ବ୍ରାଜିଲର ରିଓ ଡି ଜେନେରୋରେ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ କ୍ୟୁବାର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
July 07th, 05:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲ୍ର ରିଓ ଡି ଜେନେରୋଠାରେ ଅନୁଷ୍ଠିତ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ କ୍ୟୁବାର ରାଷ୍ଟ୍ରପତି ମିଗୁଏଲ୍ ଡିଆଜ୍-କାନେଲ ବର୍ମୁଡେଜଙ୍କୁ ସାକ୍ଷାତ କରିଛନ୍ତି । ଏହା ପୂର୍ବରୁ ୨୦୨୩ରେ ଜୋହାର୍ନ୍ସବର୍ଗରେ ଅନୁଷ୍ଠିତ ବ୍ରିକ୍ସ ସମ୍ମିଳନୀରେ ରାଷ୍ଟ୍ରପତି ଡିଆଜ-କାନଲେଙ୍କୁ ଭେଟିଥିଲେ, ଯେଉଁଠାରେ କ୍ୟୁବା ସ୍ୱତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଥିଲେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ବିଶ୍ୱ ନେତାଙ୍କ ଠାରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କରିବା ଜାରି ରଖିଛନ୍ତି
June 11th, 05:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଅଭିନନ୍ଦନ ବାର୍ତ୍ତା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ବିଶ୍ୱନେତାଙ୍କ ବାର୍ତ୍ତା ଏବଂ ଟେଲିଫୋନ୍ କଲ୍ ର ଉତ୍ତର ଦେଇଛନ୍ତି ଶ୍ରୀ ମୋଦୀ।