ଆସାମର ନାମରୂପରେ ୟୁରିଆ ପ୍ଲାଣ୍ଟର ଭୂମି ପୂଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 21st, 04:25 pm
ଆସାମର ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ, ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା, କେନ୍ଦ୍ର ସରକାରରେ ମୋର ସାଥୀ ଏବଂ ଏଠାରେ ଉପସ୍ଥିତ ଆପଣମାନଙ୍କର ପ୍ରତିନିଧି, ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ, ଆସାମ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକବୃନ୍ଦ, ଅନ୍ୟ ମହାନୁଭବଗଣ, ଏବଂ ବିଶାଳ ସଂଖ୍ୟାରେ ଆମକୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ସମସ୍ତ ଭାଇ ଓ ଭଉଣୀମାନେ । ମୁଁ ସେଠାରେ ଏହାଠାରୁ ଅଧିକ ଉତ୍ସାହୀ ଲୋକମାନଙ୍କୁ ଦେଖିପାରୁଛି ।ଆସାମ ଭ୍ୟାଲି ଫର୍ଟିଲାଇଜର ଆଣ୍ଡ କେମିକାଲ କମ୍ପାନୀ ଲିମିଟେଡର ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 21st, 12:00 pm
ଶ୍ରୀ ମୋଦୀ କହିଥିଲେ ଯେ ସେ ଦେଖୁଛନ୍ତି ଯେ, ଆଗକୁ ବହୁ ସଂଖ୍ୟାରେ ଲୋକମାନେ ଏକାଠି ହୋଇ ସେମାନଙ୍କ ଭଲପାଇବାକୁ ବଢାଉଛନ୍ତି । ସେ ବିଶେଷ କରି ମାଆ ଏବଂ ଭଉଣୀମାନଙ୍କ ଉପସ୍ଥିତି ଉପରେ ଆଲୋକପାତ କରି କହିଥିଲେ ଯେ ସେମାନେ ଆଣିଥିବା ପ୍ରେମ ଏବଂ ଆଶୀର୍ବାଦ ଅସାଧାରଣ ଥିଲା। ସେ କହିଥିଲେ ଯେ ଅନେକ ଭଉଣୀ ଆସାମର ଚା' ବଗିଚାର ସୁଗନ୍ଧ ନେଇ ଆସିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ସୁଗନ୍ଧ ଆସାମ ସହିତ ତାଙ୍କର ସମ୍ପର୍କରେ ଏକ ଅନନ୍ୟ ଅନୁଭବ ସୃଷ୍ଟି କରିଥାଏ। ସେ ଉପସ୍ଥିତ ସମସ୍ତଙ୍କୁ ପ୍ରଣାମ କରିଥିଲେ ଏବଂ ସେମାନଙ୍କ ସ୍ନେହ ଓ ଭଲପାଇବା ପାଇଁ କୃତଜ୍ଞତା ବ୍ୟକ୍ତ କରିଥିଲେ।ଓମାନରେ ଭାରତୀୟ ଛାତ୍ର ଏବଂ ଭାରତୀୟ ସମ୍ପ୍ରଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
December 20th, 03:20 pm
ଆସାମର ମାଟି ସହିତ ମୋର ସଂଲଗ୍ନତା, ଏଠାକାର ଲୋକମାନଙ୍କର ସ୍ନେହ ତଥା ପ୍ରେମ ଏବଂ ବିଶେଷକରି ଆସାମ ଏବଂ ଉତ୍ତର-ପୂର୍ବର ମାଆ ଓ ଭଉଣୀମାନଙ୍କ ଭଲପାଇବା ମୋତେ ସବୁବେଳେ ପ୍ରେରିତ କରିଥାଏ ଏବଂ ଉତ୍ତର ପୂର୍ବାଞ୍ଚଳର ବିକାଶ ପାଇଁ ଆମର ସଂକଳ୍ପକୁ ଅଧିକ ଦୃଢ଼ କରିଥାଏ । ମୁଁ ଦେଖୁଛି ଯେ, ଆଜି ପୁଣି ଥରେ ଆସାମର ବିକାଶରେ ଏକ ନୂଆ ଅଧ୍ୟାୟ ଯୋଡା ହେଉଛି, ଏବଂ ଏପରି ସମୟରେ ଭାରତ ରତ୍ନ ଭୁପେନ ଦା’ଙ୍କ ପଙ୍କ୍ତି ଉପଯୁକ୍ତ ମନେ ହେଉଛି । ଲୁଇଦୋର ପାର ଜିଲିକାଇ ଟୁଲିବୋଲୋଇ, ଆମି ପ୍ରୋତିଜ୍ଞାବୋଦ୍ଧ! ଆମି ହୋନˆଲ୍ପବୋଦ୍ଧ! ଅର୍ଥାତ୍ ଲୁଇତ୍ ନଦୀର କୂଳ ଉଜ୍ଜ୍ୱଳ ହେବ, ଅନ୍ଧକାର ପ୍ରତ୍ୟେକ କାନ୍ଥ ଭାଙ୍ଗିବ ଏବଂ ଏହା ନିଶ୍ଚିତ ଭାବରେ ଘଟିବ, ଏହା ଆମର ସଂକଳ୍ପ, ଏହା ଆମର ପ୍ରତିଶୃତି ।ଆସାମର ଗୌହାଟୀରେ ଲୋକପ୍ରିୟ ଗୋପୀନାଥ ବାର୍ଦୋଲୋଇ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ଟର୍ମିନାଲ ବିଲ୍ଡିଂ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
December 20th, 03:10 pm
