ଆଇଏନଏସ ବିକ୍ରାନ୍ତରେ ସଶସ୍ତ୍ର ବାହିନୀ ସହିତ ଦୀପାବଳି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 20th, 10:30 am

ଆଜି ଏକ ସୁନ୍ଦର ଦିନ, ଏହି ମୁହୂର୍ତ୍ତ ସ୍ମରଣୀୟ, ଏହି ଦୃଶ୍ୟ ଆଶ୍ଚର୍ଯ୍ୟଜନକ। ଆଜି ମୋର ଗୋଟିଏ ଦିଗରେ ଅଥଳ ସମୁଦ୍ରର ଜଳରାଶି ତ ଅନ୍ୟ ପଟେ ମା' ଭାରତୀର ବୀର ଯବାନମାନଙ୍କର ଅକଳନୀୟ ସାମର୍ଥ୍ୟ ରହିଛି । ଆଜି ମୋର ଗୋଟିଏ ପଟେ ଅନନ୍ତ କ୍ଷିତିଜ ବ୍ୟାପି ରହିଛି, ଅନନ୍ତ ଆକାଶ ରହିଛି, ତ ଅନ୍ୟ ପଟେ ଅନନ୍ତ ଶକ୍ତିକୁ ଧରି ରଖିଥିବା ଏହି ବିଶାଳ, ବିରାଟ ଆଇଏନଏସ ବିକ୍ରାନ୍ତ ରହିଛି । ସମୁଦ୍ରର ଜଳରାଶି ଉପରେ ସୂର୍ଯ୍ୟଙ୍କ କିରଣ ଏହି ଚମକ ଗୋଟିଏ ପଟେ ବୀର ଯବାନମାନଙ୍କ ଦ୍ୱାରା ଜଳା ଯାଇଥିବା ଦୀପାବଳିର ପ୍ରଦୀପମାଳା ରହିଛି । ଏହା ଆମର ଅଲୌକିକ ଦୀପମାଳାର ସମାହାର, ମୋର ସୌଭାଗ୍ୟ ଯେ ଏଥର ମୁଁ ନୌସେନାର ଆପଣମାନଙ୍କ ସମସ୍ତ ବୀର ଯବାନମାନଙ୍କ ଗହଣରେ ପବିତ୍ର ଦୀପାବଳି ପର୍ବ ପାଳନ କରୁଛି।

ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

October 20th, 10:00 am

ନୂଆଦିଲ୍ଲୀ,୨୧.୧୦.୨୦୨୫: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଏନଏସ ବିକ୍ରାନ୍ତରେ ଦୀପାବଳି ପାଳନ ସମୟରେ ସଶସ୍ତ୍ର ବାହିନୀର କର୍ମଚାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ଆଜିର ଏହି ଦିନକୁ ଏକ ସୁନ୍ଦର ଦିନ, ସୁନ୍ଦର ମୁହୂର୍ତ୍ତ ଏବଂ ଚମତ୍କାର ଦୃଶ୍ୟ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ କହିଛନ୍ତି, ଏକ ପାର୍ଶ୍ଵରେ ବିଶାଳ ସମୁଦ୍ର ଏବଂ ଅନ୍ୟପଟେ ଭାରତ ମାତାର ସାହସୀ ସୈନିକମାନଙ୍କର ଅପାର ଶକ୍ତି ରହିଛି। ସେହିପରି ଗୋଟିଏ ପାର୍ଶ୍ୱରେ ଅସୀମ ଦିଗନ୍ତ ଏବଂ ଅସୀମ ଆକାଶ ଥିବାବେଳେ, ଅନ୍ୟ ପାର୍ଶ୍ୱରେ ଆଇଏନଏସ ବିକ୍ରାନ୍ତର ବିଶାଳ ଶକ୍ତି ପ୍ରଦର୍ଶନ କରାଯାଉଛି, ଯାହା ଅସୀମ ଶକ୍ତିକୁ ମୂର୍ତ୍ତିମନ୍ତ କରୁଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସମୁଦ୍ରରେ ସୂର୍ଯ୍ୟକିରଣର ଚମକ ଦୀପାବଳି ସମୟରେ ବୀର ସୈନିକମାନଙ୍କ ଦ୍ୱାରା ପ୍ରଜ୍ଜ୍ୱଳିତ ଦୀପ ସହିତ ସମାନ, ଯାହା ଆଲୋକର ଏକ ଦିବ୍ୟ ମାଳା ସୃଷ୍ଟି କରୁଛି। ଭାରତୀୟ ନୌସେନାର ସାହସୀ ସୈନିକଙ୍କ ମଧ୍ୟରେ ଏହି ଦୀପାବଳି ପାଳନ କରିବା ମୋର ସୌଭାଗ୍ୟ ବୋଲି ପ୍ରଧାନମନ୍ତ୍ରୀ ବର୍ଣ୍ଣନା କରିଛନ୍ତି।

