ଇଥିଓପିଆର ଆଡିସ୍ ଆବାବାରେ ଥିବା ଆଡୱା ବିଜୟ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
December 17th, 01:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଡିସ୍ ଆବାବାସ୍ଥିତ ଆଡୱା ବିଜୟ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ସ୍ମାରକୀ ସାହସୀ ଇଥିଓପିଆ ସୈନିକମାନଙ୍କୁ ଉତ୍ସର୍ଗୀକୃତ, ଯେଉଁମାନେ ୧୮୯୬ ମସିହାରେ ଆଡୱା ଯୁଦ୍ଧରେ ନିଜ ରାଷ୍ଟ୍ରର ସାର୍ବଭୌମତ୍ୱ ପାଇଁ ଚରମ ବଳିଦାନ ଦେଇଥିଲେ। ଏହି ସ୍ମାରକୀ ଆଡୱାର ବୀରମାନଙ୍କ ଚିରସ୍ଥାୟୀ ଉତ୍ସାହ ଏବଂ ଦେଶର ସ୍ୱାଧୀନତା, ମର୍ଯ୍ୟାଦା ଏବଂ ନମନୀୟତାର ଗର୍ବିତ ପରମ୍ପରା ପ୍ରତି ଏକ ଶ୍ରଦ୍ଧାଞ୍ଜଳି।ଇଥିଓପିଆ ସଂସଦର ମିଳିତ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 17th, 12:25 pm
ପ୍ରାଚୀନ ଜ୍ଞାନ ଓ ଆଧୁନିକ ଆକାଂକ୍ଷାର ସମନ୍ୱୟ ଥିବା ଏକ ଜାତିର ହୃଦୟସ୍ଥଳ ତଥା ଗଣତନ୍ତ୍ରର ଏହି ମନ୍ଦିରକୁ ଆସିଥିବାରୁ ମୁଁ ନିଜକୁ ଗୌରବାନ୍ୱିତ ମନେକରୁଛି। ଆପଣମାନଙ୍କ ସଂସଦ, ଆପଣମାନଙ୍କ ଜନତା ଏବଂ ଆପଣମାନଙ୍କ ଗଣତାନ୍ତ୍ରିକ ଯାତ୍ରା ପ୍ରତି ଗଭୀର ସମ୍ମାନର ସହିତ ମୁଁ ଏଠାକୁ ଆସିଛି।ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
December 17th, 12:12 pm
ପ୍ରଧାନମନ୍ତ୍ରୀ ଭାରତୀୟମାନଙ୍କ ପକ୍ଷରୁ ଇଥିଓପିଆ ସାଂସଦମାନଙ୍କୁ ବନ୍ଧୁତା ଏବଂ ସଦ୍ଭାବନାର ଶୁଭେଚ୍ଛା ଜଣାଇ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଥିଲେ ଯେ, ସଂସଦକୁ ସମ୍ବୋଧିତ କରିବା ଏବଂ ଗଣତନ୍ତ୍ରର ଏହି ମନ୍ଦିର ମାଧ୍ୟମରେ, ଇଥିଓପିଆର ଭବିଷ୍ୟତ ଗଠନ କରୁଥିବା ସାଧାରଣ ଜନତା - କୃଷକ, ଉଦ୍ୟୋଗୀ, ଗର୍ବିତ ମହିଳା ଏବଂ ଯୁବକମାନଙ୍କ ସହ କଥା ହେବା ଏକ ସୌଭାଗ୍ୟର ବିଷୟ। ତାଙ୍କୁ ସର୍ବୋଚ୍ଚ ପୁରସ୍କାର - ‘ଗ୍ରେଟ୍ ଅନର ନିଶାନ ଅଫ ଇଥିଓପିଆ’ ପ୍ରଦାନ କରିବା ପାଇଁ ସେ ଇଥିଓପିଆର ଜନତା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ଦୁଇଦେଶର ଗୁରୁତ୍ବପୂର୍ଣ୍ଣ ସମ୍ପର୍କ କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଯେ, ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ରହିଆସିଥିବା ଦୀର୍ଘକାଳୀନ ସମ୍ପର୍କ ରଣନୈତିକ ସହଭାଗୀତା ସ୍ତରକୁ ଉନ୍ନୀତ ହୋଇଛି।The ‘Great Honour Nishan of Ethiopia’ belongs to the countless Indians who have shaped India-Ethiopia partnership: PM Modi
December 17th, 09:25 am
During his visit to Ethiopia, PM Modi was conferred the 'Great Honor Nishan of Ethiopia', the country’s highest award, by Ethiopian PM Abiy Ahmed Ali. The honour was bestowed upon PM Modi in recognition of his contribution to strengthening the India-Ethiopia partnership and his visionary leadership as a global statesman. The PM dedicated the award to all those who have contributed to nurturing the bilateral ties between India & Ethiopia.India and Ethiopia have shared continuous contact, dialogue and exchanges for thousands of years: PM Modi during meeting with Ethiopian PM Abiy Ahmed Ali
December 17th, 09:12 am
During his remarks at the meeting with Ethiopian PM Abiy Ahmed Ali, PM Modi announced that India–Ethiopia relations have been elevated to the level of a Strategic Partnership. The PM noted that both countries are democratic forces committed to peace and the welfare of humanity. He also expressed satisfaction over the decision to double the number of student scholarships for Ethiopia in India.Prime Minister holds bilateral talks with the Prime Minister of Ethiopia
December 17th, 12:02 am
During his visit to Ethiopia, PM Modi held discussions with Ethiopian PM Dr. Abiy Ahmed Ali in Addis Ababa. Both leaders reviewed the entire spectrum of the bilateral relationship and agreed to elevate the ties to the level of a Strategic Partnership. PM Modi thanked Ethiopia for its solidarity in the wake of the Pahalgam terror attack. Following the talks, the two leaders witnessed the exchange of MoUs.Prime Minister receives the highest award of Ethiopia
December 16th, 11:52 pm
During his visit to Ethiopia, PM Modi was conferred the 'Great Honor Nishan of Ethiopia', the country’s highest award, by Ethiopian PM Abiy Ahmed Ali. The honour was bestowed upon PM Modi in recognition of his contribution to strengthening the India-Ethiopia partnership and his visionary leadership as a global statesman. The PM dedicated the award to all those who have contributed to nurturing the bilateral ties between India & Ethiopia.ଇଥିଓପିଆରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱତନ୍ତ୍ର ସ୍ୱାଗତ କରାଗଲା
December 16th, 06:21 pm
ଇଥିଓପିଆ ପ୍ରଥମ ଦ୍ୱିପାକ୍ଷିକ ଗସ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଡିସ ଆବାବାରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଇଥିଓପିଆର ପ୍ରଧାନମନ୍ତ୍ରୀ ଡ଼ା. ଆବି ଅହମ୍ମଦ ଅଲି ସ୍ୱାଗତ କରିଥିଲେ।