୨୦.୧୨.୨୨୫ : ଆସାମର ସଂଯୋଗୀକରଣ, ଆର୍ଥିକ ବିସ୍ତାର ଏବଂ ବିଶ୍ୱସ୍ତରୀୟ ସମ୍ପର୍କ କ୍ଷେତ୍ରରେ ଏକ ପରିବର୍ତ୍ତନମୂଳକ ମାଇଲଖୁଣ୍ଟ ଭାବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୌହାଟୀରେ ଲୋକପ୍ରିୟ ଗୋପୀନାଥ ବର୍ଦୋଲୋଇ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ଟର୍ମିନାଲ କୋଠା ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ ଆଜି ଆସାମ ଏବଂ ଉତ୍ତର-ପୂର୍ବାଞ୍ଚଳର ବିକାଶ ଏବଂ ପ୍ରଗତି ପର୍ବ। ସେ ଆଲୋକପାତ କରିଛନ୍ତି ଯେ, ଯେତେବେଳେ ପ୍ରଗତିର ଆଲୋକ ଲୋକଙ୍କ ପାଖରେ ପହଞ୍ଚେ, ଜୀବନର ପ୍ରତ୍ୟେକ ପଥ ନୂତନ ଉଚ୍ଚତା ଛୁଇଁବା ଆରମ୍ଭ କରେ। ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଆସାମ ଭୂମି ପ୍ରତି ତାଙ୍କର ଗଭୀର ଆସକ୍ତି, ଏହାର ଲୋକଙ୍କ ପ୍ରେମ ଏବଂ ସ୍ନେହ, ଏବଂ ବିଶେଷକରି ଆସାମ ଏବଂ ଉତ୍ତର-ପୂର୍ବାଞ୍ଚଳର ମା' ଓ ଭଉଣୀମାନଙ୍କ ଆତିଥ୍ୟ ଏବଂ ଆତ୍ମୀୟତା ତାଙ୍କୁ ନିରନ୍ତର ଅନୁପ୍ରାଣିତ କରେ ଏବଂ ଏହି ଅଞ୍ଚଳର ବିକାଶ ପାଇଁ ସାମୂହିକ ସଂକଳ୍ପକୁ ମଜବୁତ କରେ। ଯେ ଆଜି ପୁଣି ଥରେ ଆସାମର ବିକାଶରେ ଏକ ନୂତନ ଅଧ୍ୟାୟ ଯୋଡା ହେଉଛି। ଭାରତରତ୍ନ ଭୂପେନ ହଜାରିକାଙ୍କ ଧାଡ଼ିକୁ ଉଲ୍ଲେଖ କରି ଶ୍ରୀ ମୋଦୀ ଜୋର ଦେଇ କହିଛନ୍ତି ଯେ ଏହାର ଅର୍ଥ ହେଉଛି ମହାଶକ୍ତିଶାଳୀ ବ୍ରହ୍ମପୁତ୍ର ନଦୀର କୂଳ ଉଜ୍ଜ୍ୱଳ ହେବ, ଅନ୍ଧାରର ପ୍ରତ୍ୟେକ ପ୍ରାଚୀର ଭାଙ୍ଗିଯିବ, ଏବଂ ଏହା ନିଶ୍ଚିତ ଭାବରେ ଘଟିବ କାରଣ ଏହା ଦେଶର ସଂକଳ୍ପ ଏବଂ ଗମ୍ଭୀର ପ୍ରତିଜ୍ଞା।RJD and Congress are pushing Bihar’s youth towards crime and ‘rangdari’: PM Modi in Bettiah, Bihar
November 08th, 11:30 am
Addressing a massive rally in Bettiah, PM Modi accused the RJD and Congress of pushing the state’s youth towards crime and ‘rangdari’. Speaking about the GST Bachat Utsav, the PM highlighted that today, essential items carry either zero or minimal GST, making everyday goods much more affordable. Urging the crowd to take out their phones and switch on the flashlight, he said, “This light in your hands shows the path to a Viksit Bihar.”Unstoppable wave of support as PM Modi addresses rallies in Sitamarhi and Bettiah, Bihar
November 08th, 11:00 am
PM Modi today addressed large and enthusiastic gatherings in Sitamarhi and Bettiah, Bihar, seeking blessings in the sacred land of Mata Sita and highlighting the deep connection between faith and nation-building. Recalling the events of November 8, 2019, when he had prayed for a favourable Ayodhya verdict before heading for an inauguration the following day, he said he had now come to Sitamarhi to seek the people’s blessings for a Viksit Bihar.The opposition is not a ‘gathbandhan’ but a ‘gharbandhan’: PM Modi during the interaction with Mahila Karyakartas of Bihar
November 04th, 10:30 pm
