ରୋଜଗାର ମେଳାରେ ୫୧ ହଜାରରୁ ଅଧିକ ନିଯୁକ୍ତିପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

May 22nd, 03:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ମଇ ୨୦୨୬ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ରୋଜଗାର ମେଳାରେ ଯୋଗଦେଇ ବିଭିନ୍ନ ସରକାରୀ ବିଭାଗ ଓ ସଂଗଠନରେ ନବନିଯୁକ୍ତ ଯୁବକ-ଯୁବତୀମାନଙ୍କୁ ୫୧ ହଜାରରୁ ଅଧିକ ନିଯୁକ୍ତିପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।

Cabinet approves one new project covering Ahmedabad District in the state of Gujarat, increasing the existing network of Indian Railways by about 134 Kms

May 13th, 03:34 pm

The Cabinet Committee on Economic Affairs, chaired by PM Modi, has approved the Ahmedabad–Dholera Semi High-Speed Double Line railway project in Gujarat at an estimated cost of ₹20,667 crore. India’s first semi high-speed rail project, developed with indigenous technology, aims to improve connectivity between Ahmedabad, Dholera SIR, the upcoming Dholera Airport and the Lothal National Maritime Heritage Complex while enhancing mobility, logistics efficiency and regional development across the state.

ଉତ୍ତର ପ୍ରଦେଶ ଏବଂ ଆନ୍ଧ୍ର ପ୍ରଦେଶର ୧୫ଟି ଜିଲ୍ଲାକୁ ଅନ୍ତର୍ଭୁକ୍ତ କରୁଥିବା ଦୁଇଟି ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ କ୍ୟାବିନେଟ୍ ଅନୁମୋଦନ

April 18th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଆଜି ପ୍ରାୟ ୨୪,୮୧୫ କୋଟି ଟଙ୍କା ବ୍ୟୟ ଅଟକଳ ସହିତ ରେଳ ମନ୍ତ୍ରଣାଳୟର ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଅନ୍ତର୍ଭୁକ୍ତ ରହିଛି :

ଏକ ନୂତନ ରେଳଲାଇନ ପ୍ରକଳ୍ପ ସମେତ ୩ଟି ପ୍ରକଳ୍ପର ମଲ୍ଟି-ଟ୍ରାକିଂକୁ କ୍ୟାବିନେଟ ମଞ୍ଜୁରି

August 27th, 04:50 pm

କେନ୍ଦ୍ର କ୍ୟାବିନେଟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ରେଳ ମନ୍ତ୍ରଣାଳୟର ପ୍ରାୟ ୧୨,୩୨୮ କୋଟି ଟଙ୍କା ମୂଲ୍ୟର ଚାରୋଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ହେଉଛି (୧) ଦେଶଲପାର - ହାଜିପିର - ଲୁନା ଏବଂ ଭୟୋର - ଲଖପତ ନୂତନ ଲାଇନ, (୨) ସିକନ୍ଦରାବାଦ (ସନାଥନଗର) - ୱାଡି ତୃତୀୟ ଏବଂ ଚତୁର୍ଥ ଲାଇନ, (୩) ଭାଗଲପୁର-ଜମାଲପୁର ତୃତୀୟ ଲାଇନ ଓ (୪) ଫୁରକେଟିଂ - ନୂତନ ତିନସୁକିଆ ଦୋହରୀକରଣ ।

ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ

July 31st, 03:13 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ରେଳ ମନ୍ତ୍ରଣାଳୟର ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁର କରାଯାଇଛି। ଏସବୁ ପ୍ରକଳ୍ପ ପାଇଁ ୧୧,୧୬୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ରେଳ ପ୍ରକଳ୍ପ ଗୁଡ଼ିକ ହେଲା: ଇଟାର୍ସି-ନାଗପୁର ଚତୁର୍ଥ ଲାଇନ, ଛତ୍ରପତି ଶମ୍ଭାଜିନଗର (ଔରଙ୍ଗାବାଦ)-ପରଭଣୀ ଲାଇନ ଦୋହରୀକରଣ, ଆଲୁଆବାରି ରୋଡ୍‌-ନ୍ୟୁ ଜଲପାଇଗୁଡ଼ି ତୃତୀୟ ଓ ଚତୁର୍ଥ ଲାଇନ, ଡାଙ୍ଗପୋଷୀ-ଜରୋଲି ତୃତୀୟ ଓ ଚତୁର୍ଥ ଲାଇନ । ଏହାଦ୍ବାରା ଓଡ଼ିଶା ସମେତ ୬ଟି ରାଜ୍ୟର ୧୩ଟି ଜିଲ୍ଲା ଉପକୃତ ହେବେ ।

Cabinet approves two multitracking projects across Indian Railways covering various states

June 11th, 03:05 pm

The Cabinet Committee on Economic Affairs, chaired by PM Modi, has approved Koderma – Barkakana Doubling and Ballari – Chikjajur Doubling projects of Ministry of Railways with total cost of Rs. 6,405 crore. These initiatives will improve travel convenience, reduce logistic cost, decrease oil imports and contribute to lower CO2 emissions, supporting sustainable and efficient rail operations and generate employment.

