ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ରାଷ୍ଟ୍ରରେ ପରିଣତ ହେବା ଦିଗରେ ଭାରତର ଉଚ୍ଚ ଉଡାଣର ଆଧାର ଭାବେ ଏହି ବଜେଟ୍ କାର୍ଯ୍ୟ କରୁଛି।The courage, confidence and innovation of startups are shaping India's future: PM Modi
January 16th, 01:30 pm
On the occasion of National Startup Day, PM Modi addressed a programme marking a decade of the Startup India initiative in New Delhi. Highlighting the significant rise in the number of startups and unicorns over the past decade, the PM noted the growing participation of women in the startups. As India is set to host the AI Impact Summit in February 2026, the PM remarked that it presents a great opportunity for the youth and urged them to work hard and innovate.ହିନ୍ଦୁସ୍ଥାନ ଟାଇମ୍ସ ନେତୃତ୍ୱ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
December 06th, 08:14 pm
ହିନ୍ଦୁସ୍ଥାନ ଟାଇମ୍ସର ଏହି ନେତୃତ୍ୱ ସମ୍ମିଳନୀରେ ଦେଶ ବିଦେଶରୁ ବହୁ ମାନ୍ୟ ଗଣ୍ୟ ଅତିଥି ଯୋଗ ଦେଇଛନ୍ତି । ଆୟୋଜକ ତଥା ନିଜ ମତ ରଖିଥିବା ସମସ୍ତ ମହାନୁଭବଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଏବେ ଶୋଭନାଜୀ ଦୁଇଟି କଥା କହିଲେ ଯାହା ମୁଁ ଅନୁଧ୍ୟାନ କରିଛି । ଗୋଟିଏ ହେଲା, ଗତଥର ମୋଦୀ ଆସିଥିଲେ ଓ ଏହି ପ୍ରସ୍ତାବ ଦେଇଥିଲେ । ଏହି ଦେଶରେ ମିଡିଆ ହାଉସକୁ କେହି କିଛି କାମ କହିବାକୁ ସାହାସ କରନ୍ତିନି । କିନ୍ତୁ ମୁଁ କରିଲି । ମୋ ପାଇଁ ଏହା ଏକ ଶୁଭ ଖବର ଯେ, ଶୋଭନାଜୀ ଓ ତାଙ୍କ ଟିମ ଅତି ଆଗ୍ରହର ସହ ଏହି କାମ ସମ୍ପନ୍ନ କରିଛନ୍ତି । ମୁଁ ପ୍ରଦର୍ଶନୀ ଦେଖି ଆସିବା ପରେ ସମସ୍ତେ ଏହା ଦେଖିବା ଲାଗି ମୁଁ ଅନୁରୋଧ କରିବି । ଫଟୋଗ୍ରାଫର ବନ୍ଧୁମାନେ ସ୍ମୃତି ସବୁକୁ ଏମିତି ଜାବୁଡି ଧରି ରଖିପାରିଛନ୍ତି ଯେ ସେହି ମୁହୂର୍ତ ସବୁ ଅମରତ୍ୱ ଲାଭ କରିପାରିଛି । ଦେଶ ମାତୃକାର ସେବା ଆଗକୁ ଏମିତି ଜାରି ରଖିବା ନେଇ ହିନ୍ଦୁସ୍ଥାନ ଟାଇମ୍ସ କହିବା ପରେ ମୁଁ ବିଶେଷ ଭାବରେ ଏନେଇ ଧନ୍ୟବାଦ ଜଣାଉଛି ।ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
December 06th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ଉଦବୋଧନ ଦେଇଛନ୍ତି । ସମ୍ମିଳନୀରେ ଭାରତ ଏବଂ ବିଦେଶରୁ ଅନେକ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିକୁ ସେ ସ୍ୱାଗତ କରିବା ସହିତ ଆୟୋଜକ ଏବଂ ନିଜର ମତାମତ ବାଣ୍ଟିଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ଶୋଭନା ଜୀ ଦୁଇଟି ବିନ୍ଦୁ ଉଲ୍ଲେଖ କରିଥିଲେ ଯାହାକୁ ସେ ଭଲଭାବେ ହୃଦୟଙ୍ଗମ କରିଛନ୍ତି। ପ୍ରଥମଟି ଥିଲା ତାଙ୍କର ପୂର୍ବ ଗସ୍ତର ଉଲ୍ଲେଖ, ଯେତେବେଳେ ସେ ଏକ ପରାମର୍ଶ ଦେଇଥିଲେ, ଯାହା ଗଣମାଧ୍ୟମ ସଂସ୍ଥାଗୁଡ଼ିକ ସହିତ ବହୁତ କମ୍ କରାଯାଇଥାଏ, କିନ୍ତୁ ସେ ତାହା କରିଥିଲେ। ଶୋଭନା ଜୀ ଏବଂ ତାଙ୍କ ଦଳ ଏହାକୁ ଉତ୍ସାହର ସହିତ କାର୍ଯ୍ୟକାରୀ କରିଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଦର୍ଶନୀ ପରିଦର୍ଶନ କରିବା ସମୟରେ ସେ ଦେଖିଥିଲେ ଯେ ଫଟୋଗ୍ରାଫରମାନେ ଏପରି ମୁହୂର୍ତ୍ତଗୁଡ଼ିକୁ କ୍ୟାମେରାରେ କଏଦ କରିଛନ୍ତି ଯାହା ଅମର ହୋଇଯାଇଛି । ସମସ୍ତଙ୍କୁ ଏହା ଦେଖିବାକୁ ସେ ଅନୁରୋଧ କରିଥିଲେ। ଶୋଭନା ଜୀଙ୍କ ଦ୍ୱିତୀୟ ବିନ୍ଦୁ ଉପରେ ପ୍ରଧାନମନ୍ତ୍ରୀ ମତ ରଖିଥିଲେ। ସେ କହିଥିଲେ, ଦେଶର ସେବା କରିବା କେବଳ ତାଙ୍କର ଇଚ୍ଛା ନୁହେଁ ବରଂ ହିନ୍ଦୁସ୍ତାନ ଟାଇମ୍ସ ମଧ୍ୟ ଚାହୁଁଛି ଯେ ସେ ଏହି ସେବା କରିବା ଜାରି ରଖିବା ଆବଶ୍ୟକ। ଏଥିପାଇଁ ପ୍ରଧାନମନ୍ତ୍ରୀ ବିଶେଷ ଭାବେ କୃତଜ୍ଞତା ପ୍ରକଟ କରିଥିଲେ।