PM Modi interacted with spirited women karyakartas of the Bharatiya Janata Party from Bihar as part of the “Mera Booth, Sabse Mazboot” outreach initiative. The interaction was marked by warmth, humour, and conviction as PM Modi hailed the vital role of women in strengthening democracy and steering India towards a Viksit Bharat.PM Modi interacts with Mahila Karyakartas of Bihar under “Mera Booth, Sabse Mazboot” initiative
November 04th, 03:30 pm
PM Modi interacted with spirited women karyakartas of the Bharatiya Janata Party from Bihar as part of the “Mera Booth, Sabse Mazboot” outreach initiative. The interaction was marked by warmth, humour, and conviction as PM Modi hailed the vital role of women in strengthening democracy and steering India towards a Viksit Bharat.When the youth lead, the nation moves forward: PM Modi during Mera Booth Sabse Mazboot - Yuva Samvaad
October 23rd, 06:06 pm
Prime Minister Narendra Modi interacted with spirited Yuva Karyakartas from Bihar under the “Mera Booth, Sabse Mazboot – Yuva Samvaad” initiative, blending inspiration with realism as he urged the youth to be the torchbearers of a Viksit Bharat.PM Modi addresses the Yuva Karyakartas of Bihar during “Mera Booth, Sabse Mazboot – Yuva Samvaad” programme
October 23rd, 06:00 pm
Prime Minister Narendra Modi interacted with spirited Yuva Karyakartas from Bihar under the “Mera Booth, Sabse Mazboot – Yuva Samvaad” initiative, blending inspiration with realism as he urged the youth to be the torchbearers of a Viksit Bharat.The spirit of Seva, Sangathan, and Samarpan defines Bihar’s BJP cadre: PM Modi during “Mera Booth Sabse Mazboot”
October 15th, 06:30 pm
PM Modi interacted with dedicated BJP karyakartas from Bihar as part of the “Mera Booth Sabse Mazboot” initiative, reaffirming that the booth remains the foundation of the party’s success and the strength of democracy itself.PM Modi interacts with BJP Karyakartas from Bihar under “Mera Booth Sabse Mazboot” campaign
October 15th, 06:00 pm
PM Modi interacted with dedicated BJP karyakartas from Bihar as part of the “Mera Booth Sabse Mazboot” initiative, reaffirming that the booth remains the foundation of the party’s success and the strength of democracy itself.ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 08th, 10:15 am
ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।‘ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 08th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ନୂଆଦିଲ୍ଲୀ ଯଶୋଭୂମିଠାରେ ଏସିଆର ସର୍ବବୃହତ ଟେଲିକମ୍, ଗଣମାଧ୍ୟମ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ‘ଇଣ୍ଡିଆ ମୋବାଇଲ୍ କଂଗ୍ରେସ’ (ଆଇଏମସି) ୨୦୨୫ର ୯ମ ସଂସ୍କରଣକୁ ଉଦଘାଟନ କରିଛନ୍ତି। ଇଣ୍ଡିଆ ମୋବାଇଲ୍ କଂଗ୍ରେସର ସ୍ୱତନ୍ତ୍ର ସଂସ୍କରଣରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି ଯେ, ଅନେକ ଷ୍ଟାର୍ଟଅପ୍ ଆର୍ଥିକ ଠକେଇ ନିବାରଣ, କ୍ୱାଣ୍ଟମ୍ ଯୋଗାଯୋଗ, ୬ଜି, ଅପ୍ଟିକାଲ୍ ଯୋଗାଯୋଗ ଏବଂ ସେମିକଣ୍ଡକ୍ଟର ସମେତ ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ଉପସ୍ଥାପନା କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଏପରି ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଉପସ୍ଥାପନା ଦେଖିବା ଦ୍ୱାରା, ଭାରତର ପ୍ରଯୁକ୍ତିବିଦ୍ୟା ଭବିଷ୍ୟତ ସକ୍ଷମ ହାତରେ ଥିବା ତାଙ୍କ ବିଶ୍ୱାସ ଆହୁରି ଦୃଢ଼ ହୁଏ। ସେ ଏହି କାର୍ଯ୍ୟକ୍ରମ ଏବଂ ସମସ୍ତ ନୂତନ ପଦକ୍ଷେପ ପାଇଁ ଶୁଭକାମନା ଜଣାଇଥିଲେ।ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 10:45 am
ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ, ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପର ଆରମ୍ଭ
October 04th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଦକ୍ଷତା ସମାବର୍ତ୍ତନ ସମାରୋହରେ ୬୨ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ କରିଛନ୍ତି। ଦେଶବ୍ୟାପୀ ଲକ୍ଷ ଲକ୍ଷ ଆଇଟିଆଇ ଛାତ୍ରଛାତ୍ରୀ, ବିହାରର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଯେ, କିଛି ବର୍ଷ ପୂର୍ବେ ସରକାର ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଧରଣର ସମାବର୍ତ୍ତନ ସମାରୋହ ଆୟୋଜନ କରିବାର ଏକ ନୂତନ ପରମ୍ପରା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ଆଜି ସେହି ପରମ୍ପରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି।ମିଜୋରାମର ବିଭିନ୍ନ ଉନ୍ନତିମୂଳକ କାମର ଶିଳାନ୍ୟାସ ଓ ଉଦଘାଟନ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 10:30 am
ମିଜୋରାମ ରାଜ୍ୟପାଳ ଭି.କେ.ସିଂହ, ମୁଖ୍ୟମନ୍ତ୍ରୀ ଲାଲଡୁହୋମା, କେନ୍ଦ୍ର କ୍ୟାବିନେଟର ସହଯୋଗୀ ଅଶ୍ୱିନୀ ବୈଷ୍ଣବ, ମିଜୋରାମ ସରକାରଙ୍କ ମନ୍ତ୍ରୀବର୍ଗ, ସାଂସଦ, ଅନ୍ୟ ନିର୍ବାଚିତ ପ୍ରତିନିଧି ସମୂହ ଓ ମିଜୋରାମ ଜନତା ।