୬୭୯୮ କୋଟି ଟଙ୍କା ବ୍ୟୟ ଅଟକଳରେ ଦୁଇଟି ପ୍ରକଳ୍ପକୁ କ୍ୟାବିନେଟ୍ ଅନୁମୋଦନ କରିଛି ଯାହା ୫ ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ ହେବ ଏବଂ ଯୋଗାଯୋଗ ଉପଲବ୍ଧ କରିବ, ଯାତ୍ରାକୁ ସହଜ କରିବ, ଲଜିଷ୍ଟିକ୍ ଖର୍ଚ୍ଚ ହ୍ରାସ କରିବ, ତୈଳ ଆମଦାନୀ ହ୍ରାସ ଏବଂ ସିଓ୨ ନିର୍ଗମନ ହ୍ରାସ କରିବ

October 24th, 03:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତୀୟ କ୍ୟାବିନେଟ୍ କମିଟି (ସିସିଇଏ) ରେଳ ମନ୍ତ୍ରଣାଳୟର ମୋଟ ଆନୁମାନିକ ମୂଲ୍ୟ ୬୭୯୮ କୋଟି ଟଙ୍କା (ପାଖାପାଖି)ର ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛି ।

Cabinet approves construction of Varanasi-Pt.Deen Dayal Upadhyaya multitracking including new Rail-cum-Road Bridge across Ganga River

October 16th, 03:18 pm

The Union Cabinet, chaired by PM Modi, has approved a ₹2,642 crore multi-tracking project for the Ministry of Railways, aimed at easing congestion on the Varanasi-Pt. Deen Dayal Upadhyaya Junction route. This project will add 3rd and 4th railway lines, along with a new rail-cum-road bridge over the Ganga, enhancing capacity for both passenger and freight traffic. Aligned with the PM-Gati Shakti National Master Plan, it will boost regional development, create jobs, and support environmental goals.

Cabinet approves rail connectivity between Mumbai and Indore

September 02nd, 03:30 pm

The Union Cabinet has approved a new rail line connecting Mumbai and Indore. This strategic project will enhance connectivity and promote economic growth between these two major cities. The rail line is expected to significantly reduce travel time and boost trade and tourism in the region.

ଦୁଇ ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ମୁମ୍ବାଇ ଓ ଇନ୍ଦୋର ମଧ୍ୟରେ ସର୍ବନିମ୍ନ ରେଳ ସଂଯୋଗ ପ୍ରଦାନ ପାଇଁ ୩୦୯ କିଲୋମିଟର ଲମ୍ବର ନୂଆ ଲାଇନ୍ ପ୍ରକଳ୍ପକୁ କ୍ୟାବିନେଟ୍ ଅନୁମୋଦନ

August 09th, 09:58 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ରେଳ ମନ୍ତ୍ରଣାଳୟ ଅଧୀନରେ ମୋଟ ୧୮,୦୩୬ କୋଟି ଟଙ୍କା (ପାଖାପାଖି) ବ୍ୟୟରେ ନୂତନ ରେଳ ଲାଇନ୍ ପ୍ରକଳ୍ପକୁ ଅନୁମୋଦନ କରିଛି । ଇନ୍ଦୋର ଏବଂ ମନମାଡ଼ ମଧ୍ୟରେ ପ୍ରସ୍ତାବିତ ନୂତନ ରେଳପଥ ସିଧାସଳଖ ଯୋଗାଯୋଗ ପ୍ରଦାନ କରିବ ଏବଂ ଗତିଶୀଳତାରେ ଉନ୍ନତି ଆଣିବ, ଯାହା ଭାରତୀୟ ରେଳବାଇ ପାଇଁ ଉନ୍ନତ ଦକ୍ଷତା ଏବଂ ସେବା ବିଶ୍ୱସନୀୟତା ପ୍ରଦାନ କରିବ । ଏହି ପ୍ରକଳ୍ପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଏକ ନୂତନ ଭାରତର ଦୃଷ୍ଟିକୋଣ ଅନୁଯାୟୀ ହୋଇଛି, ଯାହା ଏହି ଅଞ୍ଚଳର ଲୋକମାନଙ୍କୁ ଏହି କ୍ଷେତ୍ରରେ ବ୍ୟାପକ ବିକାଶ ମାଧ୍ୟମରେ ଆତ୍ମନିର୍ଭର କରିବ ତଥା ସେମାନଙ୍କ ନିଯୁକ୍ତି / ସ୍ୱରୋଜଗାର ସୁଯୋଗ ବୃଦ୍ଧି କରିବ ।

