ଫିଲିପାଇନ୍ସର ମିଣ୍ଡାନାଓରେ ଭୂକମ୍ପ ଯୋଗୁଁ ଘଟିଥିବା ଜୀବନହାନି ଏବଂ କ୍ଷୟକ୍ଷତିକୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
June 08th, 07:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫିଲିପାଇନ୍ସର ମିଣ୍ଡାନାଓରେ ଆଜିର ଭୂକମ୍ପରେ ଜୀବନହାନି ଏବଂ କ୍ଷୟକ୍ଷତି ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଥିଲେ।