Visit of the Crown Prince of Abu Dhabi His Highness Sheikh Khaled bin Mohamed bin Zayed Al Nahyan to India

February 19th, 05:45 pm

On the sidelines of the AI Impact Summit, PM Modi met Sheikh Khaled bin Mohamed bin Zayed Al Nahyan, Crown Prince of Abu Dhabi. Both leaders reaffirmed the importance of the India-UAE Comprehensive Strategic Partnership. They noted that bilateral trade and investment have witnessed remarkable growth since the signing of the CEPA four years ago and welcomed initiatives that set the stage for enhanced bilateral cooperation.

Prime Minister Narendra Modi to distribute over 61,000 appointment letters under Rozgar Mela

January 23rd, 05:46 pm

PM Modi will distribute more than 61,000 appointment letters to newly appointed youth at the 18th Rozgar Mela on 24th January, 2026. Since its inception, more than 11 lakh recruitment letters have been issued through Rozgar Melas organised across the country. It is a key initiative aimed at translating the vision of employment generation into action.

ମେଦବହୁଳତା ବିରୋଧରେ ଲଢ଼ିବା ଏବଂ ତେଲ ବ୍ୟବହାର କମାଇବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ଡାକ୍ତର ଓ କ୍ରୀଡାବିତ୍‌ଙ୍କ ସମେତ ବିଭିନ୍ନ କ୍ଷେତ୍ରରୁ ସମର୍ଥନ

January 31st, 06:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିକଟରେ ମେଦବହୁଳତା ବିରୋଧରେ ଲଢ଼େଇ ଏବଂ ତେଲ ବ୍ୟବହାର କମାଇବା ପାଇଁ ଆହ୍ୱାନ ଦେଇଛନ୍ତି । ଏହାକୁ ଡାକ୍ତର, କ୍ରୀଡାବିତ୍ ତଥା ଜୀବନର ବିଭିନ୍ନ ବର୍ଗର ଲୋକମାନଙ୍କ ନିକଟରୁ ବ୍ୟାପକ ସମର୍ଥନ ମିଳିଛି ।

List of Outcomes: State visit of President of Indonesia to India (January 23-26, 2025)

January 25th, 08:54 pm

PM Modi and President Prabowo Subianto of Indonesia witnessed key outcomes during the state visit (January 23-26, 2025). Five MoUs were signed, including health cooperation, maritime safety, traditional medicine quality assurance, digital development, and a cultural exchange program (2025-28). Additionally, the 3rd India-Indonesia CEOs Forum presented its joint report to the leaders.

ଡିସେମ୍ବର ୨୩ରେ ରୋଜଗାର ମେଳା ଅବସରରେ ୭୧ ହଜାରରୁ ଊର୍ଦ୍ଧ୍ବ ନିଯୁକ୍ତି ପତ୍ର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

December 22nd, 09:48 am

ଭିଡିଓ କନଫରେନ୍ସିଂ ଯୋଗେ ସୋମବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବାହ୍ନ ପ୍ରାୟ ସାଢେ ୧୦ଟା ବେଳକୁ ୭୧ ହଜାରରୁ ଊର୍ଦ୍ଧ୍ଵ ନିଯୁକ୍ତି ପତ୍ର ବଂଟନ କରିବେ । ରୋଜଗାର ମେଳା ଅବସରରେ ତାଙ୍କର ଉଦବୋଧନ ଦେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।

ପ୍ରଧାନମନ୍ତ୍ରୀଙ୍କ ଅତ୍ୟଧିକ ଯକ୍ଷ୍ମା ପ୍ରବଣ ଜିଲ୍ଲାଗୁଡିକ ଉପରେ ଗୁରୁତ୍ୱ ସହ ଏକ ସ୍ୱତନ୍ତ୍ର ୧୦୦ ଦିନିଆ ଅଭିଯାନ ଘୋଷଣା

December 07th, 02:38 pm

ଯକ୍ଷ୍ମା ବିରୋଧରେ ଭାରତର ଲଢ଼େଇ ଆହୁରି ଶକ୍ତିଶାଳୀ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁତ୍ୱାରୋପ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଅତ୍ୟଧିକ ଯକ୍ଷ୍ମା ପ୍ରବଣ ଜିଲ୍ଲାଗୁଡିକ ଉପରେ ଧ୍ୟାନ ଦେବା ସହ ପ୍ରଧାନମନ୍ତ୍ରୀ ଆଜି ଏକ ସ୍ୱତନ୍ତ୍ର ୧୦୦ ଦିନିଆ ଅଭିଯାନ ଆରମ୍ଭ କରିବାକୁ ଘୋଷଣା କରିଛନ୍ତି । ଏଥିସହ ସେ ନାଗରିକମାନଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ଜେ ପି ନଡ୍ଡାଙ୍କ ଦ୍ୱାରା ଲିଖିତ ଏକ ନିବନ୍ଧ ପଢ଼ିବାକୁ ଅନୁରୋଧ କରିଛନ୍ତି ।

ଅକ୍ଟୋବର ୨୯ରେ ରୋଜଗାର ମେଳା ଅଧିନରେ ସରକାରୀ ବିଭାଗ ଓ ସଂସ୍ଥାରେ ନୂଆ ନିଯୁକ୍ତି ପାଇଥିବା ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

October 28th, 01:05 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯ ଅକ୍ଟୋବର ୨୦୨୪ ଦିନ ୧୦:୩୦ ସମୟରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନବ ନିଯୁକ୍ତ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବିତରଣ କରିବେ । ଏହି ଅବସରରେ ମଧ୍ୟ ପ୍ରଧାନମନ୍ତ୍ରୀ ରୋଜଗାର ମେଳାକୁ ସମ୍ବୋଧିତ କରିବେ ।