ରୋଜଗାର ମେଳା ଅଧୀନରେ ଫେବୃଆରୀ ୧୨ ରେ ସରକାରୀ ବିଭାଗ ଏବଂ ସଂଗଠନରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ୧ ଲକ୍ଷରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

February 11th, 03:15 pm

ଏହି ଅବସରରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀଠାରେ ସମନ୍ୱିତ କମ୍ପ୍ଲେକ୍ସ କର୍ମଯୋଗୀ ଭବନର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କରିବେ । ଏହି କମ୍ପ୍ଲେକ୍ସ ମିଶନ କର୍ମଯୋଗୀର ବିଭିନ୍ନ ସ୍ତମ୍ଭ ମଧ୍ୟରେ ସହଯୋଗ ଏବଂ ସମନ୍ୱୟକୁ ପ୍ରୋତ୍ସାହିତ କରିବ ।

ରୋଜଗାର ମେଳାରେ ବଣ୍ଟାହେବ ୫୧ହଜାର ନିଯୁକ୍ତିପତ୍ର

October 27th, 03:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ଅକ୍ଟୋବର ୨୮ତାରିଖ ଅପରାହ୍ନ ଗୋଟାଏ ବେଳେ ୫୧ହଜାରରୁ ଅଧିକ ନିଯୁକ୍ତିପତ୍ର ନବନିଯୁକ୍ତମାନଙ୍କୁ ଆଭାସୀ ମାଧ୍ୟମରେ ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ନିଜର ଅଭିଭାଷଣ ରଖିବେ ।

୨୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ୫୦୮ଟି ରେଳ ଷ୍ଟେସନର ପୁନର୍ବିକାଶର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 06th, 11:30 am

ନମସ୍କାର, ଦେଶର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, କାର୍ଯ୍ୟକ୍ରମରେ ଦେଶର କୋଣ ଅନୁକୋଣରୁ ଯୋଡ଼ି ହୋଇଥିବା କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟାନ୍ୟ ସଦସ୍ୟଗଣ, ବିଭିନ୍ନ ରାଜ୍ୟମାନଙ୍କର ରାଜ୍ୟପାଳଗଣ, ମୁଖ୍ୟମନ୍ତ୍ରୀଗଣ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଅନ୍ୟ ସମସ୍ତ ମହାନୁଭବ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ସମଗ୍ର ଦେଶର ୫୦୮ ରେଳ ଷ୍ଟେସନର ପୁନଃବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ

August 06th, 11:05 am

ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାରା ଦେଶରେ ୫୦୮ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ୨୪,୪୭୦ କୋଟିରୁ ଅଧିକ ଟଙ୍କା ମୂଲ୍ୟରେ ପୁନଃ ବିକାଶ ହେବାକୁ ଥିବା ଏହି ୫୦୮ ଷ୍ଟେସନ ୨୭ ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ରହିଛି, ସେଥିମଧ୍ୟରେ ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ୫୫ଟି କରି, ବିହାରରେ ୪୯, ମହାରାଷ୍ଟ୍ରରେ ୪୪, ପଶ୍ଚିମବଙ୍ଗରେ ୩୭, ମଧ୍ୟପ୍ରଦେଶରେ ୩୪, ଅ।ସାମରେ ୩୨, ଓଡିଶାରେ ୨୫, ପଞ୍ଜାବରେ ୨୨, ଗୁଜୁରାଟ ଏବଂ ତେଲେଙ୍ଗାନାରେ ୨୧ଟି କରି, ଝାଡଡଖଣ୍ଡରେ ୨୦, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ୧୮ଟି କରି, ହରିୟାଣାରେ ୧୫, କର୍ଣ୍ଣାଟକରେ ୧୩ ଟି ରହିଛି ।

