ଭାରତୀୟ ପାଣିପାଗ ବିଭାଗ ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 10:45 am
କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଡବ୍ଲୁଏମଓ ର ମହାସଚିବ ପ୍ରଫେସର ସେଲେସ୍ତେ ସାଓଲୋ ଜୀ, ବିଦେଶରୁ ଆସିଥିବା ଆମର ଅତିଥିବୃନ୍ଦ, ଆର୍ଥ ସାଇନ୍ସ ମନ୍ତ୍ରଣାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ୍ ଜୀ, ଆଇଏମଡିର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଜୀ, ଅନ୍ୟ ମହାନୁଭବ, ସମସ୍ତ ବୈଜ୍ଞାନିକ ଓ ବିଭିନ୍ନ ବିଭାଗ ଏବଂ ସଂସ୍ଥାନର ଅଧିକାରୀ, ସଜ୍ଜନ ମଣ୍ଡଳୀ …ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 10:30 am
ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।୧୪ ଜାନୁଆରୀରେ ଭାରତ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
January 13th, 11:14 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ଜାନୁଆରୀ ସକାଳ ପ୍ରାୟ ୧୦:୩୦ ସମୟରେ ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍ରେ ଭାରତ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ସମାରୋହରେ ଅଂଶଗ୍ରହଣ କରିବେ । ଏହି ଅବସରରେ ସେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।Cabinet Approves Mission Mausam for Advanced Weather and Climate Services
September 11th, 08:19 pm
The Union Cabinet, led by PM Modi, has approved Mission Mausam with a Rs. 2,000 crore outlay to enhance India's weather science, forecasting, and climate resilience. The initiative will use cutting-edge technologies like AI, advanced radars, and high-performance computing to improve weather predictions and benefit sectors like agriculture, disaster management, and transport.