ଏସ୍ସିଓ ସମ୍ମିଳନୀରେ ମିଆଁମାରର ରାଜ୍ୟ ସୁରକ୍ଷା ଏବଂ ଶାନ୍ତି କମିଶନର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ୍ ହ୍ଲାଇଙ୍ଗଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
August 31st, 04:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତିୟାନଜିନରେ ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ ଅବସରରେ ମିଆଁମାରର ରାଜ୍ୟ ସୁରକ୍ଷା ଏବଂ ଶାନ୍ତି କମିଶନର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ ହ୍ଲାଇଙ୍ଗଙ୍କ ସହ ସାକ୍ଷାତ କରିଛନ୍ତି ।ବିମ୍ଷ୍ଟେକ୍ ସମ୍ମିଳନୀ ଅବସରରେ ଷ୍ଟେଟ୍ ଆଡ୍ମିନିଷ୍ଟ୍ରେସନ୍ କାଉନ୍ସିଲ୍ର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ୍ ମିନ୍ ଅଙ୍ଗ୍ ହଲାଇଙ୍ଗ୍ଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
April 04th, 09:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ୟାଙ୍କକ୍ରେ ବିମ୍ଷ୍ଟେକ ଶିଖର ସମ୍ମିଳନୀ ଅବସରରେ ଷ୍ଟେଟ୍ ଆଡ୍ମିନିଷ୍ଟ୍ରେସନ୍ କାଉନ୍ସିଲ୍ର ଅଧ୍ୟକ୍ଷ ଏବଂ ମିଆଁମାର ପ୍ରଧାନମନ୍ତ୍ରୀ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ୍ ହଲାଇଙ୍ଗ୍ଙ୍କ ସହ ସାକ୍ଷାତ କରିଛନ୍ତି ।ମିଆଁମାର ଭୂମିକମ୍ପ ବିପଦ ମଧ୍ୟରେ ବରିଷ୍ଠ ଜେନେରାଲ୍ ମିନ୍ ଅଙ୍ଗ୍ ହ୍ଲାଇଙ୍ଗଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
March 29th, 01:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୂମିକମ୍ପ ବିପଦ ମଧ୍ୟରେମିଆଁମାରର ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ୍ ହ୍ଲାଇଙ୍ଗଙ୍କ ସହ କଥାହୋଇଛନ୍ତି । ଏହି ଆହ୍ୱାନ ସମୟରେ ମିଆଁମାର ସହିତ ଏକତାର ସହଠିଆ ହେବା ପାଇଁ ଏକ ଘନିଷ୍ଠ ବନ୍ଧୁ ଏବଂ ପଡୋଶୀ ଭାବରେଭାରତର ଦୃଢ଼ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି । ଏହି ବିପର୍ଯ୍ୟୟସମୟରେ ପ୍ରଭାବିତ ଅଞ୍ଚଳଗୁଡିକୁ ତୁରନ୍ତ ରିଲିଫ ଏବଂ ସହାୟତାପ୍ରଦାନ କରିବା ପାଇଁ ଭାରତ ସରକାର ଏକ ପଦକ୍ଷେପ ଭାବରେଅପରେସନ୍ ବହ୍ମା ଆରମ୍ଭ କରିଛି ।