List of Outcomes during the visit of Hon’ble Prime Minister to Slovakia

June 15th, 05:17 pm

During PM Modi’s historic visit to Slovakia, India and Slovakia elevated their relationship to a Comprehensive Partnership and announced a wide-ranging set of outcomes across defence, digital technology, higher education, research, labour mobility, quantum communication, healthcare, tourism and culture. The two sides also agreed to establish a Joint Working Group on Counter Terrorism and a Consular Dialogue.

‘Restoring Balance’ is a global urgency: PM Modi highlights global health challenges at WHO Global Summit on Traditional Medicine

December 19th, 08:11 pm

PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.

ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 19th, 07:07 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱସ୍ତରୀୟ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ଗତ ତିନି ଦିନ ଧରି, ପାରମ୍ପରିକ ଔଷଧ କ୍ଷେତ୍ରରେ ବିଶ୍ୱର ବିଶେଷଜ୍ଞମାନେ ଗମ୍ଭୀର ଏବଂ ଅର୍ଥପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ । ଏହି ଉଦ୍ଦେଶ୍ୟରେ ଭାରତ ଏକ ଦୃଢ଼ ମଞ୍ଚ ଭାବରେ କାର୍ଯ୍ୟ କରୁଥିବାରୁ ସେ ଖୁସି ପ୍ରକାଶ କରି ଏହି ପ୍ରକ୍ରିୟାରେ ‘ହୁ’ର ସକ୍ରିୟ ଭୂମିକା ସମ୍ପର୍କରେ ଉଲ୍ଲେଖ କରିଥିଲେ। ସେ ସମ୍ମିଳନୀର ସଫଳ ଆୟୋଜନ ପାଇଁ ହୁ, ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଏବଂ ଉପସ୍ଥିତ ସମସ୍ତ ଅଂଶଗ୍ରହଣକାରୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଥିଲେ।

ପ୍ରଧାନମନ୍ତ୍ରୀ ପାରମ୍ପରିକ ଚିକିତ୍ସା ଉପରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଦ୍ୱିତୀୟ ବୈଶ୍ୱିକ ଶିଖର ସମ୍ମିଳନୀର ଉଦଯାପନୀ ସମାରୋହକୁ ସମ୍ବୋଧିତ କରିବେ

December 18th, 04:21 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ଡିସେମ୍ବର ୨୦୨୫ ଅପରାହ୍ଣ ପ୍ରାୟ ୪ଟା ୩୦ରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ପାରମ୍ପରିକ ଚିକିତ୍ସା ଉପରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଦ୍ୱିତୀୟ ବୈଶ୍ୱିକ ଶିଖର ସମ୍ମିଳନୀରେ ଅଂଶ ଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ଉଦଯାପନୀ ସମାବେଶରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଏହି କାର୍ଯ୍ୟକ୍ରମ ବୈଶ୍ୱିକ, ବିଜ୍ଞାନ ଆଧାରିତ ଏବଂ ଜନକୈନ୍ଦ୍ରିକ ପାରମ୍ପରିକ ଚିକିତ୍ସା କାର୍ଯ୍ୟସୂଚୀକୁ ରୂପରେଖ ଦେବା ଦିଗରେ ଭାରତର ବର୍ଦ୍ଧିତ ନେତୃତ୍ୱ ଏବଂ ଅଭ୍ରଣୀ ଭୂମିକାକୁ ଦର୍ଶାଉଛି ।

ଡିସେମ୍ବର ୧୧ ରେ ସ୍ମାର୍ଟ ଇଣ୍ଡିଆ ହାକାଥନ ୨୦୨୪ର ଅଂଶଗ୍ରହଣକାରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

December 09th, 07:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଡିସେମ୍ବର ୨୦୨୩ ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଗ୍ରାଣ୍ଡ ଫାଇନାଲରେ ଯୁବ ଉଦ୍ଭାବକମାନଙ୍କ ସହ ଆଲୋଚନା କରିବେ । ଗ୍ରାଣ୍ଡ ଫାଇନାଲରେ ୧୩୦୦ରୁ ଅଧିକ ଛାତ୍ର ଦଳ ଅଂଶଗ୍ରହଣ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।

ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନର ଡାଇରେକ୍ଟର ଜେନେରାଲ୍ ଡ. ଟେଡ୍ରୋସ୍ ଆଧାନୋମ୍ ଘେବ୍ରେୟେସସ୍ ଙ୍କୁ ଭାରତରେ ସ୍ବାଗତ କରିଛନ୍ତି ପ୍ରଧାନମନ୍ତ୍ରୀ

August 16th, 02:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଡାଇରେକ୍ଟର ଜେନେରାଲ୍‌ ଡକ୍ଟର ଟେଡ୍ରୋସ ଆଧାନୋମ୍ ଘେବ୍ରେୟେସସ୍ ଙ୍କୁ ଭାରତକୁ ସ୍ୱାଗତ କରିଛନ୍ତି। ଡକ୍ଟର ଟେଡ୍ରୋସଙ୍କ ପାଇଁ ଶ୍ରୀ ମୋଦୀ 'ତୁଲସୀ ଭାଇ' ନାମ ବ୍ୟବହାର କରିଥିଲେ, ଯାହା ପ୍ରଧାନମନ୍ତ୍ରୀ ତାଙ୍କର ଶେଷ ଗସ୍ତରେ ଡାଇରେକ୍ଟର ଜେନେରାଲଙ୍କୁ ଦେଇଥିଲେ।