ବିହାରର ଗୟାଜୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣI

August 22nd, 12:00 pm

ବିହାରର ମାନ୍ୟବର ରାଜ୍ୟପାଳ ଆରିଫ ମହମ୍ମଦ ଖାନ ଜୀ; ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜୀ, କେନ୍ଦ୍ର କ୍ୟାବିନେଟରେ ଥିବା ମୋର ସହକର୍ମୀ, ଜିତନ୍ ରାମ ମାନଝି ଜୀ, ରାଜୀବ ରଂଜନ ସିଂ, ଚିରାଗ ପାସୱାନ୍ ଜୀ, ରାମ ନାଥ ଠାକୁର ଜୀ, ନିତ୍ୟାନନ୍ଦ ରାୟ ଜୀ, ସତୀଶ ଚନ୍ଦ୍ର ଦୁବେ ଜୀ, ରାଜ ଭୂଷଣ ଚୌଧୁରୀ ଜୀ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଜୀ ଏବଂ ବିଜୟ କୁମାର ସିହ୍ନା ଜୀ, ବିହାର ସରକାରଙ୍କ ମନ୍ତ୍ରୀମାନେ, ସଂସଦରେ ମୋର ସହକର୍ମୀ ଉପେନ୍ଦ୍ର କୁଶୱା ଜୀ, ଅନ୍ୟ ସାଂସଦ ଏବଂ ବିହାରର ମୋର ପ୍ରିୟ ଭାଇ ଓ ଭଉଣୀମାନେ!

ବିହାରର ଗୟାରେ ୧୨୦୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 22nd, 11:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଗୟାରେ ୧୨୦୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ଜ୍ଞାନ ଏବଂ ମୁକ୍ତିର ପବିତ୍ର ନଗରୀ ଗୟାକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ବିଷ୍ଣୁପଦ ମନ୍ଦିରର ଭବ୍ୟ ପରିସରରୁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଗୟା ଆଧ୍ୟାତ୍ମିକତା ଏବଂ ଶାନ୍ତିର ଭୂମି। ସେ ଗୁରୁତ୍ୱାରୋପ କରିଛନ୍ତି ଯେ ଭଗବାନ ବୁଦ୍ଧ ଏହି ପବିତ୍ର ଭୂମିରେ ଜ୍ଞାନପ୍ରାପ୍ତ ହୋଇଥିଲେ। ଶ୍ରୀ ମୋଦୀ କହିଛନ୍ତି, ଗୟାର ଏକ ପ୍ରାଚୀନ ଏବଂ ଅତ୍ୟନ୍ତ ସମୃଦ୍ଧ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟ ଅଛି। ଏହି ଅଞ୍ଚଳର ଲୋକମାନେ ଚାହାଁନ୍ତି ଯେ ଏହି ସହରକୁ କେବଳ ଗୟା ନୁହେଁ ବରଂ ସମ୍ମାନର ସହିତ ଗୟାଜୀ କୁହାଯାଉ, ପ୍ରଧାନମନ୍ତ୍ରୀ ଏହି ଭାବନାକୁ ସମ୍ମାନ ଦେବା ପାଇଁ ବିହାର ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କେନ୍ଦ୍ର ଏବଂ ବିହାରରେ ତାଙ୍କ ସରକାର ଗୟାର ଦ୍ରୁତ ବିକାଶ ପାଇଁ ନିରନ୍ତର ପ୍ରୟାସ କରୁଛନ୍ତି ବୋଲି ସେ ଖୁସି ପ୍ରକାଶ କରିଛନ୍ତି।

