ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍
March 25th, 05:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ୨୦୩୧-୨୦୩୫ ଅବଧି ପାଇଁ ଭାରତର ଜାତୀୟ ନିର୍ଦ୍ଧାରିତ ଅବଦାନ (ଏନଡିସି)କୁ ମଞ୍ଜୁରୀ ଦେଇଛି। ଏହା ଭାରତର କାର୍ଯ୍ୟକୁ ମଜବୁତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ଜଳବାୟୁ ପରିବର୍ତ୍ତନ ଉପରେ ମିଳିତ ଜାତିସଂଘ ଫ୍ରେମୱାର୍କ କନଭେନସନ (ୟୁଏନଏଫସିସିସି) ଏବଂ ଏହାର ପ୍ୟାରିସ ଚୁକ୍ତିନାମା ଅଧୀନରେ ଦେଶର ମହତ୍ତ୍ୱାକାଂକ୍ଷାକୁ ପ୍ରୋତ୍ସାହିତ କରିବ ଏବଂ ଦୀର୍ଘସ୍ଥାୟୀ ବିକାଶ ଏବଂ ଜଳବାୟୁ ନ୍ୟାୟ ପ୍ରତି ଏହାର ପ୍ରତିବଦ୍ଧତାକୁ ମଧ୍ୟ ମଜବୁତ କରିବ।୧ ମାର୍ଚ୍ଚରେ ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
February 27th, 04:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧ ମାର୍ଚ୍ଚ ୨୦୨୬ରେ ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ କରିବେ। ରାଜସ୍ଥାନ ଏବଂ ଗୁଜରାଟ ଗସ୍ତ ପରେ, ପ୍ରଧାନମନ୍ତ୍ରୀ ୨୮ ଫେବୃଆରୀ ରାତି ପ୍ରାୟ ୯ଟାରେ ଚେନ୍ନାଇ ପହଞ୍ଚିବେ ।