ମିଜୋରାମର ଆଇଜଲରେ ୯,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 13th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିଜୋରାମର ଆଇଜଲରେ ୯୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ରେଳ, ରାସ୍ତା, ବିଦ୍ୟୁତ୍, କ୍ରୀଡା ସମେତ ଅନେକ କ୍ଷେତ୍ରକୁ ଲାଭ ପହଞ୍ଚାଇବ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନୀଳ ପର୍ବତମାଳାର ଏହି ସୁନ୍ଦର ଭୂମିରେ ରାଜତ୍ୱ କରିଥିବା ପରମେଶ୍ୱର ପାଠିଆନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସେ ମିଜୋରାମର ଲାଙ୍ଗପୁଇ ବିମାନବନ୍ଦରରେ ଉପସ୍ଥିତ ଥିବାରୁ ଏବଂ ଖରାପ ପାଗ ଯୋଗୁଁ ଆଇଜଲରେ ଲୋକଙ୍କୁ ଭେଟିପାରି ନଥିବାରୁ ଦୁଃଖ ପ୍ରକାଶ କରିଥିଲେ। ଏହି ପରିସ୍ଥିତି ସତ୍ତ୍ୱେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଏହି ମାଧ୍ୟମରେ ମଧ୍ୟ ଲୋକଙ୍କ ପ୍ରେମ ଏବଂ ସ୍ନେହ ଅନୁଭବ କରିପାରିବେ।କର୍ଣ୍ଣାଟକର ବେଙ୍ଗଲୁରରେ ବିଭିନ୍ନ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 10th, 01:30 pm
କର୍ଣ୍ଣାଟକର ରାଜ୍ୟପାଳ ଶ୍ରୀ ଥାଓ୍ୱରଚନ୍ଦ ଗହଲୋଟ ଜୀ, ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜୀ, କେନ୍ଦ୍ରରେ ମୋର ସହଯୋଗୀ ମନୋହରଲାଲ ଖଟ୍ଟର ଜୀ, ଏଚ୍ ଡି କୁମାରସ୍ୱାମୀ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ବି. ସୋମନ୍ନା ଜୀ, ସୁଶ୍ରୀ ଶୋଭା ଜୀ, ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଜୀ, କର୍ଣ୍ଣାଟକ ସରକାରଙ୍କ ମନ୍ତ୍ରୀ ବି.ସୁରେଶ ଜୀ, ବିରୋଧୀ ଦଳ ନେତା ଆର୍. ଅଶୋକ ଜୀ, ସାଂସଦ ତେଜସ୍ୱୀ ସୂର୍ଯ୍ୟା ଜୀ, ଡାକ୍ତର ମଂଜୁନାଥ ଜୀ, ଏମଏଲଏ ବିଜୟେନ୍ଦ୍ର ୟେଡିୟୁରପ୍ପା ଜୀ ଓ କର୍ଣ୍ଣାଟକର ମୋର ଭାଇ ଓ ଭଉଣୀମାନେ,କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୨୨,୮୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 10th, 01:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୭,୧୬୦ କୋଟି ଟଙ୍କା ମୂଲ୍ୟର ବାଙ୍ଗାଲୋର ମେଟ୍ରୋର ୟେଲୋ ଲାଇନର ଉଦଘାଟନ କରିଛନ୍ତି ଏବଂ ୧୫୬୧୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବାଙ୍ଗାଲୋର ମେଟ୍ରୋ ପର୍ଯ୍ୟାୟ - ୩ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେ ବେଙ୍ଗାଲୁରୁର କେଏସଆର ରେଳ ଷ୍ଟେସନରେ ତିନୋଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ, , କର୍ଣ୍ଣାଟକର ଭୂମିରେ ପାଦ ଦେବା ପରେ ଏହି ସ୍ଥାନରେ ସେ ଆପଣାର ଭାବନାକୁ ଅନୁଭବ କରିଥିଲେ। କର୍ଣ୍ଣାଟକ ସଂସ୍କୃତିର ସମୃଦ୍ଧି, ଏହାର ଲୋକଙ୍କ ସ୍ନେହ ଏବଂ କନ୍ନଡ ଭାଷାର ମଧୁରତା, ଯାହା ହୃଦୟକୁ ଗଭୀର ଭାବରେ ସ୍ପର୍ଶ କରେ, ସେସବୁ ଉପରେ ଆଲୋକପାତ କରି ଶ୍ରୀ ମୋଦୀ ବେଙ୍ଗାଲୁରୁର ଅଧିଷ୍ଠାତ୍ରୀ ଦେବୀ ଆନ୍ନାମ୍ମା ଥାଇଙ୍କ ଚରଣରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କ ବକ୍ତବ୍ୟ ଆରମ୍ଭ କରିଥିଲେ। ଶହ ଶହ ବର୍ଷ ପୂର୍ବେ ନାଦପ୍ରଭୁ କେମ୍ପେଗୌଡ଼ା ବେଙ୍ଗାଲୁରୁ ସହରର ମୂଳଦୁଆ ସ୍ଥାପନ କରିଥିଲେ । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ କେମ୍ପେଗୌଡ଼ା ପରମ୍ପରାକୁ ମୂଳରେ ରଖି ଏକ ସହରର କଳ୍ପନା କରିଥିଲେ ଏବଂ ପ୍ରଗତିର ନୂତନ ଶିଖରରେ ପହଞ୍ଚିଥିଲେ। ବେଙ୍ଗାଲୁରୁ ସର୍ବଦା ସେହି ଭାବନାକୁ ବଞ୍ଚାଇ ରଖିଛି ଏବଂ ଏହାକୁ ସଂରକ୍ଷଣ କରିଆସିଛି ଏବଂ ଆଜି, ବେଙ୍ଗାଲୁରୁ ସେହି ସ୍ୱପ୍ନକୁ ସାକାର କରୁଛି,ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।