Our government is working with full strength to transform the lives of farmers: PM Modi in Varanasi

August 02nd, 11:30 am

In his address while launching multiple development works in Varanasi, PM Modi said that this was his first visit to the holy city following Operation Sindoor. He asserted that during Operation Sindoor, the world witnessed the Rudra form of India. The PM announced that ₹21,000 crore had been transferred to the bank accounts of 10 crore farmers across the country under the PM-Kisan Samman Nidhi scheme.

ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨,୨୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 02nd, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨,୨୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଶ୍ରାବଣ ମାସରେ ବାରାଣସୀର ପରିବାର ସହ ସାକ୍ଷାତ କରି ତାଙ୍କର ହୃଦୟସ୍ପର୍ଶୀ ଭାବନା ପ୍ରକାଶ କରିଛନ୍ତି । ବାରାଣସୀର ଲୋକଙ୍କ ସହିତ ତାଙ୍କର ଗଭୀର ଭାବପ୍ରବଣ ସମ୍ପର୍କକୁ ଉଲ୍ଲେଖ କରି ଶ୍ରୀ ମୋଦୀ ସହରର ପ୍ରତ୍ୟେକ ପରିବାର ସଦସ୍ୟଙ୍କୁ ତାଙ୍କର ସୌହାର୍ଦ୍ଦ୍ୟପୂର୍ଣ୍ଣ ଶୁଭେଚ୍ଛା ଜଣାଇଛନ୍ତି । ପବିତ୍ର ଶ୍ରାବଣ ମାସରେ ଭିଡିଓ କନଫରେନ୍ସ ମାଧ୍ୟମରେ ଦେଶବ୍ୟାପୀ କୃଷକମାନଙ୍କ ସହିତ ସଂଯୋଗ ସ୍ଥାପନ କରି ଶ୍ରୀ ମୋଦୀ ସନ୍ତୋଷ ପ୍ରକାଶ କରିଛନ୍ତି ।

We are against war, but peace is not possible without strength: PM Modi in Kargil

October 24th, 02:52 pm

Keeping in with his tradition of spending Diwali with armed forces, the PM Modi spent this Diwali with the forces in Kargil. Addressing the brave jawans, the Prime Minister said that the reverence for the soil of Kargil always draws him towards the brave sons and daughters of the armed forces.

PM celebrates Diwali with Armed Forces in Kargil

October 24th, 11:37 am

Keeping in with his tradition of spending Diwali with armed forces, the PM Modi spent this Diwali with the forces in Kargil. Addressing the brave jawans, the Prime Minister said that the reverence for the soil of Kargil always draws him towards the brave sons and daughters of the armed forces.

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଲିଗଡରେ ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଭିତିପ୍ରସ୍ତର ସ୍ଥାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ।

September 14th, 12:01 pm

ଉତର ପ୍ରଦେଶର ରାଜ୍ୟପାଳ ଶ୍ରୀମତି ଆନନ୍ଦି ବେନ୍ ପଟେଲ ଜୀ, ଉତର ପ୍ରଦେଶର ଯଶସ୍ୱୀ ଏବଂ ତେଜସ୍ୱୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଉପମୁଖ୍ୟମନ୍ତ୍ରୀ ଦୀନେଶ ଶର୍ମା ଜୀ, ଉତର ପ୍ରଦେଶ ସରକାରର ମନ୍ତ୍ରୀଗଣ, ଅନ୍ୟାନ୍ୟ ସାଂସଦଗଣ, ବିଧାୟକଗଣ ଏବଂ ଅଲିଗଡର ମୋର ପ୍ରିୟ ଭାଇ ଓ ଭଉଣୀମାନେ ।

