Prime Minister expresses grief over loss of lives in mishap in Nanded
September 11th, 09:11 am
The Prime Minister, Shri Narendra Modi has expressed grief over the loss of lives due to a mishap in Nanded, Maharashtra.ମଧ୍ୟପ୍ରଦେଶର ରେୱାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
September 02nd, 07:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ରେୱାରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।ତେଲେଙ୍ଗାନାର ସୂର୍ଯ୍ୟପେଟ୍ ଠାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
August 26th, 02:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତେଲେଙ୍ଗାନାର ସୂର୍ଯ୍ୟପେଟ୍ ଠାରେ ଘଟିଥିବା ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମଧ୍ୟ ପ୍ରାର୍ଥନା କରିଥିଲେ।ବିହାରର ଲଖିସରାଇରେ ଦଳାଚକଟାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
August 17th, 12:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଲଖିସରାଇରେ ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ହିମାଚଳ ପ୍ରଦେଶର ଚମ୍ବାରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
August 08th, 11:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର ଚମ୍ବାରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୋର ସମବେଦନା। ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ।ଗୁଜରାଟର ଅହମ୍ମଦାବାଦରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
July 18th, 07:13 pm
ଗୁଜରାଟର ଅହମ୍ମଦାବାଦରେ ଏକ ବାଣ କାରଖାନାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛି।କର୍ଣ୍ଣାଟକର କାରୱାରରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
July 09th, 02:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାର କାରୱାରରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ବେଙ୍ଗାଲୁରୁରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
July 02nd, 04:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଙ୍ଗାଲୁରୁର ପଥର ଖଣି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ବୋଲି ଶ୍ରୀ ମୋଦୀ କହିଛନ୍ତି।କୋଲକାତାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
June 25th, 11:13 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଲକାତାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି।ତାମିଲନାଡୁର ତିରୁଭାଲ୍ଲୁର ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
June 21st, 10:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡ଼ୁର ତିରୁଭାଲ୍ଲୁର ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଉତ୍ତରପ୍ରଦେଶର ବାଦାଉଁ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
June 17th, 04:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାଦାଉଁରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।ଗୁଜରାଟର ଭଦୋଦରା ଗ୍ରାମାଞ୍ଚଳରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
June 17th, 04:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଭଦୋଦରା ଗ୍ରାମାଞ୍ଚଳରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି।Prime Minister expresses grief over loss of lives due to a tragic mishap in Solapur Rural, Maharashtra
June 14th, 11:40 am
The Prime Minister, Shri Narendra Modi has expressed deep sorrow over the loss of lives due to a tragic mishap in Solapur Rural, Maharashtra.Prime Minister expresses grief over the mishap in Ferozepur, Punjab
June 06th, 06:22 pm
Prime Minister Shri Narendra Modi today expressed deep pain over a mishap in Ferozepur district, Punjab. The Prime Minister extended his condolences to those who have lost their loved ones and wished a speedy recovery to the injured.ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରିରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
May 18th, 01:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରିରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।Prime Minister condoles the loss of lives due to the capsizing of a boat in Jabalpur, Madhya Pradesh
May 01st, 12:59 pm
Prime Minister Shri Narendra Modi has expressed deep grief over the loss of lives due to the capsizing of a boat in Jabalpur, Madhya Pradesh.ମଧ୍ୟପ୍ରଦେଶର ଧାରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
April 29th, 11:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧାରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।କର୍ଣ୍ଣାଟକର ବେଙ୍ଗାଲୁରୁରେ କାନ୍ଥ ଭୁଶୁଡ଼ି ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତି କରିଛନ୍ତି ପ୍ରଧାନମନ୍ତ୍ରୀ
April 29th, 11:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ବେଙ୍ଗାଲୁରୁରେ ଏକ କାନ୍ଥ ଭୁଶୁଡ଼ିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଉତ୍ତର ପ୍ରଦେଶର ମିର୍ଜାପୁରରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ
April 23rd, 02:34 pm
ଉତ୍ତର ପ୍ରଦେଶର ମିର୍ଜାପୁର ଜିଲ୍ଲାରେ ଏକ ଦୁର୍ଘଟଣାରେ ପ୍ରାଣହରାଇଥିବା ମୃତକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇ ପ୍ରଧାନମନ୍ତ୍ରୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପ୍ରାର୍ଥନା କରିଛନ୍ତି।ଉଧମପୁରରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
April 20th, 01:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାମ୍ମୁ-କାଶ୍ମୀରର ଉଧମପୁରରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।