ରତ୍ନିପୋରାକୁ ରେଳ ଯୋଗାଯୋଗକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

May 11th, 06:14 pm

ରେଳ ମନ୍ତ୍ରଣାଳୟ ପକ୍ଷରୁ ଟ୍ୱିଟ କରାଯାଇଛି ଯେ, ଅବନ୍ତିପୋରା ଓ କାକାପୋରା ମଧ୍ୟରେ ରତ୍ନିପୋରା ହଲ୍ଟ ପାଇଁ ଦୀର୍ଘ ଦିନ ଧରି ହୋଇ ଆସୁଥିବା ଦାବି ପୂରଣ ହୋଇଛି । ଏହି ହଲ୍ଟ ଦ୍ୱାରା ଅଞ୍ଚଳରେ ଯାତାୟତ ସହଜ ହେବା ସହ ପରିବହନ ସୁରୁଖୁରୁରେ ହୋଇପାରିବ ।

ଭୋପାଳ ଏବଂ ନୂଆଦିଲ୍ଲୀ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 01st, 03:51 pm

ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ମୁଖ୍ୟମନ୍ତ୍ରୀ ଭାଇ ଶିବରାଜ ମହାଶୟ, ରେଳମନ୍ତ୍ରୀ ଅଶ୍ୱିନୀ ମହାଶୟ, ଅନ୍ୟ ସମସ୍ତ ମହାନୁଭବ, ଆଉ ବିଶାଳ ସଂଖ୍ୟାରେ ଆସିଥିବା ଭୋପାଳର ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ମଧ୍ୟପ୍ରଦେଶର ଭୋପାଳ କମଳାପତି ଷ୍ଟେସନଠାରେ ପ୍ରଧାନମନ୍ତ୍ରୀ ପତାକା ଦେଖାଇ ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରାର କଲେ ଶୁଭାରମ୍ଭ

April 01st, 03:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୦୧.୦୪.୨୦୨୩) ମଧ୍ୟପ୍ରଦେଶର ଭୋପାଳସ୍ଥିତ ରାଣୀକମଳପତି ଷ୍ଟେସନରୁ ଭୋପାଳ-ନୂଆଦିଲ୍ଲୀ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ ସ୍ଥଳରେ ପହଞ୍ଚି ରାଣୀ କମଳାପତି -ନୂଆଦିଲ୍ଳୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ନିରୀକ୍ଷଣ କରିବା ସହ ପିଲା ଓ ଟ୍ରେନର କର୍ମଚାରୀଙ୍କ ସହ ମତ ବିନିମୟ କରିଥିଲେ ।

ପ୍ରଧାନମନ୍ତ୍ରୀ ୩୯ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି

November 24th, 07:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୩୯ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି; ଯାହାକି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସାମିଲ କରି ସକରାତ୍ମକ ପ୍ରଶାସନ ଏବଂ ଠିକଣା ସମୟରେ କାର୍ଯ୍ୟକାରୀତା ପାଇଁ ଏକ ଆଇସିଟି ଆଧାରିତ ମଲ୍ଟି ମୋଡାଲ ପ୍ଲାଟଫର୍ମ ଅଟେ ।

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୩୭ ତମ ପ୍ରଗତି ବୈଠକ

August 25th, 07:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତିର ୩୭ ତମ ସଂସ୍କରଣ ବୈଠକରେ ଅଧ୍ୟକ୍ଷତା କରିଥିଲେ, ଯାହାକି ସକ୍ରିୟ ପ୍ରଶାସନ ଏବଂ ସଠିକ୍‍ ସମୟରେ କାର୍ଯ୍ୟକାରୀ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ଜଡିତ ଆଇସିଟି ଆଧାରିତ ମଲ୍ଟି ମୋଡାଲ ପ୍ଲାଟଫର୍ମ ।

ଚେନାବ ନଦୀରେ ବିଶ୍ୱର ଉଚ୍ଚତମ ରେଳ ବ୍ରିଜର ଆର୍ଚ ନିର୍ମାଣ ସମ୍ପନ୍ନକୁ ପ୍ରଧାନମନ୍ତ୍ରୀ ପ୍ରଶଂସା

April 05th, 08:51 pm

ଜାମ୍ମୁ କାଶ୍ମୀରରେ ଚେନାବ ନଦୀ ଉପରେ ଭାରତୀୟ ରେଳପଥ ଦ୍ୱାରା ଆର୍ଚ ନିର୍ମାଣ କାମ ସଫଳତାର ସହ ସମ୍ପନ୍ନ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ବେଶ ପ୍ରଶଂସା କରିଛନ୍ତି ।