ପ୍ରଧାନମନ୍ତ୍ରୀ ଆଲିଗଡରେ ଥିବା ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି

September 14th, 11:45 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଲିଗଡରେ ଥିବା ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ପକାଇଛନ୍ତି । ସେ ଉତ୍ତରପ୍ରଦେଶ ପ୍ରତିରକ୍ଷା ଶିଳ୍ପ କରିଡରର ଆଲିଗଡ ନୋଡର ପ୍ରଦର୍ଶନୀ ମଡେଲ ଏବଂ ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଛନ୍ତି ।

74ତମ ସ୍ୱାଧୀନତା ଦିବସ ସମାରୋହ-ଅଗଷ୍ଟ 15, 2020 ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

August 15th, 02:49 pm

ଆଜି ଆମେ ସ୍ୱାଧୀନ ଭାରତରେ ଶାନ୍ତିରେ ନିଶ୍ୱାସ ନେଉଛୁ, ଏହା ପଛରେ ମା’ ଭାରତୀଙ୍କ ଲକ୍ଷ ଲକ୍ଷ ସନ୍ତାନଙ୍କ ତ୍ୟାଗ, ବଳିଦାନ ଓ ଦେଶକୁ ସ୍ୱାଧୀନ କରିବା ଲାଗି ସମର୍ପଣ ରହିଛି । ଆଜି ସେ ସମସ୍ତ ସ୍ୱାଧୀନତା ସଂଗ୍ରାମୀ, ବୀର ଯୋଦ୍ଧା ଓ ଶହୀଦମାନଙ୍କୁ ପ୍ରଣାମ କରିବାର ପର୍ବ ।

74ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀର ଉପରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍‌ବୋଧନ

August 15th, 02:38 pm

ମୋର ପ୍ରିୟ ଦେଶବାସୀ, ଆଜିର ଏହି ଶୁଭ ଅବସରରେ ଆପଣମାନଙ୍କୁ ମୁଁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରୁଛି ।

India celebrates 74th Independence Day

August 15th, 07:11 am

Prime Minister Narendra Modi addressed the nation on the occasion of 74th Independence Day. PM Modi said that 130 crore countrymen should pledge to become self-reliant. He said that it is not just a word but a mantra for 130 crore Indians. “Like every young adult in an Indian family is asked to be self-dependent, India as nation has embarked on the journey to be Aatmanirbhar”, said the PM.

"କଂଗ୍ରେସ ସରକାର ସର୍ବଦା ଲୋକମାନଙ୍କ ଚିନ୍ତା ଦୂର କରିବା ଏବଂ ସେମାନଙ୍କ ଜୀବନକୁ ସହଜ କରିବାରେ ବିଫଳ ରହିଆସିଛି :ପ୍ରଧାନମନ୍ତ୍ରୀ ମୋଦୀ "

May 03rd, 12:02 pm

ଶିଖରରେ ଏକ ରାଲିରେ ଜନତାଙ୍କୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ,ରାଜସ୍ଥାନରେ କଂଗ୍ରେସ ସରକାର ଜନତାଙ୍କୁ ଦେଇଥିବା ପ୍ରତିଶୃତିକୁ ପୁରା କରିବାରେ ବିଫଳ ହୋଇଛନ୍ତି ଏବଂ କଂଗ୍ରେସ ସରକାର ସର୍ବଦା ଲୋକମାନଙ୍କ ଚିନ୍ତା ଦୂର କରିବା ଏବଂ ସେମାନଙ୍କ ଜୀବନକୁ ସହଜ କରିବାରେ ବିଫଳ ରହିଆସିଛି ।

"ପ୍ରଥମେ କଂଗ୍ରେସ ଆମର ସର୍ଜିକାଲ ଷ୍ଟ୍ରାଇକର ମଜାକ ଉଡ଼ାଇଲେ ଏବଂ ଏବେ ଦାବି କରୁଛନ୍ତି ଯେ ,ନିଜେ ସତ୍ତାରେ ଥିଲା ବେଳେ ଏଭଳି 6ଟି ଷ୍ଟ୍ରାଇକ କରିଥିଲେ : ପ୍ରଧାନମନ୍ତ୍ରୀ ମୋଦୀ "

May 03rd, 12:01 pm

ରାଜସ୍ଥାନର ହିଦୌନରେ ଏକ ରାଲିରେ ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସର ସମାଲୋଚନା କରି କହିଛନ୍ତି ,''ପ୍ରଥମେ କଂଗ୍ରେସ ଆମର ସର୍ଜିକାଲ ଷ୍ଟ୍ରାଇକର ମଜାକ ଉଡ଼ାଇଲେ ଏବଂ ଏବେ ଦାବି କରୁଛନ୍ତି ଯେ ,ନିଜେ ସତ୍ତାରେ ଥିଲା ବେଳେ ଏଭଳି 6ଟି ଷ୍ଟ୍ରାଇକ କରିଥିଲେ । ପ୍ରଥମେ ସେମାନେ ମଜାକ ଉଡ଼ାଇଲେ ,ସେମାନେ ପୁଣି ବିରୋଧ କଲେ ଏବଂ ଏବେ ସେମାନେ କହୁଛନ୍ତି ମିଟୁ' ,ମି ଟୁ' ।

"ରାଜସ୍ଥାନ ପୁଣିଥରେ ବିଜେପିକୁ ଚାହୁଁଛି : ରାଜସ୍ଥାନରେ ପ୍ରଧାନମନ୍ତ୍ରୀ ମୋଦୀ "

May 03rd, 12:00 pm

ରାଜସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେଗା ରାଲିକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ସେ କଂଗ୍ରେସ ଏବଂ ମହାମେଣ୍ଟରେ ସେମାନଙ୍କ ଭୁଲ ଶାସନ ବିଷୟରେ ଉଲ୍ଲେଖ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ସଶସ୍ତ୍ର ବଳକୁ ଅପମାନ କରିଥିବା ନେଇ ବିରୋଧୀଙ୍କ ସମାଲୋଚନା କରିଛନ୍ତି । ସେ ବିରୋଧୀଙ୍କ ସମାଲୋଚନା କରି କହିଛନ୍ତି ,ବିରୋଧୀ ପ୍ରଥମେ ସର୍ଜିକାଲ ଷ୍ଟ୍ରାଇକ ଉପରେ ପ୍ରଶ୍ନ ଉଠାଇଛନ୍ତି ,ଦ୍ୱିତୀୟରେ ଏହାର ବିରୋଧ କରିବା ଏବଂ ତୃତୀୟରେ ,ଏହା ମଧ୍ୟ ଦାବି କରିଥିଲେ ଯେ ସେମାନେ ସତ୍ତାରେ ଥିଲାବେଳେ ଏଭଳି ଷ୍ଟ୍ରାଇକ କରିଥିଲେ ।

ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ପାଇଁ ପ୍ରତିରକ୍ଷା ବୈଜ୍ଞାନିକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

March 02nd, 09:10 pm

Hearty congratulations to our defence scientists for the successful demonstration of ballistic missile defence capability.With this, India joins the select group of five nations with such capability- a proud moment for the entire country., the Prime Minister said.

ସୋସିଆଲ ମିଡିଆ କର୍ଣ୍ଣର 2 ମାର୍ଚ୍ଚ 2017

March 02nd, 08:13 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

BJP Is the Only Ray of Hope for Development of Uttar Pradesh: PM Modi

February 15th, 02:25 pm

Prime Minister Narendra Modi addressed a large gathering in Kannauj, Uttar Pradesh. PM Modi alleged that the SP government had only helped increasing crime and corruption in the state. He said, “What is 'UP' in Uttar Pradesh are crime rates, migration of youth for jobs, corruption, riots, poverty, mortality rate, school dropouts.”